Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓପିଟିସିଏଲ ଓ ନାବାର୍ଡ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର:ଓଡିଶାରେ ବିଦ୍ୟୁତ୍ ଭିତ୍ତିଭୂମି ବିକାଶ ପାଇଁ ଓପିଟିସିଏଲ ଏବଂ ନାବାର୍ଡ ମଧ୍ୟରେ ଏକ ଦୀର୍ଘକାଳୀନ ଋଣ ଚୁକ୍ତିନାମା ସ୍ୱାକ୍ଷରିତ ଲୋକସେବା ଭବନରେ ହୋଇଛି। ଏହି ରଣନୈତିକ ଆର୍ଥିକ ସହଭାଗିତା ରାଜ୍ୟର ଆଗାମୀ ଶିଳ୍ପ ପ୍ରକଳ୍ପ ଓ ଗ୍ରାହକମାନଙ୍କ ପାଇଁ ଗୁଣାତ୍ମକ ଏବଂ ନିର୍ଭରଯୋଗ୍ୟ…

୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନ, ଭୁବନେଶ୍ୱରରୁ ପାରାଦୀପକୁ ସଂଯୋଗ ହେବ ଗ୍ରୀନ ଫିଲଡ଼…

ଭୁବନେଶ୍ୱର: କେନ୍ଦ୍ର ସରକାର ଓଡ଼ିଶାରେ ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ସେଥିରେ ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୦ ହଜାର କୋଟି ଓ ରାଜ୍ୟ ରାଜପଥ ପ୍ରକଳ୍ପ ପାଇଁ ୧୩ ହଜାର କୋଟି ଟଙ୍କା ମଞ୍ଜୁର ହୋଇଛି। ସେହିପରି ଭୁବନେଶ୍ୱରରୁ ପାରାଦୀପକୁ ସଂଯୋଗ ହେବ ନୂତନ…

ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ ୨୦୨୫: ଟୁର୍ଣ୍ଣାମେଣ୍ଟରେ ଅଂଶଗ୍ରହଣ କରିଛନ୍ତି ୧୬ ଦେଶର…

କଟକ: କଟକ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଉଦ୍ଘାଟିତ ହୋଇଯାଇଅଛି ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା "ଓଡ଼ିଶା ମାଷ୍ଟର୍ସ ୨୦୨୫" । ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ବିଭାଗର କମିଶନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଯାଦବ ଏହି ଟୁର୍ଣ୍ଣାମେଣ୍ଟର ଉଦଘାଟନ…

ଥରୁଛି ଓଡ଼ିଶା; ୧୦°C ତଳେ ୧୧ ସହର…

ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖ ଯାଏଁ ଓଡ଼ିଶାରେ ଶୀତ ଲହରୀ ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବୁଧବାର ସୂଚନା ଦେଇଛି। ଡିସେମ୍ବର ୧୧ ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଅନୁଗୁଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଜୟପୁର, ଖୋର୍ଦ୍ଧା, ନବରଙ୍ଗପୁର,…

ଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସରେ ସନ୍ଦିଗ୍ଧ ପାର୍ସଲ, ଭୟଭୀତ ଯାତ୍ରୀ

ଭୁବନେଶ୍ୱର: ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସର ଏକ ବଗି ଭିତରେ ବୁଧବାର ଦିନ ସନ୍ଦିଗ୍ଧ ପାର୍ସଲ ମିଳିବା ପରେ ଯାତ୍ରୀମାନଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଥିଲା। ସୂଚନା ଅନୁସାରେ, ଟ୍ରେନଟି ଝାଡ଼ଖଣ୍ଡ ଦେଇ ଯାଉଥିବା ସମୟରେ ଏହି ଘଟଣା ଘଟିଥିଲା। B1 କୋଚର ଯାତ୍ରୀମାନେ ସନ୍ଦିଗ୍ଧ…

ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଲା କନିଷ୍ଠ ଶିକ୍ଷକ ସଂଘ

ଭୁବନେଶ୍ବର: ରାଜଧାନୀରେ କନିଷ୍ଠ ଶିକ୍ଷକ ସଂଘର ଗର୍ଜନ। ଆନ୍ଦୋଳନକୁ ଓହ୍ଲାଇଲା ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ। ଭୁବନେଶ୍ବର ଲୋୟର୍ ପିଏମଜିରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣାରେ ବସିଲା ସଂଘ। ନିୟମିତ ପ୍ରତିଶ୍ରୁତି ଦେଇ ପାଳନ କରୁନଥିବା ଅଭିଯୋଗ। ଏହି ଅଭିଯୋଗ ଆଧାରରେ ଆନ୍ଦୋଳନକୁ ଓହ୍ଲାଇଲା…

ଜନସାଧାରଣଙ୍କ ପାଇଁ ଖୁସି ଖବର: ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା ରହିବା ସମୟକୁ ନେଇ ଏକ ବଡ଼ ପରିବର୍ତ୍ତନ ଘୋଷଣା କରିଛି। ପ୍ରାତଃଭ୍ରମଣକାରୀ, ଫିଟନେସ୍ ପ୍ରେମୀ ଏବଂ ପରିଦର୍ଶକଙ୍କ ବାରମ୍ବାର ଅନୁରୋଧକୁ ଦୃଷ୍ଟିରେ ରଖି, ବିଡିଏ ନିଷ୍ପତ୍ତି ନେଇଛି ଯେ, ସପ୍ତାହାନ୍ତରେ…

Mahanadi water dispute: ମହାନଦୀ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି

ଭୁବନେଶ୍ୱର:ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଦୀର୍ଘ ସମୟ ଧରି ମହାନଦୀ ଜଳ ବିବାଦ ଲାଗି ରହିଛି । ତେବେ ମହାନଦୀ ଜଳ ବିବାଦ ପାଇଁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ ଗଠନ ହେଲା ଉଚ୍ଚସ୍ତରୀୟ କମିଟି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶରେ ୭ ଜଣିଆ କମିଟି ଗଠନ । ରାଜ୍ୟ…

ମାଲକାନଗିରିରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ମାଲକାନଗିରି: ମାଲକାନଗିରିରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି। ଆସନ୍ତାକାଲି ୧୨ଟା ଯାଏଁ ଇଣ୍ଟରନେଟ୍‌ କଟକଣା ବଢ଼ିଲା। ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନର ନିଷ୍ପତ୍ତି। ପୁଣି ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁରେ ସ୍ଥିତି ଅନୁଧ୍ୟାନ କଲେ ଡିଜିପି।…

Malkangiri: ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ; ପୋଟେରୁ ନଦୀକୂଳରୁ …

ମାଲକାନଗିରି: ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ପରେ ଆଜି ମିଳିଲା କଟାମୁଣ୍ଡ । କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ । ସକାଳେ ସ୍ଥାନୀୟ ମହିଳାମାନେ ନଦୀକୁ ଗାଧୋଇବାକୁ ଯିବା ବେଳେ ଉକ୍ତ କଟା ମୁଣ୍ଡଟିକୁ ଦେଖିବାକୁ ପାଇଥିଲେ। ଗ୍ରାମବାସୀ ପୋଲିସକୁ ଖବର ଦେବା…