Latest Odisha News

BREAKING NEWS

Browsing Category

ଓଡିଶା

Odisha

୧୯ ରେ ଆଣ୍ଡାମାନ ଛୁଇଁବ ମୌସୁମୀ, ୧୭ରୁ ୪ ଡିଗ୍ରୀ ଯାଏ ବଢ଼ିବ ତାପମାତ୍ରା

ଭୁବନେଶ୍ୱର:ଏଥିର ସହଳ ମୌସୁମୀ ଆସିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଆସନ୍ତା ୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁବ। ଆଣ୍ଡାମାନ ସାଗର, ନିକୋବର ଦ୍ୱୀପପୁଞ୍ଜ ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରକୁ ମୌସୁମୀ ବାୟୁ ଅଗ୍ରସର ହେବ। ଗତବର୍ଷ ଏହି ସମୟରେ ଉପରୋକ୍ତ…

ଆଜି ଆସୁଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟରାମ ରମେଶ

ଭୁବନେଶ୍ୱର: କଂଗ୍ରେସ ସପକ୍ଷରେ ପ୍ରଚାର କରିବାକୁ ଆଜି ଓଡ଼ିଶା ଆସୁଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ହେବିୱେଟ୍ ନେତା ଜୟରାମ ରମେଶ। କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ଓଡ଼ିଶାରେ ପହଞ୍ଚିବା ପରେ ଦିନ ୧୨ଟାରେ ସାମ୍ବାଦିକ ସମ୍ମିଳନୀ କରିବେ। ତେବେ ଜୟରାମ ଗସ୍ତ ପୂର୍ବରୁ…

ଶେଷ ହେଲା ପ୍ରଥମ ପର୍ଯ୍ୟାୟ ଲେଢଇ: ୭୪ ପ୍ରତିଶତ ମତଦାନ, ୨୮୦ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍

ଭୁବନେଶ୍ୱର: ଅବିଭକ୍ତ କୋରାପୁଟ ଜିଲ୍ଲାରେ ଶାନ୍ତିପୂର୍ଣ୍ଣ ଭାବେ ନିର୍ବାଚନ ସଂପନ୍ନ ହୋଇଛି। ଆସନ୍ତା ୫ ବର୍ଷ ପାଇଁ ନେତାଙ୍କ ଭାଗ୍ୟର ଫଇସଲା ହୋଇଛି। ଶାନ୍ତିଶୃଙ୍ଖଳାର ସହ ରାଜ୍ୟରେ ସରିଲା ପ୍ରଥମ ପର୍ଯ୍ୟାୟ ମତଦାନ। କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକସଭା ସହ ୨୮ଟି…

ସିବିଏସଇ ଦଶମ ଓ ଦ୍ଵାଦଶ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ହାସଲ କରିଛି ବିଜେଇଏମ୍-୨

ଭୁବନେଶ୍ୱର: ପ୍ରକାଶ ପାଇଛି ସିବିଏସଇ ଦଶମ ଓ ଦ୍ଵାଦଶ ପରୀକ୍ଷା ଫଳ । ଚଳିତ ବର୍ଷ ମୋଟ ପାସ୍ ହାର ୮୭.୯୮ ପ୍ରତିଶତ ରହିଛି । ଏହା ମଧ୍ୟରୁ ଝିଅଙ୍କ ପାସ୍ ହାର ୯୧.୫୨ ପ୍ରତିଶତ ଥିବା ବେଳେ, ପୁଅଙ୍କ ପାସ୍ ହାର ୮୫.୧୨ ରହିଛି । ତେବେ ସତ୍ୟଭାମାପୁ୍ର ସ୍ଥିତ ବିଜେଇଏମ୍ -୨ ଇଂଲିଶ ମାଧ୍ୟମ ସ୍କୁଲ…

ବିଜେଡି ନେତ୍ରୀ ଅପୂର୍ବା ଅପରୁପାଙ୍କ କାରରୁ ୧୦ ଲକ୍ଷରୁ ଅଧିକ ଟଙ୍କା ଜବତ

ବୌଦ୍ଧ: ନିର୍ବାଚନ ସମୟରେ ବିଜେଡି ନେତ୍ରୀଙ୍କ କାରରୁ ମିଳିଲା ପୁଳା ପୁଳା ଟଙ୍କା। ବୌଦ୍ଧ-ନୟାଗଡ଼ ସୀମା ଚେକ୍ ପଏଣ୍ଟରେ ପୁଲିସ ଏକ କାରରୁ ନଗଦ ୧୦ ଲକ୍ଷରୁ ଅଧିକ ଟଙ୍କା ଜବତ କରିଛି। ଜବତ ସମୟରେ କାରରେ ଅପୂର୍ବା ଅପରୁପା ନାମକ ବିଜେଡି ଦଳର ଜଣେ ମହିଳା ନେତ୍ରୀ ଥିଲେ। ପୁରୁଣାକଟକ ପୁଲିସ…

ବ୍ରହ୍ମପୁରରେ ବିଜେପିର ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଅଭିଯୋଗ

ବ୍ରହ୍ମପୁର: ବିଜେପିର ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଅଭିଯୋଗ। ସ୍ବାଧୀନ ବିଧାୟକ ଶିବସୁନ୍ଦର ଦାସ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ଉତ୍କଳମଣି ୟୁପି ସ୍କୁଲର ବୁଥରେ ମତଦାନ ଚାଲିଥିବା ବେଳେ ପ୍ରଦୀପ ପାଣିଗ୍ରାହୀ…

ସରିଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ; ସନ୍ଧ୍ୟା ୫ଟା ସୁଦ୍ଧା ୬୨.୩୧ ପ୍ରତିଶତ ‌ମତଦାନ

ଭୁବନେଶ୍ବର: ରାଜ୍ୟରେ ଶେଷ ହୋଇଛି ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ । ଚାରି ଲୋକସଭା ଆସନ ଓ ଏହାର ଅଧୀନସ୍ଥ ୨୮ଟି ବିଧାନସଭା କ୍ଷେତ୍ରରେ ମତଦାନ ଶେଷ ହେଲା । ସନ୍ଧ୍ୟା ୫ଟା ସୁଦ୍ଧା ୬୨.୩୧ ପ୍ରତିଶତ ‌ମତଦାନ ହୋଇଛି । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ କାର୍ଯ୍ୟାଳୟର ସୂତ୍ରରୁ ଏହି ସୂଚନା ମିଳିଛି…

ଚେକିଂ ବେଳେ କାରରୁ ୧୦ ଲକ୍ଷ ଟଙ୍କା ଜବତ କରିଛି ପୋଲିସ

ବୌଦ୍ଧ:ବର୍ତମାନ ନିର୍ବାଚନ ପାଇଁ ଚାରିଆଡେ ପୋଲିସ  ଚେକିଂ ଆରମ୍ଭ କରିଛି । ଚେକିଂ ବେଳେ  କାର୍ ରୁ ୧୦ ଲକ୍ଷ ଟଙ୍କା ଜବତ କରିଛି ପୋଲିସ । ଆଜି ବୌଦ୍ଧ ଓ ନୟାଗଡ଼ ଜିଲ୍ଲା ସୀମାନ୍ତରେ ପୋଲିସ ଗାଡ଼ି ଚେକିଂ କରୁଥିଲା । ଏହି ସମୟରେ ଏକ କାର୍ ରୁ ୧୦ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ଜବତ କରିଛି…

ମାଓ ପ୍ରବଣ ଅଞ୍ଚଳରୁ ମତଦାନ ସାରି ହେଲିକପ୍ଟର ଯୋଗେ ଫେରିଲେ ନିର୍ବାଚନ ଅଧିକାରୀ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ମାଓ ପ୍ରବଣ ଅଞ୍ଚଳରୁ ମତଦାନ ସାରି ଚାରି ଗୋଟି ବୁଥ୍ ରୁ ନିର୍ବାଚନ ଅଧିକାରୀ ଓ କର୍ମଚାରୀ ମାନେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେହି ଚାରି ଗୋଟି ମତଦାନ କେନ୍ଦ୍ର ଗୁଡିକ ହେଲା ବୋଡ଼େନ ବ୍ଲକ ପାଟଧରା, କାଠଫେର ଓ କୋମନା ବ୍ଲକ ଜାମଗାଁ ଓ ଦେଓସିଲ । ଅପରାହ୍ନ…

କାହାର ହେବ ଭଞ୍ଜନଗର ?

ଭୁବନେଶ୍ବର : ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ବିଧାନସଭା ଆସନ । ଦିନେ କଂଗ୍ରେସର ଗଡ ଥିବା ଏହି ସିଟ୍ ପାଲଟିଛି ବିଜେଡିର ଅଭେଦ୍ୟ ଦୁର୍ଗ। ଭଞ୍ଜନଗରରେ ବିଜେଡିରୁ ପୁଣି ପ୍ରାର୍ଥୀ ହୋଇଛନ୍ତି ଦଳର ଟାଣୁଆ ନେତା ବିକ୍ରମ କେଶରୀ ଆରୁଖ। ଗତ ଛଅ ଥର ହେଲା ଏଠାରୁ ଜିତି ଆସୁଛନ୍ତି ଆରୁଖ । ଏଥର ସପ୍ତମ ଥର…