Latest Odisha News
Browsing Category

ଓଡିଶା

Odisha

ପତ୍ରରେ ଡକ୍ଟର ସର୍ବପଲ୍ଲୀ ରାଧାକ୍ରୀଷ୍ଣନ, ନିଆରା ଢଙ୍ଗରେ ଗୁରୁ ଦିବସ ପାଳିଲେ ଯୁବ ଚିତ୍ରଶିଳ୍ପୀ ସମରେନ୍ଦ୍ର

“ଗୁରୁବ୍ରହ୍ମା ଗୁରୁବିଷ୍ଣୁ ଗୁରୁଦେବ ମହେଶ୍ୱର। ଗୁରୁ ସାକ୍ଷାତ ପରଂବ୍ରହ୍ମ ତସ୍ମୈ ଶ୍ରୀ ଗୁରବେ ନମଃ” ବାରିପଦା: ଆଜିହେଉଛି ପବିତ୍ର ଗୁରୁ ଦିବସ,ସମାଜ ରେ ଗୁରୁ ମାନଙ୍କ ସ୍ଥାନ ସର୍ବାଗ୍ରେ । ସମାଜ ଗଠନରେ ଗୁରୁର ଭୂମିକା ଅବର୍ଣ୍ଣନୀୟ । ତେବେ ଏଇ ପବିତ୍ର ଗୁରୁଦିବସ ଅବସରରେ ଶାଗୁଆନ…

ଇଏ ବି ଜଣେ ଗୁରୁ! ସମସ୍ତ ଦୁଃଖକୁ ଛାତିରେ ଚାପି ଅନ୍ୟମାନଙ୍କ ପାଇଁ ପ୍ରେରଣା ସାଜିଲେ ଶିକ୍ଷୟତ୍ରୀ ରଶ୍ମିତା

ନବରଙ୍ଗପୁର: ମା’ ବାପାଙ୍କ ପରେ ଗୁରୁ ହିଁ ସାଜନ୍ତି ଆମର ମାର୍ଗଦର୍ଶକ । ଆମକୁ ଶିକ୍ଷା ଦିଅନ୍ତି, ମାର୍ଜିତ କରନ୍ତି, ବେଳେବେଳେ ଶୃଙ୍ଖଳିତ କରିବା ପାଇଁ କଠୋର ଅନୁଶାସନରେ ମଧ୍ୟ ରଖନ୍ତି । ଏହାଦ୍ୱାରା ଶିଷ୍ୟ ଦିନେ ସଫଳତା ପାଏ ଓ ଆଗକୁ ବଢ଼େ । କିନ୍ତୁ ସମାଜରେ ଏମିତି କିଛି ଗୁରୁ ଅଛନ୍ତି…

୩୫୩ ଜାତୀୟ ରାଜପଥର ମର୍ମନ୍ତୁଦ ସଡକ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଦୁଇ ଜଣଙ୍କ ଜୀବନ

ନୂଆପଡା: ଖଡିଆଳରୁ ନୂଆପଡାକୁ ସଂଯୋଗ କରୁଥିବା ୩୫୩ ଜାତୀୟ ରାଜପଥର ବଡ଼ମହେଶ୍ବର ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅଜଣା ଗାଡି ଧକ୍କାରେ ଚାଲିଗଲା ଦୁଇ ଜଣଙ୍କ ଜୀବନ । ସେହିପରି ଅନ୍ୟ ଜଣେ ଗୁରୁତରଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଦୁଇ ମୃତକ ହେଲେ ଗୋବିନ୍ଦ ନାଗ ଓ…

ଆଜି ପବିତ୍ର ଗୁରୁଦିବସ: କାହିଁକି ରାଧାକ୍ରିଷ୍ଣନଙ୍କ ଜନ୍ମଦିନରେ ପାଳନ ହୁଏ ଗୁରୁଦିବସ ?

ଭୁବନେଶ୍ଵର: ଆଜି ହେଉଛି ପବିତ୍ର ଗୁରୁଦିବସ। ଭାରତର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନକୁ ଆମେ ପ୍ରତିବର୍ଷ ଗୁରୁଦିବସ ଭାବେ ପାଳନ କରିଥାଉ। ଜଣେ ଦାର୍ଶିନିକ ତଥା ଜଣେ କୁଶଳୀ ରାଷ୍ଟ୍ରନୀତିଜ୍ଞ ଓ ଜଣେ ଆଦର୍ଶ ଶିକ୍ଷକ ଭାବରେ ରାଧାକ୍ରିଷ୍ଣନ ବେଶ୍ ପରଚିତ।…

ସୋନପୁରରେ ତାମିଲନାଡୁ ମନ୍ତ୍ରୀ ଉଦୟନାଥ ଷ୍ଟାଲିନଙ୍କ ବିରୋଧରେ ଏତଲା

ସୋନପୁର: ସନାତନ ଧର୍ମକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିବା ମନ୍ତ୍ରୀ ତଥା ତାମିଲନାଡୁର ଡିଏମକେ ବିଧାୟକ ଉଦୟନିଧି ଷ୍ଟାଲିନଙ୍କ ବିରୋଧରେ ସୋନପୁର ଥାନାରେ ମାମଲା ରୁଜୁ ହୋଇଛି। ସୋମବାର ଅଭିଯୋଗ ଦାଖଲ କରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଆଲୋଚନା କରିଛନ୍ତି, ବିଜେପିର ପୂର୍ବତନ ନେତା…

ରେଭେନ୍ସା ବିଶ୍ବବିଦ୍ୟାଳୟର ଦ୍ବିତୀୟ କ୍ୟାମ୍ପସରେ ଆବଶ୍ୟକ ସୁବିଧା ନଥିବା ଦର୍ଶାଇ ଛାତ୍ରଛାତ୍ରୀଙ୍କ ପ୍ରତିବାଦ

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ମୌଳିକ ସୁବିଧା ନଥିବା ଅଭିଯୋଗ କରି ସୋମବାର ଦ୍ୱିତୀୟ କ୍ୟାମ୍ପସର ପ୍ରଶାସନିକ ବ୍ଲକରେ ଛାତ୍ରଛାତ୍ରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେଲ୍ଫ ଫାଇନାନ୍ସ ପାଠ୍ୟକ୍ରମ ଛାତ୍ରଛାତ୍ରୀଙ୍କ ଆବଶ୍ୟକତାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଅଣଦେଖା କରୁଥିବା…

ଗେଷ୍ଟ ହାଉସରେ ଯୁବକଙ୍କ ଆତ୍ମହତ୍ୟା, ପ୍ରେମିକାକୁ ଅଟକ ରଖିଲା ପୋଲିସ

ଭଦ୍ରକ: ଏକ ଗେଷ୍ଟ ହାଉସରେ ସୋମବାର ପ୍ରେମିକ ଆତ୍ମହତ୍ୟା କରିବା ପରେ ପୁଲିସ ଜଣେ ଯୁବତୀଙ୍କୁ ଅଟକ ରଖିଛି। ତେବେ ଆତ୍ମହତ୍ୟାର କାରଣ ଏଯାବତ ଅସ୍ପଷ୍ଟ ରହିଛି। ସୂଚନା ଅନୁଯାୟୀ, ଜିଲ୍ଲାର ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ଜଳାହରି ଗ୍ରାମର ଦେବରାଜ ସାମଲ (୨୩) ଚରମ୍ପା ରେଳ ଷ୍ଟେସନ ନିକଟରେ…

ସରକାରୀ ହସ୍ପିଟାଲରେ ନିଯୁକ୍ତି ଦାବିରେ ଆୟୁଷ ଡାକ୍ତରଙ୍କ ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ୱର: ସରକାରୀ ଡାକ୍ତରଖାନାରେ ନିଯୁକ୍ତି ଦାବିରେ ଆୟୁଷ ଡାକ୍ତରମାନେ ସୋମବାର ଭୁବନେଶ୍ୱରରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅଲ୍ ଓଡ଼ିଶା ଆୟୁଷ ଷ୍ଟୁଡେଣ୍ଟସ୍ ଆସୋସିଏସନ୍ ବ୍ୟାନରରେ ଶତାଧିକ ଆୟୁଷ ଡାକ୍ତରମାନେ ସେମାନଙ୍କ ଦାବି ପ୍ରତି ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ…

ଟ୍ରାଫିକ ସମସ୍ୟା: ଟୁଇନ୍ ସିଟିରେ ସଂଧ୍ୟାରେ ମାଲବାହୀ ଟ୍ରକ ପ୍ରବେଶ କରିପାରିବ ନାହିଁ

ଭୁବନେଶ୍ୱର: ସଂଧ୍ୟା ହେଲେ ରାଜଧାନୀ ଓ କଟକ ଭିତରେ ଯିବା ଆସିବା କରିବା କାଠିକର। ଯାହା ଦୁଇ ସହର ଭୁବନେଶ୍ୱର ଓ କଟକରେ ଟ୍ରାଫିକ୍ ସମସ୍ୟାର ପ୍ରମୁଖ କାରଣ ବୋଲି କୁହାଯାଉଛି। ଏବେ ଏହାର ସମାଧାନ ପାଇଁ କମିସନରେଟ୍ ପୁଲିସ ପକ୍ଷରୁ ସନ୍ଧ୍ୟାରେ ଦୁଇ ସହରରେ ମାଲବାହୀ ଗାଡ଼ି ଚଳାଚଳ ଉପରେ କଟକଣା…

ବିଶେଷ ଟ୍ରେନ ଚଳାଚଳ ଦିବସ ବୃଦ୍ଧି

ଭୁବନେଶ୍ୱର: ଯାତ୍ରୀ ମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁରୀ-ସାନ୍ତରାଗଛି-ପୁରୀ ଏବଂ ପୁରୀ-ଭଞ୍ଜପୁର-ପୁରୀ ବିଶେଷ ଟ୍ରେନ ଗୁଡିକର ସେବାକୁ ଆଉ ଏକ ମାସ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି। ସେପ୍ଟେମ୍ବର ଶେଷ ସପ୍ତାହ ସୁଦ୍ଧା ଭଞ୍ଜପୁର-ପୁରୀ-ଭଞ୍ଜପୁର (ବାରିପଦା) ଏବଂ…