Latest Odisha News

BREAKING NEWS

Browsing Category

ଓଡିଶା

Odisha

ନିଟ୍ ପ୍ରବେଶିକା ପରୀକ୍ଷାରେ ଜାଲିଆତି ଘଟଣା, ନକଲି ପରୀକ୍ଷାର୍ଥୀ ସମେତ ୩ ଗିରଫ

ଭଦ୍ରକ: ମେ’ ୫ରେ ଅନୁଷ୍ଠିତ ହୋଇଯାଇଛି ନିଟ୍ ପରୀକ୍ଷା ୨୦୨୪ । ଦେଶରେ ପ୍ରାୟ ୫୫୭ ସହରରୁ ୨୪ ଲକ୍ଷ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେଇଥିଲେ । ପରୀକ୍ଷା କିପରି ସୁରୁଖୁରୁରେ ହେବ ସେ ନେଇ NTA ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା । ଏହାରିଭିତରେ ଭଦ୍ରକ ଏସବିଡ଼ି ଇଣ୍ଟରନେସନଲ ସ୍କୁଲରେ…

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ ଷଡଙ୍ଗୀ

ବାଲେଶ୍ବର: କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ । କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ । ଶ୍ରୀକାନ୍ତ ଜେନାଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗ ଆଣି ଦଳ ଛାଡିଲେ  ଚିତ୍ତରଞ୍ଜନ । ବାଲେଶ୍ବର ସାଂସଦ ପ୍ରାର୍ଥି ଭାବେ ନିର୍ବାଚନ ଲଢିବାକୁ ଘୋଷଣା କଲେ । ସେ ୧୯୯୦…

ବିଜେପିର ସଙ୍କଳ୍ପପତ୍ରକୁ ‘ମିଛ ମାନିଫେଷ୍ଟୋ’ କହି ବର୍ଷିଲା ବିଜେଡି

ଭୁବନେଶ୍ଵର: ବିଜେପିର ସଙ୍କଳ୍ପପତ୍ର ଘୋଷଣାକୁ ‘ମିଛ ମାନିଫେଷ୍ଟୋ’ କହିଛି ବିଜେଡି । ଏଥି ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା । ‘ନା କାମ କରିବି, ନା କାମ କରେଇ ଦେବି’ ବୋଲି କହି ବର୍ଷିଛନ୍ତି ବିଜେଡି ରାଷ୍ଟ୍ରୀୟ ମୁଖପାତ୍ର ସସ୍ମିତ ପାତ୍ର…

ନିର୍ବାଚନ ପ୍ରଚାର ପାଇଁ  ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ବିଜେପିର ୨ ବରିଷ୍ଠ ନେତା

ଭୁବନେଶ୍ବର: ନିର୍ବାଚନ ପ୍ରଚାର ପାଇଁ  ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ବିଜେପିର ୨ ବରିଷ୍ଠ ନେତା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଭବାନୀପାଟଣା ଓ ରାୟଗଡ଼ାରେ ଜନସଭାକୁ ସମ୍ବୋଧିତ କରିବେ । ସେହିପରି  ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ନବରଙ୍ଗପୁର ଗସ୍ତରେ ଆସିବେ। ସୂଚନା…

ଚେକ୍ ବାଉନ୍ସ ମାମଲାରେ କଂଗ୍ରେସ ନେତାଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ, ୩ ଲକ୍ଷ ଟଙ୍କା ଜରିମାନା

ଜଗତସିଂହପୁର: ଚେକ୍ ବାଉନ୍ସ ମାମଲାରେ କଂଗ୍ରେସ ବ୍ଲକ ୟୁନିଟ୍ ସଭାପତି ମାନସ କୁମାର ରଥଙ୍କୁ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଜଗତସିଂହପୁରର ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ନୀଳିମା ପଣ୍ଡା ମଧ୍ୟ ତାଙ୍କ ଉପରେ ୩ ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ସୂଚନାନୁସାରେ, ମାନସ…

ଶେରଗଡରେ ଭିକେ ପାଣ୍ଡିଆନ, ରୋଡ ସୋ’ କରିବା ସହ ବିଜେଡି ପ୍ରାର୍ଥୀଙ୍କ ପାଇଁ କଲେ ପ୍ରଚାର

ଗଞ୍ଜାମ: ଗଞ୍ଜାମ ଗସ୍ତରେ ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍‌‌। ଶେରଗଡ, ହିଞ୍ଜିଳି, ଖଲ୍ଲିକୋଟ ଓ ବ୍ରହ୍ମପୁରରେ ଆୟୋଜିତ ସଭାରେ ଯୋଗ ଦେବା ସହ ରୋଡ ସୋ କରିଛନ୍ତି। ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖରେ ବିପୁଳ ସଂଖ୍ୟାରେ ଭୋଟ ଦେଇ ଜିତାଇବାକୁ ଅପିଲ…

ଜିନିଷ କିଣିବା ବାହାନାରେ ଦୋକାନରୁ ଲୁଟିନେଲେ ନଗଦ ଟଙ୍କା, ସିସିଟିଭିରେ କଏଦ ହେଲା ଦୃଶ୍ୟ

ଭୁବନେଶ୍ୱର: ରାଜଧାନୀ ବରଗଡ଼ ଥାନା ଅନ୍ତର୍ଗତ ଲୁଇସ୍ ରୋଡରେ ଥିବା ଏକ ପୋଷାକ ଦୋକାନରେ କଳାକନା ବୁଲାଇ ଦେଲେ ଲୁଟେରା। କାଉଣ୍ଟର ଡ୍ର ଖୋଲା ରହିଥିବା ଦେଖି ସେଥିରେ ଥିବା ଟଙ୍କା ବିଡ଼ା ନେଇ ଚମ୍ପଟ ମାରିଲେ ଦମ୍ପତି। ଏହି ଦମ୍ପତି ୧୦,୯୦୦ ଟଙ୍କା ଲୁଟ୍ କରିଥିବା ଅଭିଯୋଗ କରିଛନ୍ ଦୋକାନୀ।…

ଓଡିଶାବାସୀଙ୍କୁ ଭୋଟ ଅପିଲ୍ କରିବେ ହେମାମାଳିନୀ

ଭୁବନେଶ୍ବର: ଓଡିଶାରେ ପ୍ରଚାର କରିବେ ହେମାମାଳିନୀ । ବିଜେପିର ଷ୍ଟାର ପ୍ରଚାରକ ଲିଷ୍ଟରେ ସାମିଲ ହେଲେ ଡ୍ରିମ୍ ଗର୍ଲ ହେମାମାଳିନୀ । ଏଥର ଓଡିଶା ଆସି ପ୍ରଚାର କରିବେ । ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସ୍ଥାନରେ ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକରେ ସାମିଲ ହେଲେ ହେମାମାଳିନୀ । ପୁଣି ଏକ…

ମାଟ୍ରିକ ସାର୍ଟିଫିକେଟ ଅନୁଯାୟୀ ମିଳିବ ଅବସର

ଭୁବନେଶ୍ବର: ମାଟ୍ରିକ ସାର୍ଟିଫିକେଟରେ ଥିବା ଜନ୍ମ ତାରିଖ ହିଁ ସବୁ କ୍ଷେତ୍ର ପାଇଁ ପ୍ରଯୁଜ୍ୟ । ଏଭଳି କିଛି ଗୁରୁତ୍ବପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି ଓଡିଶା ହାଇକୋର୍ଟ । ଆବେଦନକାରୀଙ୍କ ସର୍ଭିସବୁକ୍ ସହ ଜଡିତ  ଥିବା ମାଟ୍ରିକ୍ ପ୍ରମାଣପତ୍ରରେ ଉଲ୍ଲେଖ ଥିବା ଜନ୍ମ ତାରିଖ ଅନୁଯାୟୀ ହିଁ…

ଆସନ୍ତା ୧୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶାଳ ରୋଡ ସୋ

ଭୁବନେଶ୍ବର: ଭୁବନେଶ୍ବରରେ ଆସନ୍ତା ୧୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶାଳ ରୋଡ ସୋ । ସନ୍ଧ୍ୟା ୬ଟାରୁ ରୋଡ ସୋ କରିବେ ମୋଦୀ । ଏହି ରୋଡ ସୋ ମାଷ୍ଟରକ୍ୟାଣ୍ଟିନରୁ ବାହାରି ବାଣୀ ବିହାର ପର୍ଯ୍ୟନ୍ତ ଚାଲିବ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ସାଂସଦ ପ୍ରାର୍ଥୀ…