Latest Odisha News
Browsing Category

ଓଡିଶା

Odisha

ପ୍ରିୟବ୍ରତ ମାଝୀଙ୍କୁ ବିଜେଡିର ନୂଆ ମିଡ଼ିଆ ସଂଯୋଜକ ଭାବେ ଦାୟିତ୍ୱ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଘୋଷଣା ହେଲା ବିଜେଡିର ନୂଆ ମିଡ଼ିଆ ସଂଯୋଜକଙ୍କ ନାମ। ରାଜ୍ୟରେ ଆଗୁଆ ନିର୍ବାଚନ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବା ବେଳେ ନିକଟରେ ତିନି ପ୍ରମୁଖ ରାଜନୈତିକ ଦଳ ନିଜ ସଂଗଠନରେ ନୂଆ ନେତାଙ୍କୁ ଦାୟିତ୍ୱ ପ୍ରଦାନ କରିଥିବା ଦେଖିବାକୁ ମିଳିଛି। ତେବେ ଆଜି ବିଜେଡି ସୁପ୍ରିମୋ ନବୀନ…

NRI କୋଟାରେ ଆଡମିଶନ ଠକେଇ, ୨ ଠକଙ୍କୁ ବାନ୍ଧିଲା କମିଶନରେଟ ପୋଲିସ

ଭୁବନେଶ୍ୱର: NRI କୋଟାରେ ଚାଲୁଥିବା ବଡ଼ ଜାଲିଆତି ଘଟଣାର ପର୍ଦ୍ଦାଫାସ କରିଛି କମିଶନରେଟ ପୋଲିସ । ନାମୀ ଦାମୀ ବିଶ୍ୱବିଦ୍ୟାଳୟରେ ନାମ ଲେଖା ଆଳରେ ଠକୁଥିବା ଏକ ଠକେଇ ଗୃପର ପର୍ଦ୍ଦାଫାସ କରିଛି ସ୍ପେଶାଲ କ୍ରାଇମ ୟୁନିଟ୍ । ଯୁବପିଢିଙ୍କୁ MBBS ନାମଲେଖା ଆଳରେ ଠକେଇ କରୁଥିବା ୨ ଠକଙ୍କୁ…

ପଞ୍ଚଭୂତରେ ଲୀନ ହେଲେ ସୂର୍ଯ୍ୟ ନାରାୟଣ ପାତ୍ର

ଦିଗପହଣ୍ଡି: ପଞ୍ଚଭୂତରେ ଲୀନ ହେଲେ ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର। ତାଙ୍କ କର୍ମଭୂମିରେ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି । ଦିଗପହଣ୍ଡି ସ୍ଥିତ ମଶାଣୀରେ ପୁଅ ବିପ୍ଳବ ପାତ୍ର ମୁଖାଗ୍ନି ଦେବାପୂର୍ବରୁ ତାଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସହିତ ଶେଷ…

‘କୁଚକ୍ରୀ ଗୋଷ୍ଠୀ’ଙ୍କ ଉପରେ ବର୍ଷିଲେ ପରିବହନ ମନ୍ତ୍ରୀ ଟୁକୁନି ସାହୁ

ଭୁବନେଶ୍ୱର: ଫାଇବ-ଟି ସଚିବ ଭି.କେ ପାଣ୍ଡିଆନଙ୍କୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ବିରୋଧୀ ଦଳ ଭିନ୍ନ ମନ୍ତବ୍ୟ ଦେଉଛନ୍ତି। କିଏ ସରକାରଙ୍କୁ ଟାର୍ଟେଗ କରୁଛି ତ କିଏ ପାଣ୍ଡିଆନଙ୍କ ରାଜ୍ୟ ଭ୍ରମଣ ନେଇ ପ୍ରଶ୍ନ ଉଠାଉଛି। ନିକଟରେ ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ନାଁ ନେଇ ବିଜେପି ସିଧାସଳଖ…

ବାଙ୍କୀ ଗୟଳବାଙ୍କରେ ଦୁର୍ଘଟଣା, ବଡ ଭାଇର ଜୀବନ ବଞ୍ଚାଇବାକୁ ଯାଇ ଜୀବନ ଦେଲା ସାନ ଭାଇ

ବାଙ୍କୀ: ଭାଇକୁ ବଞ୍ଚାଇବାକୁ ଯାଇ ଭାଇ ମୃତ। ଅଧାରେ ରହିଗଲା ଭୋଜି ଖିଆ। ମହାନଦୀର ଦେବୀଦ୍ବାର ଘାଟରେ ଘଟିଛି ଏହି ଦୁଃଖଦ ଘଟଣା। ନଦୀରେ ବୁଡି ଯାଉଥିବା ବଡ ଭାଇକୁ ବଞ୍ଚାଇବାକୁ ଯାଇ ଜୀବନ ଦେଲା ସାନ ଭାଇ । ମୃତ ଯୁବକ ଜଣଙ୍କ ହେଉଛନ୍ତି ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଆକାଶ ରାଉତରାୟ । …

ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ, ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାରି ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡିଶା ଉପର ବାୟୁମଣ୍ଡଳର…

ସରକାରୀ ଆବାସ ଯୋଜନାର ବିକଳ ଚିତ୍ର : ପଲିଥିନ ତଳେ ୧୪୦ ପରିବାର

ନବରଙ୍ଗପୁର: ସରକାରୀ ଆବାସ ଯୋଜନାର ବିକଳ ଚିତ୍ର । ପଲିଥିନ ତଳେ ଜୀବନ ବିତାଉଛନ୍ତି ୧୪୦ ପରିବାର । ୨୫ ବର୍ଷତଳେ ସରକାରୀ ଯୋଜନାରେ ମିଳିଥିବା ଇନ୍ଦିରାଆବାସ ଘର ଯାହା ଦିନେ ବସ୍ତିବାସିନ୍ଦାଙ୍କ ପାଇଁ ବରଦାନ ସଦୃଶ୍ୟ ଥିଲା ତାହା ଆଜି ପାଲଟିଯାଇଛି ଅଭିଶାପ। ଏ ହେଉଛି ନବରଙ୍ଗପୁର ଜିଲ୍ଲା…

କୃଷକ ବିଜୟ ସମାବେଶ ପାଳନ କରିବ ବେଦାନ୍ତ ବିଶ୍ୱବିଦ୍ୟାଳୟ ବିରୋଧି ସଂଘର୍ଷ ସମିତି

ପୁରୀ: ଆସନ୍ତା ସେପ୍ଟେମ୍ବର  ୯ ତାରିଖରେ କୃଷକ ବିଜୟ ସମାବେଶ ପାଳିବ ବେଦାନ୍ତ ବିଶ୍ୱବିଦ୍ୟାଳୟ ବିରୋଧି ସଂଘର୍ଷ ସମିତି । ଏଥିପାଇଁ ସମିତି ପକ୍ଷରୁ ପ୍ରସ୍ତୁତି ବୈଠକ ଶେଷ ହୋଇଛି । ପ୍ରାୟ ୧୦ହଜାର ଚାଷୀ ଯୋଗ ଦେବେ ବୋଲି ବେଦାନ୍ତ ବିଶ୍ୱବିଦ୍ୟାଳୟ ବିରୋଧୀ ସଂଘର୍ଷ ସମିତି ତରଫରୁ କୁହାଯାଇଛି…

ରାଜରାସ୍ତାରେ ଅଳିଆ ପକାଇ ରାସ୍ତାରୋକ କଲେ ହକି ଖେଳାଳି

ଢେଙ୍କାନାଳ: ସ୍ୱାୟତ୍ତ ଶାସନ ଦିବସ ଅବସରରେ ଢେଙ୍କାନାଳର ମିନିଷ୍ଟାଡିୟମ ଠାରେ ଆୟୋଜିତ ହୋଇଥିଲା ସ୍ୱାୟତ୍ତ ଶାସନ ଦିବସ କାର୍ଯ୍ୟକ୍ରମ l କାର୍ଯ୍ୟକ୍ରମ ସାରିବା ପରେ ଉପସ୍ଥିତ ଥିବା ସମସ୍ତ ଅତିଥିମାନଙ୍କ ଆରମ୍ଭ ହୋଇଥିଲା ନାଚ ଗୀତ ସହ ମଦ ପିଆ l ମାଳ ମାଳ ଅଳିଆ ଓ ମଦ ବୋତଲ ପକାଇ ଷ୍ଟାଡିୟମ…

ଓଡିଶାର ‘କପଡାଗୁନ୍ଦା’ ଶାଲ ଓ ‘ଇଡିତାଲ୍‌’ ଚିତ୍ରକୁ ମିଳିବ ଜିଆଇ ଟ୍ୟାଗ

ରାୟଗଡା : ଓଡିଶାର ସ୍ୱତନ୍ତ୍ର ସାତୋଟି ଉତ୍ପାଦ ସାମଗ୍ରୀକୁ ଜିଆଇ ଟ୍ୟାଗ ମାନ୍ୟତା ଦେବା ପାଇଁ  ନିଆଯାଇଥିବା ପଦକ୍ଷେପ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ରାୟଗଡା ଜିଲ୍ଲାର ଡଙ୍ଗରିଆ କନ୍ଧଙ୍କ ବାନ୍ଧ କଳା ‘କପଡାଗୁନ୍ଦା ’ ଶାଲ ଓ ଗୁଣପୁରର ଲାଂଜିଆ ସଉରାଙ୍କ କାନ୍ଥ ଚିତ୍ର ‘ଇଡିତାଲ୍‌’ କୁ…