Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଜାରକୁ ଆସିବ ହଳଦୀ ବ୍ୟାଣ୍ଡେଜ, ଚୁଟକିରେ ଭଲ ହେବ ଶରୀରର କ୍ଷତ

ଭୁବନେଶ୍ବର: ଏଣିକି ବଜାରରେ ମିଳିବ ହଳଦୀ ବ୍ୟାଣ୍ଡେଜ । ଶରୀରରେ କୌଣସି କ୍ଷତ ହେଲେ ତୁରନ୍ତ ଚିକିତ୍ସା ପାଇଁ ଏହି ହଳଦୀ ବ୍ୟାଣ୍ଡେଜ ଭଲ କାମ ଦେବ । ଏହି ହଳଦୀ ବ୍ୟାଣ୍ଡେଜ ଖୁବ ଶୀଘ୍ର ବଜାରରେ ଉପଲବ୍ଧ ହେବ । ହଳଦୀର ନାନୋ ପାର୍ଟିକିଲ୍ କର୍କ୍ୟୁମିନକୁ ବ୍ୟବହାର କରି ଏମିତି ସ୍ୱତନ୍ତ୍ର…

ଗୋଲ୍ଡେନ ବାବାର ୧କୋଟି ୫୩ଲକ୍ଷ ଟଙ୍କାର ସମ୍ପତ୍ତି ଆଟାଚ୍ କଲା ଇଡି

ଭୁବନେଶ୍ବର: ଜ୍ୟୋତିରଞ୍ଜନ ବେଉରା ଓରଫ ଗୋଲ୍ଡେନ୍ ବାବାଙ୍କର ୧ କୋଟି ୫୩ ଲକ୍ଷ ଟଙ୍କାର ସମ୍ପତ୍ତି ଆଟାଚ କରିଛି ଇଡି। ଏଥିରେ ରହିଛି ତା ଘର , ଗାଡ଼ି ଓ ବ୍ୟାଙ୍କ ଆକାଉଣ୍ଟ। କମ ସୁଧରେ ଋଣ ଦେବାର ପ୍ରଲୋଭନ ଦେଖାଇ ବ୍ୟବସାୟୀଙ୍କୁ ଠକୁଥିଲା। ସେମାନଙ୍କ ଠାରୁ କୋଟି କୋଟି ଟଙ୍କା ହଡପ କରିଛି।…

ହାଇୱା ଧକ୍କାରେ ୨ କିନ୍ନର ମୃତ

ସୁନ୍ଦରଗଡ: ହାଇୱା ଧକ୍କାରେ ଦୁଇ କିନ୍ନର ମୃତ। ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ୧୪୩ ନମ୍ବର ଜାତୀୟ ରାଜପଥ ରଜାମୁଣ୍ଡା ବାଇପାସ ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଗତକାଲି ରାତିରେ ଦୁଇ କିନ୍ନର ରଥ କିଷାନ ଓ ରାଜା ପାତ୍ର ଙ୍କ ସହ ହାଇୱା ଡ୍ରାଇଭରଙ୍କ ବଚସା ହୋଇଥିଲା। ସୂଚନା…

ତିହିଡିରେ ଚାଞ୍ଚଲ୍ୟ: ସରକାରୀ କ୍ବାର୍ଟର୍ସରୁ କନେଷ୍ଟବଳଙ୍କ ମୃତଦେହ ଉଦ୍ଧାର

ଭଦ୍ରକ: ଭଦ୍ରକ ଜିଲ୍ଲା ତିହିଡ଼ି ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି ।  କାର୍ଯ୍ୟରତ ଜଣେ କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ତାହା ପୁଣି ତାଙ୍କ ସରକାରୀ କ୍ବାର୍ଟର୍ସରୁ । ମୃତ କନେଷ୍ଟବଳ କେନ୍ଦୁଝରର ତୋଫାନ କୁମାର ପାତ୍ର ବୋଲି ଜଣାପଡିଛି  । ଘଟଣାସ୍ଥଳରେ ତିହିଡ଼ି…

ଥମୁନି ବେଆଇନ ଗଞ୍ଜେଇ ଚୋରାଚାଲାଣ: ରାୟଗଡାରୁ ୮୦ କେଜି ଗଞ୍ଜେଇ ଜବତ, ୭ ଗିରଫ

ମୁନିଗୁଡା: ରାୟଗଡା ପୋଲିସକୁ ବଡ ସଫଳତା ମିଳିଛି । ଜିଲ୍ଲାର ବିଭିନ୍ନ ସ୍ଥାନରେ ଚଢାଉ କରି ପାଖାପାଖି ୮୦ କେଜି ଗଞ୍ଜେଇ ଜବତ କରିଛି ରାୟଗଡା ପୋଲିସ । ଘଟଣାରେ ୭ ଜଣଙ୍କୁ ଗିରଫ ମଧ୍ୟ କରାଯାଇଛି । ଚନ୍ଦ୍ରପୁର ଅଞ୍ଚଳରୁ ରାୟପୁରକୁ ଗଞ୍ଜେଇ ଚୋରା ଚାଲାଣ ହେଉଥିବାବେଳେ  ମୁନିଗୁଡା ପୋଲିସ…

ମହିଳା ଅଧ୍ୟାପିକାଙ୍କୁ ନିର୍ଯାତନା ମାମଲା: ନିଲମ୍ବିତ ହେଲେ ଆସିଷ୍ଟାଣ୍ଟ ପ୍ରଫେସର ରଜତ କୁଜୁର

ସମ୍ବଲପୁର: ସମ୍ବଲପୁର ବିଶ୍ବବିଦ୍ୟାଳୟ ମହିଳା ପ୍ରଫେସରଙ୍କୁ ନିର୍ଯାତନା ଅଭିଯୋଗ ଘଟଣାରେ କାର୍ଯ୍ୟାନୁଷ୍ଠାନ । ନିଲମ୍ବିତ ହେଲେ ରାଜନୀତି ବିଜ୍ଞାନର ଆସିଷ୍ଟାଣ୍ଟ ପ୍ରଫେସର ରଜତ କୁଜୁର । ବିଶ୍ୱବିଦ୍ୟାଳୟ ଆଭ୍ୟନ୍ତରୀଣ କମିଟିର ୯ ଜଣିଆ ଟିମକୁ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।…

ପଥର ବ୍ଲାଷ୍ଟିଂ ବେଳେ ଦୁଇ ଶ୍ରମିକ ମୃତ୍ୟୁ ଘଟଣା: ୩୨ଘଣ୍ଟା ପରେ ମିଳିଲା ମୃତଦେହ

ମୋହନା: ପଥର ବ୍ଲାଷ୍ଟିଂ ବେଳେ ଦୁଇ ଶ୍ରମିକ ମୃତ୍ୟୁ ଘଟଣା  । ଦୀର୍ଘ ୩୨ ଘଣ୍ଟା ପରେ ଉଦ୍ଧାର ହେଲା ମୃତଦେହ । ଗତକାଲି ଗଜପତି ମୋହନା ଥାନା ବନ୍ଧାଗୁଡା ଗାଁରେ କ୍ରସର ପାଇଁ ପଥର ବ୍ଲାଷ୍ଟିଂ ବେଳେ ମାମୁ ଭଣଜା ପଥର ତଳେ ଚାପି ହୋଇ ପ୍ରାଣ ହରାଇ ଥିଲେ । ପଥର ଟି ପ୍ରାୟ ୧୦୦ ଟନ ରୁ ଅଧିକ…

ବଡ ଦୁର୍ଘଟଣାରୁ ବର୍ତ୍ତିଲା ପୁରୀ-ଋଷକେଶ କଳିଙ୍ଗ ଉତ୍କଳ ଏକ୍ସପ୍ରେସ

ପୁରୀ : ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ପୁରୀ-ଋଷକେଶ କଳିଙ୍ଗ ଉତ୍କଳ ଏକ୍ସପ୍ରେସ । ଛତିଶଗଡର ବିଳାସପୁର ଜଙ୍କସନଠାରୁ ମାତ୍ର ଅଳ୍ପ ଦୂରରେ ଏଭଳି ଘଟଣା ଘଟିଛି । ଏକ ଯାତ୍ରୀବାହୀ ଟ୍ରେନ୍ କଳିଙ୍ଗ ଉତ୍କଳ ଏକ୍ସପ୍ରେସ ସହ ମୁହାଁମୁହିଁ ଧକ୍କା ହୋଇଥାନ୍ତା  ।  ହେଲେ  ଲୋକ ପାଇଲଟଙ୍କ ଉପସ୍ଥିତ…

ବିଜେଡି ସରକାର ପ୍ରତ୍ୟକ୍ଷ ଭାବେ ଓଡିଆ ମାରଣ ନୀତି ଆପଣାଇଛନ୍ତି: ବିଜୟ ପଟ୍ଟନାୟକ

ଭୁବନେଶ୍ୱର: ରାଜ୍ୟରେ ବିଜେଡି ସରକାର ପ୍ରତ୍ୟକ୍ଷ ଭାବେ ଓଡିଆ ମାରଣ ନୀତିର ଶାସନ ଚଳାଇଛନ୍ତି । ରାଜ୍ୟରେ ଯୁବ ଉଦ୍ୟୋଗୀ ମାନଙ୍କୁ ଅଗ୍ରାଧିକାର ଦେବା ପରିବର୍ତ୍ତେ ବାହାର ରାଜ୍ୟର ଉଦ୍ୟୋଗୀ ମାନଙ୍କୁ ଗୁରୁତ୍ୱ ଦେଉଛନ୍ତି ପ୍ରେସମିଟ୍ କରି ଏଭଳି କହିଛନ୍ତି କଂଗ୍ରେସ ନେତା ବିଜୟ ପଟ୍ଟନାୟକ।…

ବିଧାୟକଙ୍କ ଉପରକୁ ଆକ୍ରମଣ ଅଭିଯୋଗ, ପୋଲିସର ନିଷ୍କ୍ରିୟତାକୁ ନେଇ ଘେରିଲେ ବିରୋଧୀ

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲା ଲାଞ୍ଜିପଲ୍ଲୀ ଫ୍ଲାଏଓଭର ନିକଟରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଗାଡ଼ି ଉପରକୁ ବିଜେଡି କର୍ମୀମାନେ ଅଣ୍ଡା ଓ ପଥର ମାଡ଼ କରିଥିବା ଅଭିଯୋଗ ହୋଇଛି। ୭ ବର୍ଷ ତଳେ ଘଟିଥିବା ଏକ ଘଟଣାକୁ ଉଲ୍ଲେଖ କରି ପୋଲିସ କଂଗ୍ରେସ କର୍ମୀଙ୍କ ଉପରେ ୩୦୭ ଧାରା ଲଗାଇ…