Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶିମିଳିପାଳରେ ମଧ୍ୟପ୍ରଦେଶର ମହାବଳ: ୩ ରାଜ୍ୟ ସୀମା ଡେଇଁଛି, ସ୍ପଷ୍ଟ କଲା ବାଘ ସେଲ୍

ଭୁବନେଶ୍ୱର: ମଧ୍ୟପ୍ରଦେଶର ମହାବଳ ବାଘ ୩ଟି ରାଜ୍ୟ ସୀମା ଡେଇଁ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ପହଞ୍ଚିଛି। ବନ ବିଭାଗର କ୍ୟାମେରାରେ ମହାବଳ ବାଘର ଚିତ୍ର କଏଦ ହୋଇଛି । ତେବେ ବାଘଟି ମଧ୍ୟପ୍ରଦେଶରୁ ଆସିଥିବା ନେଇ NTCA (National Tiger Conservation Authority) ସୂଚନା ଦେଇଛନ୍ତି ।…

ଘଡ଼ଘଡ଼ି ସହ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ପୁଣି ଥରେ ପାଗରେ ପରିବର୍ତ୍ତନ । ଆଜି ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଘଡ଼ଘଡ଼ି ସହ ବର୍ଷା ନେଇଆଗାମୀ ୩ ଘଣ୍ଟା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର। ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।…

ଜୟପୁର ବିଧାନସଭା ବିଜେପିରୁ ଲଢ଼ିବେ ଗୌତମ ସାମନ୍ତରାଏ

ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟି ରବିବାର ଦିନ କୋରାପୁଟ ଜିଲ୍ଲାର ଜୟପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଜୟପୁର ବିଧାନସଭା ବିଜେପିରୁ ଲଢ଼ିବେ ଗୌତମ ସାମନ୍ତରାଏ । ନୂଆଦିଲ୍ଲୀରେ ବିଜେପିର କେନ୍ଦ୍ରୀୟ କାର୍ଯ୍ୟାଳୟ କହିଛି ଯେ କୋରାପୁଟ ଲୋକସଭା…

ଓଡ଼ିଶା ପୋଲିସ ଦ୍ୱାରା ମହିଳା ମାଓବାଦୀ ଗିରଫ, ଛତିଶଗଡ଼ ପୋଲିସକୁ ହସ୍ତାନ୍ତର

ନବରଙ୍ଗପୁର: ଚଳିତ ମାସ ପ୍ରାରମ୍ଭରୁ ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟରେ ଆହତ ହୋଇଥିବା ଛତିଶଗଡର ଜଣେ ମହିଳା ମାଓବାଦୀ ଗିରଫ। ଏହି ମହିଳା ନକ୍ସଲକୁ ନବରଙ୍ଗପୁରରେ ଓଡିଶା ପୋଲିସ ଗିରଫ କରିଛି। ନବରଙ୍ଗପୁର ଜିଲ୍ଲା ସୀମାନ୍ତ ଧମନ୍ତରୀ ଜିଲ୍ଲା ଖଲାରି ଥାନା ଏକାୱାରି ଗାଁରୁ ଆହତ ମହିଳା…

ଅଟୋକୁ ସାମ୍ନା ପଟୁ ପିଟିଲା ଟ୍ରକ: ଘଟଣାସ୍ଥଳରେ ୩ ମୃତ, ୫ ଆହତ

ନବରଙ୍ଗପୁର: ରାଇଘର ଥାନା ଜୋଡେଙ୍ଗା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଅଟୋକୁ ସାମ୍ନା ପଟୁ ପିଟିଲା ଟ୍ରକ। ଘଟଣାସ୍ଥଳରେ ୩ ମୃତ ୫ ଆହତ ହୋଇଥିବା ସୂଚନା ରହିଛି। ଆଜି ଅପରାହ୍ନ ୪ଟା ସମୟରେ ଏକ ଅଟୋରେ ୧୦ ଜଣ ଯାତ୍ରୀ ଏକ ନିର୍ବୀଚନ ସଭାକୁ ଯୋଗଦେବାକୁ ଯିବା ବେଳେ ଏହି ଦୁର୍ଘଟଣା ଘଟିଛି।…

ଖରାରେ ସିଜୁଛି ସାରା ଓଡିଶା, ସାଢ଼େ ୨ଟା ସୁଦ୍ଧା ୪୩.୬ ଡିଗ୍ରୀ ଛୁଇଁଲା ତାତି

ଭୁବନେଶ୍ଵର: ଖରାରେ ସିଜୁଛି ସାରା ଓଡିଶା । ସକାଳୁ ଅସହ୍ୟ ଗରମ ଓ ଗୁଳୁଗୁଳି । ୪୩.୬ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡା ଓ କେନ୍ଦୁଝର ପାଲଟିଛି ସବୁଠାରୁ ଉତ୍ତପ୍ତ ସହର । ଭୁବନେଶ୍ୱରରେ ୪୧.୬, ବାଲେଶ୍ୱରରେ ୪୦.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ରାଉରକେଲାରେ ୪୧.୮,…

ଅବଶିଷ୍ଟ ଆସନ ଘୋଷଣା ପୂର୍ବରୁ ତିନି ଦଳ ମଧ୍ୟରେ ଛକାପଞ୍ଝା, ଜାଣନ୍ତୁ କେଉଁ ଦଳକୁ କ’ଣ ଚିନ୍ତା?

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଥିବା ବେଳେ କେତେକ ଆସନରେ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା ହୋଇନି। କାରଣ ଏଭଳି କିଛି ଆସନ ରହିଛି ଯେଉଁଠି ତିନି ପ୍ରମୁଖ ଦଳ ନିଜ ନିଜ ପ୍ରାର୍ଥୀଙ୍କୁ ନେଇ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି।…

୨୫ରେ ଓଡ଼ିଶା ଆସିବେ ଅମିତ ଶାହ

ଭୁବନେଶ୍ଵର: ଆସନ୍ତା ୨୫ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହା । ନିର୍ବାଚନୀ ରଣନୀତି ନେଇ କର୍ମକର୍ତ୍ତାଙ୍କ ସହ କରିବେ ଆଲୋଚନା । ଏନେଇ ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର । ଓଡିଶାରେ ପହଞ୍ଚି ପ୍ରଥମେ ସୋନପୁରରେ ଏକ ଜନସଭାକୁ ସମ୍ବୋଧନ କରିବେ ଶାହା । ସୋନପୁରରୁ ଫେରି…

୩ ଦିନ ସକାଳୁଆ ସ୍କୁଲ, ଏପ୍ରିଲ ୨୫ରୁ ଖରା ଛୁଟି

ଭୁବନେଶ୍ଵର: ଆସନ୍ତା ଏପ୍ରିଲ ୨୫ରୁ ରାଜ୍ୟର ସବୁ ସ୍କୁଲ ଛୁଟି । ରାଜ୍ୟରେ ବଢ଼ିଚାଲିଥିବା ଖରାକୁ ଦୃଷ୍ଟିରେ ଏହି ପଦକ୍ଷେପ ନିଆଯାଇଛି । ଏପ୍ରିଲ ୨୫ରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ସେପଟେ ସମ୍ଭାବ୍ଯ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ…

ବଢିଲା ୟୁଟ୍ୟୁବର ମୋନାଲିସା ଭଦ୍ରାଙ୍କ ଅଡୁଆ, ବନ୍ୟଜନ୍ତୁଙ୍କ ଭିଡିଓ ମାମଲାକୁ ଘାଣ୍ଟିବ ଇଡି

ଯାଜପୁର: ବଢିଲା ୟୁଟ୍ୟୁବର ମୋନାଲିସା ଭଦ୍ରାଙ୍କ ଅଡୁଆ । ସୋସିଆଲ ମିଡିଆରେ ବନ୍ୟଜନ୍ତୁଙ୍କ ଭିଡିଓ ଛାଡିବା ମାମଲାର ଖୋଳତାଡ କରିବ ଇଡି । ପୁର୍ବରୁ ବନ୍ୟଜନ୍ତୁଙ୍କ ସହ ଭିଡିଓ କରି ସୋସିଆଲ ମିଡିଆରେ ପୋଷ୍ଟ କରିବା ଓ ଘରେ ବନ୍ୟଜନ୍ତୁଙ୍କୁ ପୋଷିବା ଘଟଣାରେ ଉଭୟ ମୋନାଲିସା ଓ ତାଙ୍କ ସ୍ୱାମୀ…