Latest Odisha News

BREAKING NEWS

Browsing Category

ଓଡିଶା

Odisha

ପଞ୍ଚ ପଣ ଶପଥପାଠ କରାଇଲେ ଅର୍ଥମନ୍ତ୍ରୀ, କହିଲେ ୨୦୪୭ ସୁଦ୍ଧା ଭାରତକୁ ବିକଶିତ ଓ ଆତ୍ମନିର୍ଭରଶୀଳ କରାନ୍ତୁ

ପୁରୀ: ଦୁଇଦିନିଆ ଓଡ଼ିଶା ଗସ୍ତରେ ଥିବା କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଦ୍ୱିତୀୟ ଦିନରେ ଶ୍ରୀଜିଉଙ୍କ ଦର୍ଶନ ସାରି ପେଣ୍ଠକଟାଠାରେ ସଦାଶିବ ସଂସ୍କୃତ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ‘ମୋ ମାଟି ମୋ ଦେଶ’ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଅଭିଭାଷଣ ରଖି…

ବିଏମସି ପକ୍ଷରୁ ସବୁ ସ୍କୁଲରେ କରାଯିବ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ବର: ବିଏମସି ପକ୍ଷରୁ ସବୁ ସ୍କୁଲରେ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ କରାଯିବ। ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷକ , ଶିକ୍ଷୟତ୍ରୀଙ୍କୁ ଡେଙ୍ଗୁ ନେଇ ସଚେତନ କରାଯିବ। ସ୍କୁଲରେ ସଚେତନତା ବ୍ୟତୀତ ଘର ଘର ବୁଲି ସଚେତନତା କାର୍ଯ୍ୟକ୍ରମ ବଢ଼ାଇବା, ସଫେଇ ଏବଂ ଘର ଭିତର ସଫା ରଖିବାକୁ ପରାମର୍ଶ…

ରାଜଗାଙ୍ଗପୁରରେ ରେଲ୍‌ ଓଭରବ୍ରିଜ: ସିଧାସଳଖ ଲୋକଙ୍କ ଠାରୁ ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

 ଭୁବନେଶ୍ୱର: ସୁନ୍ଦରଗଡ ଜିଲ୍ଲାର ରାଜଗାଙ୍ଗପୁର ଠାରେ ଏକ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରା ନ ଯାଇ  ସିଧା ସଳଖ ଲୋକଙ୍କ ଠାରୁ ଜମି କିଣାଯିବ ।  ରାଜ୍ୟ ସରକାର ଲୋକଙ୍କଠାରୁ ସିଧାସଳଖ ଜମି କିଣି ପ୍ରକଳ୍ପ କାମ ଆଗେଇ ନେବେ ।  ଏମିତି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ …

ଖୁବଶୀଘ୍ର ରାଜ୍ୟର ସମସ୍ତ ଜିଲ୍ଲାରେ ମିଳିବ କୃତ୍ରିମ ଅଙ୍ଗ ପ୍ରତିରୋପଣ ସୁବିଧା

ଭୁବନେଶ୍ୱର: ଏଣିକି ଆଉ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଆସି କୃତ୍ରିମ ଅଙ୍ଗ ପ୍ରତିରୋପଣ କରିବାକୁ ପଡିବ ନାହିଁ। ରାଜ୍ୟର ସମସ୍ତ ଜିଲ୍ଲାରେ ଉନ୍ନତ ପୁନର୍ବାସ କେନ୍ଦ୍ର (ARC) ଖୋଲାଯିବ। ଖୁବଶୀଘ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଅନୁମୋଦନ ଦେବେ। ରାଜ୍ୟର ସମସ୍ତ ଜିଲ୍ଲାରେ ମିଳିବ…

ବର୍ଷାଦିନେ ମାଛ ଖାଉଥିଲେ ତୁରନ୍ତୁ ବନ୍ଦ କରନ୍ତୁ, ନଚେତ…

ଭୁବନେଶ୍ଵର: ମାଛ ବର୍ଷର ସବୁ ଋତୁରେ ମିଳିଥାଏ। ଯଦି ଆପଣ ବର୍ଷା ଋତୁରେ ମଧ୍ୟ ମାଛ ଖାଉଛନ୍ତି ତେବେ ହୋଇଯାଆନ୍ତୁ ସାବଧାନ । କାରଣ ମାଛ ସ୍ଵାସ୍ଥ୍ୟ ପାଇଁ ଉପକାରୀ ହୋଇଥାଏ ସତ ମାତ୍ର ବର୍ଷା ଦିନେ ମାଛ ଖାଇବା ସ୍ଵାସ୍ଥ୍ୟ ପାଇଁ ହାନିକାରକ ହୋଇଥାଏ । ମୌସୁମୀ ଆସିବା କ୍ଷଣି ଆମକୁ ଆରାମ ମିଳିଥାଏ…

ଆସନ୍ତା ଦୁଇ ଘଣ୍ଟା କଟକ, ଭୁବନେଶ୍ୱରରେ ପ୍ରବଳ ବର୍ଷା; ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ଆଇଏମଡି

ଭୁବନେଶ୍ୱର: ଆସନ୍ତା ତିନି ଘଣ୍ଟା ପାଇଁ ସତର୍କ ସୂଚନା ଜାରି କଲା ଭାରତୀୟ ପାଣିପାଗ ବିଭାଗ ଆଇଏମଡି  । ଗୁରୁବାର ମଧ୍ୟାହ୍ନରୁ ଅପରାହ୍ନ ୩ ଭିତରେ ଟ୍ୱିନ ସିଟି ଭୁବନେଶ୍ୱର, କଟକ ସମେତ ୧୫ ଜିଲ୍ଲାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡଘଡି ସହ ବର୍ଷା ହେବା ସମ୍ଭବନା ରହିଛି । ଏହି ସବୁ…

ତ୍ରୁଟିପୂର୍ଣ୍ଣ ମାର୍କସିଟ୍ ମାମଲା : ସିବିଆଇ ତଦନ୍ତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ଜେଇଇ ପରିଚାଳନା ବିଭ୍ରାଟ ମାମଲା  । ମାର୍କ ସିଟ୍ ଘୋଟାଲାର ତଦନ୍ତ କରିବ ସିବିଆଇ  । ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ। ୪ ମାସ ଭିତରେ ତଦନ୍ତ ସାରି ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଓଡିଆ ଛାତ୍ର ଅଂଶୁମାନ କାନୁନଗୋଙ୍କ ପକ୍ଷରୁ ଏ ନେଇ ଏକ ମାମଲା ଦାଖଲ…

ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନରେ ଅର୍ଥମନ୍ତ୍ରୀ, ଅମୃତ କଳା ଯାତ୍ରାର କଲେ ଶୁଭାରମ୍ଭ

ପୁରୀ: ସ୍ୱାଧୀନତା ସଂଗ୍ରାମୀ ଜୟୀ ରାଜଗୁରୁଙ୍କ ଜନ୍ମମାଟି ପୁରୀ ବୀରହରେକୃଷ୍ଣପୁର ଗାଁରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଠାରେ କେନ୍ଦ୍ର ମନ୍ତ୍ରୀଙ୍କୁ ସଂକୀର୍ତ୍ତନ ମଣ୍ଡଳୀ ଜରିଆରେ କରାଗଲା ସ୍ୱାଗତ। ସୀତାରମଣ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବା ସହ ଅମୃତ…

ଲୋକାରଣ୍ୟ ହାଟ ଭିତରେ ସୁରକ୍ଷାକର୍ମୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୩ ଗୁରୁତର

ସୁନ୍ଦରଗଡ: ଲୋକାରଣ୍ୟ ସାପ୍ତାହିକ ବଜାର । ଚାଲିଥାଏ କିଣାବିକା । ହଠାତ ଫୁଟିଲା ଗୁଳି । କେହି କିଛି ବୁଝି ପାରି ନ ଥିଲେ । ସେତେବେଳେକୁ ଗୁଳିମାଡରେ ତିନିଜଣ ବ୍ୟକ୍ତି ଲହୁଲୁହାଣ ହୋଇ ପଡିଲେଣି । ଏମିତି ଘଟଣା ଆଜି ସକାଳୁ ଦେଖିବାକୁ ମିଳିଥିଲା ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା…

ବିଦ୍ୟୁତ ତାର ସଂସ୍ପର୍ଶ ଆସି ଚାଲିଗଲା ଛାତ୍ରଙ୍କ ଜୀବନ

ସୁବର୍ଣ୍ଣପୁର: ବିଦ୍ୟୁତ ଆଘାତରେ ଜଣେ ଯୁକ୍ତଦୁଈ ଛାତ୍ର ମୃତ l ମୃତକ ଛାତ୍ର ହେଲେ ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ବାଙ୍କବିଜା ଗାଁର ଧର୍ମରାଜ ବାଗ l ୧୧ କେଭି ତାର ସଂସ୍ପର୍ଶ ରେ ଆସି ମୃତ୍ୟୁ l ସୁଚନା ଅନୁସାରେ, ଆଜି ସକାଳୁ ପରୀକ୍ଷା ଦେବାକୁ ଯିବା ପୂର୍ବରୁ ଧର୍ମରାଜ ନିଜ ଘରେ ଥିବା…