Latest Odisha News

BREAKING NEWS

Browsing Category

ଓଡିଶା

Odisha

ନିର୍ବାଚନ ୨୦୨୪: ଷ୍ଟ୍ରଙ୍ଗରୁମରେ ପହଁଚିଲା ଇଭିଏମ ଓ ଭିଭିପ୍ୟାଟ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ୨୦୨୪ ପାଇଁ ଆଉ ମାତ୍ର ଦିନ କେଇଟା ବାକି । ସେଥିପାଇଁ ଚଳଚଞ୍ଚଳ ସବୁ ରାଜ୍ୟ ସହ ରାଜନୈତିକ ଦଳ । ପ୍ରସ୍ତୁତି ଏବେ ଶେଷ ପର୍ଯ୍ୟାୟରେ । ତେବେ ଚଳିତ ଏକକ ସାଧାରଣ ନିର୍ବାଚନକୁ ସ୍ୱଚ୍ଛ,ଅବାଧ ଓ ନିରପେକ୍ଷ କରିବା ନିମନ୍ତେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ…

ପ୍ରଚାର ପାଇଁ ଓଡ଼ିଶା ଆସିବେ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀ

ଭୁବନେଶ୍ୱର: ପାଖେଇ ଆସୁଛି ନିର୍ବାଚନ ତାରିଖ। ରାଜନୈତିକ ଦଳ ପ୍ରଚାର ପ୍ରସାର ଅଭିଯାନକୁ ଖୁବ ଚଞ୍ଚଳ କରିଲେଣି। ୨୦୨୪ ନିର୍ବାଚନ ପାଇଁ ଜମି ଆସିଲାଣି ପ୍ରଚାର। ରାଜନୈତିକ ଦଳ ପାଇଁ ଷ୍ଚାର ପ୍ରଚାରକ ପ୍ରଚାର କରୁଥିବା ବେଳେ ହେବି ୱେଟ ନେତା ମଧ୍ୟ ଜୋରସୋରରେ ଚଲାଇଛନ୍ତି ପ୍ରଚାର ଅଭିଯାନ। ତେବେ…

ମୁଁ ବିଜେପିରେ ଅଛି, ଖୁବଶୀଘ୍ର ରାଉଲକେଲା ପ୍ରାର୍ଥୀତ୍ୱ ସ୍ଥିର କରିବ ଦଳ: ଦିଲୀପ ରାୟ

ରାଉରକେଲା: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଜ୍ୟର ବରିଷ୍ଠ ରାଜନେତା ଦିଲୀପ ରାୟ ଦିଲ୍ଲୀରୁ ଫେରିବା ପରେ ରାଉରକେଲାରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଛି। ଦିଲୀପ ରାଏଙ୍କ ସହିତ ବିଜେପିର ସୁନ୍ଦରଗଡ଼ ସଂସାଦ ପ୍ରାର୍ଥୀ ଜୁଏଲ୍ ଓରାମ ମଧ୍ୟ ରହିଥିଲେ। ସାଧାରଣ ଲୋକ ଓ ବିଜେପି…

ଓଡ଼ିଶା ପାଇଁ ୫୯ ଜଣିଆ ପ୍ରଚାର କମିଟି ତାଲିକା ଜାରି କଲା କଂଗ୍ରେସ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରତ୍ୟେକ ଦଳ ନିଜ ନିଜର ଅଣ୍ଟା ଭିଡ଼ିବା ଆରମ୍ଭ କଲେଣି। ଆଜି ବିଜେଡ଼ି ୩୮ ଜଣିଆ କମିଟି ଗଠନ କରିଥିବା ବେଳେ କଂଗ୍ରେସ ତା’ର ପ୍ରଚାର କମିଟି ତାଲିକା ପ୍ରକାଶ କରିଛି। ଏଥିରେ ୫୯ ଜଣଙ୍କ ନାମ ରହିଛି। ଉକ୍ତ କମିଟିରେ ଭକ୍ତ ଚରଣ ଦାସ…

କଡ଼ା ସୁରକ୍ଷା ବଳୟ ଭିତରେ ଷ୍ଟ୍ରଙ୍ଗ ରୁମକୁ ପହଞ୍ଚିଲା ଇଭିଏମ

ଖୋର୍ଦ୍ଧା: ପାଖେଇ ଆସୁଛି ନିର୍ବାଚନ। ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ନିର୍ବାଚନ ପୂର୍ବରୁ ଷ୍ଟ୍ରଙ୍ଗ ରୁମକୁ ଆସିଛି ଇଭିଏମ । କଡା ସୁରକ୍ଷା ବଳୟରେ ଖୋର୍ଦ୍ଧା ସ୍ଥିତ ପଣ୍ୟଗାରରୁ ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟକୁ ଆସିଛି ଇଭିଏମ। ଜଟଣୀ, ଜୟଦେବ, ଭୁବନେଶ୍ୱର…

ଗାଡ଼ିରେ କଳାକାଚ ଲାଗିଥିଲେ ଗଣିବେ ଜୋରିମାନା

ଭୁବନେଶ୍ୱର: ଆସନ୍ତା ୧୯ ତାରିଖରୁ ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଆରମ୍ଭ ହେବାକୁ ଯାଉଛି । ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ତେବେ ନିର୍ବାଚନକୁ ଦୃଷ୍ଟରେ ରଖି ଗାଡ଼ିର କଳାକାଚ ଯାଞ୍ଚ ଅଭିଯାନ ଆରମ୍ଭ କରିଛି ଓଡ଼ିଶା ପୋଲିସ। ଗାଡ଼ିରେ କଳାକାଚ ଲାଗିଥିଲେ ଗଣିବେ…

କେରଳରେ ପ୍ରେମିକାଙ୍କୁ ହତ୍ୟା, କନ୍ଧମାଳରୁ ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର: ପ୍ରେମିକାଙ୍କୁ ହତ୍ୟା କରିବା ଅଭିଯୋଗରେ କେରଳ ପୋଲିସ କନ୍ଧମାଳରୁ ଅଭିଯୁକ୍ତକୁ କଲା ଗିରଫ। ଅଭିଯୁକ୍ତ ଜଣଙ୍କ କନ୍ଧମାଳରେ ରଚିଥିଲା ପ୍ରେମ। ପ୍ରେମିକାଙ୍କୁ କେରଳ ନେଇ କଲା ହତ୍ୟା। ଏଭଳି ହତ୍ୟା ଘଟଣାର ଅଭିଯୁକ୍ତକୁ କୋଟଗଡ ପୋଲିସ ସହାୟତାରେ କେରଳ ପୋଲିସ ଗିରଫ କରିବାରେ ସକ୍ଷମ…

ଗନ୍ଧମାର୍ଦ୍ଦନ ପାହାଡରେ ପୋଲିସ-ମାଓ ଗୁଳି ବିନିମୟ ଘଟଣା: ଛତ୍ରଭଙ୍ଗ ଦେଲେ ୧୫ରୁ ଉର୍ଦ୍ଧ୍ୱ ମାଓବାଦୀ

ବରଗଡ: ମାତ୍ର ଦୁଇ ମାସ ମଧ୍ୟରେ ବରଗଡ଼ ଜିଲ୍ଲାର ପାଇକମାଳ ଥାନା ଅଞ୍ଚଳରେ ମାଓବାଦୀ ମାନେ ଦୁଇ ଦୁଇ ଥର ନିଜ ଉପସ୍ଥିତି ଜାହିର କରିଛନ୍ତି । ମଙ୍ଗଳବାର ଡିଭିଏଫ୍-ଏସଓଜି ଓ ସିଆରପିଏଫ୍ ଟିମ୍ ର ମିଳିତ କମ୍ବିଂ ଅପରେସନ କରଯାଇଥିବା ବେଳେ ପ୍ରଥମେ ମାଓବାଦୀ ମାନେ ଗୁଳି ଚଳାଇଥିଲେ । ଏହାର ପାଲଟା…

ବ୍ରହ୍ମଗିରିରେ ଉମା ଉପାସନା ଲଢେଇ

ଭୁବନେଶ୍ୱର: କାହାକୁ ବାଛିବ ବ୍ରହ୍ମଗିରି ? ଦାଦାଙ୍କ ପରେ ପୁଣି ପଦ୍ମ ଫୁଟାଇବେ କି ଉପାସନା ? ପୁଣି ବିଜେପିକୁ ଦେବେ କି ବିଜୟ ଭେଟି ? ନା ବିଜେପିଠାରୁ ବ୍ରହ୍ମଗିରି ଛଡାଇ ନେବେ ଉମା ? କେତେ ସଫଳ ହେବ ବିଜେଡିର ବ୍ରହ୍ମଗିରି ରଣନୀତି ? ଉମା ସାମନ୍ତରାୟଙ୍କୁ ସିପାହି କରି ସଫଳତା ପାଇବ କି ଦଳ…

ନିର୍ବାଚନ ଇସ୍ତାହାର କମିଟି ଘୋଷଣା, ୩୮ ଜଣିଆ କମିଟି ଗଠନ କଲା ବିଜେଡି

ଭୁବନେଶ୍ୱର: ଆସନ୍ତା ୧୯ ତାରିଖରୁ ସାରା ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଆରମ୍ଭ ହେବାକୁ ଯାଉଛି । ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ତେବେ ନିର୍ବାଚନକୁ ଦୃଷ୍ଟରେ ରଖି ଇସ୍ତାହାର କମିଟି ଘୋଷଣା କଲା ବିଜେଡି। ୩୮ ଜଣିଆ ଇସ୍ତାହାର କମିଟି ଗଠନ କରିଛି ବିଜେଡି। ଏହି…