Latest Odisha News

BREAKING NEWS

Browsing Category

ଓଡିଶା

Odisha

କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୪୦ରୁ ଉର୍ଦ୍ଧ୍ବ କଣ୍ଟେନର

କଟକ:କଟକ ଜଗତପୁର ଅନ୍ତର୍ଗତ ନଜରପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ  । ଗାଁର ପିଡିଏସ୍‌ କିରାସିନି ପମ୍ପ ପଛପଟେ ମୁଖାର୍ଜୀ କ୍ୟାମ୍ପସ୍‌ ପଡ଼ିଆରେ ଏଲ୍‌ ଆଣ୍ଡ ଟି ଠିକାସଂସ୍ଥା ନିର୍ମାଣ କରିଥିବା ୪୦ଟି ଅସ୍ଥାୟୀ ଘରେ ନିଆଁ ଲାଗି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ୪୦ଟି କଣ୍ଟେନର୍‌ ଜଳିଯିବା ସହ…

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ: ସନ୍ଧ୍ୟା ଧୂପ ପରେ କରାଯିବ ସୁସଜ୍ଜିତ

ପୁରୀ: ଗତ ମଙ୍ଗଳବାର ଦିନଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ଆରମ୍ଭ ହୋଇଛି  । ଆଜି ଭାଦ୍ରକୃଷ୍ଣ ଦଶମୀ ତିଥି  । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ । ଆଜି ଠାରୁ ଶ୍ରୀଜିଉଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ । ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ…

ଅଙ୍ଗନବାଡି ଦିଦିଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବାଲେଶ୍ୱର: ଖନ୍ତାପଡା ଥାନା ଅନ୍ତର୍ଗତ ମହାରାଜପୁର ଅଙ୍ଗନବାଡି କେନ୍ଦ୍ରରେ ଶୁକ୍ରବାର ଜଣେ ଅଙ୍ଗନବାଡି କର୍ମୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାଁ ପ୍ରଜ୍ଞା ପରିମିତା ଦାସ। ସୂଚନା ଅନୁଯାୟୀ, ପ୍ରଜ୍ଞା ଦାସ ସବୁଦିନ ଭଳି ଶୁକ୍ରବାର ସକାଳେ ଅଙ୍ଗନବାଡି କେନ୍ଦ୍ରକୁ…

‘ବେଆଇନ୍ ଭାବରେ ବେଦାନ୍ତ ଜମି ଅଧିଗ୍ରହଣ ମାମଲାରେ ମୁଖ୍ୟମନ୍ତ୍ରୀ ଶୀଘ୍ର ଇସ୍ତଫା ଦିଅନ୍ତୁ’

ଭୁବନେଶ୍ୱର: ବେଦାନ୍ତ ବିଶ୍ୱ ବିଦ୍ୟାଳୟ ପାଇଁ ଜମି ଅଧିଗ୍ରହଣ କରିବା ପାଇଁ ଓଡ଼ିଶା ସରକାର ଜମି ଅଧିଗ୍ରହଣ ଆଇନ ୧୮୯୪ ଏବଂ ନିୟମ ୧୯୬୩ର ସମସ୍ତ ନୀତି, ନିୟମ ଓ ଆଇନ କାନୁନ୍‌କୁ ଖାତିର ନକରି ଜମି ଅଧିଗ୍ରହଣ କରିବା ଅତ୍ୟନ୍ତ ଅତ୍ୟନ୍ତ ଦୁର୍ଭାଗ୍ୟ ବୋଲି ହାଇକୋର୍ଟ କହିଛନ୍ତି। ପ୍ରଦେଶ…

ଦଳୀୟ ନେତ୍ରୀଙ୍କୁ ଫୋନରେ ଅଶ୍ଳୀଳ କଥା କହି କେନ୍ଦ୍ରାପଡା ବ୍ଲକ ସଭାପତି ବିଜେଡିରୁ ନିଲମ୍ବିତ

କେନ୍ଦ୍ରାପଡା: ଜିଲ୍ଲାର ଜଣେ ବ୍ଲକ ଅଧ୍ୟକ୍ଷଙ୍କୁ ଶୃଙ୍ଖଳାଗତ କାରଣ ଦର୍ଶାଇ ନିଲମ୍ବିତ କରିଛି ବିଜୁ ଜନତା ଦଳ। କେନ୍ଦ୍ରାପଡା ଜିଲ୍ଲା ବିଜେଡି ସଭାପତି ଉତ୍କଳ କେଶରୀ ପରିଡା ଶୁକ୍ରବାର ଏକ ସରକାରୀ ଚିଠିରେ ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗରଦପୁର ବ୍ଲକ ସଭାପତି ଶସାଙ୍କ…

ଜଳସେଚନ ଜମି ଜବରଦଖଲ ଅଭିଯୋଗ, ହସ୍ତକ୍ଷେପ ପାଇଁ ମୁଖ୍ଯମନ୍ତ୍ରୀଙ୍କୁ ସାଂସଦଙ୍କ ଅନୁରୋଧ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠରେ ଥିବା ଡେରାସ କ୍ଷୁଦ୍ର ଜଳସେଚନ ପ୍ରକଳ୍ପକୁ ଜମି ଜବରଦଖଲ ଯୋଗୁଁ ବାଧାପ୍ରାପ୍ତ ହୋଇଥିବା ଅଭିଯୋଗ ଆସିବାର ଗୋଟିଏ ଦିନ ପରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଗରିବ ଚାଷୀଙ୍କ ସ୍ୱାର୍ଥରେ…

ନିମ୍ନମାନର ରାସ୍ତା କାମ ଅଭିଯୋଗ, ଭଦ୍ରକ ଜିଲ୍ଲାପାଳଙ୍କ ଅଫିସ ଘେରିଲେ ଲୋକେ

ଭଦ୍ରକ: ଭଦ୍ରକ ସହରର ନିମ୍ନମାନର ରାସ୍ତାକାମକୁ ବିରୋଧ କରି ଭଦ୍ରକ ସହରବାସୀ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ ଅଫିସ ଘେରାଉ କରିଛନ୍ତି। ଭଦ୍ରକ ପୌରାଞ୍ଚଳର ୧୫ଟି ଓ୍ୱାର୍ଡ ଓ ଆଖପାଖ ୬ଟି ପଞ୍ଚାୟତର ୩ ହଜାରରୁ ଅଧିକ ଲୋକ ବିଭିନ୍ନ ରାଜନୈତିକ ଦଳର ନେତାଙ୍କ ନେତୃତ୍ୱରେ ଏହି…

ଚାଷୀଙ୍କୁ ସହାୟତା ପାଇଁ ଆରମ୍ଭ ହେଲା ଭ୍ରାମ୍ୟମାଣ ଯାନ ସେବା, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର 181ଟି ଭ୍ରାମ୍ୟମାଣ ଭେଟେରିନାରୀ ୟୁନିଟ୍ ଯାନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଗାଡ଼ିଗୁଡ଼ିକ 'ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀଚିକିତ୍ସା ସେବା' ଅଧୀନରେ ଗୋରୁ ଓ…

ସହଭାଗୀ ରୂପେ ଅଭିଭାବକ କାର୍ଯ୍ୟକ୍ରମ ଶୁଭାରମ୍ଭ, ସ୍କୁଲ ସହ ଯୋଡି ହେବେ ଏସସି-ଏସଟି ଛାତ୍ରଛାତ୍ରୀଙ୍କ ଅଭିଭାବକ

ଭୁବନେଶ୍ୱର: ଅନୁସୂଚତି ଜାତି ଓ ଜନଜାତି ଉନ୍ନୟନ ବିଭାଗ ଅଧିନରେ ଆଜି ସହଭାଗୀ ରୂପେ ଅଭିଭାବକ କାର୍ଯ୍ୟକ୍ରମର ପ୍ରଥମ ସଂସ୍କରଣ ଅନୁଷ୍ଠିତ ହୋଇଯାଇଛି। ଆଜି ପ୍ରାୟ ୧୭ଟି ଜିଲ୍ଲାର ୨୨୯ଟି ବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଚଳିତ ମାସ ୬ଦିନ ଯଥା ସେପ୍ଟେମ୍ୱର ୮, ୧୩,…

ଜୟନାରାୟଣଙ୍କ ପ୍ରଶ୍ନବାଣ ପରେ ବିଜେଡି ପୁଣି କହିଲା ସେ ମାନସିକ ଭାରସାମ୍ୟ ହରାଇଛନ୍ତି

ଭୁବନେଶ୍ୱର: 5-ଟି ସଚିବ ଭି. କେ. ପାଣ୍ଡିଆନଙ୍କୁ ନେଇ ଶୁକ୍ରବାର ଓଡ଼ିଶାରେ ଶାସକ ବିଜୁ ଜନତା ଦଳ ଓ ବିରୋଧୀ ଭାରତୀୟ ଜନତା ପାର୍ଟି ମଧ୍ୟରେ ରାଜନୈତିକ ଛକାପଞ୍ଝା ଲାଗି ରହିଥିଲା। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ପୁଣିଥରେ 5ଟି କଥା କହି ଶାସକ ଦଳର ନେତାଙ୍କୁ କଡା ସମାଲୋଚନା କରିବା…