Latest Odisha News
Browsing Category

ଓଡିଶା

Odisha

ପ୍ରଫୁଲ୍ଲ ବାବୁ ନିଜେ ସୁକିନ୍ଦାରେ ବିଧାୟକ ସହ ମନ୍ତ୍ରୀ ହେବାର ସ୍ୱପ୍ନ ଦେଖୁଛନ୍ତି, ଏହା ପରିବାରବାଦ ନୁହେଁ ତ ଆଉ…

ଭୁବନେଶ୍ୱର: ଆଜି ବି ପ୍ରଫୁଲ୍ଲ ବାବୁ ନିଜେ ସୁକିନ୍ଦାରେ ବିଧାୟକ ସହ ମନ୍ତ୍ରୀ ହେବାର ସ୍ୱପ୍ନ ଦେଖୁଛନ୍ତି। କିଛି ଦିନ ତଳେ ସେ ନିଜେ ଏହି କଥା ପ୍ରକାଶ କରିଛନ୍ତି ଯେ ସୁଯୋଗ ମିଳିଲେ ହିଁ ଚିନ୍ତା କରିବେ। ତେଣୁ ଏହା ପରିବାରବାଦ ନୁହେଁ ତ ଆଉ କ’ଣ ବୋଲି ଯାଜପୁର ଜିଲ୍ଲା ସଭାପତି ଗୌତମ ରାୟ…

ଜଟିଆବାବାଜି ଛକରେ ହତ୍ୟାକାଣ୍ଡ ଘଟଣା: ୨ଜଣଙ୍କୁ ଗିରଫ କଲା କୁମ୍ଭାରପଡା ଥାନା ପୋଲିସ

ପୁରୀ: ଗତକାଲି ଅପରାହ୍ନରେ ପୁରୀ ଜଟିଆବାବାଜୀ ଛକ ନିକଟରେ ଘଟିଥିବା ଲଡ଼ୁ ନାୟକ ହତ୍ୟା ଘଟଣାରେ ୨ଜଣକୁ ଗିରଫ କରିଛି କୁମ୍ଭାରପଡା ଥାନା ପୋଲିସ l ମୃତକ ଲଡ଼ୁ ନାୟକଙ୍କ ସମ୍ପର୍କୀୟ ମାମୁ ଗଙ୍ଗା ନାୟକ ଓ ତାଙ୍କ ପୁଅ ସୁନ୍ଦନ ନାୟକକୁ ଗିରଫ କରିଛି ପୋଲିସ l ତେବେ ହତ୍ୟା ଘଟଣା ରେ ୩ଜଣ…

ପୁରୀରୁ ୧୭ ଗ୍ରାମ ବ୍ରାଉନ ସୁଗାର ଜବତ, ୪ ବେପାରୀ ଗିରଫ

ପୁରୀ: କୁମ୍ଭାରପଡା ପୋଲିସକୁ ବଡ଼ ସଫଳତା। କୁମ୍ଭାରପଡା ଥାନା ଓ ତାଳବଣିଆ ଥାନା ଦ୍ୱାରା ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବ୍ରାଉ ସୁଗାର ଜବତ କରାଯାଇଛି। ଏହି ଘଟଣାରେ ୪ ଜଣ ବେପାରୀଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତଙ୍କଠାରୁ ୧୭ ଗ୍ରାମ ବ୍ରାଉନ ସୁଗାର ଜବତ କରାଯାଇଛି। ଜବତ…

ଆୟୁର୍ବେଦିକ ଡାକ୍ତରଙ୍କ କଲେଜ ବନ୍ଦ ଆନ୍ଦୋଳନ

ପୁରୀ: ଆୟୁଷ ଛାତ୍ରଛାତ୍ରୀଙ୍କ କଲେଜ ବନ୍ଦ ଡାକରା। ଚଳିତ ବର୍ଷ ରାଜ୍ୟରେ ଥିବା ତିନୋଟି ସରକାରୀ ଆୟୁର୍ବେଦିକ କଲେଜରେ ଭିତ୍ତିଭୂମି ଓ ମାନବ ସମ୍ବଳ ଅଭାବ ଯୋଗୁଁ କେନ୍ଦ୍ର ସରକାରଙ୍କ ମିନିଷ୍ଟ୍ରି ଅଫ୍ ଆୟୁଷ ବିଭାଗ ଅନ୍ତର୍ଗତ “ଭାରତୀୟ ଚିକିତ୍ସା ପଦ୍ଧତି ଆୟୋଗ” ରାଜ୍ୟରେ ବିଭିନ୍ନ…

‘ଓଡ଼ିଶାରେ ‘ବ୍ୟବସ୍ଥାପିକା’ର କୌଣସି ଭୂମିକା ନାହିଁ, କାର୍ଯ୍ୟନିର୍ବାହୀ ସର୍ବେସର୍ବା’

ଭୁବନେଶ୍ୱର:  ରାଜ୍ୟରେ ଓଲଟା ଗଣତନ୍ତ୍ର ଚାଲିଛି  । ଏଠାରେ  ‘ବ୍ୟବସ୍ଥାପିକା’ର କୌଣସି ଭୂମିକା ନାହିଁ । କାର୍ଯ୍ୟନିର୍ବାହୀ ସର୍ବେସର୍ବା ।  ୨୩ବର୍ଷ ଶାସନରେ ମୁଖ୍ୟମନ୍ତ୍ରୀ ଗୋଟିଏ ଦିନବି ଅଭିଯୋଗ ପ୍ରକୋଷ୍ଠରେ ବସି ଓଡ଼ିଆ ଲୋକଙ୍କଠାରୁ ଦରଖାସ୍ତ କାଗଜ ନେବାର ନଜିର ନାହିଁ ।   ଅଭିଯୋଗ…

ବନ୍ଧା ହେବେ କଣ୍ଠଶିଳ୍ପୀ ସୌରୀନ ଭଟ୍ଟ, ସ୍ୱତନ୍ତ୍ର ଟିମ ଗଠନ କରିବ କମିଶନରେଟ ପୋଲିସ

ଭୁବନେଶ୍ଵର: ଗିରଫ ହୋଇପାରନ୍ତି କଣ୍ଠଶିଳ୍ପୀ ସୌରୀନ ଭଟ୍ଟ। ସୌରିନଙ୍କ ଆଗୁଆ ଜାମିନ ଆବେଦନ ହାଇକୋର୍ଟରେ ଖାରଜ କରିବା ପରେ ତାଙ୍କୁ ଗିରଫ କରିବା ପାଇଁ ଚେଷ୍ଟା କରୁଛି କମିଶନରେଟ ପୋଲିସ। ସେଥିପାଇଁ ସ୍ୱତନ୍ତ୍ର ଟିମ ଗଠନ କରିବ କମିଶନରେଟ ପୋଲିସ। ଏ ନେଇ ଆଜି ସୂଚନା ଦେଇଛନ୍ତି ଜୋନ ୨ ଏସିପି…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, ଆସନ୍ତା ୨ ରୁ ଫେରିପାରେ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଘୂର୍ଣ୍ଣିବଳୟ ଯୋଗୁଁ ଆସନ୍ତାକାଲି ରାଜ୍ୟର ଅଧିକାଂଶ ଜିଲ୍ଲା ଗୁଡିକରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆଜି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର…

ପ୍ରତିଦିନ ଖାଆନ୍ତୁ ଖଜୁରୀ, ମିଳିବ ଆଶ୍ଚର୍ଯ୍ୟଜନକ ଲାଭ

ଭୁବନେଶ୍ଵର: ଆଜିଯାଏଁ ଆପଣ ଅନେକ ଫଳର ଫାଇଦା ଆଉ ସେଥିରୁ ଦୂର ହେଉଥିବା ରୋଗ ବିଷୟରେ ଜାଣିଥିବେ । ହେଲେ କଣ ଆପଣ ଖଜୁରୀରୁ ମିଳୁଥିବା ଫାଇଦା ସମ୍ପର୍କରେ ଜାଣିଛନ୍ତି? ତେବେ ଆସନ୍ତୁ ଜାଣିବା ଖଜୁରୀ କୋଳିରୁ ହେଉଥିବା ସ୍ଵାସ୍ଥ୍ୟଗତ ଫାଇଦା ସମ୍ପର୍କରେ । ଖଜୁରୀ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ…

ବନ୍ଦ କୋଠରୀରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର; ୭ ମାସ ତଳେ କରିଥିଲେ ବିବାହ

କଟକ:  ୭ ଜନ୍ମର ସାଥୀ ହେବେ ବୋଲି ପ୍ରତିଶ୍ରୁତି ଦେଇ ବିବହ ବନ୍ଧନରେ ଆବଦ୍ଧ ହୋଇଥିଲେ । କଥା ରଖିଲେ । ଏକାଠି ଜିଇଁଲେ, ଏକାଠି ମୃତ୍ୟୁକୁ ଆଦରି ନେଲେ ।  କିନ୍ତୁ ୭ ଜନ୍ମ ପାଇଁ ନୁହେଁ, ୭ ମାସ ପାଇଁ । ବିବାହାର ୭ ମାସ ପରେ ଆତ୍ମହତ୍ୟା କରିଛନ୍ତି ଦମ୍ପତ୍ତି । ବନ୍ଦ ଘରୁ ମିଳିଛି…

ରାକ୍ଷୀ ପିନ୍ଧିଲେ ମହାପ୍ରଭୁ, ବଳଭଦ୍ର ମହାପ୍ରଭୁଙ୍କ ଜନ୍ମ ପାଇଁ ଶ୍ରୀମନ୍ଦିରରେ ହେଉଛି ସ୍ଵତନ୍ତ୍ର ନୀତିକାନ୍ତି

ପୁରୀ: ଆଜି ଶ୍ରୀମନ୍ଦିରରେ ପାଳନ ହୋଇଛି ରକ୍ଷା ବନ୍ଧନ ଓ ଶ୍ରୀବଳଭଦ୍ରଙ୍କ ଜନ୍ମ ନୀତି । ମହାବାହୁଙ୍କ ବାହୁରେ ରାକ୍ଷୀ ବାନ୍ଧିଛନ୍ତି ଭଉଣୀ ସୁଭଦ୍ରା । ସ୍ନେହ ଓ ବିଶ୍ୱାସର ଏହି ପର୍ବରେ ପାଟରା ବିଶୋୟୀ ସେବକଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଵିଶାଳ ଓ ସ୍ୱତନ୍ତ୍ର ରାକ୍ଷୀକୁ ବଡ଼ ଭାଇ ବଳଭଦ୍ର…