Latest Odisha News
Browsing Category

ଓଡିଶା

Odisha

ସେପ୍ଟେମ୍ବର ୨୫ରୁ ପିସିସିର ‘ଘରେ ଘରେ କଂଗ୍ରେସ ଅଭିଯାନ’

ଭୁବନେଶ୍ୱର: ଆଜି ପ୍ରଦେଶ କଂଗ୍ରେସ କମିଟି ତରଫରୁ କଂଗ୍ରେସ ଭବନ, ଭୁବନେଶ୍ୱରଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଉଦ୍‌ବୋଧନ ଦେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ସୂଚନା ଦେଇ କହିଛନ୍ତି ଯେ, ସମଗ୍ର ରାଜ୍ୟରେ ଚଳିତ ମାସ ୨୫…

ପିଡିଏସ ଚାଉଳ ଅନିୟମିତତାକୁ ନେଇ ଉତ୍ତେଜନା: ବିଡିଓ ଓ ଯୋଗାଣ ନିରୀକ୍ଷକଙ୍କୁ ଘେରିଲେ ମହିଳା

ଭଦ୍ରକ: ବାସୁଦେବପୁର ବ୍ଲକ୍ ଅନ୍ତର୍ଗତ କରଞ୍ଜିଆରେ ପିଡିଏସ୍ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗରେ ଉତ୍ତେଜନା ପ୍ରକାଶ କରି ଶତାଧିକ ମହିଳା ହିତାଧିକାରୀ ବ୍ଲକ୍ ଉନ୍ନୟନ ଅଧିକାରୀ (ବିଡିଓ) ଓ ଯୋଗାଣ ନିରୀକ୍ଷକଙ୍କୁ ଘେରାଉ କରିଥିଲେ। ଦୁଇ ମାସ ହେବ ପିଡିଏସ୍ ଚାଉଳ କୋଟା ପାଇନଥିବା ଅଭିଯୋଗ…

ଶଙ୍ଖ ଭବନକୁ ସୂର୍ଯ୍ୟ ପାତ୍ରଙ୍କ ମର ଶରୀର ନଯିବା ନେଇ ଭିନ୍ନ ଚର୍ଚ୍ଚା, ଜବାବ ରଖିଲେ ଦଳୀୟ ନେତା

ଭୁବନେଶ୍ୱର: ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ମରଶରୀରକୁ ରାଜଧାନୀ ଭୁବନେଶ୍ୱରରେ ଥିବା ବିଜେଡିର ମୁଖ୍ୟାଳୟ ନବନିର୍ମିତ 'ଶଙ୍ଖ ଭବନ'କୁ ନିଆନଯିବା ପରେ ଭିନ୍ନ ଚର୍ଚ୍ଚା ଆରମ୍ଭ ହୋଇଛି। ରବିବାର ଦିଗପହଣ୍ଡିରେ ଶେଷକୃତ୍ୟ ସମ୍ପନ୍ନ ହେବା ପୂର୍ବରୁ…

ବିବାଦରେ ଦାମ ରାଉତଙ୍କ ବିଧାୟକ ପୁଅ, କହିଲେ ଅଭିଯୋଗ ଭିତ୍ତିହୀନ

ଜଗତସିଂହପୁର: ସର୍ବସାଧାରଣରେ ମହିଳାଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ଘଟଣାରେ ପାରାଦୀପ ବିଧାୟକ ସମ୍ବିତ ରାଉତରାୟଙ୍କ ବିରୋଧରେ ଦୁଇଟି ପୃଥକ ପୃଥକ ଥାନାରେ ଅଭିଯୋଗ ହୋଇଛି। ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ଅନ୍ତର୍ଗତ ବାଗୋଇ ପଞ୍ଚାୟତର ପୂର୍ବତନ ବିଜେଡି ମହିଳା ନେତ୍ରୀ ଭାବେ…

୨୦୨୩-୨୪ ଆର୍ଥିକ ବର୍ଷରେ ୧୦୦ ନିୟୁତ ଟନ ପଣ୍ୟ ବୋଝେଇରେ ପୂର୍ବତଟ ରେଳପଥ ପ୍ରଥମ

ଭୁବନେଶ୍ୱର: ଚଳିତ ଆର୍ଥିକ ବର୍ଷର ପ୍ରଥମ ପାଞ୍ଚ ମାସ ମଧ୍ୟରେ ଅର୍ଥାତ୍ ୧ ଏପ୍ରିଲ୍ ରୁ ୩୧ ଅଗଷ୍ଟ, ୨୦୨୩ ମଧ୍ୟରେ ପୂର୍ବ ତଟ ରେଳପଥ ଗତ ଆର୍ଥିକ ବର୍ଷର ପଣ୍ୟ ପରିବହନ ପଞ୍ଜିକରଣ ୯୭.୧୩ନିୟୁତ ଟନ ତୁଳନାରେ ୧୦୦.୯୦ ନିୟୁତ ଟନ ପଣ୍ୟ ପରିବହନ କରିଛି। ଏହା ସହିତ, ଚଳିତ ଆର୍ଥିକ ବର୍ଷରେ ୩.୯%…

ପରୀକ୍ଷାରେ ଅନିୟମିତତା ଓ ମାର୍କରେ ସଂଶୋଧନ ଦାବି, କଟକ ବୋର୍ଡ ଅଫିସ ଆଗରେ ଗର୍ଜିଲେ ଓଟିଇଟି ପରୀକ୍ଷାର୍ଥୀ

କଟକ: ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପରିଚାଳନା ଓ ଫଳ ପ୍ରକାଶନରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ କରି ସୋମବାର କଟକସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ ସମ୍ମୁଖରେ ଶତାଧିକ ଓଟିଇଟି ପରୀକ୍ଷାର୍ଥୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ପରୀକ୍ଷାର୍ଥୀମାନେ ବୋର୍ଡ କାର୍ଯ୍ୟାଳୟ…

ସୋନପୁରରେ ସରକାରୀ ହଷ୍ଟେଲ ନିର୍ମାଣ: ଏଚଏସସିଏଲର ଦୁଇ ଅଧିକାରୀ ଗିରଫ ଜାଣନ୍ତୁ ମୂଳ କାରଣ କ’ଣ?

ସୋନପୁର/ଭୁବନେଶ୍ୱର: ସୋନପୁର ଜିଲ୍ଲାରେ ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କ ପାଇଁ ନିମ୍ନମାନର ହଷ୍ଟେଲ ନିର୍ମାଣରେ ସମ୍ପୃକ୍ତି ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଟିମ୍ ହିନ୍ଦୁସ୍ତାନ ଷ୍ଟିଲ ଓ୍ୱାର୍କସ କନଷ୍ଟ୍ରକସନ ଲିମିଟେଡର ଦୁଇ ଜଣ ଅଧିକାରୀଙ୍କୁ ଗିରଫ କରିଛି। ଭୁବନେଶ୍ଵର ନୟାପଲ୍ଲୀ ସ୍ଥିତ…

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି: ଜଟଣୀରେ ବାଣ୍ଟିବେ ଜମି ପଟ୍ଟା

ଭୁବନେଶ୍ୱର:  ହୀରାକୁଦ ବସ୍ଥାପିତଙ୍କୁ ତୁରନ୍ତ ଜମି ପଟ୍ଟା ଦେବେ ବୋଲି ସରକାର ଘୋଷଣା କରବା ପରେ ଏବେ ଜଟଣୀ ପାଳି । ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ମୁଖ୍ୟମନ୍ତ୍ରୀ ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବା ବୋଲି ନୀତିଗତ ନିଷ୍ପତ୍ତି ନେଇଛନ୍ତି । 5T…

ଶ୍ୱଶୁର ଘରକୁ ବୁଲିବାକୁ ଯାଇ ଝୁଲି ପଡ଼ିଲେ ଡାକ୍ତର

ଭୁବନେଶ୍ୱର:ଶ୍ୱଶୁର ଘରକୁ ଯାଇ ଝୁଲି ପଡିଲେ ଡାକ୍ତର । ରବିବାର ରାତିରେ ଶ୍ୱଶୁର ଘରକୁ ଯାଇଥିବାବେଳେ ଆଜି ସକାଳୁ ତାଙ୍କ ମୃତଦେହ ଝୁଲନ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ଡାକ୍ତର ହେଉଛନ୍ତି ସୁରେନ୍ଦ୍ର ନାଥ ରଥ । ସେ ବ୍ରହ୍ମପୁର ଏମକେସିଜି କଲେଜ ଓ ହସ୍ପିଟାଲର ପୂର୍ବତନ ଛାତ୍ର ଏବଂ…

ଜାତୀୟ ପୋଷଣ ସପ୍ତାହ, ଥାଳିରେ ରଖନ୍ତୁ ପୋଷଣଯୁକ୍ତ ଖାଦ୍ୟ

ଭୁବନେଶ୍ଵର: ସ୍ୱାସ୍ଥ୍ୟକର ଖାଦ୍ୟ, ସୁସ୍ଥ ଶରୀର। ଆମେ ଦୈନନ୍ଦିନ ଜୀବନରେ କ’ଣ ଖାଉଛେ, ତାହାର ସିଧାସଳଖ ପ୍ରଭାବ ଆମ ଶରୀର ଉପରେ ପଡ଼ିଥାଏ। ସୁସ୍ଥ ଓ ପୁଷ୍ଟିକର ଖାଦ୍ୟ ଖାଇବା ଦ୍ୱାରା ବିଭିନ୍ନ ରୋଗ ହେବାର ଆଶଙ୍କାକୁ ଦୂରେଇ ପାରିବା। ସୁସ୍ଥ ଖାଦ୍ୟ ମସ୍ତିଷ୍କଠାରୁ ଆରମ୍ଭ କରି ଶାରୀରିକ…