Latest Odisha News

BREAKING NEWS

Browsing Category

ଓଡିଶା

Odisha

ଫୁଲୁଛି ବୈତରଣୀ: ଜନବସତିକୁ ବନ୍ୟା ପାଣି ମାଡିଯିବା ଆଶଙ୍କା

ଭଦ୍ରକ : ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ବୈତରଣୀ  । ଆସିଛି ଚଳିତ ବର୍ଷର ଦ୍ବିତୀୟ ବନ୍ୟା ଜଳ । ଆଖୁଆପଦାଠାରେ ବୈତରଣୀର ବିପଦ ସଂକେତ ୧୭.୮୩ ମିଟର ଥିବା ବେଳେ ଏବେ ଜଳସ୍ତର ୧୭.୮୫ ମିଟର ରହିଛି। ଦୁଇ ଦିନ ଧରି ବର୍ଷା ଲାଗିରହିଥିବାରୁ ବୈତରଣୀର ଜଳସ୍ତର ବଢୁଛି  ।  ବୈତରଣୀ…

ଆନ୍ଧ୍ର କବଜାରେ ଓଡିଶାର ୫ଜଣ ମତ୍ସ୍ୟଜୀବୀ

ଛତ୍ରପୁର: ଆନ୍ଧ୍ର ମତ୍ସ୍ୟଜୀବୀଙ୍କ କବଜାରେ ଓଡିଶାର ୫ ମତ୍ସଜୀବୀ । ଏନେଇ ଥାନାରେ ଅଭିଯୋଗ କରିଛନ୍ତି ପରିବାର ଲୋକେ । ସମସ୍ତ ମତ୍ସ୍ୟଜୀବୀ ଗଞ୍ଜାମ ଜିଲ୍ଲା ସାନ ଆର୍ଯ୍ୟପଲ୍ଲୀର ବୋଲି ସୂଚନା ମିଳିଛି । ୧୯ଜଣ ମତ୍ସ୍ୟଜୀବୀ ମାଛ ମାରିବାକୁ ସମୁଦ୍ରକୁ ଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ…

ସହି ପାରିଲେନି ପୁଅର ଦେହାନ୍ତ: ସହିଦ ପୁଅକୁ ଝୁରି ଝୁରି ଚାଲିଗଲେ ମା

ଆନନ୍ଦପୁର: ପ୍ରଥମେ ସ୍ୱାମୀ ଓ ପରେ ପରେ ଦୁଇ ପୁଅଙ୍କୁ ହରାଇବା ପରେ ଏକ ମାତ୍ର ସାହାଭରସା ସାଜିଥିଲା ସାନପୁଅ । ହେଲେ ଦଇବ ସାଜିଲା ଦାଉ । ଯାହାର ମୁହଁକୁ ଚାହିଁ ଦିନ କାଟୁଥିଲା ମା’ ଆଜି ସେ ପୁଅ ଆଉ ଗୋଟେ ମା ପାଇଁ ସହିଦ ହେଇଗଲା । ଏବେ ଆଉ କାହା ମୁହଁକୁ ଅନେଇ ଦିନ କାଟିଥାନ୍ତେ ମା’ ।…

୬ ମାସ ଭିତରେ ଶେଷ ହେବ ସମସ୍ତ କଲେଜଗୁଡ଼ିକର ଉନ୍ନତିକରଣ କାର୍ଯ୍ୟ: ୫ଟି ସଚିବ

ପୁରୀ: ପୁରୀର ସମସ୍ତ +୨ଏବଂ +୩ କଲେଜଗୁଡ଼ିକ ୫ଟି ରୂପାନ୍ତିକରଣରେ ସାମିଲ କରାଯାଇଛି । ଏଥିସହ ସମସ୍ତ କଲେଜଗୁଡିକ ଉନ୍ନତି ନିମନ୍ତେ ୫୦କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯିବ । ଏକ ମାସ ମଧ୍ୟରେ ସମସ୍ତ କଲେଜଗୁଡିକରେ ଉନ୍ନତିକରଣ କାର୍ଯ୍ୟ ଆରମ୍ଭ କରାଯାଇ ୬ ମାସ ମଧ୍ୟରେ ଶେଷ କରିବା ଲାଗି…

ଗାଁକୁ ରାସ୍ତା ନ ଥିବାରୁ ଷ୍ଟେଚରରେ ନଦୀ ପାର ହେଲେ ଗର୍ଭବତୀ ମହିଳା

ରାୟଗଡା: ଥମିବାର ନା ଧରୁନି ଜନନୀ ଯନ୍ତ୍ରଣା । ସପ୍ତାହ ନ ବିତୁଣୁ ପୁଣି ଥରେ ଦେଖା ଦେଇଛି ରାୟଗଡା ଜିଲ୍ଲାରେ ଜନନୀ ଯନ୍ତ୍ରଣା । ରାସ୍ତା ଘାଟର ସୁବିଧା ନ ଥିବାରୁ ରୋଗୀ ଓ ଗର୍ଭବତୀ ମହିଳାମାନଙ୍କୁ ଷ୍ଟେଚର ସାହାଯ୍ୟରେ ନଦୀ ପାର ହେବାକୁ ପଡ଼ୁଛି । ଏବେ କଲ୍ୟାଣସିଂହପୁର ବ୍ଲକ ସିକରପାଇ…

କ୍ରୀଡ଼ାର ବିକାଶରେ ଓଡ଼ିଶା ଅନ୍ୟ ରାଜ୍ୟ ପାଇଁ ଉଦାହରଣ: ରାଣୀ ରାମପାଲ

ଭୁବନେଶ୍ୱର : ଓଡ଼ିଶା ସରକାର ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ନେଇ ଯେଉଁ ଭଳି କାର୍ଯ୍ୟ କରୁଛନ୍ତି ତାହା ଅତି ପ୍ରଶଂସନୀୟ । କେବଳ ହକି ନୁହେଁ, ଅନ୍ୟ ସମସ୍ତ କ୍ରୀଡ଼ାକୁ ସମାନ ଭାବରେ ପୁଷ୍ଠପୋଷକତା କରୁଛନ୍ତି ରାଜ୍ୟ ସରକାର । କ୍ରୀଡ଼ାର ବିକାଶ ହେଉ କିମ୍ବା କ୍ରୀଡ଼ାବିତ୍‌ଙ୍କୁ…

ବିଜେଡିରେ ଫାଟ:ସୌମ୍ୟ ପଟ୍ଟନାୟକଙ୍କ ଟାର୍ଗେଟରେ ୫ଟି ସଚିବ, ରାଜନୈତିକ ମହଲ ସରଗରମ

ଭୁବନେଶ୍ୱର:ବିଜେଡି ବିଧାୟକ ସୌମ୍ୟ ପଟ୍ଟନାୟକଙ୍କ ସମ୍ପାଦକୀୟକୁ ନେଇ ଆଜି ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି । ବିଜେଡି ବିଧାୟକ ତଥା ଦୈନିକ ସମ୍ବାଦର ସମ୍ପାଦକ ସୌମ୍ୟରଞ୍ଜନ ପଟ୍ଟନାୟକ ଆଜି ସମ୍ବାଦର ପ୍ରଥମ ପୃଷ୍ଠାର ଆମ ଘରର ହାଲଚାଲ ସ୍ତମ୍ଭରେ ୫ଟି ସଚିବଙ୍କୁ ସିଧାସଳଖ ଟାର୍ଗେଟ…

ଧର୍ମ ବିହାରରେ ପିଏନଜି ଶବଦାହ ଗୃହ ଲୋକାର୍ପିତ

ଭୁବନେଶ୍ୱର:ଶବ ଦାହ ପାଇଁ ପିଏନଜି ବା ପାଇପ୍‌ଡ୍ ନ୍ୟାଚୁରାଲ ଗ୍ୟାସ ଶବଦାହ ଗୃହ । ପ୍ରାକୃତିକ ଗ୍ୟାସରେ ହେବ ଶବ ଦାହ । ଲୋଡା ପଡିବନି କାଠ । ଖରା ହେଉ କି ବର୍ଷା, ଶବ ଦାହ ପାଇଁ ରହିବନି ଚିନ୍ତା ।   ଗେଲ୍ (ଇଣ୍ଡିଆ) ଲିମିଟେଡ୍‌ର କର୍ପୋରେଟ୍ ପକ୍ଷରୁ  ଭୁବନେଶ୍ୱରର ଧର୍ମବିହାରଠାରେ…

ଅଗଷ୍ଟ ୨୩ରେ ଆସୁଛି ଆଉ ଏକ ଲଘୁଚାପ ! ଆସନ୍ତା ୨୪ ଘଣ୍ଟା ପାଇଁ ୧୩ ଜିଲ୍ଲାକୁ ୟେଲାେ ୱାର୍ଣ୍ଣିଂ

ଭୁବନେଶ୍ୱର:  ଗତକାଲି  ସକ୍ରିୟ ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ଉତ୍ତର-ପଶ୍ଚିମ ବଙ୍ଗୋପ ସାଗର ପାଶ୍ୱବର୍ତ୍ତୀ  ପଶ୍ଚିମବଙ୍ଗ ଓ ତତ-ସଂଲଗ୍ନ ଉତ୍ତର-ଓଡିଶା ଉପକୂଳ ଅଞ୍ଚଳକର ସକ୍ରିୟ ରହିଛି । ଏହା ଆଗାମୀ ୨ ରୁ୩ ଦିନ ଭିତରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଉତ୍ତର ଓଡିଶା -ଉତ୍ତର ଛତିଶଗଡ…

ମହମ୍ମଦ ମୋକିମଙ୍କୁ ସାମୟିକ ଆଶ୍ୱସ୍ତି : ସଭ୍ୟପଦ ରଦ୍ଦ ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ

କଟକ: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ସାମୟିକ ଆଶ୍ୱସ୍ତି ମିଳିଛି । ସଭ୍ୟପଦ ରଦ୍ଦ ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ । ଦାୟର ଜନସ୍ୱାର୍ଥ ମାମଲାକୁ ଅଗ୍ରାହ୍ୟ କରିଛନ୍ତି  ।  ଏ ନେଇ ଜନସ୍ବାର୍ଥ ମାମଲା  ଦାୟର କରିଥିଲେ ଡାକ୍ତର ରବିରଞ୍ଜନ ସାହୁ ।…