Latest Odisha News

BREAKING NEWS

Browsing Category

ଓଡିଶା

Odisha

୮ ମାସର ଗର୍ଭବତୀଙ୍କୁ ଗାଁ ଦାଣ୍ଡରେ ସଂଘବଦ୍ଧ ମାଡ଼

ଉଦଳା: ମୟୂରଭଞ୍ଜ ଜିଲ୍ଲା ଉଦଳା କପ୍ତିପଦା ଥାନା ବାଘିଆଗଡି ଗ୍ରାମରେ ଅଭାନୀୟ ଘଟଣା ଘଟିଛି। ୮ ମାସର ଗର୍ଭବତୀଙ୍କୁ ଗାଁ ଦାଣ୍ଡରେ ସଂଘବଦ୍ଧ ମାଡ଼ ହୋଇଛି। ସ୍ବାମୀକୁ ଆକ୍ରମଣକାରୀମାନଙ୍କ ଠାରୁ ବଞ୍ଚାଇବା ବେଳେ ଗର୍ଭବତୀ ସ୍ତ୍ରୀଙ୍କୁ ନିସ୍ତୁକ ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଏକ ସାଙ୍ଗେ ୩୦…

ବିଶ୍ୱର ଶ୍ରେଷ୍ଠ ୫% ବୈଜ୍ଞାନିକଙ୍କ ତାଲିକାରେ କିଟ୍‍ର ୪୫ ପ୍ରଫେସର

ଭୁବନେଶ୍ୱର: ଗବେଷଣା ଓ ବିଜ୍ଞାନ ପ୍ରତି ଅବଦାନ ଆଧାରରେ ୨୦୨୫ ପାଇଁ ସାଇ-ର‌୍ୟାଙ୍କ ଗ୍ଲୋବାଲ ରେଜିଷ୍ଟ୍ରି ଦ୍ୱାରା ପ୍ରକାଶିତ ସମ୍ମାନଜନକ ‘ଗ୍ଲୋବାଲ୍ ସାଇଣ୍ଟିଷ୍ଟ୍ ଇଣ୍ଡେକ୍ସ’ର ବିଶ୍ୱର ଶ୍ରେଷ୍ଠ ୫ ପ୍ରତିଶତ ବୈଜ୍ଞାନିକ ତାଲିକାରେ କିଟ୍‍ ବିଶ୍ୱବିଦ୍ୟାଳୟର ୪୫ଜଣ ପ୍ରଫେସର ସ୍ଥାନ…

ଓଡ଼ିଶା ମାଟିରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ମିଳିତ ମଞ୍ଚ, ସୁରକ୍ଷା ବ୍ୟବସ୍ଥା ତ୍ରୁଟିଶୂନ୍ୟ କରିବାକୁ…

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସଫଳ ୨ ବର୍ଷ ଏବଂ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ଜୁନ୍ ୧୯ ଓ ୨୦ ତାରିଖରେ ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ହାଇପ୍ରୋଫାଇଲ୍ ଗସ୍ତକୁ ସୁଚାରୁରୂପେ ପରିଚାଳନା…

ସରପଞ୍ଚ ଚାମେଲି ଓଝାଙ୍କୁ ମିଳିଲା ଜାମିନ୍‌

କେନ୍ଦ୍ରାପଡ଼ା: ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ମିଳିଲା ଜାମିନ୍‌। ଚାମେଲି ଓଝାଙ୍କୁ ଜାମିନ୍‌ ପ୍ରଦାନ କଲେ SDJM କୋର୍ଟ। ପୋଲିସକୁ ଆକ୍ରମଣ ମାମଲାରେ ମିଳିଲା ଜାମିନ୍। ୩୦ ହଜାର ଟଙ୍କା ୨ ଜାମିନ୍‌ଦାରଙ୍କ ବଦଳରେ ମିଳିଲା ଜାମିନ୍। ଆଜି ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ଫୋନ ଫେରାଇଥିଲେ…

ନୂତନ ପାଠ୍ୟପୁସ୍ତକରେ ୧୬୭୮ ତ୍ରୁଟି: ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ଦାବି କଲା…

ଭୁବନେଶ୍ୱର: ନୂତନ ଶିକ୍ଷା ନୀତି ଅନୁସାରେ ପ୍ରକାଶିତ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟପୁସ୍ତକରେ ମୋଟ ୧୬୭୮ଟି ତ୍ରୁଟି ଚିହ୍ନଟ ହୋଇଛି । ଏହି ତ୍ରୁଟିପୂର୍ଣ୍ଣ ପୁସ୍ତକଗୁଡ଼ିକ ରାଜ୍ୟର ବିଭିନ୍ନ ଜିଲ୍ଲାର ଛାତ୍ରଛାତ୍ରୀଙ୍କ ମଧ୍ୟରେ ବଣ୍ଟନ କରାଯାଇସାରିଛି । ଏହାକୁ ନେଇ…

ଆସନ୍ତା ୨୧ରୁ ୩୦ ଜୁନ୍‌ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଆୟୋଜିତ ହେବ ‘ସୁଭଦ୍ରା ଶକ୍ତି ସମାବେଶ’

ଭୁବନେଶ୍ୱର: ୨୧ ଜୁନ୍‌ରୁ ୩୦ ଜୁନ୍‌ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଗ୍ରାମ ପଞ୍ଚାୟତରେ ଆୟୋଜିତ ହେବ ‘ସୁଭଦ୍ରା ଶକ୍ତି ସମାବେଶ’ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଭୁବନେଶ୍ୱର ସ୍ଥିତ ମିଶନ ଶକ୍ତି ଭବନଠାରେ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ସମସ୍ତ ଜିଲ୍ଲାର କ୍ଷେତ୍ରସ୍ତରୀୟ…

ଚାକିରି ବିକୁଥିଲା ଚା ଦୋକାନୀ: ଲକ୍ଷ ଲକ୍ଷ ଟଙ୍କାର ଠକେଇ, ବାପା ଓ ଝିଅ ଗିରଫ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ରେଳବାଇ ଚାକିରି କରାଇଦେବା ନାଁରେ ଏକ ବଡ଼ ଧରଣର ଠକେଇ ସାମ୍ନାକୁ ଆସିଛି। ଚା ବିକିବା ଆଳରେ ଲୋକଙ୍କୁ ଚାକିରିର ପ୍ରଲୋଭନ ଦେଖାଉଥିବା ଜଣେ ଚା ଦୋକାନୀ ଏବଂ ତାଙ୍କ ଝିଅକୁ କ୍ୟାପିଟାଲ ଥାନା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଦ୍ୟାଧର ଦାସ…

ସ୍କୁଲ ଖୋଲିବା ନେଇ ମନ୍ତ୍ରୀଙ୍କ ବଡ଼ ସୂଚନା: ସ୍ଥିତି ଦେଖି ଛୁଟି ବଢ଼ାଇପାରିବେ ଜିଲ୍ଲାପାଳ

ଭୁବନେଶ୍ୱର: ଆସନ୍ତା ୧୮ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଖୋଲିବାକୁ ଯାଉଛି। ଦୀର୍ଘ ଦିନର ଗ୍ରୀଷ୍ମାବକାଶ ଶେଷ ହେବାକୁ ବସିଥିବା ବେଳେ ଏବେ ବି ଅନେକ ସ୍ଥାନରେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଏଭଳି ସ୍ଥିତିରେ ସ୍କୁଲ ଛୁଟି ବଢ଼ିବ କି ନାହିଁ ତାହାକୁ ନେଇ ଛାତ୍ରଛାତ୍ରୀ ଏବଂ…

ନିଟ୍ ପରୀକ୍ଷାର୍ଥୀଙ୍କ ପାଇଁ ନିଃଶୁଳ୍କ ବସ୍ ସେବା: ଆଡମିର୍ଟ କାର୍ଡ ଦେଖାଇ ସୁବିଧାର ଲାଭ ଉଠାଇପାରିବେ ପରୀକ୍ଷାର୍ଥୀ

ଭୁବନେଶ୍ୱର: ଜୁନ୍ ୨୧ ତାରିଖରେ ହେବା 'ନିଟ୍' (NEET-UG) ପରୀକ୍ଷାର୍ଥୀଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଃଶୁଳ୍କ ବସ୍ ସେବାର ବ୍ୟବସ୍ଥା କରାଯାଇଛି । ଯାହାକୁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (OSRTC) ଏବଂ କମ୍ପ୍ରିହେନ୍‌ସିଭ୍ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (CRUT) ମିଳିତ ଭାବେ…

ପ୍ରଥମରୁ ୮ମ ଶ୍ରେଣୀ ନୂଆ ପାଠ୍ୟ ପୁସ୍ତକରେ ତୃଟି ପ୍ରସଙ୍ଗ; ଉଚ୍ଚସ୍ତରୀୟ ତଦନ୍ତ ଦାବି କଲା ବିଜେଡି

ଭୁବନେଶ୍ୱର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ପାଠ୍ୟ ପୁସ୍ତକରେ ମାଳ ମାଳ ଭୁଲ୍ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଲା ବିଜେଡି । ବିଜେପି ସରକାର ଓଡ଼ିଆ ଶିକ୍ଷା ବ୍ୟବସ୍ଥାକୁ ନଷ୍ଟ କରୁଛି ଏବଂ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳୁଛି । ଯାହାକି ଓଡିଆ ଅସ୍ମିତାର ଦ୍ୱାହି…