Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁରୀରେ ଝାଡ଼ାବାନ୍ତି ଆତଙ୍କ:୩ ମୃତ, ଶତାଧିକ ଆକ୍ରାନ୍ତ

ପୁରୀ: ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି । ଆଉ କିଛି ମାସ ପରେ ପୁରୀ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା । ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ କାଲି ଝାଡ଼ାବାନ୍ତି ରେ ଆକ୍ରାନ୍ତ ହୋଇ ୨ ଜଣ ଆଖି ବୁଜି ସାରିଥିବା…

ଟ୍ୱିନସିଟିକୁ ପୁଣି ରେଡ ଆଲର୍ଟ, ଆଜି ସାଢେ ୧୧ଟା ସୁଦ୍ଧା ସବୁଠୁ ଉତ୍ତପ୍ତ ଭୁବନେଶ୍ୱର

ଭୁବନେଶ୍ଵର: ଅସମ୍ଭାଳ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଛି ରାଜଧାନୀ । ନିଆଁର କର୍ଫ୍ୟୁରେ ସନ୍ତୁଳି ହେଉଛି ଟ୍ଵିନସିଟି । ଗତ ୧୦ ଦିନ ହେଲା ଟ୍ୱିନସିଟିରେ ଆକାଶ ଖସୁଛି ନିଆଁଝୁଲ। ସେପଟେ ଟ୍ୱିନସିଟି ଭୁବନେଶ୍ୱର ଏବଂ କଟକ ପାଇଁ ଆଜି ମଧ୍ୟ ଭୀଷଣ ଗ୍ରୀଷ୍ମପ୍ରବାହ ସମ୍ଭାବନା ପାଇଁ ରେଡ-ଆଲର୍ଟ…

ଓଡିଶାରେ ରାହୁଲ ଗାନ୍ଧି, ସାଲେପୁରରେ କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ଵର: ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧି । ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧି । ଭୁବନେଶ୍ବର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗରେ ସାଲେପୁର ଯାଉଛନ୍ତି ରାହୁଲ ଗାନ୍ଧି । ସତ୍ୟଭାମାପୁର ଯାଇ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ…

ମେ ୬ରୁ ଓଜେଇଇ, ୱେବସାଇଟରେ ଉପଲବ୍ଧ ହେଲା ଆଡମିଟ୍ କାର୍ଡ

ଭୁବନେଶ୍ଵର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୪ ଆସନ୍ତା ମେ’୬ ତାରିଖରୁ ଆରମ୍ଭ ହେବ । ଏହି ପରୀକ୍ଷା ସମ୍ପୂର୍ଣ୍ଣ ସିବିଟି (କମ୍ପ୍ୟୁଟର ବେସ ଟେଷ୍ଟ) ମୋଡରେ କରାଯିବ । ଏଥିପାଇଁ ଆରମ୍ଭ ହୋଇଛି ଆଡମିଟ୍ କାର୍ଡ ଡାଉନଲୋଡ ପ୍ରକ୍ରିୟା । ଛାତ୍ରଛାତ୍ରୀମାନେ ତାଙ୍କ ଆଡମିଟ୍ କାର୍ଡ…

ପୁରୀରେ ନିର୍ମାଣଧୀନ ଛାତ ଭୁଶୁଡିଲା:୪ ଶ୍ରମିକ ଆହାତ

ପୁରୀ: ପୁରୀରେ ନିର୍ମାଣଧୀନ ଛାତ ଭୁଶୁଡିପଡିଲା  ।ପୁରୀ ରେଲଓ୍ବେ  ଷ୍ଟେସନରେ ନିର୍ମାଣଧୀନ କୋଠା ଛାତ ଭୁଶୁଡିପଡିଲା । ଘଟଣାସ୍ଥଳରୁ ୪ ଶ୍ରମିକଙ୍କୁ ଆହାତ ଅମସ୍ଥାରେ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ୪ ଶ୍ରମିକଙ୍କୁ ପୁରୀ ବଡ ମଡେକାଲରେ ଭର୍ତ୍ତି କରାଯାଇଛି। ନବନିର୍ମିତ କୋଠାର ଛାତ…

୮୮ ବର୍ଷରେ ପାଦ ଥାପିଲା ଓଡ଼ିଆ ସିନେମା ସୀତାବିବାହ

ଭୁବନେଶ୍ବର: ୮୮ ବର୍ଷରେ ପାଦ ଥାପିଲା ଓଡ଼ିଆ ସିନେମା ସୀତାବିବାହ । ଏହି ସିନେମାରୁ ଆରମ୍ଭ ହୋଇଥିଲା ଓଡ଼ିଆ ସିନେମାର ସ୍ୱର୍ଣ୍ଣିମ ଇତିହାସ  । ଓଡ଼ିଶା ସମ୍ରଗ ଭାରତ ବର୍ଷରେ ସର୍ବପୁରାତନ ସିନେମା ଜଗତ । ମାତ୍ର ଆଉ ୧୧ ବର୍ଷ ପରେ ଶତବାର୍ଷିକ ଉତ୍ସବ । ଓଡ଼ିଆ ସିନେମାର ଇତିହାସ ବେଶ୍‌…

ଆହୁରି ୫ ଦିନ ଯାଏଁ ଅସହ୍ୟ ତାତି:ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ଆଜି ୧୩ ଜିଲ୍ଳାକୁ ରେଡ ଆଲର୍ଟ ଜାରି

ଭୁବନେଶ୍ବର: ପ୍ରଚଣ୍ଡ ତାତିରେ କଲବଲ ହେଉଛି ସାରା ରାଜ୍ୟ। ଗ୍ରୀଷ୍ମପ୍ରବାହ ପାଇଁ ଅସ୍ତବ୍ୟସ୍ତ ହୋଇପଡିଲାଣି ଜନଜୀବନ । ଆହୁରି ୫ ଦିନ ଯାଏଁ ଅସହ୍ୟ ତାତି ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ଆଜି ୧୩ ଜିଲ୍ଳାକୁ ରେଡ ଆଲର୍ଟ ଜାରି ହୋଇଛି ଏବଂ…

ତପ୍ତପାଣି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା, ୧୨ ଆହତ

ଗଞ୍ଜାମ: ତପ୍ତପାଣି ଘାଟିରେ ଦୁର୍ଘଟଣା। ଏଥିରେ ୧୨ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଗଞ୍ଜାମ ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।ଗଜପତିରୁ ଗଞ୍ଜାମ  ଆସୁଥିବା ବେଳେ ଭାରସାମ୍ୟ ହରାଇ ଓଲଟିଲା ନଳକୂପ ଖନନ ଗାଡି । ଚାପି ହୋଇ ଯାଇଥିବା ଦୁଇ ଉଦ୍ଧାର…

ଆଜି ଓଡ଼ିଶା ଆସୁଛନ୍ତି ଦୁଇ ଜାତୀୟ ଦଳର ହେଭିୱେଟ୍‌ ନେତା

ଭୁବନେଶ୍ବର: ବର୍ତମାନ ଚଳିତ ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି । ରବିବାର ତଥା ଆଜି ଓଡ଼ିଶା ଆସୁଛନ୍ତି  କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ।ରବିବାର ଓଡ଼ିଶାରେ ହାଇଭୋଲଟେଜ୍ ପ୍ରଚାର ଦେଖିବାକୁ ମିଳିବ। ଏହି ଦୁଇ ହେଭିୱେଟ୍‌ଙ୍କ ଗସ୍ତକୁ…

ଆସନ୍ତା ୩୦ରେ ହିଞ୍ଜିଳି ଆସନ ପାଇଁ ନାମାଙ୍କନ ଭରିବେ ବିଜେଡି ସୁପ୍ରିମୋ

ଭୁବନେଶ୍ବର: ୨୦୧୯ ଭଳି ଏଥର ମଧ୍ୟ ଚଳିତ ନିର୍ବାଚନରେ ଦୁଇଟି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜି ଓ ହିଞ୍ଜିଳି ଭଳି ଦୁଇଟି ବିଧାନସଭା କ୍ଷେତ୍ରରୁ ପ୍ରାର୍ଥୀ ହୋଇଛନ୍ତି । ଏଥର ଷଷ୍ଠ ଥର ପାଇଁ ପ୍ରାର୍ଥୀ ହୋଇ ନିର୍ବାଚନ ଲଢୁଛନ୍ତି ନବୀନ । ଆଗକୁ ନିର୍ବାଚନ…