Latest Odisha News

BREAKING NEWS

Browsing Category

ଓଡିଶା

Odisha

୨୪ ଘଣ୍ଟାରେ ମିଳିବ ତାତିରୁ ଆଶ୍ବସ୍ତି

ଭୁବନେଶ୍ବର: ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା । ରାଜ୍ୟରେ ବର୍ତ୍ତମାନ ଅସହ୍ୟ ତାତି ଅନୁଭୂତ ହେଉଥିବା ବେଳେ ଏଥିରୁ ଆଶ୍ବସ୍ତି ମିଳିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ନେଇ ସତର୍କ କରାଯାଇଛି । ଉପକୂଳ ସମେତ କିଛି ସ୍ଥାନରେ…

ଆସନ୍ତା କାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର: କାଲି ତଥା ରବିବାର ଦିନ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । କାଲି ରାତି ସାଢେ ୯ଟାରେ ଭୁବନେଶ୍ବରରେ ପହଁଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏଥିସହ କାଲି ରାତିରେ  ଭୁବନେଶ୍ବରରେ ରହିବେ ପ୍ରଧାନମନ୍ତ୍ରୀ । ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ସୂଚନା ।…

ଗାଁ ରେ ମଦ ବିକ୍ରିକୁ ନେଇ ମହିଳାଙ୍କ ବିରୋଧ, ଥାନାରେ ଏତଲା

କୋରାପୁଟ: କୋରାପୁଟ ଜିଲ୍ଲା ବୋରିଗୁମ୍ମା ବଡ଼ ଦୁବୁଲି ଗାଁରେ ବେଆଇନ ମଦ କାରବାରକୁ ବିରୋଧ କରି ଅଣ୍ଟା ଭିଡ଼ିଛନ୍ତି ସ୍ଥାନୀୟ ଅଞ୍ଚଳର ମହିଳା। ଅଞ୍ଚଳରେ ମଦ ବିକ୍ରି ସଂପୂର୍ଣ୍ଣ ଭାବରେ ବନ୍ଦ କରିବା ଦାବିରେ ପଞ୍ଚାୟତର ଶତାଧିକ ମହିଳା ଏକଜୁଟ ହୋଇ ଏକ ଶୋଭାଯାତ୍ରାରେ ପୁରା ଗାଁ ପରିକ୍ରମା…

ରାଜ୍ୟରେ ଆରମ୍ଭ ହୋଇଛି କଲରାପତରିଆ ବାଘ ଗଣନା

ଭୁବନେଶ୍ଵର: ଚଳିତବର୍ଷରୁ ରାଜ୍ୟ ସରକାର ନିଜସ୍ବ କଲରାପତରିଆ ବାଘ ଗଣନା ଆରମ୍ଭ କରିଛନ୍ତି। ରାଜ୍ୟର ୫୧ଟି ଡିଭିଜନରେ କଲରାପତରିଆ ବାଘ ଗଣନା କରାଯାଉଛି । ଗଣନା ପାଇଁ ୩,୩୧୨ଟି ଟ୍ରାପ କ୍ୟାମେରା ବ୍ୟବହାର କରାଯିବ। ପ୍ରତ୍ୟେକ ଡିଭିଜନରେ ପ୍ରତି ୨୫ ବର୍ଗ କିଲୋମିଟରରେ ୫ଟି ଟ୍ରାପ କ୍ୟାମେରା…

ଟିକେଟ୍ ଫେରାଇଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି

ଭୁବନେଶ୍ଵର: ଟିକେଟ୍ ଫେରାଇଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି । ଦଳ ଫଣ୍ଡିଂ ନ ଦେବାରୁ ସୁଚରିତା ଟିକେଟ୍‌ ଫେରାଇଥିବା ନେଇ ଏଆଇସିସିକୁ ଜଣାଇଛନ୍ତି । ବିନା ପାର୍ଟି ଫଣ୍ଡିଂରେ ପ୍ରଚାର କରିବା ସମ୍ଭବ ନୁହେଁ ବୋଲି ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଏଆଇସିସି ସାଧାରଣ…

ଆଜି ୪ ଜିଲ୍ଲାରେ ମାରାଥନ ପ୍ରଚାର କରିବେ ନବୀନ

ଭୁବନେଶ୍ଵର: ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୪ଟି ଲୋକସଭା କ୍ଷେତ୍ର ମଧ୍ଯରୁ ୩ଟି ଲୋକସଭା କ୍ଷେତ୍ରରେ ପ୍ରଚାର କରିବେ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସକାଳ ୧୦ ଟା ୧୦ରେ…

ଆଜି ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ଵର: ଓଡିଶା ମୁହାଁ ବିଜେପିର ଶୀର୍ଷ ନେତା । ଆସନ୍ତା ମେ’ ୬ରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଆଜି ଆସିବେ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର । ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଏସ.ଜୟଶଙ୍କର । ଭୁବନେଶ୍ବର, କଟକ ଓ ସମ୍ବଲପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବା ସହ…

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଚକ୍ଷୁ ଅସ୍ତ୍ରୋପଚାର, ଏବେ ନିର୍ବାଚନ ପ୍ରଚାର କଲେ ସ୍ଥଗିତ

ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କ ବାମ ଆଖିର ଗୁରୁତର ଅସ୍ତ୍ରୋପଚାର କରାଯାଇଛି। ତେଣୁ ସେ ଚଳିତ ନିର୍ବାଚନ ପାଇଁ ଦଳର ପ୍ରଚାରରେ ଏବେ ଭାଗ ନେଇପାରିବେ ନାହିଁ। କିଛି ଦିନ ହେବ ତାଙ୍କୁ ଡାକ୍ତରୀ…

ନିର୍ବାଚନ ରଣଭୂମିରେ ମୁହାଁମୁହିଁ: ଫଳାଫଳ ପରେ ରହିଛି କି ପ୍ୟାଚ୍-ଅପ ସମ୍ଭାବନା ?

ଭୁବନେଶ୍ୱର: ନିର୍ବାଚନ ରଣଭୂମିରେ ମୁହାଁମୁହିଁ । ଆରୋପ-ପ୍ରତ୍ୟାରୋପ, କଥା କଟାକଟି। ଜନତାଙ୍କ ଆଗରେ ପରସ୍ପର ବିରୋଧରେ ବିଷ ଓଗାଳୁଛନ୍ତି ବିଜେଡି ଓ ବିଜେପି ନେତା । ହେଲେ ଫଳାଫଳ ଘୋଷଣା ପରେ ରହିଛି କି ପ୍ୟାଚ୍-ଅପ ସମ୍ଭାବନା ? ଉଭୟ ଦଳ ଭିତରେ ରହିଛି କି ଭିତିରି ବୁଝାମଣା ? ମେଣ୍ଟ ନକରି…

ସ୍ୱାଧୀନ ବାଟ ଆପଣାଇ ଘସିପୁରା ନିର୍ବାଚନ ମଇଦାନକୁ ଓହ୍ଲାଇଲେ ସୌମ୍ୟରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର: ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କେନ୍ଦୁଝରର ଘସିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହି ଘୋଷଣା ତାଙ୍କ ନିର୍ବାଚନୀ ଅଭିଳାଷକୁ ନେଇ ଚାଲିଥିବା ଗୁଜବକୁ ବନ୍ଦ କରି ଦେଇଛି। କେନ୍ଦୁଝର…