Latest Odisha News

BREAKING NEWS

Browsing Category

ଓଡିଶା

Odisha

୩ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଗଞ୍ଜେଇ ଜବତ କଲା ପୋଲିସ, ଡ୍ରାଇଭର ଫେରାର

କୋରାପୁଟ: ୩ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଗଞ୍ଜେଇ ଜବତ କଲା ପୋଲିସ । ଅଳ୍ପକେ ବର୍ତ୍ତିଗଲା ଡ୍ରାଇଭର । ପାଟ୍ରୋଲିଂ ସମୟରେ ଏକ ପିକଅପ୍ ଭ୍ୟାନରୁ ୧୨୦ କେଜିର ଗଞ୍ଜେଇ ଜବତ କରିଛି ନନ୍ଦପୁର ପୋଲିସ । ପିକଅପ୍ ଭ୍ୟାନରେ ସିକ୍ରେଟ୍ ଚାମ୍ବର କରି ଗଞ୍ଜେଇ ଚାଲାଣ କରୁଥିଲେ ମାଫିଆ । ସୂଚନା…

ଓଡ଼ିଶା ଅଗ୍ନିଶମ ବିଭାଗ ଉଦ୍ଧାର କାର୍ଯ୍ୟରେ ଆଉ ଦୁଇ ପାଦ ଆଗକୁ ବଢ଼ିବ, ଆପଣେଇବ ବୈଷୟିକ ଜ୍ଞାନକୌଶଳ

ଭୁବନେଶ୍ୱର: ଓଡ଼ିଶାର ଅଗ୍ନିଶମ ବିଭାଗ ଏବେ ନୂତନ ଓ ଉନ୍ନତ ବୈଷୟିକ ଜ୍ଞାନକୌଶଳକୁ ଆପଣାଉଛି । ଯାହା ଦ୍ୱାରା ଉଦ୍ଧାର କାର୍ଯ୍ୟ ବେଶ୍‌ ସହାୟକ ହେବ । ନିକଟରେ ଅଗ୍ନିଶମ ବିଭାଗରେ କୁକୁର ସାମିଲ ହେବ ବୋଲି ନିଷ୍ପତ୍ତି ନିଆଯାଇଥିଲା । ବର୍ତମାନ ରୋବଟ୍‌ ଏବଂ ସର୍ଚ୍ଚ କ୍ୟାମେରା ସାମିଲ…

ବିଜେଡିରେ ସାମିଲ ହେଲେ ଗଣେଶ୍ୱର ବେହେରା

ଭୁବନେଶ୍ଵର: ବିଜେଡିରେ ସାମିଲ୍‌ ହେଲେ ବରିଷ୍ଠ ନେତା ଗଣେଶ୍ୱର ବେହେରା । ଶଙ୍ଖ ଭବନକୁ ଆସି ଦଳୀୟ ସମର୍ଥକଙ୍କ ସହ ବିଜେଡିରେ ମିଶିଲେ ଗଣେଶ୍ୱର । ନିକଟରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ ପୂର୍ବତନ ବିଧାୟକ ଗଣେଶ୍ୱର ବେହେରା । କଂଗ୍ରେସର ଜଣେ ଟାଣୁଆ ନେତା ଭାବେ ବେଶ୍ ଜଣାଶୁଣା ଥିଲେ…

ଜେଲ ପାଚେରୀ ଡେଇଁ ୨ ବିଚାରଧିନ କଏଦୀ ଫେରାର

ଭବାନୀପାଟଣା: ଜିଲ୍ଲା ମୁଖ୍ୟ କାରାଗାରରୁ ୨ ବିଚାରଧୀନ ବନ୍ଦୀ ଚମ୍ପଟ୍‌ । ୨ ବନ୍ଦୀଙ୍କ ଫେରାର ନେଇ ସୂଚନା ଦେଲ ଜେଲ୍‌ ସୁପରିଟେଣ୍ଡଣ୍ଟ । ୨ ବନ୍ଦୀଙ୍କ ମଧ୍ୟରୁ ଜଣେ ନୂଆପଡ଼ାର, ଅନ୍ୟଜଣେ ଧର୍ମଗଡ଼ର ହୋଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ, ରବିବାର ସକାଳୁ ବଗିଚା କାମ କରୁଥିବା…

ଭୀଷଣ ଗ୍ରୀଷ୍ମପ୍ରବାହରୁ ମିଳିବ ଆଶ୍ୱସ୍ତି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର : ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାଇ ରବିବାରରୁ ରାଜ୍ୟରେ ଭୀଷଣ ଗ୍ରୀଷ୍ମପ୍ରବାହରୁ ଆଶ୍ୱସ୍ତି ମିଳିବ । କଟକ, କେନ୍ଦୁଝର,ଅନୁଗୁଳ, ଢେଙ୍କାନାଳ, ଯାଜପୁର ଆଦି ୫ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିଭଳି…

ବିଜେଡିରେ ମିଶିଲେ ଲେଖାଶ୍ରୀ ସାମନ୍ତସିଂହାର, ସକାଳେ ବିଜେପିରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ଵର: ବିଜେଡିରେ ମିଶିଲେ ଲେଖାଶ୍ରୀ ସାମନ୍ତସିଂହାର । ଶଙ୍ଖ ଭବନରେ ଶହ ଶହ କର୍ମୀଙ୍କ ମଧ୍ୟରେ ଆସି ବିଜେଡିରେ ମିଶିଲେ ଲେଖାଶ୍ରୀ । ଆଜି ସକାଳୁ ସକଳୁ ବିଜେପି ଛାଡ଼ିଥିଲେ ଲେଖାଶ୍ରୀ । ସୋସିଆଲ ମିଡିଆରେ ଇସ୍ତଫା ନେଇ ସୂଚନା ଦେଇଥିଲେ ଲେଖାଶ୍ରୀ । ବିଜେଡିରେ ସାମିଲ ହେବା ପରେ…

୫ ସଂସଦୀୟ କ୍ଷେତ୍ର ପାଇଁ ନୂତନ ସଂଯୋଜକ ନିଯୁକ୍ତ କଲା ବିଜେଡି

ଭୁବନେଶ୍ଵର: ନିର୍ବାଚନ ପୂର୍ବରୁ ବିଜେଡିର ନୂଆ ଷ୍ଟ୍ରାଟେଜି । ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ଚନ୍ଦ୍ରଶେଖର ସାହୁଙ୍କୁ ଦାୟିତ୍ୱ ମିଳିଥିବାବେଳେ ଭଦ୍ରକ ପାଇଁ ମିଳିଛି ଦେବାଶିଷ ସାମନ୍ତରାୟଙ୍କୁ ଦାୟିତ୍ୱ । ସେହିପରି କେନ୍ଦ୍ରାପଡା ପାଇଁ ପ୍ରତାପ ଜେନା, କଳାହାଣ୍ଡି ପାଇଁ ସୁଜିତ କୁମାର ଓ…

ଭାରସ୍ୟାମ ହରାଇ ୩୦ ଫୁଟ ତଳକୁ ଖସିପଡ଼ିଲା ପିକ୍ଅପ୍ ଭ୍ୟାନ୍, ୩ ଗୁରୁତର

ବାଲେଶ୍ଵର: ଭାରସ୍ୟାମ ହରାଇ ଚେକ ପୋଷ୍ଟକୁ ଧକ୍କା ଦେଇ ୩୦ ଫୁଟ ତଳକୁ ଖସିପଡ଼ିଲା ପିକ୍‌ଅପ୍ ଭ୍ୟାନ୍‌ । ଏହି ଦୁର୍ଘଟଣାରେ ୩ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ଘଟିଛି ଏହି ଦୁର୍ଘଟଣା। ଘଟଣାସ୍ଥଳରେ…

ବିଜେପି ଛାଡ଼ିଲେ ଲେଖାଶ୍ରୀ ସାମନ୍ତସିଂହାର, ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା

ଭୁବନେଶ୍ଵର: ସକାଳୁ ସକାଳୁ ବିଜେପିକୁ ଲାଗିଲା ବଡ଼ ଝଟକା । ଦଳ ଛାଡିଲେ ବିଜେପିର ଟାଣୁଆ ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର । ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ଲେଖାଶ୍ରୀ । ଏନେଇ ସୋସିଆଲ ମିଡିଆରେ ଦେଲେ ସୂଚନା । ବିଜେପିରେ ଉପସଭାପତି ଥିଲେ ଲେଖାଶ୍ରୀ । ବିଜେପି ରାଜ୍ୟ…

ନିର୍ବାଚନ ଆଚରଣ ବିଧି ଭିତରେ ଗୋଟିଏ ଦିନରେ ସୀମିତ ରହିବ ଭୁବନେଶ୍ୱର ପ୍ରତିଷ୍ଠା ଦିବସ ପାଳନ

ଭୁବନେଶ୍ବର: ରାଜ୍ୟରେ ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବାରୁ ଭୁବନେଶ୍ୱର ପ୍ରତିଷ୍ଠା ଦିବସ ଗୋଟିଏ ଦିନ ପାଇଁ ପାଳନ କରିବାକୁ ରାଜ୍ୟ ସରକାର ସଂକଳ୍ପ ନେଇଛନ୍ତି। ଶନିବାର ଭୁବନେଶ୍ୱରରେ ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଆନୁଷ୍ଠାନିକ ଉତ୍ସବର…