Latest Odisha News

BREAKING NEWS

Browsing Category

ଓଡିଶା

Odisha

ନନ୍ଦନକାନନରେ ଅସୁସ୍ଥ ବାଘ ‘ନନ୍ଦନ’

ଭୁବନେଶ୍ବର: ରୋଗରେ ପୀଡିତ ନନ୍ଦନକାନନର ଗେହ୍ଲା ‘ନନ୍ଦନ’ । ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୩୧ ନମ୍ବର ବାଘ ଖୁଆଡ଼ ଫିଡିଂ ଚାମ୍ବରରେ ରହୁଥିବା ଜଙ୍ଗଲୀ ବାଘ ‘ନନ୍ଦନ’ ରୋଗରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇପଡିଛି। ଅସୁସ୍ଥ କାରଣରୁ ଠିକ୍ ଭାବେ ଖିଆପିଆ ନ କରିବାରୁ ଗୋଟିଏ ସ୍ଥାନରେ ପଡ଼ି…

ଓଡ଼ୃିଶାରେ କିଏ ଗଢ଼ିବ ସରକାର? ମୋଦୀ ଦେଲେ ତାରିଖ, ପାଣ୍ଡିଆନ୍ ଦେଲେ ତାରିଖ ସହିତ ସମୟ

ଭୁବନେଶ୍ୱର: ନିର୍ବାଚନ ବେଳେ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ଅପେକ୍ଷା ଓଡ଼ିଶାରେ କିଏ ଗଢିବ ସରକାର ତେଜିଲା ଚର୍ଚ୍ଚା। ଜୁନ୍ ୪ ସଂଧ୍ୟା ସୁଦ୍ଧା ସ୍ପଷ୍ଟ ହୋଇଯିବ କିଏ ଗଢ଼ିବ ସରକାର। ଲୋକେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଷଷ୍ଠ ଥର ପାଇଁ ଏହି ଆସନରେ ବସାଇବେ ନା ମୋଦୀଙ୍କ ଚେହେରାକୁ…

ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ

ଭୁବନେଶ୍ବର: ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ । cisce.org ଏବଂ results.cisce.org ଓ୍ବେବସାଇଟ୍‌ରେ ରେଜଲ୍ଟ ଉପଲବ୍ଧ  । ଛାତ୍ରୀଛାତ୍ରୀ ଓ୍ବେବସାଇଟ୍‌ରେ ସେମାନଙ୍କ ରେଜଲ୍ଟ ଦେଖିପାରିବେ। ଦଶମରେ ୯୯. ୦୮% ଓ ଦ୍ୱାଦଶରେ ୯୮.୯୦% ଛାତ୍ରଛାତ୍ରୀ ପାସ୍  ।…

ବିଜେଡି ସୁପ୍ରିମୋଙ୍କୁ ମୋଦୀଙ୍କ ଟାର୍ଗେଟ; ଆପଣଙ୍କ ମୁଖ୍ୟମନ୍ତ୍ରୀଙ୍କ ଭଳି ମୁଁ ନୁହେଁ

ବ୍ରହ୍ମପୁର: ବ୍ରହ୍ମପୁରରେ ମୋଦୀ । ବ୍ରହ୍ମପୁରବାସୀଙ୍କୁ ଉଦ୍ବୋଧନ ଦେଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କହିଲେ ସୁଯୋଗ ଦିଅ, ୫ ବର୍ଷରେ ଓଡିଶାକୁ ନମ୍ବର-୧ କରି ଦେଖାଇବୁ । ବିଜେଡି ସରକାର ସବୁ ହଡପ କରୁଛି । କେନ୍ଦ୍ର ଅନୁଦାନରେ ନିଜ ଷ୍ଟିକର ମାରି ଲୁଟୁଛି । ତେଣୁ ଓଡିଶାରେ…

କନିଷିରୁ ମୋଦୀଙ୍କ ବଡ଼ ଦାବି, ତ୍ରିପୁରା ଭଳି ଏଥର ଓଡ଼ିଶାର ନିର୍ବାଚନ ଫଳାଫଳ ହେବ?

ବ୍ରହ୍ମପୁର: ଓଡ଼ିଶାରେ ଜୁନ ୪ ତାରିଖରେ ବିଜେଡି ସରକାର ହଟିବ । ବିଜେପି ଏଠାରେ ଜୁନ ୧୦ରେ ସରକାର ଗଢ଼ିବ। ବ୍ରହ୍ମପୁର କିନିଷିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏଭଳି ଅଭିଭାଷଣ ରଖିଛନ୍ତି। ଯଦିଓ ଏହା ଶୁଣିବାକୁ ଅଡୁଆ ଲାଗୁଛି କିନ୍ତୁ ଲୋକଙ୍କୁ ବିଶ୍ବାସ ଦେବାକୁ ଯାଇ ତ୍ରିପୁରାରେ କଥା…

ଆନ୍ଧ୍ର ଡିଜିପିଙ୍କୁ ବଦଳି ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ

ଭୁବନେଶ୍ବର: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ନିର୍ବାଚନ କମିଶନଙ୍କ ଆନ୍ଧ୍ରପ୍ରଦେଶ ଡିଜିପି କେ.ଭି. ରାଜେନ୍ଦ୍ରନାଥ ରେଡ୍ଡୀଙ୍କୁ ତୁରନ୍ତ ବଦଳି ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ଶାସନରେ ଥିବା ୱାଇଏସ୍ ଆର କଂଗ୍ରେସକୁ ଡିଜିପି ଏବଂ ଅନ୍ୟ ପୋଲିସ ଅଧିକାରୀମାନେ ସହଯୋଗ କରୁଥିବା ନେଇ…

ବ୍ରହ୍ମପୁରରେ ମୋଦୀଙ୍କ ଅଭିଭାଷଣ; ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌, ୧୦ରେ ମୁଖ୍ୟମନ୍ତ୍ରୀ ଶପଥ ନେବେ

ବ୍ରହ୍ମପୁର: ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ବ୍ରହ୍ମପୁର କନିଷି ସଭାରେ ପହଞ୍ଚିଛନ୍ତି ମୋଦି । ବ୍ରହ୍ମପୁର କନିଷି ଠାରେ ଆୟୋଜିତ ନିର୍ବାଚନୀ ସଭାରେ ଉଦବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମେ ଜୟ ଜଗନ୍ନାଥ ଓ ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କଲେ । କିହିଲେ କାଲି ମୁଁ…

ଆଜିଠାରୁ ପାଗରେ ପରିବର୍ତ୍ତନ, ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ କଲବଲ ହେଉଛନ୍ତି ରାଜ୍ୟବାସୀ । ଖରାର ପ୍ରକୋପ ଏତେ ମାତ୍ରାରେ ରହୁଛି ଯେ, ସକାଳ ୮.୩୦ ଟା ପରଠାରୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି । ତେବେ ଏହା ଭିତରେ ଏକ ଆଶ୍ବସ୍ତି କଲାଭଳି ଖବର ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତାଲାଗି ନୀତି; ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତାଲାଗି ନୀତି । ସନ୍ଧ୍ୟା ୬ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ନୀତି । ଏନେଇ ୪ ଘଣ୍ଟା ଲାଗି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଦୈନଦିନ ଶ୍ରୀଜିଉମାନଙ୍କ ଠାରେ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁଙ୍କର ପଇତା ଲାଗି…

ଆଜି ପ୍ରକାଶ ପାଇବ ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ

ଭୁବନେଶ୍ୱର: କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ମେ' ୬ ତାରିଖ ଅର୍ଥାତ୍ ଆଜି ଦିନ ୧୧ଟାରେ ପ୍ରକାଶ ପାଇବ । ଏନେଇ ରବିବାର ସିଆଇଏସସିଇ ପକ୍ଷରୁ ସୂଚନା ରହିଛି ।…