Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରବଳ ବର୍ଷା ଆଶଙ୍କା; ମାଲକାନଗିରିରେ ଆଜି ସବୁ ସ୍କୁଲ ଓ ଅଙ୍ଗନବାଡି ଛୁଟି

ଭୁବନେଶ୍ୱର: ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲ୍ଲା ପ୍ରଶାସନ ଆଜି ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଛୁଟି ଘୋଷଣା କରିଛି। ସୂଚନା ଅନୁଯାୟୀ, ଜିଲ୍ଲା ପ୍ରଶାସନ ପ୍ରାଥମିକରୁ ଉଚ୍ଚ ମାଧ୍ୟମିକ ସ୍ତର ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟ ପାଇଁ ଆଜି ଛୁଟି…

ଲଗାଣ ବର୍ଷାରେ ବେହାଲ ମାଲକାନଗିରି; ଯୋଗାଯୋଗ ବିଛିନ୍ନ 

ମାଲକାନଗିରି: ମାଲକାନଗିରିରେ ଲଗାଣ ବର୍ଷା ଯୋଗୁଁ ଅନେକ ପୋଲଗୁଡ଼ିକ ଜଳମଗ୍ନ ହୋଇପଡ଼ିଛି। ଫଳସ୍ୱରୂପ ଜାତୀୟ ରାଜପଥ-୩୨୬ରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯିବା ସହ ଶହ ଶହ ଗାଡ଼ି ଅଟକି ରହିଛି। ସୂଚନା ଅନୁଯାୟୀ, ଏହି ଲଗାଣ ବର୍ଷା ମାଲକାନଗିରି ଜିଲ୍ଲାର ପରିବହନ ବ୍ୟବସ୍ଥାକୁ…

ରଥଯାତ୍ରା ୨୦୨୬: ନିରବଚ୍ଛିନ୍ନ ବିଦ୍ୟୁତ୍ ସରବରାହ ପାଇଁ ଟିପିସିଓଡିଏଲକୁ ‘ରଥସେବା ସମ୍ମାନ’ ପ୍ରଦାନ

ଭୁବନେଶ୍ବର: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିସିଓଡିଏଲ) ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ୨୦୨୬ ସମୟରେ ନିରବଚ୍ଛିନ୍ନ, ଭରସାଯୋଗ୍ୟ ଏବଂ ନିରାପଦ ବିଦ୍ୟୁତ୍ ସରବରାହ ସୁନିଶ୍ଚିତ କରିଥିବାରୁ ‘ରଥସେବା…

ହିଣ୍ଡାଲ୍‌କୋର ମୀନାକ୍ଷୀ କୋଇଲା ଖଣି ପାଇଁ ଜନଶୁଣାଣି; ମିଳିଲା ପ୍ରବଳ ଜନ ସମର୍ଥନ

ହେମଗିର: ମେସର୍ସ ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡର ପ୍ରସ୍ତାବିତ ମୀନାକ୍ଷୀ କୋଇଲା ଖଣି ନିମନ୍ତେ ଅନୁଷ୍ଠିତ ଜନ ଶୁଣାଣି ହେମଗିର ବ୍ଲକ୍‌ର କିରିପସିରା ଗ୍ରାମରେ ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଛି । ଏହାକୁ ସ୍ଥାନୀୟ ଗ୍ରାମବାସୀ, ପଞ୍ଚାୟତିରାଜ ପ୍ରତିଷ୍ଠାନ (ପିଆର୍‌ଆଇ) ପ୍ରତିନିଧି…

ବୁଡ଼ିଲା ପୋଲ..ମାଲକାନଗିରି -କାଲିମେଳା ଯୋଗାଯୋଗ ବିଚ୍ଛିନ୍ନ;ଏପଟେ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

କାଲିମେଳା:ଉତ୍ତର-ପଶ୍ଚିମ ତଥା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳରେ ଥିବା ଲଘୁଚାପ କ୍ଷେତ୍ରଟି ସକ୍ରିୟ ରହିଛି । ଏହାସହିତ ଜଡିତ ଘୁର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୭.୬ କିମି ପର୍ଯ୍ୟନ୍ତ ବିସ୍ତାରିତ ହୋଇ ରହିବା ସହ ଦକ୍ଷିଣ ପଶ୍ଚିମ…

ଆସୁଛି ପାର୍ବଣ ଋତୁ… ବିଦ୍ୟୁତ ସୁରକ୍ଷା ନେଇ ସତର୍କତାମୂଳକ ନିର୍ଦ୍ଦେଶାବଳୀ ଜାରି କଲା ଟିପିଏସ୍ଓଡିଏଲ୍

ବ୍ରହ୍ମପୁର: ଆସୁଛି ପାର୍ବଣ ଋତୁ । ଏପଟେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏସ୍ଓଡିଏଲ୍) ଦକ୍ଷିଣ ଓଡ଼ିଶାର ସମସ୍ତ ପୂଜା କମିଟି, ଆୟୋଜକ, ବ୍ୟବସାୟୀ, ଅଭିଭାବକ ଏବଂ ସାଧାରଣ ନାଗରିକଙ୍କୁ ପୂଜା ଓ ପାର୍ବଣ ସମୟରେ ବିଦ୍ୟୁତ ଶକ୍ତିର ସୁରକ୍ଷିତ ବ୍ୟବହାର ସହିତ ଆବଶ୍ୟକ…

ରିଲ୍ସ କରି ବନ୍ଧା ହେଲେ ୮ ଜଣ; ହାତରେ ଛୁରି ଧରି ଭିଡ଼ିଓ…

ଝାରସୁଗୁଡ଼ା: ରିଲ୍ସ କରିବା ପଡ଼ିଲା ମହଙ୍ଗା । ୮ ଜଣଙ୍କୁ ବାନ୍ଧିଲା ଝାରସୁଗୁଡ଼ା ପୋଲିସ । ହାତରେ ଛୁରି ଧରି ‘ଝାରସୁଗୁଡ଼ାରେ ଖାଲି ଏମିତି ଚାଲେ’ କହି କରିଥିଲେ ରିଲ୍ସ । ଆଉ ତାକୁ ସୋସିଆଲ ମିଡିଆରେ ଅପଲୋଡ୍ କରିଥିଲେ । ବଞ୍ଜାରୀ ଅଞ୍ଚଳର ଏହି ୮ ଯୁବକଙ୍କୁ ବାନ୍ଧିଛି ଝାରସୁଗୁଡ଼ା ପୋଲିସ ।…

ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ମୁଖ୍ୟମନ୍ତ୍ରୀଙ୍କୁ ସୁରକ୍ଷା ମାଗିଲେ ତେଲକୋଇ ବିଧାୟକ ଫକୀର ମୋହନ ନାଏକ

କେନ୍ଦୁଝର: ତେଲକୋଇ ନିର୍ବାଚନମଣ୍ଡଳୀର ବିଜେପି ବିଧାୟକ ଡାକ୍ତର ଫକୀର ମୋହନ ନାଏକ ନିଜ ଜୀବନ ପ୍ରତି ବିପଦ ଥିବା ଆଶଙ୍କା ପ୍ରକାଶ କରିଛନ୍ତି । ନିଜର ତଥା ନିଜ ସମର୍ଥକଙ୍କ ସୁରକ୍ଷା ନିମନ୍ତେ ସେ ରାଜ୍ୟ ସରକାରଙ୍କ ଦ୍ୱାରସ୍ଥ ହୋଇଛନ୍ତି । ସ୍ଥାନୀୟ ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି କ୍ରମାଗତ…

ରାଜସ୍ୱ ପର୍ଷଦର ନୂଆ ୱେବସାଇଟ୍ ଲୋକାର୍ପିତ: ମାମଲା ଫଇସଲା ହେବ ତ୍ୱରିତ ଓ ସ୍ୱଚ୍ଛ

ଭୁବନେଶ୍ୱର: ରାଜ୍ୟର ସାଧାରଣ ଲୋକଙ୍କୁ ସହଜ, ସ୍ୱଚ୍ଛ ଏବଂ ତ୍ୱରିତ ସେବା ଯୋଗାଇଦେବା ଲକ୍ଷ୍ୟରେ ରାଜସ୍ୱ ପର୍ଷଦର ଏକ ନୂତନ ୱେବସାଇଟ୍ ଶୁଭାରମ୍ଭ ହୋଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଆନୁଷ୍ଠାନିକ ଭାବେ ଏହି ଅତ୍ୟାଧୁନିକ ୱେବସାଇଟକୁ ଲୋକାର୍ପିତ କରିଛନ୍ତି ।…

Ama Sathi WhatsApp Bot:ରାଜ୍ୟ ପୋଲିସ ପକ୍ଷରୁ ସରଳ ବ୍ୟବସ୍ଥା :‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ ଶୁଭାରମ୍ଭ;ମିଳିବ…

ଭୁବନେଶ୍ବର:ପୋଲିସ ତରଫରୁ ପ୍ରଦାନ କରାଯାଉଥିବା ବିଭିନ୍ନ ଜରୁରୀ ସେବା ପ୍ରାପ୍ତି ନିମନ୍ତେ ଆଉ ପୋଲିସ ଥାନା କିମ୍ବା ସମ୍ପୃକ୍ତ କାର୍ଯ୍ୟାଳୟକୁ ଯିବାର ଆବଶ୍ୟକତା ପଡିବ ନାହିଁ । ପୋଲିସ ସେବା ବ୍ୟବସ୍ଥାକୁ ଅଧିକ ସରଳ, ଦ୍ରୁତ, ସ୍ୱଚ୍ଛ, ନାଗରିକ-କେନ୍ଦ୍ରିକ ଓ ତ୍ଵରିତ ସେବା ଯୋଗାଇ ଦେବାକୁ…