Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜଧାନୀରେ ଶୃଙ୍ଖଳିତ ନିର୍ବାଚନ ପାଇଁ ପ୍ରସ୍ତୁତ ହେଲା ୨ଟି ଆପ୍ଲିକେସନ୍, ମତଦାନରେ ହେବ ସହାୟକ

ଭୁବନେଶ୍ୱର: ଆଗାମୀ ୨୫ ତାରିଖରେ ଭୁବନେଶ୍ବରରେ ସାଧାରଣ ନିର୍ବାଚନ ୨୦୨୪ ଅନୁଷ୍ଠିତ ହବାକୁ ଯାଉଛି। ଯେଉଁଥିରେ ୫ଟି ବିଧାନସଭା ଆସନ ନିମନ୍ତେ ସର୍ବମୋଟ ୧୧୩୨ ଟି ବୁଥ ପାଇଁ ୫୧ ଟି ମୋବାଇଲ ପାଟ୍ରୋଲିଂ ପାର୍ଟି ସହିତ ପ୍ରାୟ ତିନି ହଜାରରୁ ଉର୍ଦ୍ଧ୍ୱ ପୋଲିସ କର୍ମଚାରୀ ଶାନ୍ତିପୂର୍ଣ୍ଣ ମତଦାନ…

ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓକୁ ନେଇ ପ୍ରଶ୍ନ ଉଠାଇଲା ବିଜେପି

ଭୁବନେଶ୍ବର: ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓକୁ ନେଇ ପ୍ରଶ୍ନ ଉଠାଇଲା ବିଜେପି । ରତ୍ନଭଣ୍ଡାର ଚାବି ହଜିଗଲା  ନବୀନ ବାବୁ  କାହିଁକି ଚୁପ୍ ଅଛନ୍ତି । ତଦନ୍ତ କମିଶନ ରିପୋର୍ଟ କୁଆଡ଼େ ଗଲା? । ସର୍ଟ ଭିଡିଓରେ ନିଜେ କହୁଛନ୍ତି ନା ଏହା ଏଆଇ ମାଧ୍ୟମରେ କରାଯାଉଛି । ଯଦି ନବୀନ…

୨୪ ନିର୍ବାଚନରେ ପାଣ୍ଡିଆନ ହେବେ ମୁଖ୍ୟମନ୍ତ୍ରୀ; ଗିରିରାଜ ସିଂ

ସମ୍ବଲପୁର:  ନିର୍ବାଚନୀ ମହାସମରରେ ପୂରା ଆକ୍ସନ ମୋଡରେ ବିଜେପି ନେତା । ଜଣଙ୍କ ପରେ ଜଣେ କେନ୍ଦ୍ରୀୟ ବିଜେପି ନେତା ଓଡିଶା ଆସି ନବୀନ ସରକାରଙ୍କୁ କରିଛନ୍ତି ନିଶାନା । ଏଥର ଡବଲ ଇଞ୍ଜିନ ସରକାର ନାରାରେ ବିଜେଡି ସରକାର ହଟିବ ବୋଲି ଦୃଢୋକ୍ତି କରୁଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀଙ୍କ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଓଡିଶାରେ ନାହିଁ ପ୍ରଭାବ

ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ କେନ୍ଦ୍ରୀୟ ବଙ୍ଗୋପସାଗର ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ଧିରେ ଧିରେ ଉତ୍ତର ବଙ୍ଗୋପସାଗର ଆଡକୁ ଗତି କରିବ । ୨୪ ତାରିଖ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଅବପାତର ରୂପ ନେବ  । ଏହା ପରେ ଅଧିକ ଘନିଭୂତ ହୋଇ ଉତ୍ତର…

ବିପଦ ସଙ୍କୁଳ ଅବସ୍ଥାରେ ଥିବା ବିଦ୍ୟୁତ୍ ତାରକୁ ଉଚ୍ଛେଦ ଦାବି ନେଇ ଖଡ଼ିଆଳ ସିନାପାଲି ରାସ୍ତା ଅବରୋଧ

ନୁଆପଡ଼ା: ଖଡ଼ିଆଳ ସିନାପାଲି ମୁଖ୍ୟ ରାସ୍ତା ଡୁଆଝର ନିକଟରେ ରାସ୍ତାରୋକ କରି ଆନ୍ଦୋଳନ କରିଛନ୍ତି ଡୁଆଝର ଗ୍ରାମବାସୀ । ଫଳରେ ସିନାପାଲି ଖଡ଼ିଆଳ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଏଠାରେ ଯାତାୟତରେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଗ୍ରାମବାସୀ। ଡୁଆଝର ଗାଁରେ ବିଦ୍ୟୁତ୍ ଆଘାତରେ…

ସ୍କୁଲ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା:୧୦ରୁ ଅଧିକ ଆହତ

ଝାରସୁଗୁଡ଼ା :ଝାରସୁଗୁଡ଼ା ବେଳପାହାଡରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସ୍କୁଲ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି l ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ବେଳପାହାଡ଼ର ଏକ ଘରୋଇ ହସ୍ପିଟାଲ ଏବଂ ମଣ୍ଡଳିଆ ସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି…

ବିଜେଡି ଛାଡିଲେ ଜ୍ୟୋତିପ୍ରକାଶ ପାଣିଗ୍ରାହୀ

ଭୁବନେଶ୍ବର: ବିଜେଡିକୁ ପୁଣି ଆଉ ଏକ ଶକ୍ତ ଝଟକା । ପୁଣି ଦଳରୁ ଇସ୍ତଫା ଦେଲେ ଆଉ ଜଣେ ଟାଣୁଆ ବିଧାୟକ । ଦଳ ସଭାପତିଙ୍କୁ ଇସ୍ତଫା ପତ୍ର ଦେଇ ଦଳ ଛାଡିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ । ଭିଡିଓ ବାର୍ତ୍ତାରେ ଦେଲେ ସୂଚନା । ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ…

ପୋଲ ତଳୁ ଯୁବକ ଓ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର

ଖୋର୍ଦ୍ଧା: ପୋଲ ତଳୁ ଯୁବକ ଓ ଯୁବତୀଙ୍କ ଗଳିତ ମୃତଦେହ ଠାବ ହୋଇଛି। ବେଗୁନିଆ ଥାନା ଅଠରାଙ୍ଗ ଗାଁ ପୋଲ ନିକଟରେ ପଡ଼ି ରହିଛି ମୃତଦେହ। ୨ ମୃତକ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି। ତେବେ ଗତ ୧୧ ଦିନ ହେବ ଉଭୟ ନିଖୋଜ ଥିଲେ। ମୃତକ ଯୁବକଙ୍କ ଘର ଅଠରାଙ୍ଗ ପଞ୍ଚାୟତ ବୋତଳମା ଗାଁରେ ଥିବା ବେଳେ…

ଆଜିଠୁ ରାଜ୍ୟରେ ହାତୀ ଗଣନା ଆରମ୍ଭ, ଗଛରେ ୧୧୩୬ଟି ମଞ୍ଚା ପ୍ରସ୍ତୁତ

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଆରମ୍ଭ ହେବ ହାତୀ ଗଣନା। ଏଥିପାଇଁ ଜଙ୍ଗଲ ବିଭାଗ ସମସ୍ତ ପ୍ରସ୍ତୁତି ଚଳାଇଛି। ଏହି ଗଣନା ୨୪ ତାରିଖ ପର୍ଯ୍ୟନ୍ତ ଅର୍ଥାତ ୩ ଦିନ ଧରି ଚାଲିବ। ହାତୀ ଗଣନା ପାଇଁ ଏକ ଟିମ୍ ନିୟୋଜିତ ହୋଇଛନ୍ତି। ସେମାନଙ୍କ ପାଇଁ ଜଙ୍ଗଲ ମଧ୍ୟରେ ବିଭିନ୍ନ ସ୍ଥାନରେ ଥିବା ବଡ଼ ବଡ଼…

ଆଜି ଉତ୍ତରରେ ନବୀନଙ୍କ ରୋଡ୍ ସୋ: ଖୋର୍ଦ୍ଧା, ନୟାଗଡ଼ ଓ ପୁରୀରେ ଜନସଭାକୁ କରିବେ ସମ୍ବୋଧନ

ଭୁବନେଶ୍ୱର: ମଧ୍ୟ ଓ ଏକାମ୍ର ପରେ ଉତ୍ତରରେ ଭୁବନେଶ୍ୱରକୁ ଫୋକସ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଆଜି ସନ୍ଧ୍ୟାରେ ଏହି ନିର୍ବାଚନ ମଣ୍ଡଳୀରେ ଗଡ଼ିବ ନବୀନଙ୍କ ହାଇଟେକ୍ ବସ୍। ରେଣ୍ଟାଲ କଲୋନୀଠୁ ପଟିଆ ଛକ ଯାଏଁ ଚାଲିବ ପାୱାର ସୋ। ୮ଟି ଛକରେ ଅଟକିବେ ନବୀନ ପଟ୍ଟନାୟକ।…