Latest Odisha News

BREAKING NEWS

Browsing Category

ଓଡିଶା

Odisha

ଖୋର୍ଦ୍ଧା ଜିଲ୍ଲାସ୍ତରୀୟ ପେନସନ ଅଦାଲତ ଅନୁଷ୍ଠିତ

ଖୋର୍ଦ୍ଧା: ଆଜି ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଏବଂ ଓଡିଶା ପ୍ରଧାନ ମହାଲେଖାକାର (ଲେଖା ଓ ହକଦାରୀ ) ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ପେନସନ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ସହଯୋଗରେ ଖୋର୍ଦ୍ଧା ଜିଲ୍ଲା ପରିଷଦ ସମ୍ମିଳନୀ…

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା: ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’, ହିନ୍ଦୀରେ ‘ସର୍ଦ୍ଦାର ଉଦ୍ଧମ’

ନୂଆଦିଲ୍ଲୀ: ଶ୍ରେଷ୍ଠ ଓଡ଼ିଆ ସିନେମା ଭାବେ ଚଳଚ୍ଚିତ୍ର 'ପ୍ରତୀକ୍ଷା'କୁ ମିଳିବ ଜାତୀୟ ପୁରସ୍କାର। ଭାରତ ସରକାର ଆଜି ୬୯ତମ ଜାତୀୟ ଫିଲ୍ମ ପୁରସ୍କାର ତାଲିକା ଘୋଷଣା କରିଛନ୍ତି। ଏହି ଫିଲ୍ମର ପ୍ରଯୋଜନା ଅମୀୟ ପଟ୍ଟନାୟକ କରିଥିବା ବେଳେ ନିର୍ଦ୍ଦେଶକ ଥିଲେ ଅନୁପମ ପଟ୍ଟନାୟକ। ସେହିପରି ଭିକି…

ଚନ୍ଦ୍ରଯାନ-୩ର ସଫଳ ଅବତରଣ; ଓଡ଼ିଆ ବୈଜ୍ଞାନିକଙ୍କ ଅବଦାନକୁ ଭୁରି ଭୁରି ପ୍ରଶଂସା

ଭୁବନେଶ୍ୱର: ବୁଧବାର ସନ୍ଧ୍ୟାରେ ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠରେ ସଫଳତାର ସହ ଅବତରଣ କରିବା ପରେ ଚାରିଆଡ଼େ ସୃଷ୍ଟି ହୋଇଛି ଖୁସିର ମାହୋଲ। ଭାରତ ଏବଂ ଇସ୍ରୋର ସମସ୍ତ ବୈଜ୍ଞାନିକଙ୍କ ପାଇଁ ଶୁଭେଚ୍ଛାର ସୁଅ ଛୁଟିଛି। ପ୍ରତ୍ୟେକ ଭାରତୀୟ ଗର୍ବିତ ଅନୁଭବ କରୁଥିବା ବେଳେ ଏହି ସମୟରେ ଓଡ଼ିଶା ମଧ୍ୟ…

ପୁରୀରେ ଏନକାଉଣ୍ଟର: ପୁଲିସ ଗୁଳିରେ ଅପରାଧୀ ପିନୁ ବରାଳ ଆହତ

ପୁରୀ:  ପୁରୀରେ ଏନ୍‌କାଉଣ୍ଟର  ।  ପୁଲିସ ଗୁଳିରେ ଅପରାଧୀ ପିନୁ  ଓରଫ ପିନାକୀ ବରାଳ ଆହତ । ପିନୁର ବାମ ଗୋଡ଼ରେ  ଗୁଳି ବାଜିଥିବା ଜଣାଯାଇଛି । ତାକୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।  ଦୁର୍ଦ୍ଦାନ୍ତ ପିନୁ ନାଁରେ ବିଭିନ୍ନ ଥାନାରେ ରହିଛି ୧୧ଟି ମାମଲା । ପିନୁଠାରୁ…

ରାଜ୍ୟର ଏକାଧିକ ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୩ ଦିନ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ବୁଧବାର ଅପରାହ୍ନରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଦେଖା ଯାଇଛି। ଗତକାଲିର ବର୍ଷା ସବୁ ଜିଲ୍ଲାକୁ ବେହାଲ କରିଛି। ଭାରତ ପାଣିପାଗ ବିଭାଗ (ଆଇଏମଡି) ଆଗାମୀ ୧୨ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା,…

ଯବାନ ପିନ୍ଧିବେ ଯାଜପୁର ରାକ୍ଷୀ: ସୀମାରେ ସୁରକ୍ଷା ଯୋଗାଉଥିବା ଯବାନଙ୍କ ପାଇଁ ସେନା ଅଫିସକୁ ରାକ୍ଷୀ ପଠାଇଲେ କଲେଜ…

ଯାଜପୁର: ଆସୁଛି ସ୍ନେହ ଓ ବନ୍ଧନର ପର୍ବ ରକ୍ଷାବନ୍ଧନ । ଭଉଣୀ ନିଜର ସୁରକ୍ଷା ପାଇଁ ଭାଇ ହାତରେ ବାନ୍ଧେ ରାକ୍ଷୀ । କିନ୍ତୁ ଯେଉଁମାନେ ଦେଶ ମାତୃକାର ଦିନରାତି ରକ୍ଷା କରୁଛନ୍ତି ସେମାନଙ୍କ ହାତରେ ରାକ୍ଷୀ ବାନ୍ଧିବା ପାଇଁ ଆଗେଇ ଆସିଛନ୍ତି କଲେଜ ଛାତ୍ରୀ । ସେହି ବୀର ଯବାନ ମାନଙ୍କୁ ବଡ ଭାଇର…

ହାଡଭଙ୍ଗା ଖଟଣି ପରେ ମିଳିଲାନି ଅର୍ଥ କି ଆହାର; ୩୦୦ କିମି ଚାଲି ଚାଲି ଘରକୁ ଫେରୁଛନ୍ତି ଦାଦନ

ଜୟପୁର: ପେଟର ଭୋକ ଆଉ ପରିବାରର ବୋଝକୁ ମୁଣ୍ଡାଇ ଆଶାର ଅମୃତ୍ତ ସାଉଁଟି ଆଣିବା ପାଇଁ ଧାଇଁଯାଇଥିଲେ ରାଜ୍ୟ ବାହାରକୁ । ପରିସ୍ଥିତିର ଦାସତ୍ୱକୁ ସ୍ୱୀକାର କରି ଦାମୋଦର ଖିଲ ଯାଇଥିଲେ ଦାଦନ ଖଟିବା ପାଇଁ । ଦାଦନ ଖଟିବାକୁ ଯାଇ ସେଠାରେ ସେ ଅନେକ ନିର୍ଯାତନା ସହି କାମ କରୁଥିଲେ ।…

ବିଷ ପିଇଦେଲେ ମହିଳା ପୋଲିସ ଏସଆଇ; ଡାକ୍ତରଖାନାରେ ଭର୍ତ୍ତି

ବଲାଙ୍ଗିର:ବିଷ ପିଇଦେଲେ ପୋଲିସ ଏସଆଇ । ଅବସ୍ଥା ଗୁରୁତର ହୋଇପଡିବାରୁ ତାଙ୍କୁ ପ୍ରଥମେ ସଇଁତଳା ହସପିଟାଲ ଏବଂ ପରେ ବଲାଙ୍ଗିର ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଏହି ପୋଲିସ ଏସଆଇ ହେଉଛନ୍ତି କାଜଲ ବାଗ । ସଇଁତଳା ଗୋପବନ୍ଧୁନଗର ଭଡା ଘରେ ରହୁଥିଲେ ଏସଆଇ କାଜଲ ବାଗ । …

ନବୀନ ନିବାସ ସମ୍ମୁଖରେ ପରିବାରର ୬ ସଦସ୍ୟଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର: ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ପରିବାର ସଦସ୍ୟଙ୍କ ଆତ୍ମାହୁତି ଉଦ୍ୟମ । ପୁଅର ହତ୍ୟାକାରୀକୁ ପୋଲିସ ଗିରଫ କରିନଥିବାରୁ ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ପରିବାରର ୬ ସଦସ୍ୟ ଆତ୍ମହୁତି ଉଦ୍ୟମ କରିଛନ୍ତି । ପରିବାର ସଦସ୍ୟଙ୍କୁ ସମ୍ଭାଳିବାକୁ ଯାଇ ପୋଲିସକୁ…