Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ସରିଲା ଦ୍ବିତୀୟ ପର୍ଯ୍ୟାୟ ଭୋଟିଂ, ମୋଟ ୬୯ ପ୍ରତିଶତ ଭୋଟ ଗ୍ରହଣ

ଭୁବନେଶ୍ବର: ରାଜ୍ୟରେ ସରିଛି ଦ୍ବିତୀୟ ପର୍ଯ୍ୟାୟ ମତଦାନ । ଇଭିଏମରେ ସିଲ୍ ହୋଇଛି ୫ ଲୋକସଭା ଓ ଏହା ଅନ୍ତର୍ଗତ ୩୫ ବିଧାନସଭାର ମୋଟ ୩୦୫ ପ୍ରାର୍ଥୀଙ୍କ ଭାଗ୍ୟ । ତେବେ ଗତକାଲି ଏହି ପର୍ଯ୍ୟାୟରେ ରାଜ୍ୟରେ ମୋଟ ୬୯ ପ୍ରତିଶତ ଭୋଟ ଗ୍ରହଣ କରାଯାଇଛି । ୭୬.୨୦ ପ୍ରତିଶତରେ ସବୁଠୁ ଅଧିକ…

ଜାତୀୟ ରାଜପଥରେ ସ୍କୁଟିକୁ ଧକ୍କା ଦେଲା ଟ୍ରକ୍, ୨ ମୃତ

କଟକ: ଜାତୀୟ ରାଜପଥ ୧୬ର ବାଲିକୁଦା ବ୍ରିଜ ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ସ୍କୁଟିକୁ ଧକ୍କା ଦେଲା ଟ୍ରକ। ଘଟଣାସ୍ଥଳର ୨ ଯୁବକ ମୃତ। ସୂଚନା ଅନୁସାରେ ଦୁଇ ସ୍କୁଟି ଆରୋହୀଙ୍କୁ ଉପରେ ମାଡ଼ିଗଲା ଲୁହା ବୋଝେଇ ଟ୍ରକ୍। ତେବେ ଏହି ଦୁର୍ଘଟଣାରେ ମୃତ ଯୁବକ ଦ୍ୱୟଙ୍କ ପରିଚୟ ମିଳିନାହିଁ।…

ସମ୍ବିତ ପାତ୍ର ମନ୍ତବ୍ୟକୁ ନେଇ ବିଜେପି ଉପରେ ବର୍ଷିଲେ ବିରୋଧୀ: ଓଡିଶାର ଆସ୍ଥାକୁ ଶକ୍ତ ଆଘାତ ଦେଇଛି ବିଜେପି

ପୁରୀ: ମୋଦୀଙ୍କ ଭକ୍ତ ପ୍ରଭୁ ଜଗନ୍ନାଥ କହି ହଟହଟା ହେଲେ ବିଜେପିର ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର । ଯାହାକୁ ନେଇ ଏବେ ସବୁଠି ସମ୍ବିତଙ୍କ ପ୍ରତି ବିରୋଧ ଦେଖାଦେଇଛି । ଏହାକୁ ମୁଖ୍ୟ ପ୍ରସଙ୍ଗ କରି ଏବେ ତେଜିଛନ୍ତି ବିରୋଧୀ । ଏଭଳି ମନ୍ତବ୍ୟକୁ କଡା ନିନ୍ଦା କରିବା ସହ ବିଜେପି…

ଟଳିଯିବ ବାତ୍ୟା ଆଶଙ୍କା, ଅବପାତ ହୋଇ ମିଆଁମାର ଯିବ !

ଭୁବନେଶ୍ୱର: ବଙ୍ଗୋପସାଗରରେ ହେବାକୁ ଥିବା ଲଘୁଚାପ ବାତ୍ୟା ରୂପ ନେବ ବୋଲି ଏକାଧିକ ପାଣିପାଗ ପୂର୍ବାନୁମାନ କରିଥିଲେ। କିନ୍ତୁ ବାତ୍ୟା ଆଶଙ୍କା ଟଳିଯିବ ବୋଲି ସାନି ପୂର୍ବାନୁମାନ କଲେଣି। ବାତ୍ୟା ହେବନି ବରଂ ଅବପାତ ହୋଇ ମିଆଁମାର ଆଡ଼କୁ ଯିବ। ଜିଏଫଏସ୍ ମଡେଲ ଏଭଳି ଚିତ୍ର ଆଙ୍କିଛି।…

ଆଜି ପୁଣି ଓଡ଼ିଶା ଆସୁଛନ୍ତି ଅମିତ ଶାହ: ସମ୍ବଲପୁର, ନୟାଗଡ଼ ଓ କେନ୍ଦୁଝରରେ କରିବେ ପ୍ରଚାର

ଭୁବନେଶ୍ୱର: ଆଜି ପୁଣି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ସମ୍ବଲପୁର ଓ ନୟାଗଡ଼ରେ ତାଙ୍କର କାର୍ଯ୍ୟକ୍ରମ ରହିଛି । ପ୍ରଥମେ ମାଆ ସମଲେଶ୍ୱରୀଙ୍କ ଦର୍ଶନ ପରେ ରେମେଡ ଗାଁ ପଡିଆରେ ଆୟୋଜିତ ଜନସଭାକୁ ସେ ସମ୍ବୋଧିତ କରିବେ। ସେଠାରେ ଶାହା ଜନସଭାରୁ ସମ୍ବୋଧନ କରି ବିଜେପି…

ସକାଳେ ଭୁଲ କଲେ, ରାତିରେ କ୍ଷମା ମାଗିଲେ, କହିଲେ ୩ ଦିନ ଯାଏଁ ରହିବି ଉପାସ

ଭୁବନେଶ୍ଵର: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ମୋଦୀଙ୍କ ଭକ୍ତ ବୋଲି କହି ଅପମାନିତ ହେବା ପରେ କ୍ଷମା ମାଗିଛନ୍ତି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ତଥା ପୁରୀ ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ର । ସମ୍ବିତ କହିଛନ୍ତି, ଏହା ମୋ ପାଟିରୁ ଭୁଲ ବସତଃ ବାହାରିଯାଇଛି । ସେଥିପାଇଁ ମୁଁ ବହୁତ ଦୁଃଖିତ ।…

ଦ୍ୱିତୀୟ ପର୍ଯ୍ୟାୟ ମତଦାନବେଳେ ବିଜେପି ଘଟାଇଛି ବ୍ୟାପକ ହିଂସାକାଣ୍ଡ: ବିଜେଡି

ଭୁବନେଶ୍ୱର: ଆଜି ରାଜ୍ୟରେ ୫ଟି ଲୋକସଭା ଓ ୩୫ଟି ବିଧାନସଭା ଆସନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ମତଦାନ ସରିଛି । ହେଲେ ମତଦାନ ପୂର୍ବରୁ ଓ ମତଦାନ ସମୟରେ ଅନେକ ସ୍ଥାନରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି । ତେବେ ଏହିପ୍ରରିପେକ୍ଷିରେ ଆଜି ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି…

ପ୍ରଦୀପ ପାଣିଗ୍ରାହୀଙ୍କ ଉପରେ ଆକ୍ରମଣ ପଛରେ ଷଡ଼ଯନ୍ତ୍ର?

ଭୁବନେଶ୍ୱର: ଏମ୍ସରେ ସପ୍ତାହେ ଧରି ଚିକିତ୍ସିତ ହେବା ପରେ ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ସୋମବାର ଡିସଚାର୍ଜ ହୋଇଛନ୍ତି। ବିଜେଡି ତାଙ୍କ ଉପରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ଓ ପ୍ରୋତ୍ସାହନ ଦେଉଥିବା ଅଭିଯୋଗ କରିଛନ୍ତି। ହିଞ୍ଜିଳି ବିଧାନସଭା ଆସନ ଓ ଆସ୍କା ଆସନ…

ବିଜେପିରୁ ଖାରବେଳ ସ୍ୱାଇଁ ବହିଷ୍କୃତ, ସମୀର ଦାଶ ହେଲେ ରାଜ୍ୟ ବିଜେପି ମୁଖପାତ୍ର

ଭୁବନେଶ୍ୱର: ବାଲେଶ୍ୱରରୁ ସ୍ବାଧୀନ ଭାବେ ସାଂସଦ ପ୍ରାର୍ଥୀ ହୋଇଥିବା ଖାରବେଳ ସ୍ୱାଇଁଙ୍କୁ ବିଜେପି ଆଜି ବହିଷ୍କାର କରିଛି। ଦଳ ବିରୋଧୀ କାମ ପାଇଁ ବହିଷ୍କାର କରିଛି ଦଳ। ସେ ବାଲେଶ୍ୱର ଲୋକସଭା ଆସନ ପାଇଁ ଟିକେଟ୍ ଚାହୁଁଥିଲେ ଦଳ କିନ୍ତୁ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ରିପିଟ୍ କରିଛି…

‘ପ୍ରଥମ ଥର ପାଇଁ ଓଡିଶାରେ ବିଜେପିର ଏକାକୀ ସରକାର ଗଠନ ହେବ’

ଭୁବନେଶ୍ବର: ପ୍ରଥମ ପର୍ଯ୍ୟାୟ ଭଳି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ମଧ୍ୟ ବିଜେପି ପ୍ରତି ଓଡିଶାବାସୀଙ୍କ ଅକୁଣ୍ଠ ସମର୍ଥନ ସ୍ପଷ୍ଟ ପରିଲକ୍ଷିତ ହୋଇଛି । ୩ୟ ଓ ୪ର୍ଥ ପର୍ଯ୍ୟାୟ ନିର୍ବାଚନରେ ବୃହତ ବିଜୟ ହାସଲ କରିବ ବିଜେପି । ଜୁନ୍ ୪ରେ ଓଡିଶା ରାଜନୀତିରେ ନୂତନ ସୂର୍ଯ୍ୟୋଦୟ ହେବ ବୋଲି…