Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅଚିହ୍ନା ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଦିନ ଦ୍ଵିପହରେ ଯୁବତୀଙ୍କୁ ଛୁରାମାଡ଼

କଟକ: କଟକରେ ଚାଞ୍ଚଲ୍ୟ । ଦିନ ଦ୍ୱୀପହରରେ ପାର୍ଲର ଭିତରେ ପଶି ବିବାହିତା ମହିଳାଙ୍କୁ ଛୁରା ମାଡ଼। ଆହତ ମହିଳା ଜଣଙ୍କ ହେଇଛନ୍ତି ତେଲେଙ୍ଗା ବଜାର ଅଞ୍ଚଳରେ ସୁଚିତ୍ରା ଖଟୁଆ । ଦୁର୍ବୃତ୍ତ ଜଣକ ମୁଁହ ରେ ମାସ୍କ ପିନ୍ଧି ଥିବାରୁ ମହିଳା ଜଣକ ଦୁର୍ବୃତ୍ତଙ୍କୁ ଚିହ୍ନି ପାରି ନ ଥିଲେ । ତେବେ…

ବିରୋଧୀଙ୍କୁ ଫାଇଭ ଟି କାମର ହିସାବ ଦେଲା ବିଜେଡି !

ଭୁବନେଶ୍ୱର: ଫାଇଭ ଟି ସଚିବଙ୍କୁ ନେଇ ବିରୋଧୀ, ସୌମ୍ୟ ଓ ବିଜେଡି ମଧ୍ୟରେ ଲଢେ଼ଇ ତୀଵ୍ର ହେବାରେ ଲାଗିଛି। ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଲଗାତର ଫାଇଭ ଟି ଉପରେ ଶାଣିତ ଆକ୍ରମଣ ସହ ବିରୋଧୀ ନେତାମାନେ ତାଙ୍କ ସାଥ ଦେବା ରାଜନୈତିକ ସ୍ଥିତିକୁ ଜଟିଳ କରିଛି। ଏଭଳି ସ୍ଥିତିରେ…

କଲେଜ ଛାତରେ ରିଲ୍ସ କରିବା ପଡିଲା ମହଙ୍ଗା, ଏଣିକି କଲେଜରେ ରିଲ୍ସ ମନା

ବ୍ରହ୍ମପୁର: କଲେଜ ଛାତରେ ରିଲ୍ସ କରିବା ପଡିଲା ମହଙ୍ଗା । ଭିଡିଓ ଭାଇରାଲ ହେବା ପରେ କଲେଜ ପକ୍ଷରୁ ପ୍ରକାଶ ପାଇଲା ତତ୍ପରତା । ବ୍ରହ୍ମପୁର ଶଶିଭୂଷଣ ରଥ ସ୍ୱୟଂଶାସିତ ମହିଳା କଲେଜରେ ଏଣିକି ରିଲ୍ସ କରିବାକୁ ବାରଣ କରାଯାଇଛି । କଲେଜ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ କଲେଜ ପକ୍ଷରୁ…

କୃଥିକା ପ୍ରଭାକରନଙ୍କ ଲିଗାଲ ନୋଟିସକୁ ଅପରାଜିତାଙ୍କ ଚାଲେଞ୍ଜ: ଟୁଇଟ କରି ପଚାରିଲେ ଏତେ ସାହାସର କାରଣ କ’ଣ ?

ଭୁବନେଶ୍ୱର:କୃଥିକା ପ୍ରଭାକରନଙ୍କୁ ଅପରାଜିତାଙ୍କ ଚାଲେଞ୍ଜ  । ଟୁଇଟ କରି ଖୋଲା ଚାଲେଞ୍ଜ ଦେଇଛନ୍ତି ସାଂସଦ ଅପରାଜିତା । କୃଥିକା ପ୍ରଭାକରଣଙ୍କ ସାହାସକୁ ନେଇ ପ୍ରଶ୍ନ କରିଛନ୍ତି । ଏତେ ସାହାସର କାରର କ’ଣ ବୋଲି ପ୍ରଶ୍ନ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଟାଗ କରିଛନ୍ତି ସାଂସଦ…

ଦିନ ଦ୍ବିପ୍ରହରରେ ବୁଲିଲା ଖଣ୍ଡା: ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁଇ ଦୁର୍ବୃତ୍ତ

ସୋର: ସୋରରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି  । ଦିନ ଦ୍ବିପ୍ରହରରେ ସୋର ବରଫ ଛକରେ ବୁଲିଲା କଟୁରୀ ଓ ଭୁଜାଲି । ଆଉ ଲହୁ ଲୁହାଣ ହେଲେ ଯୁବକ । ଦୁଇ ଯୁବକ ଅନ୍ୟ ଜଣେ ଯୁବକଙ୍କୁ ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି । ଗୁରୁତର ଅବସ୍ଥାରେ ଯୁବକଙ୍କୁ ପ୍ରଥମେ ସୋର ମେଡିକାଲରେ…

ଭୁଲ ପାର୍ଶ୍ୱରେ ଗାଡି ଚଳାଇବା ବିପଦଜନକ, ଦୁର୍ଘଟଣା ଏଡାଇବାକୁ ଓଡ଼ିଶା ପୋଲିସର ସଚେତନତା

ଭୁବନେଶ୍ୱର: ସାରା ରାଜ୍ୟରେ ସଡ଼କ ସୁରକ୍ଷା ନିୟମ କଡାକଡି ଲାଗୁ ହୋଇଛି। ଏଥିଯୋଗୁଁ ସଡ଼କ ଦୁର୍ଘଟଣା ଏବଂ ମୃତ୍ୟୁହାର ମଧ୍ୟ ହ୍ରାସ ପାଇଛି। ରାଜ୍ୟରେ ସଡକ ଦୁର୍ଘଟଣା ଏଡାଇବାକୁ ପୋଲିସ ଓ ପରିବହନ ବିଭାଗ ପକ୍ଷରୁ ଅନେକ ପ୍ରକାରର କାର୍ଯ୍ୟକ୍ରମ ମାଧ୍ୟମରେ ଲୋକଙ୍କୁ ଟ୍ରାଫିକ ନିୟମ ସମ୍ପର୍କରେ…

ବାଲିମେଳା ଜଳଭଣ୍ଡାରରେ ଅଘଟଣ, ଡଙ୍ଗା ବୁଡି ଜଣେ ନିଖୋଜ

କାଲିମେଳା: ବୁଡ଼ିଗଲା ଦେଶୀ ଡଙ୍ଗା, ଜଣେ ନିଖୋଜ। ବାଲିମେଳା ଜଳଭଣ୍ଡାରରେ ଅଘଟଣ । ଦେଶୀ ଡଙ୍ଗା ବୁଡି ଜଣେ ନିଖୋଜ । ନିଖୋଜ ବ୍ୟକ୍ତି ଜଣଙ୍କ ହେଲେ ରାମଗୁଡା ଗାଁର ୪୭ ବର୍ଷିୟ ରାମଚନ୍ଦ୍ର ମୁଦୁଲି । ସୂଚନା ଅନୁସାରେ, ଗତକାଲି ରାମଚନ୍ଦ୍ର ଗାଁକୁ ଦେଶୀ ଡଙ୍ଗା ସାହାଯ୍ୟରେ ଫେରୁଥିବାବେଳେ…

ଗଞ୍ଜାମ ଶେରଗଡରେ ବିଭତ୍ସ ହତ୍ୟାକାଣ୍ଡ: ବିଜେଡି ନେତାଙ୍କୁ ହତ୍ୟା କରି ବ୍ରିଜ ତଳକୁ ଫିଙ୍ଗି ଦେଲେ ଦୁର୍ବୁତ୍ତ

ଗଞ୍ଜାମ: ଗଞ୍ଜାମ ଶେରଗଡ ଥାନା ନନ୍ଦିନୀ ସେତୁ ନିକଟରେ ଅଭାବନୀୟ ଘଟଣା ଘଟିଛି  । ଯୁବ ବିଜେଡି ନେତାଙ୍କୁ ହତ୍ୟା କରି ବ୍ରିଜ ତଳକୁ ଫିଙ୍ଗି ଦେଇଛନ୍ତି ଦୁର୍ବୃତ୍ତ  । ମୃତକ ମଧୂସୁଦନ ବିଷୋଇ ବୋଲି ଜଣାପଡିଛି  । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏଭଳି ଅଘଟଣ ଘଟିଥିବା କୁହାଯାଉଛି  । ଏହି…

ଆସନ୍ତା ୧୨ରେ ଆଉ ଏକ ଘୂର୍ଣ୍ଣିବଳୟ, ବଢିପାରେ ବର୍ଷାର ପରିମାଣ

ଭୁବନେଶ୍ଵର: ରାଜ୍ୟରେ ସକ୍ରିୟ ରହିଛି ମୌମୁମୀ ବାୟୁ । ଫଳରେ ଗତ କିଛି ଦିନ ହେବ ରାଜ୍ୟରେ ପ୍ରବଳ ବର୍ଷା ହେଉଥିଲା। କିନ୍ତୁ ଦୁଇ ଦିନ ହେବ ରାଜ୍ୟରେ ପାଗ ଶୁଖିଲା ରହିଛି । ତେବେ ପୁଣି ବର୍ଷାରେ ଭିଜିବ ଓଡି଼ଶା । ୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ…

ସୈତାନ ପ୍ରେମିକ: ପ୍ରେମିକାକୁ ହତ୍ୟା କରି କୂଅରେ ଫୋପାଡିଲା,ଗିରଫ ପରେ ସିନ୍ ରିକ୍ରିଏସନ କଲା ପୁଲିସ

ଉମରକୋଟ: କୁହାଯାଏ ପ୍ରେମ ଶାଶ୍ବତ ଓ ଚିରନ୍ତର  । ପ୍ରେମ ପାଇଁ କିଏ ନିଜ ଜୀବନକୁ ଉତ୍ସର୍ଗୀକୃତ କରୁଛି ତ କିଏ ସାତ ଦରିଆ ପାର କରୁଛି  । ମାତ୍ର ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଖୁଟୁଗାଁ ଗାଁରେ ଘଟିଛି  ଏକ ଲଜ୍ଜାଜନକ ଘଟଣା  । ପିଶାଚ ସାଜିଛି ପ୍ରେମିକ  । ପ୍ରଥମେ ପ୍ରେମ ତା ପରେ…