Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅଂଶୁଘାତରୁ ରକ୍ଷା ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁଙ୍କ ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ବର:ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଉପକୂଳରୁ ପଶ୍ଚିମ ଏବଂ ଦକ୍ଷିଣରୁ ଉତ୍ତର ଓଡ଼ିଶା ସବୁଠି ଡହଡହ ଖରା ଅନୁଭୂତ ହୋଇଛି । ସକାଳ ୮ ପରଠାରୁ ଘରୁ ବାହାରିବା ବି ମୁସ୍କିଲ ହୋଇପଡୁଛି । ମଣିଷ ମାନଙ୍କ ଅବସ୍ଥା ଖରାପ ହୋଇପଡୁଥିବାବେଳେ ଜୀବଜନ୍ତୁଙ୍କ କଥା ନ କହିବା ଭଲ ।…

ବିଜେଡି ଇସ୍ତାହାର କମିଟି ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର ସାହୁ

ଭୁବନେଶ୍ଵର: ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ମିଳିଲା ନୂତନ ଦାୟିତ୍ଵ । ବିଜେଡି ଇସ୍ତାହାର କମିଟି ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର ସାହୁ । ବିଜେଡି ଉପସଭାପତି ଭାବେ ମଧ୍ୟ ଚନ୍ଦ୍ରଶେଖରଙ୍କୁ ନିଯୁକ୍ତି । ନିଯୁକ୍ତି ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବର୍ତମାନ…

ୱାର୍ଡମେମ୍ବରଙ୍କ ଭତ୍ତା ଟଙ୍କା ହଡପ କରି ରାତିସାରା ଅଟକ ରହିଲେ ପିଇଓ

ବାଲେଶ୍ବର: ମହଙ୍ଗା ପଡିଲା ୱାର୍ଡ ମେମ୍ବରମାନଙ୍କ ଭତ୍ତା ଟଙ୍କା ହଡପ କରିବା । ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଙ୍କୁ ରାତିସାରା ଅଟକ ରଖିଲେ ୱାର୍ଡମେମ୍ବର ମାନେ । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ୍ ଅନ୍ତର୍ଗତ ମଥାନୀ ପଞ୍ଚାୟତରେ । ଖବର ମୁତାବକ, ମଥାନି…

ଗୁଣୁପୁର ବିଧାନସଭା ନିର୍ବାଚନ: ଚାରି ପ୍ରମୁଖ ଦଳ ଭିତରେ ହେବ ଯୋରଦାର ଲଢେ଼ଇ

ରାୟଗଡା: ଆଗକୁ ସାଧାରଣ ନିର୍ବାଚନ । ନେତାମାନଙ୍କର ଦଳ ଡିଆଁ ପର୍ବ ସାଙ୍ଗକୁ ପ୍ରାର୍ଥୀ ଘୋଷଣା ପୁରା ରାଜ୍ୟ ରାଜନୀତିକୁ ସରଗରମ କରିଛି । ଏହାରି ଭିତରେ ରାଜ୍ୟର ପ୍ରମୁଖ ତିନି ଦଳ ପକ୍ଷରୁ ଗୁଣୁପୁର ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇ ସାରିଛି । ଗୁଣୁପୁର ନିର୍ବାଚନ କ୍ଷେତ୍ରରେ…

ବିଜେପିରୁ ଇସ୍ତଫା ଦେଲେ ଭୃଗୁବକ୍ସି ପାତ୍ର

ଭୁବନେଶ୍ଵର: ବିଜେପିରୁ ଇସ୍ତଫା ଦେଲେ ଭୃଗୁବକ୍ସି ପାତ୍ର । ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । ବିଜେପି ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଲେ ଇସ୍ତଫାପତ୍ର । ୨୦୧୯ରେ ବ୍ରହ୍ମପୁର ଲୋକସଭା ଆସନରୁ ଲଢିଥିଲେ ଭୃଗୁ । ଦୀର୍ଘ ୨୩ ବର୍ଷ ଧରି ଦଳର ଉନ୍ନତି ପାଇଁ ପ୍ରୟାସ ଜାରି…

ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କୁ ମିଳିବ ଗୋଟିଏ ଦିନ ସ୍ୱତନ୍ତ୍ର ଛୁଟି

ଭୁବନେଶ୍ୱର: ରାଜ୍ୟରେ ଚଳିତ ଲୋକସଭା ଓ ବିଧାନସଭା ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କୁ ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ମଞ୍ଜୁର କରିଛନ୍ତି ରାଜ୍ୟ ସରକାର । ଏହାସହିତ ନିଜ ହେଡକ୍ୱାର୍ଟର ଠାରୁ ଦୂର ସ୍ଥାନରେ ଭୋଟ୍ ଦେବାକୁ ଯାଉଥିବା ସରକାରୀ କର୍ମଚାରୀଙ୍କୁ ୨ ଦିନ…

ପ୍ରବଳ ଗରମ: ୭ଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୪୧ ଡିଗ୍ରୀ ଅତିକ୍ରମ କଲା

ଭୁବନେଶ୍ୱର: ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ତୀବ୍ର ହେବା ପରେ ମଙ୍ଗଳବାର ରାଜ୍ୟର ୭ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୧ ଡିଗ୍ରୀ ଛୁଇଁଛି। ୯ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ପାଣିପାଗ ବୁଲେଟିନରେ…

ଅର୍ଥତତ୍ତ୍ୱ ଚିଟଫଣ୍ଡ ଦୁର୍ନୀତି: ଆଇନଜୀବୀ ଦେବକାନ୍ତ ମହାନ୍ତିଙ୍କୁ ୩ ଘଣ୍ଟା ଜେରା କଲା ସିବିଆଇ

ଭୁବନେଶ୍ୱର: ଚିଟଫଣ୍ଡ ଦୁର୍ନୀତିର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମଙ୍ଗଳବାର ଭୁବନେଶ୍ୱର କାର୍ଯ୍ୟାଳୟରେ ସରକାରୀ ଓକିଲ ଦେବକାନ୍ତ ମହାନ୍ତିଙ୍କୁ ପଚରାଉଚରା କରିଛି। ଅର୍ଥତତ୍ତ୍ୱ (ଏଟି) ଗ୍ରୁପ୍ ଚିଟଫଣ୍ଡ ମାମଲାରେ ଦେବକାନ୍ତ ମହାନ୍ତିଙ୍କୁ ସିବିଆଇ ସିଆରପିସିର ଧାରା…

ମନୋରଞ୍ଜନ ପାଣିଗ୍ରାହୀ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର

ଭୁୂବନେଶ୍ୱର: ଭାରତୀୟ ରାଜସ୍ବ ସେବା (ଆଇଆରଏସ)ର ବରିଷ୍ଠ ଅଧିକାରୀ ମନୋରଞ୍ଜନ ପାଣିଗ୍ରାହୀ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ସୋମବାର ନୂଆ ଦାୟିତ୍ୱ ଗ୍ରହଣ କରିବା ପରେ ଶ୍ରୀ ପାଣିଗ୍ରାହୀ ଏବେ ଓଡ଼ିଶା, ବିହାର ଓ ଝାଡ଼ଖଣ୍ଡରେ ଦାୟିତ୍ୱ…

କନ୍ଧମାଳ ଲୋକସଭାରେ ଅଚ୍ୟୁତ ଅପ୍ରତିଦ୍ବନ୍ଦୀ ରହିବେ ନା ସୁକାନ୍ତ ଦେବେ ବଡ଼ ଚକମା?

ଭୁବନେଶ୍ୱର: ଶାସକ ବିଜୁ ଜନତା ଦଳର ପାରମ୍ପରିକ ଗଡ଼ କୁହାଯାଉଥିବା କନ୍ଧମାଳ ଲୋକସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ପାଖେଇ ଆସୁଥିବାରୁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ବର୍ତ୍ତମାନର ବିଜେଡି ସାଂସଦ ଅଚ୍ୟୁତ ସାମନ୍ତ ଦ୍ବିତୀୟ ଥର ପାଇଁ ନିର୍ବାଚନ ଲଢୁଥିବା ବେଳେ ସେ ସଫଳ ହେବେ କି ନାହିଁ…