Latest Odisha News

BREAKING NEWS

Browsing Category

ଓଡିଶା

Odisha

ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହୋଇଛି। ମୋଟ ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଥିଲା ଗୃହ। ଏହି ୧୧ ଦିନ ମଧ୍ୟରେ ୧୭,୪୪୦ କୋଟି ଟଙ୍କାର ସପ୍ଲିମେଣ୍ଟରୀ ବଜେଟ୍ ଏବଂ କିଛି ପ୍ରମୁଖ ବିଲ୍ ଗୃହୀତ ହୋଇଥିଲା। ତେବେ ଏହି ଅଧିବେଶନ…

ଟି-୨୦ ମୁକାବିଲା; ଯାତ୍ରୀଙ୍କ ସୁବିଧା ପାଇଁ କଟକ ସହରରେ ଗଡିବ ଆମ ବସ୍ 

ଭୁବନେଶ୍ୱର: ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଟି-୨୦ ମୁକାବିଲା ପାଇଁ କଟକ ସହରକୁ ଯାତ୍ରା କରୁଥିବା କ୍ରିକେଟ୍ ପ୍ରେମୀଙ୍କ ପାଇଁ କ୍ୟାପିଟାଲ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ ଦୁଇଟି ସ୍ୱତନ୍ତ୍ର ରୁଟ୍ ସହିତ ବସ୍ ସେବା ଚଳାଇଛି। ଟି-୨୦ ମ୍ୟାଚ୍…

Health Minister: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ୫ ବର୍ଷରେ ରାଜ୍ୟରେ ମୋଟ୍ ୩୦ ଲକ୍ଷ ୮ହଜାର ୩୮୩ ପ୍ରସବ ହୋଇଛି ବୋଲି ଆଜି ବିଧାନସଭା ଶୀତକାଳୀନ ଅଧିବେଶନରେ ଲିଖିତ ଉତ୍ତର ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଲିଖିତ ଉତ୍ତର ରଖି ସ୍ୱାସ୍ଥ୍ୟମନ୍ତ୍ରୀ…

ଗତ ୫ ବର୍ଷରେ ଦେଶ ଓ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ଏତିକି ଦାଦନ…

ଭୁବନେଶ୍ବର: ୫ ବର୍ଷରେ ୫୧୮ ଜଣ ଦାଦନଙ୍କ ଜୀବନ ଯାଇଛି । ଦେଶ ଓ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥିବା ଏହି ସମସ୍ତ ଶ୍ରମିକଙ୍କର ମୃତ୍ୟୁ ହୋଇଛି ବୋଲି ଆଜି ଗୃହରେ ଲିଖିତ ଉତ୍ତର ରଖିଛନ୍ତି ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ବିଧାନସଭାରେ ଶ୍ରମ ମନ୍ତ୍ରୀ ରଖିବା ତଥ୍ୟ…

T-20 Match: ମ୍ୟାଚ୍ ପୂର୍ବରୁ କାଳିଆର ଆଶୀର୍ବାଦ ନେଲେ ଟିମ୍ ଇଣ୍ଡିଆ କୋଚ୍ ସମେତ ଖେଳାଳୀ

ପୁରୀ: ଆଜି ସନ୍ଧ୍ୟା ୭ଟାରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍ ବାରବାଟୀରେ ଖେଳାଯିବ । ଟି-୨୦ରେ ଭାରତର ବିଜୟ ପାଇଁ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି ଭାରତୀୟ ଟିମ୍‌ । କୋଚ୍ ଗୌତମ ଗମ୍ଭୀରଙ୍କ ସମେତ, ଅଧିନାୟକ ସୂର୍ଯ୍ୟକୁମାର…

Cold Wave: ଆହୁରି ୩ ଦିନ ରାଜ୍ୟରେ ଜାରି ରହିବ ଶୀତ ଲହରୀ

ଭୁବନେଶ୍ୱର: ୧୨ ତାରିଖ ଯାଏଁ ରାଜ୍ୟରେ ଶୀତ ଲହରି ବହିପାରେ । ଅସମ୍ଭାଳ ଜାଡ଼ ସାଙ୍ଗକୁ କାଲୁଆ ପବନ ବୋହିବ । ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ଶୀତଲହରୀ ଜାରି ରହିଛି । ୧୩ ତାରିଖରୁ ରାଜ୍ୟରେ ଶୀତ ସାମାନ୍ୟ ହ୍ରାସ ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ…

Odisha Vigilance: ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଏଏସ୍‌ଆଇ ଗିରଫ

ଯାଜପୁର: ଲାଞ୍ଚ ନେଉଥିବା ବେଳେ ଯାଜପୁର ଟାଉନ ଥାନାର ଏଏସ୍‌ଆଇଙ୍କୁ ମାଡିବସିଲା ପୋଲିସ । ଜମି ବିବାଦ ମାମଲାରେ ସାହାଯ୍ୟ କରିବା ପାଇଁ ଏକ ପାନଦୋକାନୀଙ୍କଠାରୁ ୫ ହଜାର ଟଙ୍କା ଟଙ୍କା ଲାଞ୍ଚ ନେଉଥିଲେ ଏଏସ୍‌ଆଇ ନନ୍ଦ କିଶୋର ଦାସ । ଖବର ମୁତାବକ, ପାନଦୋକାନୀ ଜଣଙ୍କ ତାଙ୍କ ଜମିର ସୀମା…

Vigilance Raid: ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ASI ବାବୁ

ଯାଜପୁର: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଯାଜପୁର ଟାଉନ ଥାନା ଏଏସଆଇ ନନ୍ଦକିଶୋର ଦାସ। ଜମିବାଡି ମାମଲାକୁ ନେଇ ଜଣେ ବ୍ୟକ୍ତିଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଭିଜିଲାନ୍ସ ବିଭାଗ ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କୁ କାର୍ଯ୍ୟାଳୟକୁ ନେଇ ପଚରାଉଚରା…

Odisha Masters 2025: ଆସନ୍ତାକାଲିଠୁ କଟକରେ ଟପ୍ ରାଙ୍କିଙ୍ଗ ବ୍ୟାଡ଼ମିଣ୍ଟନ ଖେଳାଳୀ ଦେଖାଇବେ ଦମ୍;୧୭ଟି…

କଟକ: କଟକ ସ୍ଥିତ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମରେ ଆୟୋଜିତ ହେବ ଓଡ଼ିଶା ମାଷ୍ଟର୍ସ ୨୦୨୫-ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ଣ୍ଣାମେଣ୍ଟ। ବ୍ୟାଡ଼ମିଣ୍ଟନ ୱାର୍ଲଡ଼ ଫେଡ଼େରେସନ୍‌, ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ ଅଫ୍ ଇଣ୍ଡିଆ, ଓଡ଼ିଶା ଷ୍ଟେଟ୍ ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ ଏବଂ…

ପ୍ରଭାତ ଓ ବିରଞ୍ଚିଙ୍କୁ ଶ୍ରେଷ୍ଠ ପ୍ରୁଫ୍-ସଂଶୋଧକ ପୁରସ୍କାର

କଟକ: ଚଳିତ ବର୍ଷ ପାଇଁ ଓଡ଼ିଆ ଭାଷାର ଶ୍ରେଷ୍ଠ ପ୍ରୁଫ୍-ସଂଶୋଧକ ପୁରସ୍କାର ଭୁବନେଶ୍ୱର ନିବାସୀ ପ୍ରଭାତ ରଞ୍ଜନ ବେହୁରା ଓ ରାଉରକେଲା ନିବାସୀ ବିରଞ୍ଚି ନାରାୟଣ ମିଶ୍ରଙ୍କୁ ମିଳିତ ଭାବେ ଦିଆଯିବ ବୋଲି ଅଧ୍ୟାପିକା ନୀହାରିକା ଦାସ ସ୍ମୃତି ନ୍ୟାସ ପକ୍ଷରୁ ଘୋଷଣା କରାଯାଇଛି। ନ୍ୟାସର ଆବାହକ…