Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାଲେଶ୍ୱର ଓ ଭଦ୍ରକ ବାସୁଦେବପୁରରେ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଲୋକେ ଆତଙ୍କିତ

ବାଲେଶ୍ବର:ବାଲେଶ୍ବର ଓ ଭଦ୍ରକ ବାସୁଦେବପୁରରେ ଶୁଭିଲା ପ୍ରଚଣ୍ଡ ଶବ୍ଦ  । ୧ ମିନିଟରେ ୨ରୁ ୩ ଥର ଶୁଭିଲା ପ୍ରଚଣ୍ଡ ଶବ୍ଦ, ଲୋକେ ଆତଙ୍କିତ । ତେବେ ପାଖରେ ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟି ଥିବାରୁ, ଗୋଳାବାରୁଦ ପରୀକ୍ଷଣ ହେଉଥିବା ଲୋକମାନେ ଅନୁମାନ କରୁଛନ୍ତି । ଏହାର କାରଣ କଣ ସ୍ପଷ୍ଟ…

ନିର୍ବାଚନରେ ବିଜେଡି ପରାଜୟର କାରଣ କହିଲେ ବରିଷ୍ଠ ନେତା ଶଶୀ ବେହେରା

ଭୁବନେଶ୍ବର: ଚଳିତ ନିର୍ବାଚନରେ ବିଜେଡି ବିପର୍ଯ୍ୟୟର ସାମ୍ନା କରିଛି । ଦୀର୍ଘ ୨୪ ବର୍ଷ ପରେ ସରିଛି ନବୀନ ଯୁଗ  । ୨୪ ବର୍ଷର ଶାସନ ଭିତରେ ଦେଶରେ ଅପ୍ରତିଦ୍ୱନ୍ଦ୍ୱୀ ଓ ଅପରାଜେୟ ନେତା ପାଲଟିଥିଲେ ନବୀନ ପଟ୍ଟନାୟକ । ଓଡିଶା ବିଧାନସଭା ନିର୍ବାଚନର ଫଳାଫଳ ପରେ ସମସ୍ତଙ୍କ ମନରେ ଗୋଟିଏ…

ସିଏମଓରୁ ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା

ଭୁବନେଶ୍ବର: ବିଜେଡି ଧରାଶାୟୀ ହେବା ପରେ ବୁଧବାର ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ନବୀନ ପଟ୍ଟନାୟକ । ଗତକାଲି ତାଙ୍କର ଇସ୍ତଫା ପରେ ଆଜି ମୁଖ୍ୟମନ୍ତ୍ରୀଙ୍କ ଦୁଇ ଜଣ ପରାମର୍ଶଦାତା ନିଜ ପଦରୁ ଇସ୍ତଫା ଦେଇଛନ୍ତି । ସେ ହେଉଛନ୍ତି  ଆର୍.…

ରାଜ୍ୟପାଳଙ୍କୁ ଭେଟି ନିର୍ବାଚନ ଫଳାଫଳ ସମ୍ପର୍କରେ ଅବଗତ କରାଇଲେ ନିର୍ବାଚନ ଅଧିକାରୀ

ଭୁବନେଶ୍ବର: ଆଜି ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ରାଜ୍ୟରେ ହୋଇଥିବା ସାଧାରଣ ନିର୍ବାଚନ ଫଳାଫଳ ସମ୍ପର୍କରେ ରାଜ୍ୟପାଳଙ୍କୁ ଅବଗତ କରାଇଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ । ମଧ୍ୟାହ୍ନ ୧ଟା ସମୟରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିଜ ଟିମ୍ ସହ ରାଜଭବନ ଯାଇ…

ଏଇଠି ଅଛନ୍ତି ପାଣ୍ଡିଆନ

ଭୁବନେଶ୍ବର: କୁଆଡେ ଗଲେ ବିଜେଡିର ନମ୍ବର ଟୁ ଭିକେ ପାଣ୍ଡିଆନ ? ବିଜେଡି ନିର୍ବାଚନ ପରିଚାଳନା ହେଉ କି ପ୍ରଚାର । ସବୁବେଳେ ନଜର ଆସୁଥିବା ପାଣ୍ଡିଆନଙ୍କୁ ଫଳାଫଳ ପ୍ରକାଶ ପାଇବା ପରଠୁ ଦେଖିବାକୁ ମିଳୁନି । ନବୀନ ପଟ୍ଟନାୟକ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ନହେଲେ ରାଜନୀତିରୁ ସନ୍ୟାସ ନେବାକୁ…

‘ବିଏସକେଓ୍ବାଇ କାର୍ଡ ଅଚଳ ପାଇଁ ଦାୟୀ ସରକାର, ବାକି ରଖିଛନ୍ତି କୋଟି କୋଟି ଟଙ୍କା’

ଭୁବନେଶ୍ବର: ବିଏସକେଓ୍ବାଇ କାର୍ଡ ଉପଭୋକ୍ତାଙ୍କୁ ଫେରାଉଛି ପ୍ରାଇଭେଟ ହସ୍ପିଟାଲ ଅଭିଯୋଗ ଉପରେ ପ୍ରତିକ୍ରିୟା ରଖିଲେ ଘରୋଇ ଡାକ୍ତରଖାନା ସଂଘ । ସିଧା ସିଧା ସରକାରଙ୍କ ଉପରକୁ ଉଠାଇଲେ ଅଙ୍ଗୁଳି । କହିଲେ ନା ଦେଉଛନ୍ତି ଲିଖିତ ସ୍ପଷ୍ଟିକରଣ, ନା ଦେଉଛନ୍ତି ବକେୟା ଟଙ୍କା । ତେଣୁ ଆମେ…

ରାଜ୍ୟରେ ବିଏସ୍‌କେଓ୍ବାଇ ଯୋଜନା ଚାଲୁ ରହିଛି: ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ରାଜ୍ୟରେ ବିଏସକେଓ୍ବାଇ କାର୍ଡ ଚାଲୁ ରହିଛି । କୌଣସି ହସ୍ପିଟାଲରେ ରୋଗୀଙ୍କୁ ଏଥିପାଇଁ ଅବହେଳା କରି ପାରିବେ ନାହିଁ। ଚିକିତ୍ସା କିମ୍ୱା ଡିସଚାର୍ଜ ମଧ୍ୟ କରି ପାରବେ ନାହିଁ। କିଛି ଅସୁବିଧା ହେଲେ ସ୍ୱାସ୍ଥ୍ୟ ବିଭାଗର ହେଲ୍ପ ଲାଇନ ନମ୍ୱରରେ ଜଣାଇ ପାରିବେ। ଏନେଇ ସ୍ପଷ୍ଟ…

ଘରେ ଶୋଇଥିବା ବେଳେ କାମୁଡ଼ିଲା ସାପ: ଭାଇ ମୃତ, ଭଉଣୀ ଗୁରୁତର

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାରେ ଅଭାବନୀୟ ଘଟଣା ଘଟିଛି। ଘରେ ଶୋଇଥିବା ବେଳେ କାମୁଡ଼ିଲା ସାପ। ଚାଲିଗଲା ଶିଶର ଜୀବନ। ସୂଚନା ଅନୁସାରେ, ସୁନ୍ଦରଗଡ଼ ଜିଲ୍ଲାର ବଣାଇ ଥାନା କଟୁରିଧୁଆ ଗାଁରେ ଦୁଇ ଜଣ ଭାଇ, ଭଉଣୀ ଘରେ ଶୋଇଥିଲେ । ଶୋଇଥିବା ସମୟରେ ଦୁଇ ଜଣଙ୍କୁ ସାପ କାମୁଡିଥିଲା ।…

ଲୋକସଭାରେ ମହିଳା ପାଓ୍ବାର, ୨୦୧୯ ଠାରୁ କମିଛି ସଂଖ୍ୟା

ନୂଆଦିଲ୍ଲୀ: ସରିଯାଇଛି ୨୪ ନିର୍ବାଚନ । ଏଥର ନିର୍ବାଚନ ସବୁଠୁ ରୋଚକ ଥିଲା । ବହୁ ଟାଣୁଆ ନେତା ମାଟି କାମୁଡି ପଡି ଥିବା ବେଳେ ଏଥର ନୂଆ ଚେହେରା ବାଜିମାତ୍ କରିଛନ୍ତି । ସେପଟେ ଦେଶ ତଥା ରାଜ୍ୟରେ ଚାଲିଛି ମୋଦୀ ଲହର । ଏଥର ଲୋକସଭାରେ ବିଜେପି ନେତୃତାଧିନ ଏନଡିଏ ବହୁମତ ଗ୍ରହଣ କରିଥିବା…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା

ଗଞ୍ଜାମ: ଧରାକୋଟ ବ୍ଲକ ଶୁଣ୍ଢିପଲ୍ଲୀ ଗାଁରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା କରାଯାଇଛି । ଧରାକୋଟ ବ୍ଲକ ଶୁଣ୍ଢିପଲ୍ଲୀ ଗାଁରେ ଜଣେ  ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି । ଅଭିଯୁକ୍ତକୁ ଗିରଫ କରିଛି ପୋଲିସ  । ସୂଚନା…