Latest Odisha News
Browsing Category

ଓଡିଶା

Odisha

ବଜ୍ରପାତରୁ ୧୬ ଛାତ୍ରଛାତ୍ରୀ ଅସୁସ୍ଥ, ଦୁଇ ଗୁରୁତର କେନ୍ଦ୍ରାପଡା ହସ୍ପିଟାଲକୁ ସ୍ଥାନାନ୍ତର

କେନ୍ଦ୍ରାପଡ଼ା: ଗରଦପୁର ବ୍ଲକ ଅନ୍ତର୍ଗତ କୁଦାନଗରୀ ଉଚ୍ଚ ବିଦ୍ୟାଳୟରେ ଶନିବାର ବଜ୍ରପାତ ଘଟି ୧୬ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଗୁରୁତର ଦୁଇ ଛାତ୍ରୀ ଅମୃତା ପଣ୍ଡା ଓ ଆଦ୍ୟାଶା ଲକ୍ଷ୍ମୀ ସାମଲଙ୍କୁ ପାଟକୁରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ…

ରାଜ୍ୟରେ ଆଗାମୀ ନିର୍ବାଚନ ବିଜେପି ଏକାକୀ ଲଢିବ ଏବଂ  ସରକାର ଗଢିବ-କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଆଗାମୀ ନିର୍ବାଚନ ଏକା ଲଢିବ ବିଜେପି । କୌଣସି ଦଳ ସହ ମେଣ୍ଟ କରିବ ନାହିଁ । ଏକଥା ସ୍ପଷ୍ଟ କରିଛନ୍ତି ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୁପେନ୍ଦର ଯାଦବ  । ଶନିବାର ଯାଦବ  ସ୍ପଷ୍ଟ କରିଛନ୍ତି ଯେ, ବିଜେପି ଆଗାମୀ…

ଖୁବଶୀଘ୍ର ଆସିବ ବାୟୋ ଟେକ୍ନୋଲୋଜି ନୀତି

ଭୁବନେଶ୍ୱର: ଖୁବଶୀଘ୍ର ଆସିବ ବାୟୋ ଟେକ୍ନୋଲୋଜି ନୀତି। ଆସନ୍ତା ମାସକ ଭିତରେ ଏହାକୁ ଆଣିବେ ରାଜ୍ୟ ସରକାର। ଏ ଦିଗରେ ଚାଲିଛି କାମ। ଏଥିରେ ବାୟୋ-ଟେକ୍ନୋଲୋଜି ସମ୍ବନ୍ଧିତ ମେଡିକାଲ ଉପକରଣ, ଟିକା ନିର୍ମାଣ, ଫାର୍ମାସ୍ୟୁଟିକାଲ ପରି ଇଣ୍ଡଷ୍ଟ୍ରିକୁ ପ୍ରୋତ୍ସାହନ ଦେବାକୁ ବିଭିନ୍ନ ପ୍ରକାର…

ଆକ୍ସନ ମୋଡରେ ଅବକାରୀ ବିଭାଗ: ନାବାଳିକା ଥିଲେ ଫସିବେ ବାର୍ ମାଲିକ

ଭୁବନେଶ୍ବର : ଆକ୍ସନ ମୋଡରେ ଅବକାରୀ ବିଭାଗ  । ଡ୍ୟାନ୍ସ ବାରରେ ନାବାଳିକା ନିୟୋଜିତ ଥିଲେ ଫସିବେ ବାର୍ ମାଲିକ  । ୨୧ ବର୍ଷରୁ କମ୍ ବୟସର ନାବାଳିକା ଥିଲେ କାର୍ଯ୍ୟାନୁଷ୍ଠାନ ହେବ  । ଶୁଭଲକ୍ଷ୍ମୀ ଘଟଣା ପରେ ଚେତିଛି ଅବକାରୀ ବିଭାଗ  । ଭୁବନେଶ୍ବରର ସବୁ ଡ୍ୟାନ୍ସ  ବାରରେ ରେଡ୍ ହେବ…

ଥଣ୍ଡା ଦୂର କରେ ପିପ୍ପଳୀ, ଜାଣନ୍ତୁ ଏହାକୁ ସେବନ କରିବାର ପଦ୍ଧତି…

ଭୁବନେଶ୍ଵର: ଭାରତୀୟ ମାନଙ୍କ ରୋଷେଇ ଘରେ ପିପ୍ପଳୀ ମସଲା ଭାବରେ ବ୍ୟବହୃତ ହୁଏ | ଏହା କେବଳ ଖାଦ୍ୟରେ ସ୍ୱାଦ ବଢ଼ାଏ ନାହିଁ, ବରଂ ଏହାକୁ ପୁଷ୍ଟିକର ମଧ୍ୟ ବନେଇଥାଏ | ଏହାର ନିୟମିତ ସେବନ ଶରୀରକୁ ଅନେକ ରୋଗ ଏବଂ ସମସ୍ୟାରୁ ଦୂରେଇ ରଖେ | ଏହା ଶରୀର ପାଇଁ ରାମବାଣ ସଦୃଶ୍ୟ ବିବେଚନା କରାଯାଏ | …

ପୁରୀ ସମୁଦ୍ରରେ ଅଘଟଣ: ଗାଧୋଉଥିବା ବେଳେ ବୁଡ଼ି ଗଲେ ପରିବାରର ୫ ସଦସ୍ୟ

ପୁରୀ; ପୁରୀ ବେଳାଭୂମୀରେ ପୁଣି ଅଘଟଣ। ସମୁଦ୍ରରେ ବୁଡିଗଲେ ପରିବାରର ୫ ସଦସ୍ୟ । ବୁଡିଯାଉଥିବା ବେଳେ ୫ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରିଛନ୍ତି ଲାଇଫଗାର୍ଡ। ସୂଚନା ଅନୁସାରେ, ଆଜି ଦିନ ୧୧.୩୦ ବେଳେ ସେକ୍ଟର ୯ ବେଳାଭୂମିରେ ଗାଧୋଉଥିବା ବେଳେ ଏକ ବଡ ଲହଡି କାରଣରୁ ବୁଡ଼ିଯାଉଥିଲେ ଗୋଟିଏ…

ଅଜାଙ୍କ ଦଶାହ କର୍ମ ହେଲା କାଳ: ନଦୀରେ ବୁଡି ଦୁଇ ନାତି ମୃତ

ସୋର: ଅଜାଙ୍କ ଦଶାହରେ ସଲିଳ ସମାଧି  । ଦଶକର୍ମ ପରେ ଗାଧୋଇବାବେଳେ ବୁଡିଗଲେ ଦୁଇ ନାତି । ଏଭଳି ଅଭାବନୀୟ ଘଟଣା ଘଟିଛି ସୋର ବ୍ଲକ ନଟାପଡା ପଞ୍ଚାୟତ ୱାଦା ଗାଁରେ । ମୃତକ ମାନେ କୁଲୁଆ ପାଢୀ ଏବଂ ଚନ୍ଦନ କର ବୋଲି ଜଣାପଡିଛି । ସୂଚନା ଅନୁସାରେ, ୱାଦା ଅଞ୍ଚଳର ସ୍ବର୍ଗତ ବିଷ୍ଣୁ ଚରଣ…

କାଳ ସାଜିଲା ଭୁଲ ଇଞ୍ଜେକସନ : ଚାଲିଗଲା ରୋଗୀର ଜୀବନ

ଜଳେଶ୍ବର : ସରକାର ରୋଗୀ ମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ବିଭିନ୍ନ ଯୋଜନା କରୁଛନ୍ତି  । ଏଥିଲାଗି କୋଟି କୋଟି ଟଙ୍କା ଖର୍ଚ୍ଚ ମଧ୍ୟ କରୁଛନ୍ତି  । ହେଲେ ବାଲେଶ୍ବର ଜିଲ୍ଲା ଜଳେଶ୍ବର ବ୍ଲକ ହାତୀଗଡ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ଦେଖିବାକୁ…

ଡାକ୍ତରଖାନାରେ ମିଳିଲାନି ଷ୍ଟ୍ରେଚର; ସ୍ତ୍ରୀଙ୍କୁ କାନ୍ଧରେ ବୋହି ନେଲେ ବୃଦ୍ଧ ସ୍ୱାମୀ

ପୁରୀ: ପୁରୀ ସଦର ମୁଖ୍ୟ ଚିକିତ୍ସାଳୟ ରେ ଅଭାବନୀୟ ଘଟଣା l ମିଳିଲାନି ଷ୍ଟ୍ରେଚର କି ହୁଇଲଚେୟାର ।  କାନ୍ଧରେ ଅସୁସ୍ଥ ସ୍ତ୍ରୀକୁ ବୋହିନେଲେ ସ୍ଵାମୀ । ଅସୁସ୍ଥ ବୃଦ୍ଧା ଜଣକ ହେଲେ ମଧ୍ୟପ୍ରଦେଶ ର ୬୫ବର୍ଷୀୟା କାଲାବାଇ l ବୃଦ୍ଧାଜଣକୁ ତାଙ୍କ ସ୍ୱାମୀ କାନ୍ଧରେ ବୋହି ନେଉଥିବା ଦୃଶ୍ୟ ଏବେ…

ତଦନ୍ତରେ ଉତ୍କର୍ଷତା ପାଇଁ ୪ ଓଡ଼ିଆ ପୋଲିସ ଅଧିକାରୀ ପାଇବେ ‘କେନ୍ଦ୍ର ଗୃହମନ୍ତ୍ରୀ ପଦକ’

ଭୁବନେଶ୍ୱର: ତଦନ୍ତରେ ଉତ୍କର୍ଷତା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ପଦକ ଘୋଷଣା। କେନ୍ଦ୍ର ଗୃହମନ୍ତ୍ରୀ ମେଡାଲ-୨୦୨୩ ପାଇଁ ଦେଶର ୧୪୦ ପୋଲିସ ଅଧିକାରୀ ମନୋନୀତ ହୋଇଛନ୍ତି। ସେଥିମଧ୍ୟରେ ରହିଛନ୍ତି ୪ ଓଡ଼ିଆ ପୋଲିସ ଅଧିକାରୀ। ଦୁଇ ଜଣ ଡିଏସପି ଓ ଦୁଇ ଜଣ ଇନ୍ସପେକ୍ଟରଙ୍କୁ ମିଳିବ ଏହି ପଦକ।…