Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଇଆଇପିଏ ଏବଂ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଭାରତୀୟ ଲୋକ ପ୍ରଶାସନ ସଂସ୍ଥାନ (ଆଇଆଇପିଏ), ନୂଆଦିଲ୍ଲୀ ଏବଂ ଓଡ଼ିଶା ସରକାରଙ୍କ ଗୋପବନ୍ଧୁପ୍ରଶାସନିକ ଏକାଡେମୀ (ଜିଏଏ) ମଧ୍ୟରେ ଏକ ବୁଝାମଣାପତ୍ର ଶୁକ୍ରବାର ସ୍ୱାକ୍ଷରିତ ହୋଇଯାଇଛି। ଏହି ଦପଇ ଅନୁଷ୍ଠାନ ମଧ୍ୟରେ ଏକ ସହଯୋଗୀ ଢାଞ୍ଚା ପ୍ରତିଷ୍ଠା କରିବା ପାଇଁ ଜିଏଏର…

ମହିଳା କଳାକାରଙ୍କୁ ଅଶ୍ଳୀଳ ଭିଡିଓ କଲ କରି କଳାକାର ଗିରଫ

କଟକ: ଓଡ଼ିଆ ଚଳଚ୍ଚିତ୍ର ଓ ଟେଲିଭିଜନ ଇଣ୍ଡଷ୍ଟ୍ରିର କିଛି ମହିଳା କଳାକାରଙ୍କୁ ଅଶ୍ଳୀଳ ଭିଡିଓ କଲ୍ କରିବା ଅଭିଯୋଗରେ ରବିବାର କଟକରେ ଜଣେ ଯୁବକଙ୍କୁ ପୁଲିସ ଗିରଫ କରିଛି। ମିଥୁନ ଭୋଇ ନାମକ ଏହି ଅଭିଯୁକ୍ତ ଜଣକ ଇଣ୍ଡଷ୍ଟ୍ରିରେ ସହଯୋଗୀ କଳାକାର ଭାବେ ଖଳ ଚରିତ୍ରରେ ଅଭିନୟ କରନ୍ତି।…

ପୂର୍ବତନ ହକି ଖେଳାଳି ପ୍ରବୋଧ ତିର୍କି ଲଢିବେ ନିର୍ବାଚନ

ଭୁବନେଶ୍ୱର: ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ କଂଗ୍ରେସରେ ଯୋଗଦେବା ନେଇ ଚର୍ଚ୍ଚା ଜୋର ଧରିଛି। ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲ୍ଲାର ତଳସରା ନିର୍ବାଚନ ମଣ୍ଡଳୀରୁ ରାଜ୍ୟର ଆଗାମୀ ବିଧାନସଭା ନିର୍ବାଚନ ଲଢିବାକୁ ପୂର୍ବତନ ହକି ତାରକା ଆଗ୍ରହୀ ଥିବା ଚର୍ଚ୍ଚା ହେଉଛି।…

ରାଜଧାନୀର ସାଂସଦ ହୋଇ ନିଜକୁ ଅସୁରକ୍ଷିତ ମଣୁଛି: ଅପରାଜିତା

ଭୁବନେଶ୍ୱର: ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ନିଜ ନିର୍ବାଚନମଣ୍ଡଳୀକୁ ଗସ୍ତ କରିବା ବେଳେ ବାରମ୍ବାର ବିରୋଧର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳୁଛି। ଏହାକୁ ନେଇ ରବିବାର ସାଂସଦ ଅପରାଜିତା କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଓଡିଶା ସରକାର ତାଙ୍କ ସୁରକ୍ଷା ପାଇଁ…

ବିକାଶ କାମର ହିସାବ ମାଗିବାକୁ ଯାଇ ଡାବୁଗାଁ ବିଜେଡି ବିଧାୟକଙ୍କୁ ଘେରିଗଲେ ଲୋକେ

ନବରଙ୍ଗପୁର: ଡାବୁଗାଁ ବିଜେଡି ବିଧାୟକ ମନୋହର ରନ୍ଧାରୀଙ୍କୁ ନିକଟରେ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ଅଞ୍ଚଳରେ କିଛି ଯୁବକ ଘେରାଉ କରି ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉନ୍ନୟନ ମୂଳକ କାମର ରିପୋର୍ଟ ମାଗିବା ପରେ ତାଙ୍କୁ ଏକ ଅଡୁଆ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିଛି। ବିକାଶ…

ଭିଜିଲାନ୍ସ କେସ ରଫାଦଫା କରିବାକୁ ପୋଲିସ ମାଗୁଛି ଲାଞ୍ଚ, ଅଡିଓ ଭାଇରାଲ

ଭୁବନେଶ୍ୱର: ପୋଲିସ ମାଗୁଛି ଲାଞ୍ଚ। ଭିଜିଲାନ୍ସ କେସ ରଫାଦଫା କରିବାକୁ ମହିଳା ପୋଲିସ ଲାଞ୍ଚ ମାଗୁଥିବାର ଅଡିଓ ଭାଇରାଲ ହୋଇଛି। ଭିଜିଲାନ୍ସ ଜାଲରେ ଫସିଥିବା ଜଣେ ଅଭିଯୁକ୍ତଙ୍କୁ କେନ୍ଦୁଝର ଭିଜିଲାନ୍ସ କୋର୍ଟର ଜଣେ ମହିଳା କନେଷ୍ଟବଳ ଲାଞ୍ଚ ମାଗିଥିବା ଅଭିଯୋଗ ହୋଇଛି। ଏହାପରେ ଉଭୟ…

ରାଜଧାନୀକୁ ଡରାଉଛି ଡେଙ୍ଗୁ, କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ବତନ୍ତ୍ର ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର: ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ସ୍ୱତନ୍ତ୍ର ଡେଙ୍ଗୁ ଟେଷ୍ଟିଂ କାଉଣ୍ଟର ଖୋଲାଯାଇଛି। ସେହିପରି ସୋମବାରଠାରୁ ପଟିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ଆଇଆରସି ଭିଲେଜ ସହରାଞ୍ଚଳ ହସ୍ପିଟାଲରେ ଆଉ ଦୁଇଟି ଟେଷ୍ଟିଂ ସେଣ୍ଟର…

ଫିରିଙ୍ଗିଆ: ଦୁଇ ନିଲମ୍ବିତ ହୋମଗାର୍ଡ ଏବଂ ଆଇଆଇସିଙ୍କ ବିରୋଧରେ ରୁଜୁ ହେଲା ମାମଲା

ଫୁଲବାଣୀ: କନ୍ଧମାଳ ଜିଲ୍ଲାରେ ପୋଲିସ ଗାଡିରେ ଗଞ୍ଜେଇ ଚାଲାଣ ହେଉଥିବା ଭିଡିଓ ଭାଇରାଲ ଘଟଣାରେ ଫିରିଙ୍ଗିଆ ଥାନାର ପୂର୍ବତନ ଆଇଆଇସି ତପନ କୁମାର ନାହାକ ଓ ଦୁଇ ହୋମଗାର୍ଡଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ନାହାକ ଓ ହୋମଗାର୍ଡ ପ୍ରଶାନ୍ତ କୁମାର ପାତ୍ର ଓ ରବୀନ୍ଦ୍ର ନାୟକଙ୍କ ବିରୋଧରେ…

୧୨ ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ, ଆଗାମୀ ୩ ଦିନ ପାଇଁ ୱେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସମଗ୍ର ଓଡିଶାରେ ବର୍ଷାର ପରିମାଣ ହ୍ରାସ ପାଇଥିବା ବେଳେ ଭାରତ ପାଣିପାଗ ବିଭାଗ (ଆଇଏମଡି) ଆସନ୍ତା ୩ ଦିନ ମଧ୍ୟରେ ଅନେକ ଜିଲ୍ଲା ପାଇଁ ବଜ୍ରପାତ ହେବା ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଅଗଷ୍ଟ ୨୮ ତାରିଖ, ସୋମବାର ଅପରାହ୍ନ…

ନନ୍ଦନ ବିହାର ଡକାୟତି ଘଟଣା: ୫ ଗିରଫ, କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଓ ମାରଣାସ୍ତ୍ର ଜବତ

ଭୁବନେଶ୍ୱର: ଭୁବନେଶ୍ୱର ନନ୍ଦନ ବିହାର ଡକାୟତି ଘଟଣାରେ ୫ ଜଣଙ୍କୁ ଗିରଫ କଲା କମିଶନରେଟ ପୋଲିସ। ସେମାନଙ୍କ ନିକଟରୁ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଓ ମାରଣାସ୍ତ୍ର ଜବତ କରାଥିବା ସହ ସୁନା ଅଳଙ୍କାର ମଧ୍ୟ ଜବତ ହେବା ନେଇ ଡିସିପି ପ୍ରତୀକ ସିଂ ପ୍ରେସ ମିଟରେ ସୂଚନା ଦେଇଛନ୍ତି। ସୂଚନା…