Latest Odisha News

BREAKING NEWS

Browsing Category

ଓଡିଶା

Odisha

କଂଗ୍ରେସର ଲୋକସଭା ପ୍ରାର୍ଥୀ ସଞ୍ଜୟ ଭୋଇ ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆରମ୍ଭ କଲେ ପ୍ରଚାର ପ୍ରସାର

ବରଗଡ଼: ଲୋକସଭା ଆସନ ପାଇଁ କଂଗ୍ରେସର ଲୋକସଭା ପ୍ରାର୍ଥୀ ସଞ୍ଜୟ ଭୋଇ ଆଜି କଂଗ୍ରେସ କର୍ମୀ ମାନଙ୍କ ସହିତ ବରଗଡ଼ ତଳିପଡ଼ା ସ୍ଥିତ ଦେବୀ ମା' ସମଲେଶ୍ୱରୀଙ୍କ ଦର୍ଶନ କରି ତାଙ୍କର ପ୍ରଚାର ପ୍ରସାର ଆରମ୍ଭ କରିଛନ୍ତି। ଦେବୀ ମାଁଙ୍କଠାରେ ଦର୍ଶନ କରି ଆଶୀର୍ବାଦ ଲାଭ କରିବା ପରେ ଆଜି ଇଦ୍ ଅବସରରେ…

କେଉଁଠି ଛିଡୁନି ଟିକେଟ୍ ଅଙ୍କ?

ଭୁବନେଶ୍ବର: ଟିକେଟ୍ ଘୋଷଣାରେ ବିଳମ୍ବ, ଦ୍ୱନ୍ଦ୍ୱରେ ଆଶାୟୀ । କାହିଁକି ବାହାରୁନି ପ୍ରାର୍ଥୀ ତାଲିକା? ଟିକେଟd ଅଙ୍କକଷାରେ କେଉଁଠି କେଁ ? ବିଦ୍ରୋହୀ ଭୟରେ ଗଡୁଛି କି ତାରିଖ ପରେ ତାରିଖ? ସବୁଠି ମିଶ୍ରଣ, ଦଳରେ ନୂଆ ସମୀକରଣ । ଟିକେଟ୍ ଚୂଡାନ୍ତ ପାଇଁ ହେଉଛି କି ବାଧା? ସମୟ ଯେତିକି…

ବାଇକ ଆରୋହୀଙ୍କୁ ଧକ୍କା ଦେଲା କାର୍: ଜଣେ ମୃତ, ଦୁଇ ଗୁରୁତର

ଭୁବନେଶ୍ୱର: ପୁରୀ ଜିଲ୍ଲାର ଗୋପ ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଗୁରୁବାର ସକାଳେ ଫୁଲ ତୋଳୁଥିବା ବେଳେ ଏକ କାର ମାଡିଯାଇଥିଲା। ଏହାପରେ ଏକ ବାଇକ ଆରୋହୀଙ୍କୁ ଧକ୍କା ଦେଇଥିଲା କାର୍ । ଫଳରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ…

ଅଜଣା ଗାଡି ଧକ୍କାରେ ଚାଲିଗଲା ୩ ଯୁବକଙ୍କ ଜୀବନ

ବରଗଡ: ବରଗଡ଼ ଜିଲ୍ଲା ଲୁହୁରାଚଟି ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଜାତୀୟ ରାଜପଥ ଉପରେ ଅଜଣା ଗାଡ଼ି ଧକ୍କାରେ ୩ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଯୁବକ ମାନେ ଅଶୋକା ବିଲିକନ କମ୍ପାନୀର କର୍ମଚାରୀ ବୋଲି ଜଣାପଡିଛି l ସୂଚନା ଅନୁଯାୟୀ, ଗତ ରାତିରେ ବରଗଡ଼ ଜିଲ୍ଲା ସୋହେଲା ଥାନା…

୨ ବିଧାୟକଙ୍କ ସଭ୍ୟପଦ ରଦ୍ଧ, ସଭ୍ୟପଦ ରଦ୍ଦ କଲେ ବାଚସ୍ପତି ପ୍ରମିଳା ମଲ୍ଲିକ

ଭୁବନେଶ୍ଵର: ଦୁଇ ବିଧାୟକଙ୍କ ସଭ୍ୟପଦ ରଦ୍ଦ । ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦ ରଦ୍ଦ ହୋଇଛି । ବିଧାନସଭା ବାଚସ୍ପତି ପ୍ରମିଳା ମଲ୍ଲିକ ଏହି ଦୁଇ ଜଣଙ୍କ ବିଧାୟକ ପଦକୁ ରଦ୍ଦ କରିଛନ୍ତି । ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ନିର୍ଦେଶାବଳୀ…

ପୁଣି ଅଶାନ୍ତ ପଦ୍ମକେଶରୀପୁର, ଫୁଟିଲା ବୋମା, ୨ ଆହତ

ଭୁବନେଶ୍ଵର: ପୁଣି ଅଶାନ୍ତ ପଦ୍ମକେଶରୀପୁର । କିଛି ଦିନର ବିରତି ପରେ ପୁଣି ଥରେ ପଦ୍ମକେଶରୀପୁରରେ ଅଶାନ୍ତି ଦେଖିବାକୁ ମିଳିଛି । ସୁଧ ଟଙ୍କା କାରବାରକୁ ନେଇ ପଦ୍ମକେଶରୀପୁରରେ ବୋମାମାଡ ହୋଇଛି । ବୋମାମାଡରେ ଗୋଟିଏ ପରିବାରର ୨ଜଣ ଆହତ ହୋଇଛନ୍ତି । ୨ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ…

ଗଜପତିର ଖଜୁରି ଗୁଡ଼କୁ ମିଳିଲା ଜିଆଇ ମାନ୍ୟତା

ଗଜପତି: ଗଜପତି ଜିଲ୍ଲାର ଖଜୁରୀ ଗୁଡ଼କୁ ମିଳିଛି ଭୌଗୋଳିତ ସଂକେତ ବା ଜିଆଇ ଟ୍ୟାଗ୍ ମାନ୍ୟତା । ଗଜପତିର ଗୁଡ ଚାଷୀ ବହୁତ ଦିନ ହେଲା ଧାରଣାରେ ବସିଥିବା ବେଳେ ତାଙ୍କ ଦାବି ଆଜି ପୂରଣ ହୋଇଛି । ଜିଆଇ ଟ୍ୟାଗ ମିଳିବା ପରେ ଏହାର ଚାହିଦା ଦେଶ ବିଦେଶରେ ଆହୁରି ବୃଦ୍ଧି ହେବା ସହ ଅନେକ…

ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ହାଲୁକା ବର୍ଷା

ଭୁବନେଶ୍ଵର: ପଶ୍ଚିମା ଝଡ ପ୍ରଭାବରେ ବାୟୁମଣ୍ଡଳର ମଧ୍ୟ ଏବଂ ଉପରିଭାଗର ନିମ୍ନଚାପ ରେଖା ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ଲାଗିରହିଛି । ଟ୍ୱିନ ସିଟିରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ଏଥିସହ ରାଜ୍ୟର ୧୪…

ବିଶ୍ଵ ଛେନାପୋଡ ଦିବସ, ଜିଆଇ ଟ୍ୟାଗକୁ ଆଉ କେତେଦିନ…

ଭୁବନେଶ୍ଵର: ମିଠା, ନାଁ ଶୁଣୁ ଶୁଣୁ ନା ନା ପ୍ରକାରର ସ୍ୱାଦିଷ୍ଟ ମିଠା ମନକୁ ଆସିଯାଏ । ଓଡିଆଙ୍କ ପରମ୍ପରା ତ ପିଠା ଆଉ ମିଠାରୁ ଜଣା ପଡିଯାଏ । ପଖାଳ ଦିବସ, ରସୋଗଲା ଦିବସ ଭଳି ଆଜି ହେଉଛି ଛେନା ପୋଡ ଦିବସ । ଛେନାପୋଡ ନାଁ ଶୁଣିଲେ ପାଟିରେ ପାଣି ଆସିଯାଏ । ଥରେ ଯିଏ ଏହାର ସ୍ୱାଦ ପାଇଛି ଆଉ…

ନିର୍ବାଚନ ୨୦୨୪: ଷ୍ଟ୍ରଙ୍ଗରୁମରେ ପହଁଚିଲା ଇଭିଏମ ଓ ଭିଭିପ୍ୟାଟ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ୨୦୨୪ ପାଇଁ ଆଉ ମାତ୍ର ଦିନ କେଇଟା ବାକି । ସେଥିପାଇଁ ଚଳଚଞ୍ଚଳ ସବୁ ରାଜ୍ୟ ସହ ରାଜନୈତିକ ଦଳ । ପ୍ରସ୍ତୁତି ଏବେ ଶେଷ ପର୍ଯ୍ୟାୟରେ । ତେବେ ଚଳିତ ଏକକ ସାଧାରଣ ନିର୍ବାଚନକୁ ସ୍ୱଚ୍ଛ,ଅବାଧ ଓ ନିରପେକ୍ଷ କରିବା ନିମନ୍ତେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ…