Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ସକାଳ ୧୧ ଟା ସୁଦ୍ଧା ୨୧.୩୦ % ମତଦାନ, ଭୁବନେଶ୍ବରରେ ନାହିଁ ଆଶାନୁରୂପ ମତଦାନ

ଭୁବନେଶ୍ବର: ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ମତଦାନ । ସକାଳ ୧୧ ଟା ସୁଦ୍ଧା ଇଭିମରେ ସିଲ୍ ହେଲା ୨୧. ୩୦ ପ୍ରତିଶତ ମତଦାନ । ସକାଳ ୯ଟା ସୁଦ୍ଧା  ୭.୪୩ ପ୍ରତିଶତ ମତଦାନ ଗ୍ରହଣ ହୋଇଥିବା ବେଳେ ୧୧ ଟା ବେଳେ ଏହା ୨୧ ପ୍ରତିଶତକୁ ବୃଦ୍ଧି ହୋଇଛି । ଏହାରି ଭିତରେ ଢେଙ୍କାନାଳ ୨୨.୪୧…

ଅଟୋରେ ଆସି ଭୋଟ୍ ଦେଲେ ବିଜେଡି ବରିଷ୍ଠ ନେତା ଭିକେ ପାଣ୍ଡିଆନ୍‌

ଭୁବନେଶ୍ବର: ଆଜି  ଆରମ୍ଭ ହୋଇଯାଇଛି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ । ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି । ଏହି ପରିପେକ୍ଷୀରେ ୫ ଟି ସଚିବ ତଥା ବିଜେଡିର ବରିଷ୍ଠ ନେତା ଭିକେ ପାଣ୍ଡିଆନ୍‌ ଭୋଟ ଦେଇଛନ୍ତି । ସେ ଅଟୋରେ ଆସି ୟୁନିଟ୍‌-୬, ୪୪ ନମ୍ବର ବୁଥ୍‌ରେ ପହଞ୍ଚି ଭୋଟ…

ଡ୍ୟୁଟି ବେଳେ ଚାଲିଗଲା ପୋଲିଂ ଏଜେଣ୍ଟଙ୍କ ଜୀବନ

ଢେଙ୍କାନାଳ: ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ । ଢେଙ୍କାନାଳ ହିନ୍ଦୋଳ ବାହାଲୁଣ୍ଡା ବୁଥ୍‌ ନଂ ୧୩୬ରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଭୋଟିଂ ଚାଲିଥିବା ବେଳେ ହଠାତ୍ ଅସୁସ୍ଥ ହେବାରୁ ତାଙ୍କୁ ହିନ୍ଦୋଳ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମେଡିକାଲରେ ଉକ୍ତ ପୋଲିଂ ଏଜେଣ୍ଟଙ୍କୁ…

ଇଭିଏମ ଅଚଳକୁ ନେଇ ତାତିଲେ ଲୋକେ, ଅଫିସର-ଭୋଟର ମୁହାଁମୁହିଁ

ପୁରୀ: ସକାଳୁ ଲାଇନ ଦେଇଛନ୍ତି । ହେଲେ ଚାଲୁନାହିଁ ଇଭିଏମ । ଏହାସହିତ ପ୍ରିଜାଇଡିଂ ଅଫିସର ଦୁର୍ବ୍ୟବହାର କରିଥିବା ନେଇ ପୁରୀ ବ୍ରହ୍ମଗିରି ଗଡରୋଡଙ୍ଗ ସ୍ଥିତ ୧୨୭ ନଂ ବୁଥରେ ଉତ୍ତେଜିତ ହେଲେ ଭୋଟର। ଇଭିଏମ ଅଚଳକୁ ନେଇ ରାଗିଗଲେ ଲୋକେ । ଫଳରେ ମୁହାଁମୁହିଁ ହେଲେ ଭୋଟର ଓ ପୋଲିସ ।…

ମତଦାନ କେନ୍ଦ୍ର ଭିତରକୁ ମୋବାଇଲ୍‌ ଫୋନ୍‌ ମନା

ଭୁବନେଶ୍ବର: ମତଦାନ କେନ୍ଦ୍ର ଭିତରକୁ ମୋବାଇଲ୍‌ ଫୋନ୍‌ ମନା  । ଭୋଟରଙ୍କୁ ମୋବାଇଲ ନେବାକୁ ବାରଣ କଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ମତଦାନ କେନ୍ଦ୍ର ଭିତରକୁ ମୋବାଇଲ୍‌ ଫୋନ୍‌ ବାରଣ ନେଇ ପ୍ରେସମିଟ୍‌ କରି ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ। ଏପରିକି ବୁଥ୍ ଭିରତକୁ…

ନିଜ ମନ ପସନ୍ଦର ନେତା ବାଛୁଛନ୍ତି ଜନତା, ସକାଳ ୯ଟା ସୁଦ୍ଧା ୭.୪୩ ପ୍ରତିଶତ ମତଦାନ

ଭୁବନେଶ୍ବର: ଭୋଟ ଦେଉଛି ଓଡିଶା । ରାଜ୍ୟର ୬ଟି ଲୋକସଭା କ୍ଷେତ୍ରରେ ଚାଲିଛି ତୃତୀୟ ପର୍ଯ୍ୟାୟ ମତଦାନ । ଏହାରି ଭିତରେ ସକାଳ ୯ଟା ସୁଦ୍ଧା  ୭.୪୩ ପ୍ରତିଶତ ମତଦାନ ଗ୍ରହଣ କରାଯାଇଛି । ରାଜ୍ୟରେ ଜାରି ରହିଛି ତୃତୀୟ ପର୍ଯ୍ୟାୟ ମତଦାନ । ଏହି ପର୍ଯ୍ୟାୟ ମତଦାନରେ ରାଜଧାନୀ ଭୁବନେଶ୍ବର…

ଭୋଟ୍‌ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଭୋଟ୍‌ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏରୋଡ୍ରମ୍ ୟୁପି ସ୍କୁଲ ବୁଥରେ ନିଜର ମତଦାନ ସାବ୍ୟସ୍ତ କଲେ ନବୀନ ପଟ୍ଟନାୟକ । ଲୋକଙ୍କୁ ମଧ୍ୟ ଭୋଟ୍ ଦେବା ପାଇଁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ । ନିଜର ମନ ପସନ୍ଦର ପ୍ରାର୍ଥି ବାଛିବା ପାଇଁ ୫ ବର୍ଷରେ ଥରେ ସୁଯୋଗ ମିଳେ ।…

ଇଭିଏମ୍‌ ଅଚଳ, ମତଦାନ ବିଳମ୍ବ

ଭୁବନେଶ୍ବର: ଭୋଟ ଦେଉଛି ଓଡିଶା । ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ । ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ହେବ ଭୋଟିଂ । ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ପାଇଁ ୬୪ ପ୍ରାର୍ଥୀ ଥିବାବେଳେ ୪୨ ବିଧାନସଭା ଆସନ ପାଇଁ ମୈଦାନରେ ଅଛନ୍ତି ୩୮୩…

ନିଆଁ ଲାଗି ଜଳିଗଲା ୧୭ଟି ଉଠା ଦୋକାନ

ଟିଟିଲାଗଡ: ନିଆଁ ଲାଗି ଜଳିଗଲା ୧୭ଟି ଉଠା ଦୋକାନ । ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁ ଲିଭା କାର୍ଯ୍ୟ ଜାରି । ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପୋଡ଼ି ନଷ୍ଟ । କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ଅଭିଯୋଗ । ଟିଟିଲାଗଡରେ ଘଟିଛି ଏହି ଘଟଣା । ପାଖାପାଖି ହୋଇ ସମସ୍ତ ଦେକାନ ଥିବାରୁ ନିଆଁ…

ଭୋଟ ଦେଉଛି ଓଡିଶା, ଫୋକସରେ ଚାରି ଲୋକସଭା ଆସନ

ଭୁବନେଶ୍ଵର: ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ । ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ହେବ ଭୋଟିଂ । ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ପାଇଁ ୬୪ ପ୍ରାର୍ଥୀ ଥିବାବେଳେ ୪୨ ବିଧାନସଭା ଆସନ ପାଇଁ ମୈଦାନରେ ଅଛନ୍ତି ୩୮୩ ପ୍ରାର୍ଥୀ । ଏହି…