Latest Odisha News

BREAKING NEWS

Browsing Category

ଓଡିଶା

Odisha

Mao Camp: କନ୍ଧମାଳ ଜଙ୍ଗଲରେ ମାଓ କ୍ୟାମ୍ପ ଠାବ, ବହୁ ପରିମାଣର ମାଓ ସାମଗ୍ରୀ ଜବତ

କନ୍ଧମାଳ: ଦେଶକୁ ନକ୍ସଲ ମୁକ୍ତ କରିବା ପାଇଁ ପୋଲିସ ଏବଂ ସୁରକ୍ଷା ବାହିନୀଙ୍କ ପକ୍ଷରୁ କୁମ୍ବିଂ ଅପେରସନ ଯୋରଦାର କରାଯାଉଛି । ଏହି ପ୍ରରିପେକ୍ଷିରେ ଆଜି କନ୍ଧମାଳ ଜିଲ୍ଲାରେ କୁମ୍ବିଂ ଅପେରସନ ଚାଲିଥିବାବେଳେ, ମାଓ କ୍ୟାମ୍ପ ଠାବ ହୋଇଛି । କ୍ୟାମ୍ପରୁ ବହୁ ମାତ୍ରାରେ ବନ୍ଧୁକ ସହିତ ବହୁ…

SI Exam Scam: ଏସଆଇ ପରୀକ୍ଷା ମହାଘୋଟାଲା; ମାର୍ଚ୍ଚ ୧୬କୁ ଘୁଞ୍ଚିଲା ଅଭିଯୁକ୍ତଙ୍କ ଜାମିନ ଶୁଣାଣି

କଟକ: ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା ମାମଲା । ହାଇକୋର୍ଟରେ ଏସଆଇ ନିଯୁକ୍ତି ପରୀକ୍ଷା ଦୁର୍ନୀତି ମାମଲାର ଅଭିଯୁକ୍ତ ମୁନା ମହାନ୍ତିଙ୍କ ଅନ୍ତରୀଣ ଜାମିନ ଆବେଦନର ଶୁଣାଣି ଆଜି ଥିବାବେଳେ ତାହା ମାର୍ଚ୍ଚ ୧୬ ତାରିଖକୁ ଘୁଞ୍ଚିଛି । ଏହି ମାମଲାର ସମସ୍ତ ଅଭିଯୁକ୍ତଙ୍କ ଜାମିନ ଉପରେ ଶୁଣାଣି…

ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ; ଏଣିକି ମିଳିବ ୨,୫୦୦ ଟଙ୍କା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ। ଏଥି ସହିତ ସପ୍ତାହକୁ ଥରେ…

୭୨ ପ୍ରଧାନଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ମାସିକ ଦରମା ବନ୍ଦ କଲେ ଜିଲ୍ଲା ଶିକ୍ଷାଧିକାରୀ

ପୁରୀ: ପୁରୀ ଜିଲ୍ଲାର ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଲେ ଜିଲ୍ଲା ଶିକ୍ଷାଧିକାରୀ ଦୀପକ ପାଢୀ । ବର୍ଷା ସମୟରେ ସାପ କାମୁଡ଼ିଲେ ଓ ବଜ୍ରପାତ ହେଲେ ସେଥିରୁ କିପରି ସୁରକ୍ଷିତ ରହିବ ସେନେଇ ସଚେତନତା ଶିବିର ପାଇଁ ନିର୍ଦ୍ଦେଶ ଥିଲା, ଏଥିପାଇଁ ପ୍ରଧାନଶିକ୍ଷକଙ୍କୁ ୪୫୦୦…

Odisha Vigilance: ୧୦,୦୦୦ ଲାଞ୍ଚ ନେଇ ଗିରଫ ହେଲେ ଆରଆଇ…

ଭୁବନେଶ୍ୱର: କଟକ ସଦର ତହସିଲ ଅନ୍ତର୍ଗତ କଖଡି ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) ଜାନକୀ ରଞ୍ଜନ ମଲ୍ଲିକଙ୍କୁ ଗୁରୁବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ କରିଛନ୍ତି। ଭିଜିଲାନ୍ସ ପକ୍ଷରୁ ପ୍ରକାଶିତ ସୂଚନା ଅନୁଯାୟୀ, ଏକ ମ୍ୟୁଟେସନ୍…

Subhadra Yojana: ୪.୫୭ ଲକ୍ଷ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଓଡ଼ିଶା ସରକାର ଗୁରୁବାର ଦିନ ସୁଭଦ୍ରା ଯୋଜନା ଅଧୀନରେ ୪,୫୭,୬୮୧ ଜଣ ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରିଛନ୍ତି। ଭୁବନେଶ୍ୱରର ଓଡ଼ିଶା କୃଷି ଓ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ (ଓୟୁଏଟି) କ୍ୟାମ୍ପସରେ ଆୟୋଜିତ ଏକ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…

କିସରେ ୬୬ତମ ପ୍ରୌଢ଼ ଶିକ୍ଷା ସମ୍ମିଳନୀ ଉଦ୍‍ଘାଟିତ

ଭୁବନେଶ୍ୱର: କିସରେ ଆଜି ସର୍ବଭାରତୀୟ ପ୍ରୌଢ଼ ଶିକ୍ଷା ସମ୍ମିଳନୀ ଆରମ୍ଭ ହୋଇଛି। ସାମଗ୍ରିକ ଜାତୀୟ ବିକାଶରେ ପ୍ରୌଢ଼ ଶିକ୍ଷାର ଭୂମିକା ଉପରେ ଆଲୋଚନା ନିମନ୍ତେ ଏହି ସମ୍ମିଳନୀରେ ଶିକ୍ଷାବିତ୍‍, ନୀତି ନିର୍ଦ୍ଧାରକ ଏବଂ ପ୍ରୌଢ଼ ଶିକ୍ଷା କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଏଥିରେ ଯୋଗ…

ରାଜ୍ୟ ସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନ ଚିଠି

ଭୁବନେଶ୍ବର: ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ଏହି ପ୍ରରିପେକ୍ଷିରେ ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନ ଚିଠି ଲେଖିଛନ୍ତି । ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ…

ପୁରୀ ଶ୍ରୀମନ୍ଦିର ପରିକ୍ରମା ପରିସରରେ ଉଡିଲା ଡ୍ରୋନ, ଯୁବକ ଅଟକ

ପୁରୀ: ପୁଣି ପୁରୀ ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ୍ । ଆଜି ପୁରୀ ଶ୍ରୀମନ୍ଦିର ପରିକ୍ରମା ପରିସରରେ ଏକ ଡ୍ରୋନ ଉଡୁଥିବା ଖବର ସାମ୍ନାକୁ ଆସିଛି । ଏହାକୁ ପୋଲିସ ଦ୍ୱାରା କାବୁ କରାଯାଇଛି । ପୁରୀ ଏସପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶ କ୍ରମେ ସିଂହଦ୍ୱାର ଥାନା ସମେତ ଅନ୍ୟ ଏକ ସ୍ୱତନ୍ତ୍ର ଟିମ୍…

ପଶ୍ଚିମା ଝଡ ପ୍ରଭାବ: ରାଜ୍ୟରେ କମିଲା ଶୀତ, ୪ ଦିନ ଯାଏଁ ରାତି ତାପମାତ୍ରାରେ ହେବନି ପରିବର୍ତ୍ତନ

ଭୁବନେଶ୍ୱର: ଓଡିଶାବାସୀଙ୍କୁ ଏବେ ହାଡ ଭଙ୍ଗା ଶୀତରୁ କିଛି ମାତ୍ରାରେ ଆଶ୍ବସ୍ତି ମିଳିଛି । ପଶ୍ଚିମା ଝଡ ପ୍ରଭାବରେ ତାପମାତ୍ରା ବୃଦ୍ଧି ପାଇଛି ଏବଂ ଶୀତର ପ୍ରକୋପ କମିଛି । ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ମୁତାବକ, ରାଜଧାନୀରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୨.୩…