Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ବର: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପି ପ୍ରାର୍ଥି ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ ଖାରଜ । ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ କଲେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ-୨ । ବୁଥ୍ ଗଣ୍ଡଗୋଳ ଘଟଣାରେ ଗିରଫ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ । ଶୁକ୍ରବାର  …

ଭୁବନେଶ୍ୱରରେ ବାର ଡ୍ୟାନସରଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ବର: ଭଡ଼ା ଘର ଭିତରୁ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର । ପାହାଳ ଥାନା ଶିବଶକ୍ତି ନଗର ସ୍ଥିତ ଏକ ବିଲ୍ଡିଂରୁ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତ ଯୁବତୀଙ୍କ ଘର ଚଣ୍ଡିଗଡ଼ । ସେ  ବାର୍‌ ଡ୍ୟାନସର୍‌ ଭାବେ କାମ କରୁଥିଲେ । କେମିତି ଓ କେଉଁ ପରିସ୍ଥିତିରେ ଯୁବତୀଙ୍କ ମୃତ୍ୟୁ…

ଘର ଭିତରୁ ଶିକ୍ଷୟିତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ସ୍ୱାମୀ ଅଟକ

ନୟାଗଡ଼: ଘର ଭିତରୁ ଶିକ୍ଷୟିତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର। ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଚମ୍ପତିପୁର ଗାଁରେ ଘର ଭିତରୁ ମିଳିଲା ମୃତଦେହ। ଟଙ୍କା ପାଇଁ ଶାଶୁଘର ଲୋକ ପିଟି ପିଟି ମାରିଦେଇଥିବା ଅଭିଯୋଗ । ମୃତ ଶିକ୍ଷୟିତ୍ରୀଜଣକ ହେଉଛନ୍ତି ପଦ୍ମିନୀ ପ୍ରଧାନ। ସେ ଓଡ଼ଗାଁ ଆଦର୍ଶ…

ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ମାମଲା:ରାୟ ସଂରକ୍ଷିତ

ଭୁବନେଶ୍ବର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ମାମଲାର ଖୋର୍ଦ୍ଧା କୋର୍ଟରେ ଶୁଣାଣି ହୋଇଛି । କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି । ପୀତାମ୍ବର ଆଚାର୍ଯ୍ୟଙ୍କ ସମେତ ୪୦ ଆଇନଜୀବୀ ଏହି ମାମଲାରେ ଯୁକ୍ତି ଉପସ୍ଥାପନ କରିଥିଲେ । ଇଭିଏମ ଭଙ୍ଗା ଘଟଣାରେ ପୋଲିସ ଖୋର୍ଦ୍ଧା…

୨୦ ଫୁଟ ତଳକୁ ଖସିଲା ପିକ୍‌ଅପ୍‌, ୨ ମହିଳା ଶ୍ରମିକ ମୃତ

ସୁନ୍ଦରଗଡ଼: ୨୦ ଫୁଟ ତଳକୁ ଖସିଲା ପିକ୍‌ଅପ୍‌, ୨ ମହିଳା ଶ୍ରମିକ ମୃତ। ୫ ଗୁରୁତର ଆହତ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଅନ୍ତର୍ଗତ ଉସତାଲି ଘାଟିରେ ଏହି ଦୁର୍ଘଟଣା ଘଟିଛି। ଗୁରୁତର ଶ୍ରମିକଙ୍କୁ ହେମଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ରାସ୍ତା କାମ ପାଇଁ ହେମଗିରିରୁ…

ତାତିରୁ ନିସ୍ତାର ନାହିଁ: ସାଢ଼େ ୧୧ ରେ ୪୨ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର :ସାରା ରାଜ୍ୟରେ କଲବଲ କରୁଛି ତାତି । ରାଜ୍ୟରେ ଅସହ୍ୟ ଗୁଳୁଗୁଳି ସହ ପ୍ରବଳ ଗରମରେ ହନ୍ତସନ୍ତ ହେଉଛନ୍ତି ଲୋକେ । ଏପଟେ ଆଜି ସାଢ଼େ ୧୧ ରେ ୪୨ ଡିଗ୍ରୀ ଟପିଲା ତାପମାତ୍ରା । ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ା ତାପମାତ୍ରା ୪୨.୨ ଡିଗ୍ରୀସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ…

ଅସ୍ବାଭାବିକ ମୃତ୍ୟୁ ଘଟଣା:ଦିନ ୧୧ରୁ ୩ଟା ଭିତରେ ଖରାକୁ ନବାହାରିବାକୁ ପରାମର୍ଶ ଦେଲେ ଏସ୍‌ଆର୍‌ସି

ସୁନ୍ଦରଗଡ଼:ସୁନ୍ଦରଗଡ଼ ଜିଲ୍ଲାରେ ଅସ୍ବାଭାବିକ ମୃତ୍ୟୁର କରାଯିବ ତଦନ୍ତ । ପିକ୍ ଆୱାରରେ କାମ କରିବା ଯୋଗୁଁ ମୃତ୍ୟୁ ଘଟିଥିବା ପ୍ରାରମ୍ଭିକ ଅନୁମାନ କରାଯାଉଛି । ତେବେ ପିକ୍ ଆୱାର କାମ ବାରଣ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ନିର୍ଦ୍ଦେଶ ଉଲ୍ଲଂଘନ କଲେ, ଆଇନ ଅନୁସାରେ…

ଆଜିଠାରୁ ମହାପ୍ରଭୁଙ୍କ ୨୧ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ

ପୁରୀ: ଶ୍ରୀମନ୍ଦିରରେ ଆଜିଠାରୁ ମହାପ୍ରଭୁଙ୍କ ୨୧ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ଏହା ଦେବସ୍ନାନ ପୂର୍ଣ୍ଣମୀ ପୂର୍ବଦିନ ପର୍ଯ୍ୟନ୍ତ ଚାଲୁରହିବ । ଆସନ୍ତା ରବିବାର ଜ୍ୟେଷ୍ଠ କୃଷ୍ଣ ଏକଦଶୀରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଜଳକ୍ରୀଡ଼ା କରିବେ। ବୈଶାଖ ଶୁକ୍ଳ ତୃତୀୟା ବା…

କୁଟିମସ୍କା ଜଙ୍ଗଲରୁ ଦନ୍ତା ହାତୀର ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

କଳାହାଣ୍ଡି: ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ସେମେଲପଦର ଗାଁ ନିକଟସ୍ଥ କୁଟିମସ୍କା ଜଙ୍ଗଲରୁ ଏକ ଦନ୍ତା ହାତୀର ମୃତଦେହ ଠାବ କରାଯାଇଛି। ମୃତ ହାତୀର ବୟସ ୧୦ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ଖବର ପାଇ ଘଟଣାସ୍ଥଳରେ ବନବିଭାଗ ଜଗି ରହିଛି। ହାତୀ-ହାତୀ ମଧ୍ୟରେ ଲଢେଇ ହୋଇ ହାତୀଟିର ମୃତ୍ୟୁ…

ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ୫ ଗିରଫ, ଭଦ୍ରକରେ ୧୪୪ ଧାରା ଜାରି

ଭଦ୍ରକ: ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଏବଂ ସମ୍ପାଦକ ସୁବ୍ରତ ବିଶ୍ୱାଳଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ୫ ଜଣଙ୍କୁ ପୋଲିସ ଗିରଫ କରିଛି। ଗତକାଲି ଅଭିଳାଷଙ୍କ ସହ ଅନ୍ୟ ୨୦ଜଣଙ୍କୁ ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କରଞ୍ଜମାଳ ପଂଚାୟତର ଖପୁରିଆ ଛକ ନିକଟରେ ଏମାନଙ୍କ ଉପରକୁ…