Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୟୂରଭଞ୍ଜ ଡିଏମଏଫ ପାଣ୍ଠିରୁ ୯ କୋଟିରୁ ଅଧିକ ଟଙ୍କା ହଡ଼ପ; ଥାନାରେ ଅଭିଯୋଗ କଲା ବ୍ୟାଙ୍କ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ଦ୍ୱାରା ପରିଚାଳିତ ଜିଲ୍ଲା ଖଣିଜ ଫାଉଣ୍ଡେସନ (ଡିଏମଏଫ) ପାଣ୍ଠିରୁ ମୋଟ ୯ କୋଟିରୁ ଅଧିକ ଟଙ୍କାର ଅନଧିକୃତ କାରବାର ହୋଇଥିବା ଅଭିଯୋଗ ହୋଇଛି। ପର୍ଯ୍ୟାୟକ୍ରମେ ବିଭିନ୍ନ କମ୍ପାନିର ଆକାଉଣ୍ଟକୁ ଏହି ପାଣ୍ଠି ଟ୍ରାନ୍ସଫର…

ପାଞ୍ଚ ଆସନରେ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ ଏହି ନେତାମାନଙ୍କୁ

ଭୁବନେଶ୍ୱର: ବିଜେଡି ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଘୋଷଣା ହୋଇଥିବା ଛଅ ବିଧାନସଭା ଆସନରୁ  ବରୀ ବିଧାୟକ ସୁନନ୍ଦା ଦାସ, ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ ଏବଂ ବାଲିକୁଦା ଏରସମାରୁ ରଘୁ ନନ୍ଦନ ଦାସ ଏବଂ ରାଘନାଥପାଲିରୁ ସୁବ୍ରତ ତରାଇଙ୍କ ଟିକେଟ୍ କଟିଛି।…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ହାଇସ୍କୁଲର ପ୍ରଧାନ ଶିକ୍ଷକ

ଭୁବନେଶ୍ୱର: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପ୍ରଧାନ ଶିକ୍ଷକ। ବରଗଡ଼ କୁସନପୁରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ବାଳମୁକୁନ୍ଦ ପ୍ରଧାନ ଏସ୍ଏଚ୍‌ଜି ଫାଇଲ୍ ରିଲିଜ୍‌ ପାଇଁ ୧୪ ହଜାର ଲାଞ୍ଚ ନେଉଥିଲେ। ଏହି ଲାଞ୍ଚ ଗ୍ରହଣ କରିଥିବା ଅଭିଯୋଗରେ ଗିରଫ ହେଲେ ପ୍ରଧାନଶିକ୍ଷକ। ବିଦ୍ୟାଳୟର…

ଆସିଲା ବିଜେଡିର ସପ୍ତମ ପର୍ଯ୍ୟାୟ ପାର୍ଥୀ ତାଲିକା

ଭୁବନେଶ୍ଵର: ଆସିଲା ବିଜେଡିର ସପ୍ତମ ପର୍ଯ୍ୟାୟ ପାର୍ଥୀ ତାଲିକା । ସପ୍ତମ ପର୍ଯ୍ୟାୟ ପାର୍ଥୀ ତାଲିକା ଘୋଷଣା କଲେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ୧୩୫ ପାର୍ଥୀ ତାଲିକା ଘୋଷଣା ସରିଥିବା ବେଳେ ଆଉ ୧୨ ଟି ବିଧାନସଭା ପାର୍ଥୀ ଘୋଷଣା ବାକି ଥିଲା । ସେଥିରୁ ଆଜି…

ପୁଣି ବଢିଲା ଆଧାର କାର୍ଡ ଅପଡେଟ୍‌ ସମୟସୀମା, ଜାଣନ୍ତୁ କିପରି କରିବେ ଅପଡେଟ୍‌

ଭୁବନେଶ୍ୱର: ବୃଦ୍ଧି ପାଇଲା ଆଧାରକାର୍ଡର ଅପଡେଟ୍‌ ପାଇଁ ସମୟସୀମା । ଯେଉଁ ନାଗରିକଙ୍କ ଆଧାରକୁ ୧୦ ବର୍ଷ କିମ୍ବା ଏହାଠାରୁ ଅଧିକ ସମୟ ହୋଇଯାଇଛି ସେମାନେ ନିଃଶୁଳ୍କ ଆଧାର ଅପଡେଟ୍‌ କରିପାରିବେ । ପୂର୍ବରୁ ଏହି ସମୟସୀମା ମାର୍ଚ୍ଚ ୧୪ ରେ ଶେଷ ହୋଇଥିବାବେଳେ ବର୍ତ୍ତମାନ ଏହାର ସମୟ ସୀମାକୁ…

ଏଲଏଲବି ଷଷ୍ଠ ସେମିଷ୍ଟାର ପରିକ୍ଷା ବାତିଲ, ସିଲାବସ୍ ବାହାରୁ ପ୍ରଶ୍ନ ଆସିଥିବା ଅଭିଯୋଗ

କଟକ: ବାତିଲ ହେଲା ଏଲଏଲବି ଷଷ୍ଠ ସେମିଷ୍ଟାରର ପେପର-୧ ପରୀକ୍ଷା । ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ୨୮ କଲେଜର ପରୀକ୍ଷା ବାତିଲ କରାଯାଇଛି । ସିଲାବସ୍‌ ବାହାରୁ ପ୍ରଶ୍ନପତ୍ର ଆସିଥିବା ନେଇ ଅଭିଯୋଗ ହେବା ପରେ ପରୀକ୍ଷା ବାତିଲ କରିଛନ୍ତି ବିଶ୍ଵବିଦ୍ୟାଳୟ କତ୍ତୃପକ୍ଷ ।…

କାଳବୈଶାଖୀ ସତ୍ତ୍ୱେ ଆଜି ବି ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ୨୫ରୁ ପୁଣି ବଢ଼ିବ ତାପମାତ୍ରା

ଭୁବନେଶ୍ୱର: ଆଜି ବି ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଆଜି ବି ମିଳିବନି ତାତିରୁ ତ୍ରାହି । ହିଟୱେଭକୁ ନେଇ ରାଜ୍ୟର କିଛିଟା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୨ ଦିନ ପରେ ସାମାନ୍ୟ ଆଶ୍ବସ୍ତି । ୨୫ ରୁ ପୁଣି ବଢ଼ିବ ତାପମାତ୍ରା । କାଳବୈଶାଖୀ ସତ୍ତ୍ୱେ ବି ସିଭିୟର…

ରାଜନୈତିକ କାର୍ଯ୍ୟକଳାପରେ ସାମିଲ ହେବା ଅଭିଯୋଗରେ କନିଷ୍ଠ ସହକାରୀ କିରାଣୀ ସସପେଣ୍ଡ

ବୌଦ୍ଧ: ରାଜନୈତିକ ଦଳର ଶୋଭାଯାତ୍ରାରେ ସାମିଲ ହୋଇଥିବା ଅଭିଯୋଗରେ କନିଷ୍ଠ ସହକାରୀ କିରାଣୀ ସତ୍ୟନାରାୟଣ ଦନ୍ତା ନିଲମ୍ବିତ। ବୌଦ୍ଧ ଜିଲ୍ଲା କଣ୍ଟାମାଲ ବ୍ଲକ ଲମ୍ବସରୀର ରାଧାମାଧବ ହାଇସ୍କୁଲର ସତ୍ୟନାରାୟଣଙ୍କୁ ନିଲମ୍ବନ କଲେ ଜିଲ୍ଲାପାଳ। ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ଶୋଭାଯାତ୍ରାରେ…

ଆସନ୍ତା ୨୪ରେ ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ, ହିଞ୍ଜିଳିରୁ ଭୋଟଭିକ୍ଷା ଆରମ୍ଭ

ଭୁବନେଶ୍ୱର: ଭୋଟ୍‍ ଆଉ ୩ ସପ୍ତାହ। ମେ ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟ ଅର୍ଥାତ୍‍ ୪ଟି ଲୋକସଭା ମଣ୍ଡଳୀ କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଓ ଏହାର ଅନ୍ତର୍ଗତ ୨୮ ବିଧାନସଭା ପାଇଁ ଭୋଟ୍ ଗ୍ରହଣ ହେବ। ଦିନକୁ ଦିନ ରାଜନୈତିକ ପରିବେଶ ଗରମ ହେଉଥିବା ବେଳେ ପ୍ରତିଟି ଦଳ ପକ୍ଷରୁ କିପରି…