Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅବିଭକ୍ତ କୋରାପୁଟ ଜିଲ୍ଲାରୁ ହଜି ଯାଇଛି ୧୨ ହଜାର ପ୍ରଜାତିର ଦେଶୀ ଧାନ ବିହନ

ରାୟଗଡ଼ା: ରାଜ ରାଜୁଡା ଶାସନ କାଳରେ ଦେଶୀ ଧାନ ବିହନର ବେସ ଚାହିଦା ରହିଥିଲା। ହେଲେ ଧୀରେ ଧୀରେ ରାଜ ରାଜୁଡା ଶାସନ ଲୋପ ପାଇବା ସାଙ୍ଗକୁ ଦେଶୀ ଧାନ ବିହନ ମଧ୍ୟ ବିଲୁପ୍ତ ହେଇଯାଇଛି। ସେତେବେଳର ଜୟପୁର ରାଜତନ୍ତ୍ର ଶାସନ ଅର୍ଥାତ୍ ବର୍ତ୍ତମାନର କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ…

ପୋଲିସକୁ ଆକ୍ରମଣ ଅଭିଯୋଗ, ମା-ଝିଅ ଗିରଫ

ସୋର: ରବିବାର ସନ୍ଧ୍ୟାରେ ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଅନନ୍ତପୁର ପଞ୍ଚାୟତର ପୁରୁଷୋତ୍ତମପୁର ଗ୍ରାମରେ ଜଣେ ଘୋଷିତ ଅପରାଧୀର ପରିବାର ପୁଲିସ ଟିମ୍ ଉପରେ ଆକ୍ରମଣ କରିଥିଲା। ଏହି ଘଟଣାରେ ପୁଲିସ ଆଜି ଅଭିଯୁକ୍ତର ସ୍ତ୍ରୀ ଓ ଝିଅକୁ ଗିରଫ କରିଛି। ଗିରଫ ଦୁଇ ଜଣ ହେଲେ ମଞ୍ଜୁଲତା…

ବଢ଼ିଲା ଗୋପାଳପୁର ବିଧାୟକଙ୍କ ଅଡ଼ୁଆ, ଠକେଇ ମାମଲାରେ ଦାଖଲ ହେଲା ଚାର୍ଜଫ୍ରେମ୍

ଭୁବନେଶ୍ୱର: ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଅଡ଼ୁଆ ବଢ଼ିଲା। ଚାକିରି ଜାଲିଆତି ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ବିରୋଧରେ ଆଜି ସ୍ୱତନ୍ତ୍ର କୋର୍ଟରେ ଚାର୍ଜଫ୍ରେମ୍ ହୋଇଛି। ଏହି ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ ସର୍ବେଶ୍ୱର ରାଓ ଏବଂ ଓଡ଼ିଶା କ୍ୟାଡରର…

ବୋହିଲାଣି ନିର୍ବାଚନୀ ହାଓ୍ୱା, ଯୁବ ଭୋଟରଙ୍କୁ ଆକୃଷ୍ଟ କରିବାକୁ ତିନି ଦଳ ଆରମ୍ଭ କଲେ ପ୍ରସ୍ତୁତି

ଭୁବନେଶ୍ୱର: ରାଜ୍ୟରେ ବୋହିଲାଣି ନିର୍ବାଚନୀ ହାଓ୍ୱା। ସାଧାରଣ ନିର୍ବାଚନ ଯେତିକି ଯେତିକି ପାଖେଇ ଆସୁଛି, ଓଡ଼ିଶାର ତିନି ପ୍ରମୁଖ ଦଳ ବିଜୁ ଜନତା ଦଳ, ଭାରତୀୟ ଜନତା ପାର୍ଟି ଓ କଂଗ୍ରେସ ଯୁବ ଭୋଟରଙ୍କୁ ନିଜ ଆଡକୁ ଟାଣିବା ପାଇଁ ସେତିକି ଜୋରଦାର ପ୍ରସ୍ତୁତି କରିବା ଆରମ୍ଭ କରିଛନ୍ତି।…

5-ଟିରେ ସାମିଲ ହେଲା ଖୋର୍ଦ୍ଧାର ୭୦ଟି ଯୁକ୍ତ ଦୁଇ ଓ ୩୮ଟି ଡିଗ୍ରୀ କଲେଜ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାର ୭୦ଟି ଯୁକ୍ତ ଦୁଇ ଓ ୩୮ଟି ଡିଗ୍ରୀ କଲେଜକୁ ଫାଇଭ-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଲେ ଅନୁମୋଦନ। ଏଥିପାଇଁ ୬୬.୭୫କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।…

୮୩୭କୋଟି ଟଙ୍କାର ୯ଟି ପ୍ରକଳ୍ପକୁ ସିଙ୍ଗଲ ୱିଣ୍ଡୋ ମଞ୍ଜୁରୀ, ସୃଷ୍ଟି ହେବ ୨୫୦୦ରୁ ଅଧିକ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର: ଶିଳ୍ପ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା ପାଇଁ ଓଡ଼ିଶା ସରକାରଙ୍କ ଦୃଢ଼ ପ୍ରତିବଦ୍ଧତା ଆଜି ଅନୁଷ୍ଠିତ ୧୨୧ତମ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ଆଉ ଏକ ଶିଖରରେ ପହଞ୍ଚିଛି। ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ନେତୃତ୍ୱରେ…

ଚିତ୍ରକୋଣ୍ଡାରେ ୩ଟି ବୃହତ ସେତୁ ନିର୍ମାଣ ପାଇଁ ୧୦୧ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲା ସ୍ବାଭିମାନ ଅଞ୍ଚଳର ରୂପାନ୍ତର ପ୍ରକ୍ରିୟାରେ ଆସିବ ନୂଆ ଗତି। ସ୍ବାଭିମାନ ଅଞ୍ଚଳ ଏବେ ବିକାଶ ପଥରେ କରୁଛି ଦ୍ରୁତ ଅଗ୍ରଗତି। ଗୁରୁପ୍ରିୟା ସେତୁ ନିର୍ମାଣ ପରଠାରୁ ସ୍ୱାଭିମାନ ଅଞ୍ଚଳବାସୀଙ୍କ ପାଇଁ ଗମନାଗମନ, ବିଦ୍ୟୁତ, ପାନୀୟ ଜଳ, ଶିକ୍ଷା, ସ୍ବାସ୍ଥ୍ୟ,…

ବେକାବୁ ଡେଙ୍ଗୁ, ରାଜ୍ୟ ସରକାର ପଙ୍ଗୁ କହି ରାଜ୍ୟ ସରକାର ଓ ବିଏମସିକୁ ବିଜେପିର କଟାକ୍ଷ

ଭୁବନେଶ୍ୱର: “ଗଲି ଗଲି ମେ ଶୋର୍ ହୈ, ଡେଙ୍ଗୁ ବଡା ଜୋର୍ ହୈ”। ଦୁଃଖ ପରିତାପର ବିଷୟ ରାଜ୍ୟରେ ଡେଙ୍ଗୁ ରୋଗ “ନିୟନ୍ତ୍ରଣହୀନ” ହୋଇପଡିଥିବା ବେଳେ, ମୁକାବିଲାରେ ରାଜ୍ୟ ସରକାର “ପଙ୍ଗୁ” ହୋଇପଡିଛନ୍ତି ବୋଲି କହି ରାଜ୍ୟ ସରାକାରଙ୍କୁ ଟାର୍ଗେଟ କରିଛନ୍ତି ରାଜ୍ୟ ବିଜେପି ମୁଖପାତ୍ର ଦିଲୀପ…

ପବିତ୍ର ମୋହନ ସେତୁ ନାମରେ ନାମିତ ହେଲା କଣିହାସ୍ଥିତ ବ୍ରାହ୍ମଣୀ ନଦୀ ସେତୁ

ଭୁବନେଶ୍ୱର: ଅନୁଗୋଳ ଜିଲ୍ଲା କଣିହାଠାରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ସେତୁକୁ ରାଜ୍ୟ ସରକାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ପ୍ରଜାମଣ୍ଡଳ ନେତା ତଥା ଓଡିଶାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତିରେ ପବିତ୍ର ମୋହନ ସେତୁ ନାମରେ ନାମିତ କରିଛନ୍ତି।…

ସ୍କୁଲ ପାଖ ନାଳରେ ବୁଡ଼ି ଛାତ୍ର ମୃତ; ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ତାଲା ପକାଇ ଗ୍ରାମବାସୀଙ୍କ ବିରୋଧ

ନୂଆପଡା: ବୋଡେନ ବ୍ଲକ ବୁଢ଼ାପଡା ଅପଗ୍ରେଡ ହାଇସ୍କୁଲରେ ଅଭାବନୀୟ ଘଟଣା। ସ୍କୁଲ ପାଖ ନାଳରେ ବୁଡ଼ି ୩ୟ ଶ୍ରେଣୀ ଛାତ୍ର ମୃତ। ମଧ୍ୟାହ୍ନ ଭୋଜନ ପରେ ନାଳକୁ ଗାଧୋଇବା ପାଇଁ ଯାଇ ବୁଡ଼ି ଯାଇଥିଲେ ଛାତ୍ର। ଘଟଣାକୁ ନେଇ ସ୍କୁଲରେ ଅଭିଭାବକଙ୍କ ମଧ୍ୟରେ ଉତ୍ତେଜନା ଦେଖିବାକୁ ମିଳିଛି। ସେପଟେ…