Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜ୍ଞାମାଳ ବିଜେ ପରେ ଅନୁକୁଳ ହେଲା ରଥକାଠ, ସେପଟେ ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିଲେ ମହାପ୍ରଭୁ

ପୁରୀ: ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମହାପ୍ରଭୁଙ୍କ ରଥକାଠ ଅନୁକୁଳ ହୋଇଛି । ରଥ ନିର୍ମାଣ ପାଇଁ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବିଜେ ହୋଇଛି । ଆଜ୍ଞାମାଳ ଆସିବା ପରେ ପୂଜାର୍ଚ୍ଚନା କରାଯାଇ ରଥକାଠ ଅନୁକୁଳ ହୋଇଛି । ଏହାପରେ ରଥ ନିର୍ମାଣର ବିଧି ଆରମ୍ଭ ହେବ । ରଥଖଳାରେ ବନଯାଗ ବିଧିରେ…

ନବରଙ୍ଗପୁରରେ ବଦଳୁଛି ହାୱା !

ଭୁବନେଶ୍ବର : ନବରଙ୍ଗପୁରରେ ଘଡିକେ ଘୋଡା ଛୁଟୁଛି । ପ୍ରଥମେ ନେତା ବଦଳାଇଲେ ଦଳ, ଏବେ ବଦଳୁଛି ମାହୋଲ ! ବଦଳିବ କି ଲୋକସଭା ବାଜି ? ଏଥର ନବରଙ୍ଗପୁରରେ ତିନି ପ୍ରମୁଖ ଦଳର ପ୍ରାର୍ଥୀ ପ୍ରଚାର ମଇଦାନରେ ଆକ୍ଟିଭ ରହିଛନ୍ତି । ତେବେ ସିଧାସଳଖ ମୁକାବିଲା ବିଜେଡି ଓ ବିଜେପି ମଧ୍ୟରେ ହେଇପାରେ ।…

ପକୁଡ଼ି ଖାଇ ଗୋଟିଏ ପରିବାରର ୧୦ ରୁ ଉର୍ଦ୍ଧ୍ୱ ଅସୁସ୍ଥ, କାରଣ ଅସ୍ପଷ୍ଟ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଜଗନ୍ନାଥପାଲି ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପକୁଡ଼ି ଖାଇ ଗୋଟିଏ ପରିବାରର ୧୦ ରୁ ଉର୍ଦ୍ଧ୍ୱ ଅସୁସ୍ଥ ହୋଇଛନ୍ତି l ସମସ୍ତ ଅସୁସ୍ଥଙ୍କୁ ଉଲୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି l ସୂଚନା ଅନୁସାରେ, ଆଜି ସକାଳ…

ଓଡିଶାରେ ପ୍ରଥମ; ୩ ବ୍ରାଉନ୍ ସୁଗର ବେପାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ୧ ଲକ୍ଷ ଟଙ୍କା ଜୋରିମାନା

ଭୁବନେଶ୍ବର: ରାଜ୍ୟରେ ପ୍ରଥମ କରି ୩ ଜଣ ବ୍ରାଉନ୍ ସୁଗର ବେପାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି ଭୁବନେଶ୍ୱର ସ୍ଥିତ ଅତିରିକ୍ତ ଜିଲ୍ଲା ଜଜ୍ ତଥା ସ୍ୱତନ୍ତ୍ର ଜଜ୍‌ଙ୍କ କୋର୍ଟ । ଏନ୍‌ଡିପିଏସ୍ ଆକ୍ଟ ୧୯୮୫ ଅନୁଯାୟୀ ସେମାନଙ୍କୁ ବେଆଇନ ବ୍ରାଉନ୍ ସୁଗାର କାରବାରରେ ଜଡିତ ନେଇ…

୭ ଜିଲ୍ଲାକୁ କାଳବୈଶାଖୀ ସତର୍କତା, ଆଗାମୀ ୩ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ ତୋଫାନ

ଭୁବନେଶ୍ୱର:ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ ତୋଫାନ ହେବାର ଆଶଙ୍କା ରହିଛି। ଏନେଇ ଟ୍ଲିନସିଟି ସମେତ ୭ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି କଲା ପାଣିପାଗ ବିଭାଗ। ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ସମେତ କନ୍ଧମାଳ, ମୟୁରଭଞ୍ଜ ଏବଂ…

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ନାମାଙ୍କନ ଭରିଲେ ହେବିୱେଟ୍

ଭୁବନେଶ୍ବର: ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ନାମାଙ୍କନ ପତ୍ର ଦାଖଲ କଲେ ହେବିୱେଟ୍ ଓ ସିନେ ତାରକା । ତେବେ ହଜାର ହଜାର ସମର୍ଥକଙ୍କ ସହ ବିରାଟ ବାଇକ୍ ଶୋଭାଯାତ୍ରାରେ ଆସି କେନ୍ଦ୍ରାପଡ଼ା ଲୋକସଭା ଆସନରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବୈଜୟନ୍ତ ପଣ୍ଡା । ସେହିପରି ନିଜର ସମର୍ଥକଙ୍କ…

‘ଷଷ୍ଠଥର ପାଇଁ ଯଦି ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନ ହେବେ, ତା’ହେଲେ ମୁଁ ରାଜନୀତିରୁ ସନ୍ୟାସ ନେବି’

ଭୁବନେଶ୍ୱର: ଆଜି ବରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଝାରସୁଗୁଡ଼ା ଓ ବ୍ରଜରାଜନଗରରେ ଧୂଆଁଧାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ଭିକେ ପାଣ୍ଡିଆନ । ଏହି ଅବସରରେ ଲୋକସଭା ପ୍ରାର୍ଥୀ ପରିଣିତା ମିଶ୍ର ଏବଂ ଝାରସୁଗୁଡ଼ା ବିଧାନସଭା ପ୍ରାର୍ଥୀ ଦୀପାଳି ଦାସ ଓ…

ଦାରିଦ୍ର୍ୟ ଓ ମାନବ ବିକାଶ ନିରୀକ୍ଷଣ ସଂସ୍ଥାର କାହାଣୀ ଭିତ୍ତିକ ମୂଲ୍ୟାଙ୍କନ ନୀତି ଆୟୋଗ ସମ୍ମିଳନୀରେ ପ୍ରସଂଶିତ

ଭୁବନେଶ୍ବର:ଓଡ଼ିଶା ସରକାରଙ୍କ ଦାରିଦ୍ର୍ୟ ଓ ମାନବ ବିକାଶ ନିରୀକ୍ଷଣ ସଂସ୍ଥା (PHDMA) ର ସଦସ୍ୟ ସଚିବ ରୂପା ରୋଶନ ସାହୁ PHDMAର ଗୁଣାତ୍ମକ ନିରୀକ୍ଷଣ ଆଭିମୁଖ୍ୟ କିପରି ନୀତି ନିର୍ଧାରଣରେ ସହାୟକ ହୁଏ, ସେହି ବିଷୟରେ ଭାରତ ସରକାରଙ୍କ ନୀତି ଆୟୋଗର ଉନ୍ନୟନ ନିରୀକ୍ଷଣ ଓ ମୂଲ୍ୟାୟନ…

ଆଗାମୀ  ୩ରୁ ୪ ଦିନ ହେବ ଝଡ ବର୍ଷା

ଭୁବନେଶ୍ବର: ଆଗାମୀ ୩ରୁ ୪ ଦିନ ଝଡ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ ।  ରାଜ୍ୟରେ ବର୍ତ୍ତମାନ ମିଶ୍ରିତ ପାଗ ରହିଛି । ସକାଳେ ଖରା ହେଉଛି । ଅପରାହ୍ଣରେ ପ୍ରଭାବ ଦେଖାଉଛି କାଳବୈଶାଖୀ । ଗତ କିଛି ଦିନ ହେବ ଖରା ତାତିରୁ ଆଶ୍ୱସ୍ତି ମିଳିଛି । ତେବେ ଏନେଇ ଆଜି ଅଧିକ ସୂଚନା…

ବିଜେଡିର ଇସ୍ତାହାରକୁ ଧମେନ୍ଦ୍ରଙ୍କ କଟାକ୍ଷ: ଫମ୍ପା ପ୍ରତିଶ୍ରୁତି

ସମ୍ବଲପୁର: ବିଜେଡିର ନିର୍ବାଚନୀ ଇସ୍ତାହାରକୁ କଟାକ୍ଷ କରି କହିଲେ ଧର୍ମେନ୍ଦ୍ର ପ୍ରଧାନ । କହିଲେ, ଘୋଷଣାପତ୍ରରେ କିଛି ନୂଆ ନାହିଁ, ଲୋକଙ୍କୁ ଦେଇଛନ୍ତି ଫମ୍ପା ପ୍ରତିଶ୍ରୁତି, ୨୪ ବର୍ଷ ପରେ ମୌଳିକ ସମସ୍ୟାର କିଛି ବି ସମାଧାନ ହୋଇନାହିଁ । ଗତକାଲି ବିଜେଡି ତାର ଇସ୍ତାହାର ପତ୍ର ଜାରି…