Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭଦ୍ରକ ପୌରପାଳିକାର ଅଧ୍ୟକ୍ଷା ଗୁଲମୁଖି ହବିବ ବିଜେଡିରେ ସାମିଲ, ନିର୍ବାଚନ ପୂର୍ବରୁ ବଢ଼ିଲା ବଳ

ଭୁବନେଶ୍ୱର: ବିଜୁ ଜନତା ଦଳରେ ଯୋଗ ଦେଲେ ଭଦ୍ରକ ପୌରପାଳିକାର ଅଧ୍ୟକ୍ଷା ଗୁଲମୁଖି ହବିବ। ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ସେ ବିଜେଡିରେ ଯୋଗଦେବା ଭଦ୍ରକରେ ଶାସକ ଦଳର ସ୍ଥିତି ମଜବୁତ ହୋଇଛି। ରାଜ୍ୟରେ ପୌରପାଳିକାର ନେତୃତ୍ୱ ନେଉଥିବା ପ୍ରଥମ ମୁସଲମାନ ମହିଳା ଭାବେ ପରିଚିତ…

ରାଉରକେଲାରୁ ବିଜେପି ପ୍ରାର୍ଥୀ ହେବେ ଦିଲ୍ଲୀପ ରାୟ: ଜୁଏଲ ଓରାମ

ରାଉରକେଲା: ନିର୍ବାଚନ ଲଢ଼ିବା ପାଇଁ କୋର୍ଟରୁ ଅନୁମତି ପାଇବା ପରେ ବିଜେପିରୁ ବିଧାୟକ ପ୍ରାର୍ଥୀ ହୋଇପାରନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବ୍ୟବସାୟୀ ଦିଲ୍ଲୀପ ରାୟ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ତଥା ବିଜେପିର ସୁନ୍ଦରଗଡ ଲୋକସଭା ସାଂସଦ ପ୍ରାର୍ଥୀ ତଳସରା ନିର୍ବାଚନ…

ନିର୍ବାଚନ ପ୍ରସ୍ତୁତି ପାଇଁ ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସ୍ଥଗିତ

ସମ୍ବଲପୁର: ଲୋକସଭା ଓ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ହନୁମାନ ଜୟନ୍ତୀ ଅବସରରେ ସମ୍ବଲପୁର ସହରରେ କୌଣସି ଶୋଭାଯାତ୍ରା କିମ୍ବା ରାଲି ଆୟୋଜନ କରାଯିବ ନାହିଁ। ହନୁମାନ ଜୟନ୍ତୀ ସମନ୍ବୟ ସମିତି ସହ ବୈଠକ ପରେ ସମ୍ବଲପୁର ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଏହି ନିଷ୍ପତ୍ତି…

ଦଳ ଡେଇଁବା ପରେ ଗଣେଶ୍ବରଙ୍କୁ ବିଜେଡି ଭିତରୁ ଜୋରଦାର ବିରୋଧ

କେନ୍ଦ୍ରାପଡ଼ା: ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା କଂଗ୍ରେସରୁ ଶାସକ ଦଳରେ ଯୋଗ ଦେବା ପରେ ବିଜୁ ଜନତା ଦଳର ନେତା ଓ କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଦଳୀୟ କର୍ମୀ ଓ ନେତାମାନେ ଗଣେଶ୍ବର ବେହେରାଙ୍କ ପ୍ରବେଶକୁ ତୀବ୍ର ବିରୋଧ କରିବା ସହ ଆମଦାନୀ ହୋଇଥିବା ନେତାଙ୍କୁ ନିର୍ବାଚନ…

ଲକ୍ଷ୍ମୀ ବସ ସହ ମୋଟର ସାଇକେଲର ଧକ୍କା, ଜଣେ ମୃତ

ବୌଦ୍ଧ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ଅନ୍ତର୍ଗତ ଲମ୍ବସାରୀ ଛକ ନିକଟରେ ଲକ୍ଷ୍ମୀ ବସ୍ ଓ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ମୋଟର ସାଇକେଲରେ ଆରୋହୀ ମାନେ ହେଲେ କଣ୍ଟାମାଳ ବ୍ଲକ ବିଚିକା ଗାଁର ପ୍ରଶାନ୍ତ ମହାନନ୍ଦିଆ ଓ ବାଲ୍ମିକି ମହାନନ୍ଦିଆ। ଦୁର୍ଘଟଣାରେ ଆହତ…

ରାଜଧାନୀରେ ପୁଣି ମାତିଲେ ଆପାର୍ଟମେଣ୍ଟ ଲୁଟାରା, ୨ଟି ଫ୍ଲାଟ୍ ରୁ ଲୁଟି ନେଲେ

ଭୁବନେଶ୍ବର: ପୁଣି ରାଜଧାନୀରେ ମାତିଲେ ଆପାର୍ଟମେଣ୍ଟ ଲୁଟେରା ଗ୍ୟାଙ୍ଗ । ପାହାଳସ୍ଥିତ ଅଂଚଳରେ ଥିବା ମେଟ୍ରୋ ସାଟେଲାଇଟ ସିଟି ଆପାର୍ଟମେଣ୍ଟରୁ କଲେ ଲୁଟ୍ । ସିସିଟିଭି କ୍ୟାମେରାରେ ଲୁଟ୍ ର ଦୃଶ୍ୟ କଏଦ୍ ହୋଇଛି । ଗତକାଲି ବିଳମ୍ବିତ ରାତିରେ ୭ ରୁ ଅଧିକ ଲୁଟେରା ଆସି ଏହି ଆପାଟମେଣ୍ଟର…

ରାଜଧାନୀରେ ପୁଣି କଳା କାଚ ଧରପଗଡ, ନିୟମ ନମାନିଲେ ଦେବାକୁ ପଡ଼ିବ ମୋଟା ଅଙ୍କର ଜରିମାନା

ଭୁବନେଶ୍ବର: ରାଜଧାନୀକୁ ପୁଣି ଫେରିଲା କଳା କାଚ ଚେକିଂ ଅଭିଯାନ । ଆଜି ରାଜଧାନୀର ବିଭିନ୍ନ ସ୍ଥାନରେ କମିଶନରେଟ୍ ପୋଲିସ ପକ୍ଷରୁ ଚେକିଂକୁ କଡ଼ାକଡ଼ି କରାଯାଇଛି । ଟ୍ରାଫିକ ପୋଲିସ ଓ ଆରଟିଓ ପକ୍ଷରୁ ହେଲା ଜଏଣ୍ଟ ରେଡ୍ । ଗାଡ଼ି ଅଟକାଇ କଳା ଜରି ବାହାର କଲେ ପୋଲିସ ବାବୁ । ପୋଲିସ…

ପୁରୀ ବେଳାଭୂମିରେ ଶହ ଶହ ଜେଲିଫିସ୍; ଦୁର୍ଗନ୍ଧରେ ଫାଟି ପଡୁଛି ଅଞ୍ଚଳ, ଅସନ୍ତୋଷ ପର୍ଯ୍ୟଟକ

ପୁରୀ: ପୁରୀ ବେଳାଭୂମିରେ ପଡ଼ିଛନ୍ତି ଶହ ଶହ ଜେଲିଫିସ୍ । ଦିଗବାରେଣୀ ଛକ ବେଳାଭୂମିରେ ଭାସୁଛନ୍ତି ଶହ ଶହ ସଂଖ୍ୟାରେ ଜେଲି ଫିସ । ଏହା ବିଷାକ୍ତ ହୋଇଥିବାରୁ ସମୁଦ୍ରରେ ଗାଧୋଉଥିବା ପର୍ଯ୍ୟଟକଙ୍କ ପାଇଁ ବିପଦ ସୃଷ୍ଟି ହୋଇଛି । ଏହାକୁ ଦେଖି ଅସନ୍ତୋଷ ବ୍ୟକ୍ତ କରିଛନ୍ତି ପର୍ଯ୍ୟଟକ । ତେଣୁ…

ଗନ୍ଧମାର୍ଦ୍ଦନ ପର୍ବତରେ ସୁରକ୍ଷାକର୍ମୀ-ମାଓ ମୁହାମୁହିଁ, ଗୁଳି ବିନିମୟ ଜାରି

ବରଗଡ଼: ପୁଣି ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ । ବରଗଡ଼ ଜିଲ୍ଲାର ଗନ୍ଧମାର୍ଦ୍ଦନ ପାହାଡ଼ରେ ପୋଲିସ ଓ ମାଓ ଗୁଳିବିନିମୟ । ଗତକାଲି ବିଳମ୍ବିତ ରାତିରୁ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଚାଲିଛି । ଏହି ଅଞ୍ଚଳରେ ପୁଣି ସକ୍ରିୟ ହୋଇ ଉଠିଛନ୍ତି ମାଓବାଦୀ । ସୂଚନା ମୁତାବକ,…

ବାଲୁକା କଳାରେ ହିନ୍ଦୁ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ହିନ୍ଦୁ ନବ ବର୍ଷ ତଥା ରାଷ୍ଟ୍ରୀୟ ନବ ବର୍ଷ । ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକା ଚିତ୍ର କଳା ମାଧ୍ୟମରେ ଦେଶବାସୀ ଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୁରୀ ନିଳାଦ୍ରୀ ବେଳାଭୂମିରେ ବାଲୁକା ଚିତ୍ର କଳା ରେ…