Latest Odisha News

BREAKING NEWS

Browsing Category

ଓଡିଶା

Odisha

‘୫୦ ବର୍ଷ କଂଗ୍ରେସ, ୨୫ ବର୍ଷ ବିଜେଡି, ତଥାପି ଓଡିଶା ପଛରେ’

ରେଢାଖୋଲ: ‘ଏଠି ୫୦ ବର୍ଷ କଂଗ୍ରେସ ଓ ୨୫ ବର୍ଷ ବିଜେଡି ଶାସନ କରିଛି । ହେଲେ ଓଡିଶା ଯେଉଁଠି ପହଞ୍ଚିବା କଥା ସେଠି ପହଞ୍ଚିପାରିଲା ନାହିଁ । ଏପରିକି ରତ୍ନ ଭଣ୍ଡାର ଚାବି ବି ହଜାଇ ଦେଲେ । ବିଜେପି କେବଳ କ୍ଷମତାରେ ରହିବାକୁ ରାଜନୀତି କରେନି । ବିକଶିତ ଦେଶ ଗଠନ ଆମର ମୁଖ୍ୟ ଉଦ୍ଦେଶ୍ୟ ।’-:…

ପୁରୀରେ ମୋଦୀଙ୍କ ମେଗା ରୋଡ ଶୋ’; ମୁତୟନ ହେବେ ୬୩ ପ୍ଲାଟୁନ ଫୋର୍ସ

ପୁରୀ: ଆସନ୍ତାକାଲି ଶ୍ରୀକ୍ଷେତ୍ରରେ ପାଓ୍ବାର ଦେଖାଇବେ ମୋଦୀ । ସକାଳ ୭ଟାରେ ମହାପ୍ରଭୁଙ୍କ ଦର୍ଶନ ପରେ କରିବେ ମେଗା ରୋଡ ଶୋ’। ଏଥି ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ପାଇଁ କଟକଣା ବ୍ୟବସ୍ଥା କରାଯିବ ସହ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ପୁରୀ ଏସ୍ପିଙ୍କ ସୂଚନା ଅନୁଯାୟୀ,…

ପ୍ରଚାର ମୈଦାନରେ ବିଜେଡି ସୁପ୍ରିମୋ, କେନ୍ଦୁଝରରେ ଆଦିବାସୀ ଭୋଟରଙ୍କୁ ପାଣ୍ଡିଆନଙ୍କ ଭୋଟ ଅପିଲ

କେନ୍ଦୁଝର: ପ୍ରଚାର ମୈଦାନରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଲେ ମୁଖ୍ୟମନ୍ତ୍ରୀ । ଭାଷଣ ଆରମ୍ଭରୁ ଖରାରେ ଆସିଥିବା ଜନତାଙ୍କୁ ଧନ୍ୟବାଦ ଜଣାଇଲେ ନବୀନ । କହିଲେ ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଆସ୍ତ୍ର। କେନ୍ଦୁଝର ଲୋକସଭା…

ପୁଣି ଓଡ଼ିଶା ଆସି ଗର୍ଜିବେ ରାହୁଲ ଓ ମଲ୍ଲିକାର୍ଜୁନ ଖଡ୍‌ଗେ

ଭୁବନେଶ୍ବର: ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ।କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଓଡ଼ିଶା ଆସିବେ । ୩ ଦିନ ଧରି ଓଡିଶାରେ ପ୍ରଚାର କରିବେ କଂଗ୍ରେସ ନେତା । ୨୬, ୨୭ ଓ ୨୮ତାରିଖରେ ନିର୍ବାଚନୀ ପ୍ରଚାର କରିବେ ରାହୁଲ , ଖଡ୍‌ଗେ । ଓଡିଶାର ବାଲେଶ୍ବର ଓ…

‘ବାତ୍ୟା ପାଇଁ କୌଣସି ପୂର୍ବାନୁମାନ କରାଯାଇ ନଥିବାରୁ ଭୟଭୀତ ହେବାର ଆବଶ୍ୟକତା ନାହିଁ’

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଆସନ୍ତା ୨୨ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ହେଲେ ବାତ୍ୟା ସୃଷ୍ଟି ନେଇ କୌଣସି ପୂର୍ବାନୁମାନ କରାଯାଇନ ଥିବାରୁ ଭୟଭୀତ ହେବାର କୌଣସି…

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ସୁବର୍ଣ୍ଣପୁରର ସମସ୍ତ ମତଦାନ କେନ୍ଦ୍ର ଅଭିମୁଖେ ପୋଲିଙ୍ଗ୍ ପାର୍ଟି

ସୁବର୍ଣ୍ଣପୁର: ଆସନ୍ତାକାଲି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ। ଏହି କ୍ରମରେ ସୁବର୍ଣ୍ଣପୁର ଜିଲ୍ଲା ଦୁଇ ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବ ମତଦାନ। ଜିଲ୍ଲାର ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀ (୬୫)ରେ ମୋଟ ୨ ଲକ୍ଷ ୫୪ ହଜାର ୬୯୬ ଭୋଟର ନିଜର ମତ ସାବ୍ୟସ୍ତ କରିବେ ଏଥିପାଇଁ…

‘ଭୁଲ ରାଜନୈତିକ ବୁଝାମଣାରୁ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଠକେଇ ଅଭିଯୋଗ’, ମାମଲା ପ୍ରତ୍ୟାହାର…

ବ୍ରହ୍ମପୁର: ବହୁ ଚର୍ଚ୍ଚିତ ଟାଟା କମ୍ପାନିରେ ନିଯୁକ୍ତି ନାଁରେ ଠକେଇ ମାମଲାରେ ଚର୍ଚ୍ଚାକୁ ଆସିଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଅଭିଯୋଗକାରୀ ସତ୍ୟପାଠ ଦାଖଲ କରିଛନ୍ତି। ଭୁଲ୍‌ ରାଜନୈତିକ ବୁଝାମଣା ଯୋଗୁଁ ସେ ଏତଲା…

ସ୍କ୍ରପିଓ ଗାଡିରୁ ୩ ଲକ୍ଷ ୪୦ ହଜର ଟଙ୍କା ଜବତ, ୨ ଅଟକ

ସୁବର୍ଣ୍ଣପୁର: ନିର୍ବାଚନ ପାଇଁ ବିନିକା ଅଞ୍ଚଳରେ ଗାଡ଼ିମଟର ଗୁଡ଼ିକୁ କଡାକଡି ଭାବରେ ଯାଞ୍ଚ ଚାଲିଛି । ଏହି ଅବସରରେ ଗତକାଲି ରାତିରେ ବିନିକା ଏସଏସଟି ଟିମ ଦ୍ବାରା ଗାଡି ମଟର ଗୁଡିକ ଯାଞ୍ଚ ଚାଲିଥିଲା ବେଳେ ସ୍କର୍ପିଓ ଗାଡ଼ିରୁ ଜବତ ହେଲା ବେଆଇନ ନଗଦ ଟଙ୍କା। ଏହି ଘଟଣାରେ ଗାଡ଼ିକୁ ଜବତ କରି…

ବିବାଦୀୟ ନେତା ସମୀର ଦାଶ ବଦଳାଇଲେ ଦଳ, ମୋଦୀଙ୍କୁ ରୋଡ୍ ଶୋ ପୂର୍ବରୁ ବିଜେପିକୁ ଲାଭ ନା କ୍ଷତି?

ଭୁବନେଶ୍ୱର: ନିମାପଡା ବିଧାୟକ ସମୀର ରଞ୍ଜନ ଦାଶ ଶେଷରେ ବିଜେପିରେ ସାମିଲ ହୋଇଛନ୍ତି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସଭାପତି ସମୀର ମହାନ୍ତି ଏବଂ ପ୍ରଭାରୀଙ୍କ ଉପସ୍ଥିତିରେ ସେ ଏବଂ ତାଙ୍କ ସମର୍ଥକ ବିଜେପିରେ ସାମିଲ ହୋଇଛନ୍ତି। ବିଜୁ ଜନତା ଦଳ ତାଙ୍କୁ ଚଳିତଥର ଟିକେଟ୍ ଦେଇନଥିଲା। ତାଙ୍କ…

ପଦ୍ମ ଧରୁ ଧରୁ ମୋଦିଙ୍କ ପ୍ରଶଂସାରେ ଶତମୁଖ ସମୀର

ଭୁବନେଶ୍ଦର: 'ମୋଦିଙ୍କ ନେତୃତ୍ବରେ ଅନୁପ୍ରାଣିତ ହୋଇ ବିଜେପିରେ ମିଶିଲି । ମୋଦି କେବଳ କୁହନ୍ତିନି, କାର୍ଯ୍ୟରେ କରି ଦେଖାନ୍ତି । ପ୍ରଭାତୀ ପରିଡ଼ାଙ୍କ ବିଜୟକୁ କେହି ଅଟକାଇ ପାରିବେନି । ମୋଦି ଆତ୍ମବିଶ୍ବାସ ଓ ଭରସାର ବାତାବରଣ ସୃଷ୍ଟି କରିଛନ୍ତି । ନିର୍ବାଚନ ବେଳେ ଓ ନିର୍ବାଚନ ପରେ,  ଦଳ…