Latest Odisha News

BREAKING NEWS

Browsing Category

ଓଡିଶା

Odisha

ନିର୍ବାଚନ ପ୍ରଚାର ପାଇଁ  ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ବିଜେପିର ୨ ବରିଷ୍ଠ ନେତା

ଭୁବନେଶ୍ବର: ନିର୍ବାଚନ ପ୍ରଚାର ପାଇଁ  ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ବିଜେପିର ୨ ବରିଷ୍ଠ ନେତା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଭବାନୀପାଟଣା ଓ ରାୟଗଡ଼ାରେ ଜନସଭାକୁ ସମ୍ବୋଧିତ କରିବେ । ସେହିପରି  ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ନବରଙ୍ଗପୁର ଗସ୍ତରେ ଆସିବେ। ସୂଚନା…

ଚେକ୍ ବାଉନ୍ସ ମାମଲାରେ କଂଗ୍ରେସ ନେତାଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ, ୩ ଲକ୍ଷ ଟଙ୍କା ଜରିମାନା

ଜଗତସିଂହପୁର: ଚେକ୍ ବାଉନ୍ସ ମାମଲାରେ କଂଗ୍ରେସ ବ୍ଲକ ୟୁନିଟ୍ ସଭାପତି ମାନସ କୁମାର ରଥଙ୍କୁ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଜଗତସିଂହପୁରର ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ନୀଳିମା ପଣ୍ଡା ମଧ୍ୟ ତାଙ୍କ ଉପରେ ୩ ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ସୂଚନାନୁସାରେ, ମାନସ…

ଶେରଗଡରେ ଭିକେ ପାଣ୍ଡିଆନ, ରୋଡ ସୋ’ କରିବା ସହ ବିଜେଡି ପ୍ରାର୍ଥୀଙ୍କ ପାଇଁ କଲେ ପ୍ରଚାର

ଗଞ୍ଜାମ: ଗଞ୍ଜାମ ଗସ୍ତରେ ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍‌‌। ଶେରଗଡ, ହିଞ୍ଜିଳି, ଖଲ୍ଲିକୋଟ ଓ ବ୍ରହ୍ମପୁରରେ ଆୟୋଜିତ ସଭାରେ ଯୋଗ ଦେବା ସହ ରୋଡ ସୋ କରିଛନ୍ତି। ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖରେ ବିପୁଳ ସଂଖ୍ୟାରେ ଭୋଟ ଦେଇ ଜିତାଇବାକୁ ଅପିଲ…

ଜିନିଷ କିଣିବା ବାହାନାରେ ଦୋକାନରୁ ଲୁଟିନେଲେ ନଗଦ ଟଙ୍କା, ସିସିଟିଭିରେ କଏଦ ହେଲା ଦୃଶ୍ୟ

ଭୁବନେଶ୍ୱର: ରାଜଧାନୀ ବରଗଡ଼ ଥାନା ଅନ୍ତର୍ଗତ ଲୁଇସ୍ ରୋଡରେ ଥିବା ଏକ ପୋଷାକ ଦୋକାନରେ କଳାକନା ବୁଲାଇ ଦେଲେ ଲୁଟେରା। କାଉଣ୍ଟର ଡ୍ର ଖୋଲା ରହିଥିବା ଦେଖି ସେଥିରେ ଥିବା ଟଙ୍କା ବିଡ଼ା ନେଇ ଚମ୍ପଟ ମାରିଲେ ଦମ୍ପତି। ଏହି ଦମ୍ପତି ୧୦,୯୦୦ ଟଙ୍କା ଲୁଟ୍ କରିଥିବା ଅଭିଯୋଗ କରିଛନ୍ ଦୋକାନୀ।…

ଓଡିଶାବାସୀଙ୍କୁ ଭୋଟ ଅପିଲ୍ କରିବେ ହେମାମାଳିନୀ

ଭୁବନେଶ୍ବର: ଓଡିଶାରେ ପ୍ରଚାର କରିବେ ହେମାମାଳିନୀ । ବିଜେପିର ଷ୍ଟାର ପ୍ରଚାରକ ଲିଷ୍ଟରେ ସାମିଲ ହେଲେ ଡ୍ରିମ୍ ଗର୍ଲ ହେମାମାଳିନୀ । ଏଥର ଓଡିଶା ଆସି ପ୍ରଚାର କରିବେ । ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସ୍ଥାନରେ ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକରେ ସାମିଲ ହେଲେ ହେମାମାଳିନୀ । ପୁଣି ଏକ…

ମାଟ୍ରିକ ସାର୍ଟିଫିକେଟ ଅନୁଯାୟୀ ମିଳିବ ଅବସର

ଭୁବନେଶ୍ବର: ମାଟ୍ରିକ ସାର୍ଟିଫିକେଟରେ ଥିବା ଜନ୍ମ ତାରିଖ ହିଁ ସବୁ କ୍ଷେତ୍ର ପାଇଁ ପ୍ରଯୁଜ୍ୟ । ଏଭଳି କିଛି ଗୁରୁତ୍ବପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି ଓଡିଶା ହାଇକୋର୍ଟ । ଆବେଦନକାରୀଙ୍କ ସର୍ଭିସବୁକ୍ ସହ ଜଡିତ  ଥିବା ମାଟ୍ରିକ୍ ପ୍ରମାଣପତ୍ରରେ ଉଲ୍ଲେଖ ଥିବା ଜନ୍ମ ତାରିଖ ଅନୁଯାୟୀ ହିଁ…

ଆସନ୍ତା ୧୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶାଳ ରୋଡ ସୋ

ଭୁବନେଶ୍ବର: ଭୁବନେଶ୍ବରରେ ଆସନ୍ତା ୧୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶାଳ ରୋଡ ସୋ । ସନ୍ଧ୍ୟା ୬ଟାରୁ ରୋଡ ସୋ କରିବେ ମୋଦୀ । ଏହି ରୋଡ ସୋ ମାଷ୍ଟରକ୍ୟାଣ୍ଟିନରୁ ବାହାରି ବାଣୀ ବିହାର ପର୍ଯ୍ୟନ୍ତ ଚାଲିବ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ସାଂସଦ ପ୍ରାର୍ଥୀ…

ପୁଣି ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲା ବିଜେପି, କହିଲା ପରାଜୟ ଭୟରେ ଅପପ୍ରଚାର କରୁଛି ବିଜେଡି

ଭୁବନେଶ୍ଵର: ସାମ୍ବାଦିକ ସମ୍ମିଳନୀ କରି ପୁଣି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜେପି । ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା । ଗତ ୧୦ ବର୍ଷରେ ମୋଦିଙ୍କ ନେତୃତ୍ବରେ ଭାରତ ବହୁ ଆଗକୁ ବଢିଛି । ଏଥିପାଇଁ ସାରା ପୃଥିବୀରେ ଭାରତ ପ୍ରଶଂସାର…

ଆଜିଠୁ ବର୍ଷା: ବଜ୍ରପାତ ଓ ଝଡ଼ ତୋଫାନ ନେଇ ୬ ଜିଲ୍ଲାକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ଆଶ୍ୱସ୍ତି ଆଣିଛି କାଳବୈଶାଖୀ। ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡିଶାର ସମସ୍ତ ଜିଲ୍ଲାରେ ପାଗରେ ପରିବର୍ତ୍ତନ ଆସିଛି। କାଳବୈଶାଖୀ ବର୍ଷା କାରଣରୁ ପ୍ରଚଣ୍ଡ ତାତିରୁ ଆଶ୍ୱସ୍ତି ମିଳିଛି। ୯ ତାରିଖ ଯାଏ ବର୍ଷା ସମ୍ଭାବନା ଥିବାରୁ ତାପମାତ୍ରା ଆହୁରି କମ…

ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟର ୬ ଲୋକସଭା ଆସନରେ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ । ଏହା ଅଧୀନରେ ଥିବା ସମସ୍ତ ୪୨ଟି…