Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାପା ନୁହେଁ ଉତ୍ତରାଧିକାରୀ ପ୍ରାର୍ଥୀ ତାଲିକାରେ ଯୋଡ଼ି ହେବେ ସୋଫିଆ; ଜାଣନ୍ତୁ କିଏ ଏହି ସମ୍ଭାବ୍ୟ ବିଧାୟକ…

ଭୁବନେଶ୍ୱର: ବାପା ଥାଉ ଥାଉ ଉତ୍ତରାଧିକାରୀ ନିର୍ବାଚନ ମୈଦାନକୁ ଆସିବା ସିରିଜରେ ଓଡ଼ିଶାରେ ସାମିଲ ହେବାକୁ ଯାଉଛନ୍ତି ଆଉ ଜଣେ। ଚଳିତ ନିର୍ବାଚନରେ ଅନେକ ସ୍ଥାନରେ ବାପାଙ୍କ ସ୍ଥାନରେ ତାଙ୍କ ଉତ୍ତରାଧିକାରୀ ନିର୍ବାଚନରେ ପ୍ରାର୍ଥୀ ହୋଇଥିବା ନଜିର ରହିଛି। ଏହି ଧାରାରେ ଏବେ କଟକ ବାରବାଟୀ…

କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ କଲେ ହାଇକୋର୍ଟ

କଟକ:କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲାକୁ ଖାରଜ କଲେ ହାଇକୋର୍ଟ । ଅଶ୍ୱିନୀ ବୈଷ୍ଣବଙ୍କ ସତ୍ୟପାଠ ନେଇ ଅଯଥା ମାମଲା କରିଥିବାରୁ କମ୍ପାନୀ ସେକ୍ରେଟାରୀ ଭାଗ୍ୟଧର ବେହେରାଙ୍କୁ ୩ ସପ୍ତାହ ମଧ୍ୟରେ ବାର ଆସୋସିଏସନ ୱେଲଫେୟାର ଫଣ୍ଡରେ ୫ ଲକ୍ଷ ଟଙ୍କା ଜୋରିମାନା ଜମା…

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ନାମାଙ୍କନ, ୨୯ ଏପ୍ରିଲ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ଯାହାର

ଭୁବନେଶ୍ଵର: ଦେଶରେ ଜାରି ରହିଛି ନିର୍ବାଚନ ମାହୋଲ । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ନାମାଙ୍କନ । ଗତ ୧୮ ତାରିଖରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଆଜି ଏହାର ଶେଷ ତାରିଖ । ଆସନ୍ତାକାଲି ପ୍ରାର୍ଥୀପତ୍ର ଯାଞ୍ଚ ସହ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ।…

ସମ୍ ଅଲ୍ଟିମେଟକୁ ମିଳିଲା ଜେସିଆଇ ପ୍ରାଇମ୍ ସ୍ୱୀକୃତି

ଭୁବନେଶ୍ୱର: ସଫଳତାର ଆଉ ଏକ ପାହାଚରେ ପାଦ ଦେଇଛି ସମ୍ମମ୍ ଅଲ୍ଟିମେଟ ମେଡିକେୟାର । ଉତ୍ତମ ସ୍ୱାସ୍ଥ୍ୟସେବା ଓ ରୋଗୀଙ୍କ ସୁରକ୍ଷା ଉପରେ ଗୁରୁତ୍ବ ଦେଉଥିବା ସମ୍ମମ୍ ଅଲ୍ଟିମେଟକୁ ଜଏଣ୍ଟ କମିଶନ ଇଣ୍ଟରନ୍ୟାସନାଲ୍ ବା ଜେସିଆଇ ପ୍ରାଇମ୍ ମାନ୍ୟତା ମିଳିଛି । ହସ୍ପିଟାଲ ପରିସରରେ ପ୍ରମୁଖ…

ଜେଲରେ ଥିବା ବେଳେ ଅଭିଯୁକ୍ତ ଅଲଗା ମାମଲା ଗୁଡିକରେ ଆଗୁଆ ଜାମିନ ଆବେଦନ କରି ପାରିବେ: ହାଇକୋର୍ଟ

କଟକ: ହାଇକୋର୍ଟ କହିଛନ୍ତି ଯେ ଅପରାଧିକ ମାମଲାରେ ପୂର୍ବରୁ ହାଜତରେ ଥିବା ବ୍ୟକ୍ତିମାନେ ଅନ୍ୟ ଏକ ମାମଲାରେ ଆଗୁଆ ଜାମିନ ପାଇଁ ଆବେଦନ କରିପାରିବେ। ଏକ ମାମଲାର ବିଚାର କରି ଜଷ୍ଟିସ ଶଶିକାନ୍ତ ମିଶ୍ର କହିଛନ୍ତି ଯେ ଅଭିଯୁକ୍ତଙ୍କୁ ଖଲାସ କରିବା ଏବଂ ପରେ ନୂଆ ମାମଲାରେ ଗିରଫ ପରେ ଆଗୁଆ ଜାମିନ…

ଆଜିଠୁ ଶିକ୍ଷାନୁଷ୍ଠାନରେ ଗ୍ରୀଷ୍ମ ଛୁଟି, ପ୍ରଚଣ୍ଡ ଖରା ପାଇଁ ନିଷ୍ପତ୍ତି

ଭୁବନେଶ୍ଵର: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଆକାଶରେ ହେଉଛି ଅଗ୍ନି ବର୍ଷା । ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଲାଣି । ଆଜିଠୁ ରାଜ୍ଯରେ ସ୍କୁଲ ଛୁଟି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ଯ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି । ସମସ୍ତ ସରକାରୀ, ସରକାରୀ…

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ

ବୌଦ୍ଧ: ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଏହାକୁ ଶାନ୍ତିଶୃଙ୍ଖଳାର ସହ କରିବାକୁ ସୁରକ୍ଷାକର୍ମୀମାନେ ବିଭିନ୍ନ ସ୍ଥାନରେ କମ୍ବିଂ ଅପରେଶନକୁ ଆହୁରି ଜୋରଦାର କରିଛନ୍ତି । ପ୍ରାୟ ପ୍ରତ୍ୟକ ଦିନ କିଛି ନା କିଛି ମାଓବାଦୀ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳୁଛନ୍ତି । ଏହାରିଭିତରେ ଓଡିଶା ପୋଲିସକୁ…

ଆହୁରି ୧୦ ଦିନ ଯାଏଁ ଜାରି ରହିବ ଗ୍ରୀଷ୍ମ ପ୍ରବାହ, ମେ’୪ ଯାଏଁ ନାହିଁ ନିସ୍ତାର

ଭୁବନେଶ୍ୱର: ଲଗାତାର ୧୦ ଦିନ ଧରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଆଉଟୁ ପାଉଟୁ ହେଉଥିବା ଓଡ଼ିଶାବାସୀ ଆହୁରି ୧୦ ଦିନ ଗରମରେ ଛଟପଟ ହେବେ। ଆଗକୁ ଆହୁରି ଜଳିବେ, ସିଝିବେ ଏ ନିଆଁ ମାଡ଼ରେ। ଆଶା ଥିଲା ଏହି କାଳବୈଶାଖୀ ଯୋଗୁଁ ପାଗରେ ପରିବର୍ତ୍ତନ ଆସିବ। କିନ୍ତୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ…

ଆଜି ଆସୁଛନ୍ତି ଅମିତ ଶାହ, ସୋନପୁର ସଭାରେ କରିବେ ଭୋଟଭିକ୍ଷା

ଭୁବନେଶ୍ୱର: ଆଜି ଓଡ଼ିଶା ଆସି ପ୍ରଚାର କରିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ସୋନପୁରରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗ ଦେବେ ଶାହ । ଏଥର ଓଡ଼ିଶା ଦଖଲ ପାଇଁ ରାଜ୍ୟ ବିଜେପିକୁ ମନ୍ତ୍ର ଦେବା ସହ ନିର୍ବାଚନ ବିଗୁଲ୍‌ ଫୁଙ୍କିବେ। ପ୍ରଚାର ପାଇଁ ଶାହଙ୍କର ଏହା ପ୍ରଥମ ଗସ୍ତ ହୋଇଥିବାରୁ…

ଦିଗପହଣ୍ଡିରେ ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ପ୍ରାର୍ଥୀପତ୍ର ଦାଖଲର ଶେଷଦିନ । ଏହି ସମୟରେ ଆଜି ଦିଗପହଣ୍ଡି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ବଦଳାଇଛି ଭାରତୀୟ ଜାତୀୟ କଂଗ୍ରେସ । ଆଜି ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ କାଟିଛି ଦଳ । ତାଙ୍କ ବଦଳରେ…