Latest Odisha News

BREAKING NEWS

Browsing Category

ଓଡିଶା

Odisha

ସଫଳ ପ୍ରବାସୀ ଓଡ଼ିଆଙ୍କୁ ନିଜ ପାଖରେ ନରଖିବା ଅନୁତାପର ବିଷୟ: ସୌମ୍ୟ ପଟ୍ଟନାୟକ

ଭୁବନେଶ୍ୱର: ବିଜୁ ଜନତା ଦଳ ନେତା ତଥା ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ରାଜ୍ୟ ଭିତରେ ସଫଳ ପ୍ରବାସୀ ଓଡ଼ିଆଙ୍କୁ ନିଜ ପାଖରେ ରଖିବାରେ ଓଡ଼ିଶା ସରକାର ବିଫଳ ହୋଇଛନ୍ତି କହି ସମାଲୋଚନା କରିଛନ୍ତି। ସାମ୍ବାଦିକମାନଙ୍କ ସହ ଆଲୋଚନା ସମୟରେ ସେ ନିଜର ଉଦବେଗ ପ୍ରକାଶ କରି କହିଛନ୍ତି ଯେ,…

ବିନା ଡାଏଟିଂରେ କମାନ୍ତୁ ଓଜନ, କରନ୍ତୁ କେବଳ ଏହି କାମ

ଭୁବନେଶ୍ଵର: ମୋଟାପଣ ଆଜିକାଲିର ଯୁବପିଢିଙ୍କ ମଧ୍ୟରେ ଏକ ବଡ ସମସ୍ୟା ଭାବରେ ଉଭା ହୋଇଛି । ଏହି ମୋଟାପଣ କାରଣରୁ ଆମକୁ ଅନେକ ରୋଗର ମଧ୍ୟ ସାମ୍ନା କରିବାକୁ ପଡେ । ଓଜନ ହ୍ରାସ କରିବା କେବଳ ସୁନ୍ଦର କିମ୍ବା ଫିଟ୍ ଦେଖାଯିବା ପାଇଁ ନୁହେଁ, ବରଂ ସୁସ୍ଥ ରହିବା ପାଇଁ ମଧ୍ୟ ଆବଶ୍ୟକ । ଓଜନ ହ୍ରାସ…

‘ରାଜ୍ୟର ସର୍ବାଙ୍ଗୀନ ବିକାଶ ଓ ଓଡ଼ିଆ ଅସ୍ମିତା ସୁରକ୍ଷାରେ ରାଜ୍ୟ ସରକାର ବିଫଳ’

ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ବହୁ ପ୍ରଚାରିତ ମହିଳା ସୁରକ୍ଷା ଓ ସଶକ୍ତିକରଣ ଦାବି ଫମ୍ଫା ଆବାଜ ।  ୨୦ଟି ଜିଲ୍ଲାର ଶିଶୁଙ୍କ ଓଜନ ବୟସ ତୁଳନାରେ କମ୍‌ । କେବଳ ଅଣଓଡ଼ିଆ ଠିକାଦାରମାନଙ୍କୁ ମେଗା ପାନୀୟଜଳ ପ୍ରକଳ୍ପର ଠିକା ପ୍ରଦାନ କରିବା ଓ ବଡ ବଡ ପାଣି ଟ୍ୟାଙ୍କରକୁ ନିଜ ଦଳୀୟ ଚିହ୍ନରେ…

ଆସୁଛି ଗଣେଶ ପୂଜା, ଚାନ୍ଦା ଆଦାୟ ଓ ଠାକୁରଙ୍କ ମୂର୍ତ୍ତି ବିକୃତ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର: ଆଗକୁ ଆସୁଛି ଗଣେଶ ପୂଜା । ଏହାକୁ ଦୃଷ୍ଟିରେ ରଖି କମିଶନରେଟ୍‌‌ ପୁଲିସ ତା’ର ପ୍ରସ୍ତୁତି ଆରମ୍ଭ କରିଦେଇଛି । ଗଣେଶଙ୍କ ମୂର୍ତ୍ତି ବିକୃତ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏଥିସହିତ ଚାନ୍ଦା ଓ ବଟି ଆଦାୟ ନେଇ ନୋ’ ଟଲେରାନ୍ସ ନୀତି ଆପଣାଇବାକୁ ସ୍ଥିର କରାଯାଇଛି ।…

ଗ୍ୟାରେଜ ଭିତରେ ଦୀପିକାଙ୍କୁ ତାଲା ପକାଇ ଦେଲେ ଦିନେଶଙ୍କ ବାପାମା’

ବ୍ରହ୍ମପୁର: ସ୍ତ୍ରୀର ଅଧିକାର ଓ ପୁଅକୁ ବାପାର ପରିଚୟ ଦେବା ପାଇଁ ପ୍ରେମିକ ଘର ଆଗରେ ଧାରଣରେ ବସିଥିବା କେ.ଦୀପିକାଙ୍କୁ ଗ୍ୟାରେଜ ଭିତରେ ତାଲା ପକାଇ ଦେଇଛନ୍ତି ଦିନେଶଙ୍କ ବାପାମା’ । ଏପରି ସଂଗୀନ ଅଭିଯୋଗ ଆଣିଛନ୍ତି କେ.ଦୀପିକା । ଦିନେଶଙ୍କ ବାପା ମାଆ ତାଙ୍କୁ ଗ୍ୟାରେଜରେ ତାଲା ପକାଇ…

ଥମୁନି ନିଶା ମାଫିଆଙ୍କ ଦୌରାତ୍ମ୍ୟ: ଚେକିଂ ବେଳେ ଏସଆଇଙ୍କୁ ଆକ୍ରମଣ

ଭୁବନେଶ୍ବର: ରାଜଧାନୀରେ ଥମୁନି ନିଶା ମାଫିଆଙ୍କ ଦୌରାତ୍ମ୍ୟ  । ଗୋଟିଏ ପଟେ  ବ୍ଲକିଂ ଚେକିଂ ଜୋରଦାର ଚାଲିଥିବାବେଳେ ଅନ୍ୟପଟେ ନିଶା ମାଫିଆଙ୍କ ରାଜୁତି ବଢିବାରେ ଲାଗିଛି  । ଶିଶୁପାଳଗଡ ରାସ୍ତାରେ ଚଢାଉ ବେଳେ ଧଉଳି ଥାନା ଏସଆଇଙ୍କୁ ନିଶା ମାଫିଆମାନେ ଆକ୍ରମଣ କରିଥିବା ସୂଚନା ମିଳିଛି …

ଆଜିଠୁ କମିବ ବର୍ଷା ! ଛତିଶଗଡ ମୁହାଁ ସକ୍ରିୟ ଲଘୁଚାପ କ୍ଷେତ୍ର

ଭୁବନେଶ୍ବର : ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ କମିବାର ସମ୍ଭାବନା ରହିଛି  ।କାରଣ ସକ୍ରିୟ ଲଘୁଚାପ କ୍ଷେତ୍ରଟି ଧୀରେ ଧୀରେ ଛତିଶଗଡ ମୁହାଁ ହେଉଛି । ଆଗାମୀ ୪ରୁ ୫ଦିନ ଯାଏଁ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ପାଣିପାଗ ବିଭାଗ  । ସେପଟେ ନିଅଣ୍ଟିଆ…

ଫୁଲୁଛି ବୈତରଣୀ: ଜନବସତିକୁ ବନ୍ୟା ପାଣି ମାଡିଯିବା ଆଶଙ୍କା

ଭଦ୍ରକ : ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ବୈତରଣୀ  । ଆସିଛି ଚଳିତ ବର୍ଷର ଦ୍ବିତୀୟ ବନ୍ୟା ଜଳ । ଆଖୁଆପଦାଠାରେ ବୈତରଣୀର ବିପଦ ସଂକେତ ୧୭.୮୩ ମିଟର ଥିବା ବେଳେ ଏବେ ଜଳସ୍ତର ୧୭.୮୫ ମିଟର ରହିଛି। ଦୁଇ ଦିନ ଧରି ବର୍ଷା ଲାଗିରହିଥିବାରୁ ବୈତରଣୀର ଜଳସ୍ତର ବଢୁଛି  ।  ବୈତରଣୀ…

ଆନ୍ଧ୍ର କବଜାରେ ଓଡିଶାର ୫ଜଣ ମତ୍ସ୍ୟଜୀବୀ

ଛତ୍ରପୁର: ଆନ୍ଧ୍ର ମତ୍ସ୍ୟଜୀବୀଙ୍କ କବଜାରେ ଓଡିଶାର ୫ ମତ୍ସଜୀବୀ । ଏନେଇ ଥାନାରେ ଅଭିଯୋଗ କରିଛନ୍ତି ପରିବାର ଲୋକେ । ସମସ୍ତ ମତ୍ସ୍ୟଜୀବୀ ଗଞ୍ଜାମ ଜିଲ୍ଲା ସାନ ଆର୍ଯ୍ୟପଲ୍ଲୀର ବୋଲି ସୂଚନା ମିଳିଛି । ୧୯ଜଣ ମତ୍ସ୍ୟଜୀବୀ ମାଛ ମାରିବାକୁ ସମୁଦ୍ରକୁ ଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ…

ସହି ପାରିଲେନି ପୁଅର ଦେହାନ୍ତ: ସହିଦ ପୁଅକୁ ଝୁରି ଝୁରି ଚାଲିଗଲେ ମା

ଆନନ୍ଦପୁର: ପ୍ରଥମେ ସ୍ୱାମୀ ଓ ପରେ ପରେ ଦୁଇ ପୁଅଙ୍କୁ ହରାଇବା ପରେ ଏକ ମାତ୍ର ସାହାଭରସା ସାଜିଥିଲା ସାନପୁଅ । ହେଲେ ଦଇବ ସାଜିଲା ଦାଉ । ଯାହାର ମୁହଁକୁ ଚାହିଁ ଦିନ କାଟୁଥିଲା ମା’ ଆଜି ସେ ପୁଅ ଆଉ ଗୋଟେ ମା ପାଇଁ ସହିଦ ହେଇଗଲା । ଏବେ ଆଉ କାହା ମୁହଁକୁ ଅନେଇ ଦିନ କାଟିଥାନ୍ତେ ମା’ ।…