Latest Odisha News

BREAKING NEWS

Browsing Category

ଓଡିଶା

Odisha

ସମ୍ ଅଲଟିମେଟ ସିଇଓଙ୍କୁ ‘ଉତ୍କଳ ପ୍ରତିଭା ସମ୍ମାନ’ ପୁରସ୍କାର

ଭୁବନେଶ୍ବର : ଉତ୍କଳ ଦିବସ ଅବସରରେ ସମ୍ ଅଲ୍ଟିମେଟ୍ ମେଡିକେୟାରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ. ଶ୍ବେତପଦ୍ମା ଦାସଙ୍କୁ ସମ୍ମାନଜନକ 'ଉତ୍କଳ ପ୍ରତିଭା ସମ୍ମାନ'ରେ ସମ୍ମାନିତ କରାଯାଇଛି। ପୁରସ୍କାର ସମାରୋହ ଆୟୋଜନ କରିଥିବା ଉତ୍କଳ ପ୍ରତିଭା ଫାଉଣ୍ଡେସନ ପକ୍ଷରୁ ସ୍ୱାସ୍ଥ୍ୟ ସେବା…

ବିଜେପିରେ ଯୋଗ ଦେଲେ ରମେଶ ସାଏ, ଗତକାଲି ଛାଡିଥିଲେ ବିଜେଡ଼ି

ଅନୁଗୁଳ: ଆଠମଲ୍ଲିକ ବିଧାୟକ ରମେଶ ସାଏ ଦଳ ଛାଡ଼ିଛନ୍ତି । ଗତକାଲି ଦଳ ଛାଡିବା ପରେ ଆଜି ସେ ବିଜେପିରେ ଯୋଗ ଦେଇଛନ୍ତି । ଆଜି କତଡା ଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ସେ ଆଉ ତାଙ୍କର ଶତାଧିକ ସମର୍ଥକ ବିଜେପିରେ ଯୋଗ ଦେଇଛନ୍ତି । ସୂଚନା ଅନୁସାରେ ପ୍ରଶାସନିକ…

ଟାଟୁ ଦେଲା ପ୍ରମାଣ: ବ୍ୟବସାୟୀଙ୍କଠାରୁ ୧୧ ଲକ୍ଷ ଟଙ୍କା ଲୁଟ୍ ଘଟଣାରେ ୪ ଜଣଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର: ସ୍ଥାନୀୟ ବ୍ୟବସାୟୀଙ୍କଠାରୁ ୧୧ ଲକ୍ଷ ଟଙ୍କା ଚୋରି ଘଟଣାରେ ସଂପୃକ୍ତ ୪ ଜଣଙ୍କୁ କମିସନରେଟ୍ ପୁଲିସ ଗିରଫ କରିଛି। ଏହି ଅଭିଯୁକ୍ତ ଗିରଫ ହୋଇଛନ୍ତି ଲୁଟର ଶିକାର ହୋଇଥିବା ବ୍ୟକ୍ତି ଦେଇଥିବା ସୁରାକକୁ। ସେ କହିଥିଲେ ଲୁଟେରାଙ୍କୁ ଜାଣିନାହାନ୍ତି। କିନ୍ତୁ ଜଣଙ୍କ ହାତରେ ଟାଟୁ…

“ଓଡ଼ିଶା ଏକମାତ୍ର ରାଜ୍ୟ ଯେଉଁଠି ପ୍ରଶାସନିକ ଅଧିକାରୀମାନେ ଶାସକ ଦଳର କର୍ମୀ ସାଜି ନିର୍ବାଚନ ପ୍ରଚାର…

ଭୁବନେଶ୍ୱର: ଓଡିଶା ବୋଧହୁଏ ଏକମାତ୍ର ରାଜ୍ୟ ଯେଉଁଠି ପ୍ରଶାସନିକ ଅଧିକାରୀମାନେ ଶାସକ ଦଳର ଗୁଣ୍ଡାଭଳି କାର୍ଯ୍ୟ କରିବା ସହ କର୍ମୀ ସାଜି ନିର୍ବାଚନ ପ୍ରଚାର ମଧ୍ୟ କରନ୍ତି । ନିର୍ବାଚନ ଆସିଲେ ବିଜୁ ଜନତା ଦଳ ସରକାରୀ କର୍ମଚାରୀମାନଙ୍କୁ ନିଜର କର୍ମୀ ଭଳି ବ୍ୟବହାର କରେ । ଯାହାର ନମୁନା ବିଗତ…

ତୃତୀୟ ପର୍ଯାୟ ପ୍ରାର୍ଥୀ ଘୋଷଣା କଲା ବିଜେଡି, ନୂଆ ଚେହେରାକୁ ଗୁରୁତ୍ବ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୪ ବିଧାନସଭା ନିର୍ବାଚନ ପାଇଁ ତୃତୀୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଏହି ତାଲିକାରେ ରେଙ୍ଗାଲି ବିଧାନସଭା ଆସନ ପାଇଁ ସୁଦର୍ଶନ ହରିପାଲଙ୍କୁ ପ୍ରାର୍ଥୀ କରାଯାଇଛି। ରାଉରକେଲା ପାଇଁ ସାରଦା ପ୍ରସାଦ ନାୟକ,…

ଓଡ଼ିଶାର ସାମଗ୍ରିକ ବିକାଶ କରିବାରେ ବିଫଳ ହୋଇଛି ବିଜେଡ଼ି : ବିଜେପି

ଭୁବନେଶ୍ୱର: ବିଜେପିରେ ଯୋଗ ଦେଲେ ଜଗତସିଂହପୁର ପୂର୍ବତନ ଜିଲ୍ଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ । ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ କାଜୁ ନିଗମର ପୂର୍ବତନ ଚେୟାରମ୍ୟାନ ଅମରେନ୍ଦ୍ର ଦାସ ନିଜ ହଜାର ହଜାର ସମର୍ଥକଙ୍କ ସହ ବିଜେଡି ଛାଡି ଆନୁଷ୍ଠାନିକ ଭାବେ…

କଟକ ଏବଂ ଜଗତସିଂହପୁର ପାଇଁ ନିଯୁକ୍ତି ହେଲେ ନୂଆ ଜିଲ୍ଲାପାଳ

ଭୁବନେଶ୍ଵର: କଟକ ଏବଂ ଜଗତସିଂହପୁର ପାଇଁ ନିଯୁକ୍ତି ହେଲେ ନୂଆ ଜିଲ୍ଲାପାଳ । ଆଏଏସ ଅରିନ୍ଦମ ଡାକୁଆଙ୍କୁ କଟକ ଜିଲ୍ଲାପାଳ ଭାବେ ନିଯୁକ୍ତି କରାଯାଇଥିବା ବେଳେ ଆଏଏସ ଅନୁପମ ଶାହାଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି । ପୂର୍ବରୁ କଟକ, ଜଗତସିଂହପୁର ଜିଲ୍ଲାପାଳଙ୍କୁ ବଦଳି…

ବିଜେଡିର ଛିଣ୍ଡୁନି ବାଲେଶ୍ୱର ଅଙ୍କ !

ଭୁବନେଶ୍ୱର: ବିଜେଡିର ବାଲେଶ୍ୱର ଦ୍ୱନ୍ଦ୍ୱ । ରାଜ୍ୟର ୨୦ଲୋକସଭା ସିଟରେ ସରିଛି ପ୍ରାର୍ଥୀ ଘୋଷଣା । କାହିଁକି ହୋଇପାରୁନି ବାଲେଶ୍ୱର ନିଷ୍ପତ୍ତି ? ପ୍ରାର୍ଥୀଙ୍କୁ ନେଇ କେଉଁଠି ରହିଛି କନଫ୍ୟୁଜନ୍ ? ପୁଣି ରିପିଟ୍ ହେବେ କି ରବୀନ୍ଦ୍ର ଜେନା ? ନା ନୂଆ ଚେହେରା ଦେଇ ଚମକାଇବ ବିଜେଡି ?…

ସ୍ୱାମୀ ସହ ଝଗଡ଼ା କରି ୯ ମାସର ଝିଅକୁ ଧରି ନଦୀକୁ ଡେଇଁ ପଡ଼ିଲେ ସ୍ତ୍ରୀ

କେନ୍ଦ୍ରାପଡା: ସ୍ୱାମୀଙ୍କ ସହ ଝଗଡ଼ା କରି ୯ ମାସର ଝିଅକୁ କୋଳରେ ଧରି ଖରସ୍ରୋତା ନଦୀକୁ ଡେଇଁ ପଡ଼ିଲେ ସ୍ତ୍ରୀ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅଞ୍ଚଳରେ। ସୂଚନା ଅନୁସାରେ ଆଳି ଥାନା ଅନ୍ତର୍ଗତ ଖନ୍ଦୋଳ ଗାଁର ଜଣେ ଯୁବକ ନିଜ ପତ୍ନୀ ଓ କୁନି ଝିଅ ସହ ଶ୍ୱଶୁର ଘର ନିକଟସ୍ଥ…