Latest Odisha News

BREAKING NEWS

Browsing Category

ଓଡିଶା

Odisha

୯୪ ପ୍ରତିଶତ ପଛୁଆବର୍ଗଙ୍କ ପାଇଁ ବାଚସ୍ପତିଙ୍କୁ ସ୍ମାରକପତ୍ର ପ୍ରଦାନ କଲା କଂଗ୍ରେସ

ଭୁବନେଶ୍ୱର: ରାଜ୍ୟରେ ପଛୁଆବର୍ଗଙ୍କ ସଂରକ୍ଷଣକୁ ନେଇ ପିସିସି ସଭାପତି  ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ବରିଷ୍ଠ କଂଗ୍ରେସ ନେତୃବୃନ୍ଦ ବିଧାନସଭା ବାଚସ୍ପତି  ସୁରମା ପାଢ଼ୀଙ୍କୁ ବିଧାନସଭାରେ ତାଙ୍କ କକ୍ଷରେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ । ଓଡ଼ିଶାର ସମୁଦାୟ ଜନସଂଖ୍ୟାର ପ୍ରାୟ ୯୪…

ଏଏମ୍/ଏନ୍ଏସ୍ ଇଣ୍ଡିଆ ପକ୍ଷରୁ ଜାତୀୟ ପ୍ରଦୂଷଣ ନିବାରଣ ଦିବସ ପାଳିତ 

ଭୁବନେଶ୍ୱର: ଆର୍ସଲରମିତ୍ତଲ ନିପ୍ପନ ଷ୍ଟିଲ ଇଣ୍ଡିଆ (ଏଏମ୍ /ଏନ୍ଏସ୍  ଇଣ୍ଡିଆ) ଏହାର ପାରାଦ୍ଵୀପ ଏବଂ ଡାବୁନା ପ୍ଲାଣ୍ଟରେ ସଚେତନତା ଅଧିବେଶନ ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ ସହିତ ଜାତୀୟ ପ୍ରଦୂଷଣ ନିବାରଣ ଦିବସ ପାଳନ କରିଛି। ଯାହା ସ୍ଥାୟୀତ୍ୱ ଏବଂ ପରିବେଶ ସୁରକ୍ଷା ପ୍ରତି ଏହାର…

ଗତ ୧୬ ମାସ ମଧ୍ୟରେ ୩୪୮୬ ଜଣ ସାଇବର ଠକେଇର ଶିକାର

ଭୁବନେଶ୍ୱର: ଗତ ୧୬ ମାସ ମଧ୍ୟରେ ୩୪୮୬ ଜଣ ସାଇବର ଠକେଇର ଶିକାର। କଂଗ୍ରେସ ବିଧାୟକ ରାମ ଚନ୍ଦ୍ର କାଡମଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ସୋମବାର ଦିନ ବିଧାନସଭାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଅଗଷ୍ଟ ୨୦୨୩ରୁ ନଭେମ୍ବର ୨୦୨୪ ମଧ୍ୟରେ ଅର୍ଥାତ୍ ଗତ ୧୬ ମାସ ମଧ୍ୟରେ ସାଇବର ଅପରାଧୀମାନେ…

Internet Suspension: ମାଲକାନଗିରିରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ, ଆଜି ସନ୍ଧ୍ୟା ୬ଟାରୁ ଲାଗୁ…

ମାଲକାନଗିରି:ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ଘଟଣା ପରଠୁ ମୁହାଁମୁହିଁ ହୋଇଛନ୍ତି ମାଲକାନଗିରିର ଦୁଇ ଗାଁ ବାସୀ। ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ଲାଗି ରହିଛି ଉତ୍ତେଜନା । ତେଣୁ ମାଲକାନଗିରିରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ଘୋଷଣା କରାଯାଇଛି। ଏମଭି-୨୬ ଓ…

ଡିସେମ୍ବର ୧୦ ରୁ ରାଜ୍ୟସ୍ତରୀୟ କଳିଙ୍ଗ ହର୍ବାଲ ମେଳା;ଖୋଲିବ ୧୩୦ ଷ୍ଟଲ୍

ଭୁବନେଶ୍ବର:ଓଡ଼ିଶା ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅଧୀନରେ କାର୍ଯ୍ୟରତ ରାଜ୍ୟ ଔଷଧୀୟ ଉଦ୍ଭିଦ ପରିଷଦ, ଓଡ଼ିଶା (SMPB) ଦ୍ବାରା ୧୮ତମ ରାଜ୍ୟସ୍ତରୀୟ କଳିଙ୍ଗ ହର୍ବାଲ ମେଳା-୨୦୨୫ ୨୬, ଆସନ୍ତା ୧୦ରୁ ୧୬ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ଇଡ଼କୋ ପ୍ରଦର୍ଶନୀ ପଡିଆ, ୟୁନିଟ-୩,…

ମହିଳାଙ୍କ ସହ ଅପରାଧ; ୧୫ ମାସ ମଧ୍ୟରେ ୪୦ ହଜାରରୁ ଅଧିକ ମାମଲା ରୁଜୁ

ଭୁବନେଶ୍ୱର: ବିଗତ ୧୫ ମାସ ମଧ୍ୟରେ ମହିଳାଙ୍କ ବିରୁଦ୍ଧରେ ୪୦ ହଜାରରୁ ଅଧିକ ଅପରାଧିକ ମାମଲା ରୁଜୁ। ସୋମବାର ଦିନ ବିଧାନସଭାରେ ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନର ଉତ୍ତର ଦେବାକୁ ଯାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜୁଲାଇ ୨୦୨୪ରୁ ସେପ୍ଟେମ୍ବର ୨୦୨୫ ମଧ୍ୟରେ ଅର୍ଥାତ୍ ଗତ…

ରାଜଗାଙ୍ଗପୁରରେ ପୀଡିତାଙ୍କ ମୃତ୍ୟୁ; ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ

ଭୁବନେଶ୍ୱର: ରାଜଗାଙ୍ଗପୁର ଅଞ୍ଚଳରେ ଜଣେ କଲେଜ ଛାତ୍ରୀ ଆତ୍ମହତ୍ୟା କରିବା ପରେ ତାଙ୍କ ମୃତ୍ୟୁ ଘଟଣାରେ ଓଡ଼ିଶା ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ। ଏଥିସହିତ ପିଡିତାଙ୍କୁ ନ୍ୟାୟ ପ୍ରଦାନ ଏବଂ ଅପରାଧୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି…

ଗୋଆ ଅଗ୍ନିକାଣ୍ଡ ପରେ ଚେତିଲା ଓଡ଼ିଶା ; ସମସ୍ତ କ୍ଲବ୍‌,ପବ୍‌ରେ ଫାୟାର ସେଫ୍ଟି ସିକ୍ୟୁରିଟି ଯାଞ୍ଚ କରିବାକୁ…

ଭୁବନେଶ୍ବର: ଗୋଆ ନାଇଟ୍‌ କ୍ଲବ 'ବର୍ଚ ବାଇ ରୋମିଓ ଲେନ୍‌ 'ରେ ଅଗ୍ନିକାଣ୍ଡ ଘଟଣାରେ ୨୫ ଜଣଙ୍କ ଜୀବନ ଚାଲିଯାଇଛି । ଏହାପରେ ସଜାଗ ହୋଇଛି ଓଡିଶା । ଗୋଆ ନାଇଟ୍‌ କ୍ଲବ୍‌ ଦୁର୍ଘଟଣା ପରେ ଓଡ଼ିଶା ଅଗ୍ନିଶମ ବାହିନୀ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ…

Odisha Assembly: ଓଡ଼ିଶାରେ ଡାକ୍ତର ମରୁଡ଼ି, ୬୦ ପ୍ରତିଶତ ପଦବୀ ଖାଲି

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡ଼ି, ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି। ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମଞ୍ଜୁରୀପ୍ରାପ୍ତ ୧୫୭୭୪ରୁ ଖାଲି ପଡ଼ିଛି ୯୫୦୩ ଡାକ୍ତର ପଦବୀ। କାର୍ଯ୍ୟରତ ଅଛନ୍ତି ୬୨୭୧ ଡାକ୍ତର, ଏମାନଙ୍କ ଭିତରୁ ୧୧୩୫ ଠିକା ନିଯୁକ୍ତି।…

୪ବର୍ଷରେ ନଦୀରେ ବୁଡ଼ି ଗଲାଣି ୧୭୫୦ ଜୀବନ, କଟକରେ ସର୍ବାଧିକ…

ଭୁବନେଶ୍ୱର: ରାଜ୍ୟରେ ପାଣିରେ ବୁଡି ଚାଲିଯାଇଥିବା ମୃତ୍ୟୁ ସଂଖ୍ୟାର ତଥ୍ୟ ଉଦବେଗଜନକ ରହିଛି । ରାଜ୍ୟରେ ୪ ବର୍ଷରେ ନଦୀରେ ବୁଡ଼ି ଯାଇଛି ୧୭୫୦ଙ୍କ ଜୀବନ । ବିଜେଡି ବିଧାୟକ ବିଭୂତି ବଳବନ୍ତରାୟଙ୍କ ପ୍ରଶ୍ନରେ ଗୃହରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେବଳ ୨୦୨୫ରେ ୪୨୭ ଜଣ…