Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୋଦୀଙ୍କ ରୋଡ ସୋ ପାଇଁ ୫୫ ପ୍ଲାଟୁନ ଫୋର୍ସ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ମୋଦୀଙ୍କ ରୋଡ ସୋ ରେ ମୁତୟନ ହେବେ ୫୫ ପ୍ଲାଟୁନ ଫୋର୍ସ । ଏନେଇ ସୂଚନା ଦେଲେ ସିପି ସଞ୍ଜୀବ ପଣ୍ଡା । ଏଥି ସହିତ ବମ୍ ସ୍କ୍ବାଡ୍ ଓ ଡଗ୍ ସ୍କ୍ବାଡ ବି ମୁତୟନ କରାଯିବ । ଆସନ୍ତା ମେ ୧୦ ତାରିଖରେ ଭୁବନେଶ୍ବରରେ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଜେଡିରେ ମିଶିଲେ କୋରେଇ ନିର୍ବାଚନ ମଣ୍ଡଳୀର ଆଲେକ୍ସଜେଣ୍ଡର ଦାସ ଓ ତାଙ୍କ ସମର୍ଥକ

ଯାଜପୁର: କୋରେଇ ବିଜେପିକୁ ବଡ ଝଟକା । ଦଳ ଛାଡି ବିଜେଡିରେ ମିଶିଲେ ପୂର୍ବତନ ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଆଲେକ୍ସଜେଣ୍ଡର ଦାସ ଓ ତାଙ୍କ ସମର୍ଥକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ସମସ୍ତଙ୍କୁ ଦଳକୁ ସ୍ୱାଗତ କରିଛନ୍ତିଲେ ସାଂସଦ ସସ୍ମିତ…

ବିଜେପି କ୍ଷମତାକୁ ଆସିଲେ ବଦଳିବ ସମ୍ବିଧାନ: କଂଗ୍ରେସ

ଭୁବନେଶ୍ଵର: ବିଜେପି ଉପରେ ବର୍ଷିଲା କଂଗ୍ରେସ । ସାମ୍ବାଦିକ ସମ୍ମିଳନୀ କରି ଏଆସିସି ମୁଖପାତ୍ର ଶମା ମହମଦ କହିଛନ୍ତି ଯେ, ବିଜେପି କ୍ଷମତାକୁ ଆସିଲେ ବଦଳିବ ସମ୍ବିଧାନ। ସେଥିପାଇଁ ୪ଶହ ପାର ନାରା ଦେଉଛନ୍ତି ବିରୋଧି । କେବଳ ମୋଦି ନୁହନ୍ତି, ଭାରତୀୟ ଜନତା ପାର୍ଟିର ବହୁ ବରିଷ୍ଠ…

ପ୍ରାଇଭେଟ୍ ପାର୍ଟ ଭିତରେ ଲୁଚାଇଥିଲେ ୨ କୋଟିରୁ ଉର୍ଦ୍ଧ୍ବ ମୂଲ୍ୟର ସୁନା, ୪ ଗିରଫ

ଭୁବନେଶ୍ବର: ଭୁବନେଶ୍ବର ବିଜୁ ପଟ୍ଟନାୟକ ଅର୍ନ୍ତଜାତୀୟ ବିମାନ ବନ୍ଦରରୁ ସୁନା ଚୋରା ଚାଲାଣର ଏକ ଅଜବ ତରିକା ସାମ୍ନାକୁ ଆସିଛି । ବିଦେଶରୁ ଆସିଥିବା ଚାରି ଜଣ ତସ୍କର ନିଜର ମଳାଶୟରେ ୩ କେଜି ଉର୍ଦ୍ଧ୍ବ ମୂଲ୍ୟର ସୂନା ଲୁଚାଇ ଆଣିଥିଲେ । ଏୟାରପୋର୍ଟରେ ସ୍କ୍ରିନିଂ ବେଳେ ସେମାନଙ୍କ ମଳାଶୟରେ…

କାହାକୁ ବାଛିବ ସୋନପୁର ?

ଭୁବନେଶ୍ବର : ସରଗରମ ହେଲାଣି ସୋନପୁର ନିର୍ବାଚନୀ ମାହୋଲ । ବିଜେଡିର ହେଭିଓ୍ବେଟ୍ ନେତା ନିରଞ୍ଜନ ପୂଜାରୀଙ୍କ ଗଡ ରହିଛି ସୋନପୁର । ହେଲେ ବିଜେପି, କଂଗ୍ରେସ ସାଙ୍ଗକୁ ଏଥର ନିରଞ୍ଜନଙ୍କୁ ଚ୍ୟାଲେଞ୍ଜ ଦେଉଛନ୍ତି ସ୍ବାଧୀନ ପ୍ରାର୍ଥୀ ସୋନାଲି ବିଶି । ଚାରି ତରଫା ଲଢେଇରେ କାହାକୁ ବାଛିବ…

ପଦମପୁରକୁ ଜିଲ୍ଲା କରାଇ ଦେଉନାହାନ୍ତି ବିରୋଧି: ପାଣ୍ଡିଆନ

ପଦମପୁର: ପଦମପୁରକୁ ଜିଲ୍ଲା କରିବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ରାଜ୍ୟ ସରକାର ମଧ୍ୟ ବିଜ୍ଞପ୍ତି ପ୍ରକାଶ କଲେ । ଏପରିକି ଜିଲ୍ଲାପାଳ କାର୍ଯ୍ୟାଳୟ ପାଇଁ ମଧ୍ୟ ଜାଗା ଚିହ୍ନଟ କରାଗଲା । କିନ୍ତୁ ଚକ୍ରାନ୍ତକାରୀ ଗୋଷ୍ଠୀ ତାକୁ ବନ୍ଦ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ପଦମପୁର…

ଓଡ଼ିଶାର ଅସ୍ମିତା ପାଇଁ ରାଜ୍ୟ ବିଜେପି ଉପସଭାପତିଙ୍କ ନେତୃତ୍ବରେ ଶ୍ରୀମନ୍ଦିରରୁ ବାହାରିଲା ମହାପ୍ରଭୁଙ୍କ ବିଜୟ ମାଳ ଓ…

ପୁରୀ: ରାଜ୍ୟ ବିଜେପି ଉପସଭାପତି ତଥା ଯୁବ ଦଇତାପତି ଭବାନୀ ଦାସ ମହାପାତ୍ରଙ୍କ ନେତୃତ୍ବରେ ଆଜି ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରୁ ବାହାରିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଜୟ ମାଳ ଓ ମହାପ୍ରସାଦ । ଓଡ଼ିଶାର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ପ୍ରାର୍ଥୀଙ୍କ ବିଜୟ କାମନା ସହ ଓଡ଼ିଶାର…

ବିଜେଡିରେ ସାମିଲ ହେଲେ ଅଭିନେତା ଅଖିଳ ପଟ୍ଟନାୟକ

ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ଅଭିନେତା ଅଖିଳ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ମଙ୍ଗରାଜ ଓ ଖୋର୍ଦ୍ଧା ପର୍ଯ୍ୟବେକ୍ଷକ ରବୀନ୍ଦ୍ର ଜେନାଙ୍କ ପକ୍ଷରୁ ତାଙ୍କୁ ଦଳକୁ ସ୍ୱାଗତ କରିଛନ୍ତି ସାଂସଦ ସସ୍ମିତ ପାତ୍ର । କିଛି ଦିନ…

ଭବାନୀପାଟଣାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ: କହିଲେ ‘ଯାହା ଆମେ କହୁ ତାହା କରୁ, ଏହା ଆମ ଚରିତ୍ର’

ଭବାନୀପାଟଣା: ଲୋକସଭା ନିର୍ବାଚନର ମାହୋଲ ଭିତରେ ଘନ ଘନ ଓଡିଶାକୁ ଛୁଟୁଛି କେନ୍ଦ୍ରିୟ ନେତାଙ୍କ ସୁଅ । ଏହାରିଭିତରେ ଓଡ଼ିଶାରେ ପହଞ୍ଚିଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଓଡ଼ିଶା ଗସ୍ତରେ ଆସି ଭବାନୀପାଟଣାରେ ପହଞ୍ଚିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି…

ବଢିଲା ଅଭିନେତା ତଥା ବିଜେପି ନେତା ଅନୁଭବ ମହାନ୍ତିଙ୍କ ଅଡୁଆ

କଟକ: ଅଭିନେତା ତଥା ବିଜେପି ନେତା ଅନୁଭବ ମହାନ୍ତିଙ୍କ ବଢିଲା ଅଡୁଆ। ଅନୁଭବ ମହାନ୍ତିଙ୍କ ବିରୋଧରେ ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ ଖାରଜ କରିଦେଇଛନ୍ତି। ଅଭିଯୋଗ ମିଥ୍ୟା ଦର୍ଶାଇ ଡିସଚାର୍ଜ ପିଟିସନ ଦାୟର କରିଥିଲେ ଅନୁଭବ…