Latest Odisha News

BREAKING NEWS

Browsing Category

ଓଡିଶା

Odisha

ନାମାଙ୍କନ ଭରିଲେ ଅରୁପ୍ ପଟ୍ଟନାୟକ; କହିଲେ, ପୁରୀବାସୀଙ୍କ ସେବାରେ ନିଜକୁ ନିୟୋଜିତ କରିବି

ପୁରୀ: ନାମାଙ୍କନ ପତ୍ର ଦାଖଲ କଲେ ପୁରୀ ବିଜେଡି ଲୋକସଭା ପ୍ରାର୍ଥୀ ଅରୁପ୍ ପଟ୍ଟନାୟକ । ଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନିଜର ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ଅରୁପ୍ । ବଗଲାଧର୍ମଶାଳା ଠାରୁ ଏକ ବଡ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ବିରାଟ ପଟୁଆ ଧରି ଅରୁପ୍…

ବିଜେଡି ଛାଡିଲେ ଅନୁଭବ ପଟ୍ଟନାୟକ, ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା

ଭୁବନେଶ୍ଵର: ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ । ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଅନୁଭବ । ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ ଟିକେଟ୍‌ ଆଶାୟୀ ଥିଲେ। ମାତ୍ର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାବିତ୍ରୀ ପ୍ରଧାନଙ୍କୁ ପ୍ରାର୍ଥୀ କରିଥିବା…

ଆସିଲା ବିଜେଡିର ବଳକା ଥିବା ପାର୍ଥୀ ତାଲିକା

ଭୁବନେଶ୍ଵର: ଆସିଲା ବିଜେଡିର ବାକି ଥିବା ପାର୍ଥୀ ତାଲିକା । ୩ ବିଧାନସଭା ଆସନର ପାର୍ଥୀ ଘୋଷଣା କଲା ବିଜେଡି । ପାର୍ଥୀ ଘୋଷଣା କଲେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋରେଇ, ଖଣ୍ଡପଡ଼ା ଓ ନୀଳଗିରି ପାଇଁ ପ୍ରାର୍ଥୀ ଘୋଷଣା କରିଛି ଦଳ । ଖଣ୍ଡପଡାରୁ ସାବିତ୍ରୀ…

ନାମାଙ୍କନ ପତ୍ର ଦାଖଲ କଲେ ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଏବଂ ବିଜେଡି ସାଂସଦ ପ୍ରାର୍ଥୀ ମନ୍ମଥ…

ଭୁବନେଶ୍ବର: ନାମାଙ୍କନ ପତ୍ର ଦାଖଲ କଲେ ବିଜେପି ସାଂସଦ ପ୍ରାର୍ଥି ଅପରାଜିତା ଷଡ଼ଙ୍ଗୀ ଏବଂ ବିଜେଡି ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ । ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଠାରେ ପ୍ରାର୍ଥିପତ୍ର ଦାଖଲ କଲେ ସାଂସଦ ପ୍ରାର୍ଥିନୀ  ଅପରାଜିତା ଷଡ଼ଙ୍ଗୀ । ବିଜେଡି ସାଂସଦ ପ୍ରାର୍ଥୀ ମନ୍ମଥ…

ତେଲ ସରିଯିବାରୁ ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର

ଢେଙ୍କାନାଳ: ଚାଲିଥିଲା ପଲିଶ୍ରୀ ମେଳା । ହଠାତ୍ ଅବତରଣ କଲା ଏକ ସନ୍ଦିଗ୍ଧ ହେଲିକପ୍ଟର । ଢେଙ୍କାନାଳରେ ଅଚାନକ ଅବତରଣ କରିଥିବା ଏକ ସନ୍ଦିଗ୍ଧ ହେଲିକପ୍ଟରକୁ ନେଇ ଚର୍ଚ୍ଚା ହୋର ଧରିଥିଲା । ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ପ୍ରଶାସନ ପାଖରେ ଏନେଇ କୌଣସି ସୂଚନା ନଥିବା ବେଳେ…

କଣ୍ଟାବାଞ୍ଜିରୁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବଲାଙ୍ଗିର: କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦ୍ବିତୀୟ ନିର୍ବାଚନ କ୍ଷେତ୍ର ଭାବେ କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଦାଖଲ କଲେ କଣ୍ଟାବାଞ୍ଜି ବିଧାନସଭା ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟିଟିଲାଗଡ଼ ଉପଜିଲ୍ଲାପାଳ ଅଫିସରେ…

ଗତକାଲି ସଂଧ୍ୟାରେ ଟିକିଏ ଆଶ୍ୱସ୍ତି ପରେ ଆଜି ସକାଳେ ଖରା ଦେଖାଇଲାଣି ଟ୍ରେଲର, ତାଳଚେରରେ ୩୭.୨ ଡିଗ୍ରୀ ତାପମାତ୍ରା…

ଭୁବନେଶ୍ୱର: ଗତକାଲି ସଂଧ୍ୟାର ଟିକିଏ ଆଶ୍ୱସ୍ତି ପରେ ଆଜି ସକାଳୁ ପୁଣି ଡହ ଡହ ଖରାର ଅନୁଭୂତି । ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ଏହାରି ଭିତରେ ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ତାଳଚେରର…

ଦୁଇ ସିଆରପି ନିର୍ବାଚନୀ ସଭାରେ ହୁଳହୁଳି ପକାଇ ନିଲମ୍ବିତ

ଭୁବନେଶ୍ୱର: କେନ୍ଦ୍ରାପଡ଼ାରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଜିଲ୍ଲା ପ୍ରଶାସନ ପକ୍ଷରୁ ୨ ଜଣ କମ୍ୟୁନିଟି ରିସୋର୍ସ ପର୍ସନ (ସିଆରପି)ଙ୍କୁ ପଦରୁ ହଟାଇ ଦିଆଯାଇଛି। ତାଳସଙ୍ଗା ଓ ମାର୍ଶାଘାଇ ବ୍ଲକର ସିଆରପି ପୁଷ୍ପାଞ୍ଜଳି ମହାନ୍ତି ଓ ନର୍ମଦା ବାସନ୍ତୀଆଙ୍କୁ ରାଜନୈତିକ ସମାବେଶରେ…

ନବୀନ କଣ୍ଟାବାଞ୍ଜି ଆସନ ପାଇଁ ଭରିବେ ନାମାଙ୍କନ

ଭୁବନେଶ୍ୱର: ଆଜି କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିକଟରେ ସେ ହିଞ୍ଜିଳି ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିଲେ। ଚଳିତଥର ୨୦୧୯ ପରି ଦୁଇଟି ଆସନରେ ପ୍ରାର୍ଥୀ ହୋଇଛନ୍ତି ବିଜେଡି ସୁପ୍ରିମୋ। ସକାଳ ୯ଟାରେ…

ସାଧାରଣ ନିର୍ବାଚନ ୨୦୨୪: ବିଜେପୁର ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ବିଭିନ୍ନ ଦଳର ପ୍ରାର୍ଥୀ

ବରଗଡ: ୨୦୨୪ ସାଧାରଣ ନିର୍ବାଚନ ପାଇଁ ୨୬ ଏପ୍ରିଲ ରୁ ଆରମ୍ଭ ହୋଇଯାଇଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । ଏହାର ଶେଷ ତାରିଖ ମେ' ମାସ ୩ ତାରିଖ ପର୍ଯ୍ୟନ୍ତ ଧାର୍ଯ୍ୟ ହୋଇଛି । ତେବେ ଆଜି (ବୁଧବାର) ନାମାଙ୍କନ ପତ୍ର ଦାଖଲର ଷଷ୍ଠ ଦିନରେ ବିଭିନ୍ନ ଦଳର ପ୍ରାର୍ଥୀ ନିଜର ନାମାଙ୍କନ ଭରିଛନ୍ତି…