Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: ଅଂଶୁଘାତରେ ଗଲା ଆଉ ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି। ହଡଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ଲୋକେ  । ଗତ କିଛି ଦିନ ହେବ  ରାଜ୍ୟରେ ପାରଦ ଉପରମୁହାଁ । ଆଜି ଦିନ ୧୧ ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ୩ ସହର । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଆଜି କଟକ ସହରକୁ ରେଡ ଆଲର୍ଟ…

ପୂର୍ବ ଭାରତର ସର୍ବବୃହତ ଏଚ୍‌ଆର୍ କନ୍‌କ୍ଲେଭ୍ ‘ସୋଆ ପ୍ରକ୍ସିମା -୨୦୨୪’ ଉଦ୍‌ଯାପିତ, ମାନବ ସମ୍ବଳ ଓ ଶିଳ୍ପ…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆୟୋଜିତ ହୋଇଥିବା ପୂର୍ବ ଭାରତର ସର୍ବବୃହତ ଏଚ୍‌ଆର୍ କନ୍‌କ୍ଲେଭ୍ ‘ସୋଆ ପ୍ରକ୍ସିମା – ୨୦୨୪’ ଶନିବାର ଉଦ୍‌ଯାପିତ ହୋଇଯାଇଛି । ଏହି ଦୁଇ ଦିନିଆ ସମ୍ମିଳନୀର ୫ମ ସଂସ୍କରଣରେ ଦେଶର ବଛା ବଛା ପେସାଦାର ଯୋଗ ଦେଇ ବିଭିନ୍ନ ବିଷୟରେ ବୌଦ୍ଧିକ…

ବିରାଟ ପଟୁଆରରେ ଆସି ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀନୀ ବର୍ଷା ସିଂ ବରିହା

ବରଗଡ: ପଦ୍ମପୁର ନିର୍ବାଚନମଣ୍ଡଳୀରୁ ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀନୀ ବର୍ଷା ସିଂ ବରିହା । ଆଜି ଏକ ବିଶାଳ ଶୋଭାଯାତ୍ରାରେ ଆସି ଉପଜିଲ୍ଲାପାଳ କାର୍ଯ୍ୟାଳୟ ଠାରେ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ ଠାରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତେବେ ଆଜି ସକାଳେ ବିଧାୟିକା…

ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗରେ ଦୁଇ ଶିକ୍ଷକ ନିଲମ୍ବିତ

ନବରଙ୍ଗପୁର: ଏବେ ଚାଲିଛି ନିର୍ବାଚନୀ ମାହୋଲ। ନିର୍ବାଚନୀ କାର୍ୟରେ ସରକାରୀ କର୍ମଚାରୀ ସାମିଲ ନହେବାକୁ ଆଚରଣ ବିଧିରେ କୁହାଯାଇଥିବା ବେଳେ ଏହି ନିୟମକୁ ବାରମ୍ବାର ଉଲ୍ଲଙ୍ଘନ କରୁଛନ୍ତି କିଛି ସରକାରୀ ବାବୁ। ପୁଣି ନିର୍ବାଚନ ସଭାରେ ସାମିଲ ହେବା ପଡିଲା ମହଙ୍ଗା, ନିଲମ୍ବିତ ହେଲେ ୨ଶିକ୍ଷକ ।…

ବାରିପଦା ବ୍ୟାଙ୍କ ଅଫ୍ ଇଣ୍ଡିଆର ଜୋନାଲ୍ ଅଫିସରେ ଅଗ୍ନିକାଣ୍ଡ

ମୟୂରଭଞ୍ଜ: ବ୍ୟାଙ୍କ ରେ ଅଗ୍ନିକାଣ୍ଡ । ବାରିପଦା ବ୍ୟାଙ୍କ ଅଫ୍ ଇଣ୍ଡିଆର ଜୋନାଲ୍ ଅଫିସରେ ଘଟିଛି ଅଗ୍ନିକାଣ୍ଡ । ଏଥିରେ ତିନି ଜଣ ଅସୁସ୍ଥ ଅବସ୍ଥାରେ ଉଦ୍ଧାର ହୋଇଥିବା ବେଳେ କିଛି ଲୋକ ଫସିଥିବା ରହିଥିବା ଆଶଙ୍କା କରାଯାଉଛି । ଏବେବି ଉଦ୍ଧାର କାର୍ଯ୍ୟ ଜାରିରହିଛି । ନିଆଁ ଲିଭାଇବା…

କାରରୁ ଜବତ ହେଲା ୩୮୮ ଲିଟର ମଦ ସହ ୩୦ ହଜାର ନଗଦ ଟଙ୍କା, ୨ ଗିରଫ

କଳାହାଣ୍ଡି: ଅବାଧ ନିରପେକ୍ଷ ନିର୍ବାଚନ କରିବା ପାଇଁ ଜିଲ୍ଲା ପ୍ରଶାସନର ଜୋରଦାର ଚେଷ୍ଟା ଜାରି ରହିଛି। ଏଥିପାଇଁ ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ନାକା ଲଗାଇ ଗାଡିମୋଟର ଯାଞ୍ଚ କରାଯାଉଛି। ଏହି ପରିପେକ୍ଷୀରେ ରବିବାର ଫ୍ଲାଇଙ୍ଗ ସ୍ପାଡ୍ ପକ୍ଷରୁ ଭବାନୀପାଟଣା ହିଲ ଟାଉନ ପାଖରେ ଗାଡିମୋଟର…

କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ ପ୍ରଧାନ

ଭୁବନେଶ୍ବର: ନିର୍ବାଚନ ଯେତେ ପାଖେଇ ଆସୁଛି ନେତା ମାନଙ୍କର ଦଳ ଛାଡିବା ସେତିକି ବଢିଚାଲିଛି । ତେବେ ଆଜି ଆାଉ ଜଣେ କଂଗ୍ରେସ ନେତା ଦଳ ଛାଡିଛନ୍ତି  । କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ ପ୍ରଧାନ । ସୋମବାର କଂଗ୍ରେସରୁ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଦୁଲାଲ ।ଚଳିତ ନିର୍ବାଚନ ପାଇଁ…

ଓଲଟିଲା ବରଯାତ୍ରୀ ବସ୍, ୪୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ

ଜଗତସିଂହପୁର: ବାଲିକୁଦା ଅଞ୍ଚଳ ତିହୁଡି ନହରଣା ମୁଖ୍ୟରାସ୍ତାରେ ଓଲଟିଲା ବରଯାତ୍ରୀ ବସ୍। ଦୁର୍ଘଟଣାରେ ୪୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଛି। ସମସ୍ତ ଆହତଙ୍କୁ ସ୍ଥାନୀୟ ଜଗତସିଂହପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ…

ମହୁମାଛି ଆକ୍ରମଣ ରେ ୧୨ ଛାତ୍ରଛାତ୍ରୀ ଆହତ

ଢେଙ୍କାନାଳ :ମହୁମାଛି ଆକ୍ରମଣ ରେ ୧୨ ଛାତ୍ରଛାତ୍ରୀ ଆହତ । ସମର କ୍ୟାମ୍ପକୁ ଏକ ପବ୍ଲକି ସ୍କୁଲ ପିଲା ଆସିଥିବା ବେଳେ ଏହି ଅଘଟଣ ଘଟିଛି। ଛାତ୍ରଛାତ୍ରୀ କାମାକ୍ଷାନଗର ବାଲିଗୋରଡ  ସ୍ଥିତ ସାପୁଆ ଡ୍ୟାମ ନିକଟକୁ ଗାଧୋଇବା ପାଇଁ ଆସିଥିବା ବେଳେ ମହୁମାଛି  ଆକ୍ରମଣ କରିଥିଲା  । ମହୁମାଛି ଆକ୍ରମଣ…

ପୋଲିସର ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆ ଗୁରୁତର

ଢେଙ୍କାନାଳ: ପୋଲିସର ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆ ଗୁରୁତର। କିଙ୍ଗ ଅଫ୍ ଫରେଷ୍ଟ ଗ୍ୟାଙ୍ଗ୍‌ର ସୁବାସ ଖୁଣ୍ଟିଆକୁ ଏନ୍‌କାଉଣ୍ଟର କରିଛି ମାକ୍ଷାନଗର ପୁଲିସ । ସୁବାସର ଗୋଡ଼ରେ ବାଜିଛି ଗୁଳି। ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁଯାୟୀ, ସୁବାସ…