Latest Odisha News

BREAKING NEWS

Browsing Category

ଓଡିଶା

Odisha

ଉଠା ଦୋକାନୀଙ୍କୁ ତୁରନ୍ତ ଥଇଥାନ ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯୋଗୁଁ ଶ୍ରୀମନ୍ଦିର ଚାରିପାଖରେ ବିସ୍ଥାପିତ ଉଠା ଦୋକାନୀଙ୍କୁ ରାଜ୍ୟ ସରକାର ପ୍ରତାରଣା କରିଥିବା ଅଭିଯୋଗ ନେଇ ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି ଉଠା ଦୋକାନୀ ସଂଘ। ତୁରନ୍ତ ଥଇଥାନ ଦାବି ନେଇ ଧାରଣା ଦେଇଛନ୍ତି ଉଠା ଦୋକାନୀ ସଂଘ।…

ମହାପ୍ରଭୁଙ୍କୁ ଆଶୀର୍ବାଦ ନେଇ ରଣାଙ୍ଗନକୁ ଓହ୍ଲାଇଲେ ଲୁଲୁ ତନୟା

ପୁରୀ: ଆଗକୁ ଆସୁଛି ସାଧାରଣ ନିର୍ବାଚନ। ଏନେଇ ସରଗରମ ରାଜ୍ୟ ରାଜନୀତି। ସବିୁ ପାର୍ଥୀ ନିଜ ନିଜର ପ୍ରଚାର ଆରମ୍ଭ କରିଥିବା ବେଳେ ମହାପ୍ରଭୁଙ୍କ ଆଶୀର୍ବାଦ ନେଇ ରଣାଙ୍ଗନକୁ ଓହ୍ଲାଇଛନ୍ତି ସ୍ବର୍ଗତ ଲଲାଟେନ୍ଦୁ ମହାପାତ୍ରଙ୍କ ଝିଅ ଉପାସନା ମହାପାତ୍ର । ରାଜ୍ୟର ସବୁଠାରୁ ଚର୍ଚ୍ଚିତ ଆସନ…

ସେଫ୍ ସିଟି ଡ୍ରାଇଭ: ମଦ୍ୟପ ଡ୍ରାଇଭରଙ୍କ ବିରୋଧରେ କମିଶନରେଟ ପୋଲିସର ଧରପଗଡ଼

ଭୁବନେଶ୍ୱର: କମିଶନରେଟ ପୋଲିସର ସେଫ୍ ସିଟି ଡ୍ରାଇଭ । ରାଜଧାନୀରେ ମଦ୍ୟପ ଡ୍ରାଇଭରଙ୍କ ବିରୋଧରେ କମିଶନରେଟ ପୋଲିସର ଧରପଗଡ଼ । ଭୁବନେଶ୍ୱର ଡିସିପିଙ୍କ ନିର୍ଦ୍ଦେଶ ଅନୁସାରେ ସହରାଞ୍ଚଳ ମଧ୍ୟରେ ଥିବା ବିଭିନ୍ନ ଥାନା ପକ୍ଷରୁ ସେଫ୍ ଡ୍ରାଇଭ ଅଭିଯାନ ନିୟମିତ ଭାବେ ଜାରି ରହିଛି । ଏହି ଧରପଗଡ…

ଟିକେଟ୍‌ ନ ମିଳିବା ଆମ ପରିବାରକୁ ଆଘାତ ଦେଇଛି: ଶିଶିର ଗମାଙ୍ଗ

ଭୁବନେଶ୍ୱର: ମଙ୍ଗଳବାର କଂଗ୍ରେସ ଉଭୟ ଲୋକ ସଭା ଓ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଜାରି କରିଛି । କଂଗ୍ରେସ ୪୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଦଳ ତାର ପ୍ରାର୍ଥୀ ତାଲିକାରେ କିଛି ପୁରୁଣା ଓ ନୂଆ ନେତାଙ୍କୁ ସୁଯୋଗ ଦେଇଥିବା ବେଳେ ଆଶାୟୀ ପ୍ରାର୍ଥୀଙ୍କୁ ଏଥିରୁ…

ତଣ୍ଟି କାଟି ଯୁବକଙ୍କୁ ହତ୍ୟା, ନିଶା କାରବାରକୁ ନେଇ ହତ୍ୟା କରାଯାଇଥିବା ସନ୍ଦେହ

ପୁରୀ: ଚକ୍ରତୀର୍ଥ ରୋଡ଼ରେ ବିଭତ୍ସ୍ୟ ହତ୍ୟାକାଣ୍ଡ। ତଣ୍ଟି ଓ ହାତ, ଗୋଡ଼ କାଟି ଯୁବକଙ୍କୁ ହତ୍ୟା। ବୁଧବାର ଦିନ ଚକ୍ରତୀର୍ଥ ରୋଡରେ ଥିବା ମେଡିକାଲ ନିକଟରୁ ରକ୍ତରେ ଜୁ଼ଡ଼ୁବୁଡ଼ୁ ହୋଇଥିବା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ବିଳମ୍ବିତ ରାତିରେ ମୃତଦେହ ପଡିଥିବା ଦେଖି ପୋଲିସକୁ ଖବର…

ବିଜେଡିରେ ସାମିଲ ହେଲେ କୁଚିଣ୍ଡାର ଭବାନୀ ଶଙ୍କର କାଲୋ

ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ କୁଚିଣ୍ଡାର ଭବାନୀ ଶଙ୍କର କାଲୋ । ସେ ଅଖିଳ ଭାରତୀୟ ଗଣ୍ଡ ମହାସଭାର ଉପଦେଷ୍ଟା । ୮.୯୩ ଲକ୍ଷ ଗଣ୍ଡଙ୍କ ଉପଦେଷ୍ଟା । ଗଣ୍ଡ ସମାଜକୁ ଆଗେଇବା ପାଇଁ ସେ ବହୁ ଆଗରୁ କାମ କରି ଆସିଛନ୍ତି । ତାଙ୍କ ଅବଦାନ ଓଡ଼ିଶା ଓ ଗଣ୍ଡ ସମାଜ ପାଇଁ ଗର୍ବର ବିଷୟ । ଦଳକୁ…

ବିଜେଡିରେ ମିଶିଲେ ରୋହିତ ଜୋଶେଫ ତୀର୍କି

ଭୁବନେଶ୍ଵର: ବିଜେଡିରେ ମିଶିଲେ ରୋହିତ ଜୋଶେଫ ତୀର୍କି । ତୀର୍କିଙ୍କୁ ଦଳକୁ ସ୍ୱାଗତ କରିଛନ୍ତି ସାଂସଦ ସସ୍ମିତ ପାତ୍ର । ରୋହିତଙ୍କ ବାପା ଜର୍ଜ ତୀରକି ଜଣେ ଆଦିବାସୀ ନେତା । ସେ ୨୦୧୯ରେ ବିରମିତ୍ରପୁରରୁ କଂଗ୍ରେସ ଟିକେଟରୁ ଲଢ଼ିଥିଲେ । ତାଙ୍କର ଯୋଗଦାନ ଦଳକୁ ଆହୁରି ଶକ୍ତିଶାଳୀ କରିବ ବୋଲି…

ବିଜେଡିରେ ମିଶିଲେ ଭୃଗୁ, ବ୍ରହ୍ମପୁରରୁ ସାଂସଦ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

ଭୁବନେଶ୍ୱର: ପଦ୍ମ ଛାଡି ଶଙ୍ଖ ଧରିଲେ ଭୃଗୁ ବକ୍ସିପାତ୍ର । ଶହ ଶହ ସମର୍ଥକଙ୍କ ସହ ଶଙ୍ଖ ଭବନରେ ଆନୁଷ୍ଠାନିକ ଭାବେ ବିଜେଡିରେ ଯୋଗଦେଲେ ଭୃଗୁ । ସାଂସଦ ମାନସ ମଙ୍ଗରାଜ, ସାଂସଦ ଚନ୍ଦ୍ରଶେଖର ସାହୁ, ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ଭୃଗୁ । ଆଜି ସକାଳେ…

ମାଓ କ୍ୟାମ୍ପ ଠାବ ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

ମାଲକାନଗିରି: ମାଲକାନଗିରିରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ଓଡ଼ିଶା-ଆନ୍ଧ୍ର ସୀମା କାଲିମେଳାର ଦୟାଲତୁଙ୍ଗ ଗାଁ ନିକଟ ଜଙ୍ଗଲରୁ ମାଓ କ୍ୟାମ୍ପ୍ ଠାବ ସହ ବିପୁଳ ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ କରିଛନ୍ତି ଡିଭିଏଫ୍ ଯବାନ । ଜବତ ମାଓ ସାମଗ୍ରୀ ଭିତରେ ୧୯୦ଟି ଜିଲେଟିନ୍ ଷ୍ଟିକ୍,…

ବିଜେଡିରେ ସାମିଲ ହେଲେ ପୂର୍ବତନ ସାଲେପୁର ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ପୂର୍ବତନ ସାଲେପୁର ବିଧାୟକ ପ୍ରକାଶ ବେହେରା । ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ସେ ବିଧିବଦ୍ଧ ଭାବରେ ବିଜେଡିରେ ସାମିଲ ହୋଇଛନ୍ତି । ୨ ଦିନ ତଳେ ସେ ବିଜେପିରୁ ଇସ୍ତଫା ଦେଇଥିଲେ । ପୂର୍ବତନ ବିଧାୟକ ପ୍ରକାଶ ବେହେରା କଟକ ସଦର ବିଜେପି ସଭାପତି…