Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଜେଡିରେ ମିଶିଲେ ଅନୁଗୁଳର ବିଶିଷ୍ଟ ଶିକ୍ଷାବିତ୍ ମହେଶ ଧଳ; କହିଲେ, ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶ ଅନୁପ୍ରାଣିତ…

ଭୁବନେଶ୍ବର: ବିଜେଡିରେ ମିଶିଲେ ଅନୁଗୁଳ ଜିଲ୍ଲାର ମହେଶ ଧଳ । ସେ କେବଳ ଜଣେ ବ୍ୟକ୍ତି ନୁହନ୍ତି, ଜଣେ ଅନୁଷ୍ଠାନ । ଆଦର୍ଶ ଗ୍ରୁପର ସେ ପ୍ରତିଷ୍ଠାତା । ଶିକ୍ଷାରେ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି ମହେଶ । ଆଜି ଶଙ୍ଖ ଭବନରେ ମହେଶ ଓ ତାଙ୍କ ସହଯୋଗୀ ସୁଶାନ୍ତ ସାହୁ ବିଧିବଦ୍ଧ ଭାବେ ଦଳରେ…

କଣ୍ଟାବାଞ୍ଝିରୁ ନବୀନ କାର୍ଡ

ଭୁବନେଶ୍ବର: ପଶ୍ଚିମରେ ପୁଣି ନବୀନ କାର୍ଡ । ବିଜେପୁର ପରେ କଣ୍ଟାବାଞ୍ଝିରୁ ଲଢିବେ ନବୀନ । ପ୍ରସନ୍ନ ଅସନ୍ତୋଷ ସାଇଡ୍ ଇଫେକ୍ଟ । ସମ୍ବଲପୁର, ରେଢାଖୋଲରେ ପ୍ରାର୍ଥୀ ଅଦଳବଦଳ । କେଉଁଠି ନେତାଙ୍କ ଟିକେଟ୍ କାଟି ସ୍ତ୍ରୀଙ୍କୁ ପ୍ରାର୍ଥୀ କଲା ବିଜେଡି, ତ କେଉଁଠି ଝିଅ ହେଲେ ପ୍ରାର୍ଥୀ । କଟିଲା…

ଗ୍ରୀଷ୍ମ ମୁକାବିଲା: ଟିପିଏସ୍ଓଡିଏଲ ପକ୍ଷରୁ ସମସ୍ତ ୬ଟି ସର୍କଲରେ ଭ୍ରାମ୍ୟମାଣ ସବ୍ ଷ୍ଟେସନ ନିୟୋଜିତ

ବ୍ରହ୍ମପୁର: ଗ୍ରୀଷ୍ମ ଋତୁରେ ଉତ୍କୃଷ୍ଟ ମାନର ବିଦ୍ୟୁତ ସେବା ଯୋଗାଇବା ପାଇଁ ଟିପିଏସ୍ଓଡିଏଲ୍ (ଟିପି ସଦର୍ଣ୍ଣ ଓଡ଼ିଶା ବିତରଣ ଲିମିଟେଡ) ନୂଆ ପଦକ୍ଷେପ ନେଇଛି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କମ୍ପାନୀ ପକ୍ଷରୁ ସମସ୍ତ ୬ଟି ସର୍କଲରେ ଭ୍ରାମ୍ୟମାଣ ସବ ଷ୍ଟେସନ ନିୟୋଜିତ କରାଯାଇଛି ।…

କଲବଲ କରୁଛି ତାତି: ସାଢ଼େ ୧୧ ସୁଦ୍ଧା ୪୦ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ଵର: ରାଜ୍ୟବାସୀଙ୍କୁ କଲବଲ କରୁଛି ତାତି। ସାରା ରାଜ୍ୟରେ ପ୍ରବଳ ଖରା । ଜଳୁଛି ରାଜଧାନୀ। ସକାଳ ୮ଟା ପରେ ଘରୁ ବାହାରିବା କଷ୍ଟ ହୋଇପଡ଼ୁଛି। ଆଜି ସକାଳ ୮ଟା ୩୦ ସୁଦ୍ଧା ୩୪ ଡିଗ୍ରୀ ପାରଦ ଟପି ଥିବା ବେଳେ ସାଢେ ୧୧ଟା ସୁଦ୍ଧା ପାରଦ ୪୦ ଡିଗ୍ରୀ ଛୁଇଁଛି। ଆଜି ସକାଳୁ ସକାଳୁ…

ଗ୍ରୀଷ୍ମପ୍ରବାହ ବୃଦ୍ଧି; ଆସନ୍ତା ୩ ଦିନ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଉଁଛି ଗ୍ରୀଷ୍ମପ୍ରବାହ । ଗରମ ଓ ଗୁଳୁଗୁଳୁରେ ଅସହ୍ୟ ଜନଜୀବନ । ତେବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧିକୁ ନଜରରେ ରଖି ଆସନ୍ତା ୩ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ୧୮ ରୁ ୨୦ ତାରିଖ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ…

ଆଉ ୯ ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, କଣ୍ଟାବାଞ୍ଜିରୁ ଲଢିବେ ନବୀନ

ଭୁବନେଶ୍ବର: ବିଧାନସଭା ନିର୍ବାଚନ ପାଇଁ ୫ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି । ନବୀନ ପଟ୍ଟନାୟକ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହୋଇଛନ୍ତି । ସେହିପରି ସମ୍ବଲପୁର ଓ ରେଢ଼ାଖୋଲ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି । ରେଢ଼ାଖୋଲରୁ ପ୍ରାର୍ଥୀ ହେଲେ ପ୍ରସନ୍ନ ଆଚାର୍ଯ୍ୟ ଏବଂ…

ଆଜି ପ୍ରବାଦ ପୁରୁଷଙ୍କ ୨୭ତମ ଶ୍ରାଦ୍ଧ ବାର୍ଷିକ, ନିରାଡ଼ମ୍ବର ଭାବେ ପାଳୁଛି ବିଜେଡି

ଭୁବନେଶ୍ବର: ଆଜି ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ, ମହାନ ଜନନାୟକ, ପ୍ରବାଦ ପୁରୁଷ, ସ୍ଵାଧୀନତା ସଂଗ୍ରାମୀ ବିଜୁ ପଟ୍ଟନାୟକଙ୍କର ୨୭ତମ ଶ୍ରାଦ୍ଧ ବାର୍ଷିକ । ବିଜୁ ବାବୁଙ୍କ ତିରୋଧାନ ଦିବସକୁ ନିରାଡମ୍ବର ଭାବେ ପାଳନ କରୁଛି ବିଜୁ ଜନତା ଦଳ । ଏହି ଦିବସରେ ବିଜୁ ଜନତା ଦଳର ପ୍ରତ୍ୟେକ ସଦସ୍ୟ ବିଜୁ…

ଆଜି ପବିତ୍ର ଶ୍ରୀରାମ ନବମୀ, ରାମ ଧ୍ୱନୀରେ ପ୍ରକମ୍ପିତ ହେଉଛି ସାରା ରାଜ୍ୟ

ଭୁବନେଶ୍ବର: ଆଜି ହେଉଛି ପବିତ୍ର ରାମ ନବମୀ । ଚୈତ୍ର ମାସ ନବମୀ ଆଜିର ଦିନରେ ମର୍ଯ୍ୟଦା ପୁରୁଷ ଶ୍ରୀରାମ ଜନ୍ମ ଗ୍ରହଣ କରିଥିଲେ । ସେଥିପାଇଁ ଆଜିର ଦିନକୁ ରାମ ନବମୀ ଭାବେ ପାଳନ କରାଯାଇଥାଏ । ସମଗ୍ର ଦେଶ ଧୁମ୍ ଧାମରେ ପାଳିବ । ଆଜି ଦିନରେ ରାମ ନବମୀ ବ୍ରତ କରୁଥିବା ବ୍ୟକ୍ତିଙ୍କୁ ଭଗବାନ…

ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ସଂପୂର୍ଣ୍ଣ ନଷ୍ଟ କରିଛନ୍ତି ରାଜ୍ୟ ସରକାର: ସଜ୍ଜନ ଶର୍ମା

ଭୁବନେଶ୍ୱର: ରାଜ୍ୟରେ ସ୍ୱାସ୍ଥ୍ୟବସ୍ଥା ସଂପୂର୍ଣ୍ଣ ବିପର୍ଯ୍ୟସ୍ତ । ମୁଖ୍ୟମନ୍ତ୍ରୀ ନବୀନ ବାବୁଙ୍କ ଶାସନରେ ଓଡିଶାର ସ୍ୱାସ୍ଥ୍ୟ ସେବାକୁ ସମ୍ପୂର୍ଣ୍ଣ ନଷ୍ଟ ହୋଇଛି । ସ୍ୱାସ୍ଥ୍ୟ ବିଭାଗ ଦାୟୀତ୍ୱରେ ଥିବା ମନ୍ତ୍ରୀ ନବ ଦାସ, ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଏୟାର…

ପୁଣି ଏକ ଦନ୍ତା ହାତୀର ମୃତ୍ୟୁ

ଅନୁଗୁଳ: ଅନୁଗୁଳ ଜିଲ୍ଲାରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ । ଆଖୁ ଖାଇବାକୁ ଯାଇ ବିଲରେ ଦିଆ ଯାଇଥିବା ବିଦ୍ୟୁତ ତାରବାଡରେ ଲାଗି ହାତୀର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ବନ୍ତଳା ବନାଞ୍ଚଳ ବନ୍ଦାଣପଶି ଗାଁରେ ଏହି ଦନ୍ତା ହାତୀର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ ଗାଁରେ ଥିବା…