Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଗାମୀ ୪ ଦିନ ପର୍ଯ୍ୟନ୍ତ ସିଝିବ ଓଡ଼ିଶା, ୪୨ ଡିଗ୍ରୀ ଉପରକୁ ଯାଇପାରେ ତାପମାତ୍ରା

ଭୁବନେଶ୍ୱର: ପହିଲା ଏପ୍ରିଲରୁ ରାଜ୍ୟରେ ପ୍ରବଳ ଉତ୍ତାପ ଅନୁଭୁତି ହେଉଛି । ଅନେକ ରାଜ୍ୟରେ ତାପମାତ୍ରା ୩୫ ଅତିକ୍ରମ କରିଥିବା ବେଳେ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ଭାରତୀୟ ପାଣିପାଗ ଅନୁସାରେ ଆଗାମୀ ୪ ଦିନ ଯାଏଁ ସିଝିବ ଓଡ଼ିଶା। ଏଥିଲାଗି ୟେଲୋ ୱାର୍ଣ୍ଣିଂ…

କାହାକୁ ବିଜେପି ଟିକେଟ୍ ?

ଭୁବନେଶ୍ବର: ଚବିଶ ପାଇଁ ବିଜେପି ଯୋଦ୍ଧା । ଅଧିକାଂଶ ବିଧାୟକ ରିପିଟ୍, ନୂଆମୁହଁକୁ ବି ସୁଯୋଗ । ସୁରେଶ ପୂଜାରୀ ଲଢିବେ ବିଧାନସଭା ବାଜି । ବିଜେପି ତାଲିକାରେ ଷ୍ଟାର ସରପ୍ରାଇଜ୍ ଆକାଶଙ୍କୁ କୋରେଇ, ସିଦ୍ଧାନ୍ତଙ୍କୁ ଦିଗପହଣ୍ଡି ଟିକେଟ୍ ।... ୧୧୨ ବିଧାନସଭା ଆସନ ପାଇଁ ମଙ୍ଗଳବାର ପ୍ରାର୍ଥୀ…

ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ଭୁବନେଶ୍ବର: ପ୍ରକାଶ ପାଇଲା ବିଜେପି ବିଧାନସଭା ପ୍ରାର୍ଥୀ ତାଲିକା । ୧୧୨ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି । ଚାନ୍ଦବାଲିରୁ ଲଢିବେ ରାଜ୍ୟ ସଭାପତି ମନମୋହନ ସାମଲ । ସମ୍ବଲପୁରରୁ ପୁଣି ଲଢ଼ିବେ ଜୟନାରାୟଣ ମିଶ୍ର । ପାଟଣାଗଡ଼ରୁ ପ୍ରାର୍ଥୀ ହେଲେ କନକ ବର୍ଦ୍ଧନ ସିଂହଦେଓ ।…

ଶଙ୍ଖ ଧରିଲେ ଗଜପତି ଜିଲ୍ଲା ମୋହନା ନିର୍ବାଚନ ମଣ୍ଡଳୀର ନୂଆଗଡ଼ର ପଞ୍ଚାୟତ ପ୍ରତିନିଧି

ଭୁବନେଶ୍ବର: ବିଜେଡିରେ ମିଶିଲେ ଗଜପତି ଜିଲ୍ଲା ମୋହନା ନିର୍ବାଚନ ମଣ୍ଡଳୀର ନୂଆଗଡ଼ର ପଞ୍ଚାୟତ ପ୍ରତିନିଧି । ସେମାନେ ବିଜେପି ଓ କଂଗ୍ରେସ ଛାଡି ଆଜି ବିଜେପିରେ ମିଶିଲେ । ଶଙ୍ଖ ଭବନରେ ସମସ୍ତଙ୍କୁ ସ୍ୱାଗତ କଲେ ସାଂସଦ ସସ୍ମିତ ପାତ୍ର ଓ ଗଜପତି ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ଅତନୁ…

କଂଗ୍ରେସକୁ ଆଉ ଏକ ଝଟକା, ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା

ଭୁବନେଶ୍ବର: ନିର୍ବାଚନ ଯେତିକି ଯେତିକି ପାଖେଇ ଆସୁଛି ନେତା ମାନଙ୍କର ଦଳଡିଆଁ ପର୍ବ ସେତିକି ଅଧିକ ଚାଲୁଛି । କିଏ ଟିକେଟ୍ ଆଶାରେ ଅନ୍ୟ ଦଳରେ ସାମିଲ ହେଉଛି ତ ଆଉ କିଏ ଦଳରେ ଅଲୋଡା ହୋଇ ଦଳ ଛାଡୁଛି । ଏହି ପ୍ରରିପେକ୍ଷିରେ ଆଜି ପୁଣି ଜଣେ ବରିଷ୍ଠ ନେତା ହାତ ଛାଡିଛନ୍ତି । କଂଗ୍ରେସରୁ…

ଭାରସାମ୍ୟ ହରାଇ ଟ୍ରକକୁ ପଛରୁ ପିଟିଲା ସ୍କର୍ପିଓ; ଜଣେ ମୃତ, ୪ ଗୁରୁତର

ଭଦ୍ରକ: ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ନଳାଙ୍ଗରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ଟ୍ରକ୍ ପଛରେ ସ୍କର୍ପିଓ ଟି ପିଟି ହେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ, ୪ ଜଣ ଆହତ ହୋଇଛନ୍ତି । ସେମସ୍ତ ଆହତମାନଙ୍କୁ ପ୍ରଥମେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।…

ଆଜିଠୁ ସାରା ରାଜ୍ୟରେ ସକାଳୁଆ ସ୍କୁଲ, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଭୁବନେଶ୍ବର: ରାଜ୍ୟରେ ବଢ଼ୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ । ସକାଳ ୭ ଟାରୁ ୧୧ ଟା ୩୦ ପର୍ଯ୍ୟନ୍ତ ସ୍କୁଲ ଚାଲିବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଆଜିଠାରୁ ରାଜ୍ୟର ସମସ୍ତ ସ୍କୁଲରେ ଏହି ନିୟମ କାର୍ଯ୍ୟକାରୀ…

ସାଂସଦ ପ୍ରାର୍ଥୀଙ୍କ ମଧ୍ୟରେ ପ୍ରଥମ ରିପୋର୍ଟ କାର୍ଡ ଜାରି କଲେ ପୁରୀ ବିଜେପି ସାଂସଦ ପ୍ରାର୍ଥୀ ଡକ୍ଟର ସମ୍ବିତ ପାତ୍ର

ଭୁବନେଶ୍ୱର: ଭୁବନେଶ୍ବର ବିଜେପି କାର୍ଯ୍ୟାଳୟଠାରେ ରିପୋର୍ଟ କାର୍ଡ ଜାରି କରିଛନ୍ତି ପୁରୀ ଲୋକସଭାର ସାଂସଦ ପ୍ରାର୍ଥୀ ଡକ୍ଟର ସମ୍ବିତ ପାତ୍ର। ଉଲ୍ଲେଖନୀୟ ବିଷୟ ହେଉଛି ଗତ ନିର୍ବାଚନରେ ହାରିଥିବା ସାଂସଦ ପ୍ରାର୍ଥୀଙ୍କ ମଧ୍ୟରେ ଏପରି ରିପୋର୍ଟ କାର୍ଡ ଜାରି କରିବାରେ ପ୍ରଥମ ହେଉଛନ୍ତି…

ନନାଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ, ଇସିଙ୍କ ନିକଟରେ ଫେରାଦ ବିଜେଡି

ଭୁବନେଶ୍ୱର: ସୋମବାର ରାଜ୍ୟର ଶାସକ ଦଳ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ ନିକଟରେ ଅଭିଯୋଗ କରାଯାଇଛି। ବିଜେଡି ଅଭିଯୋଗ କରିଛି ଯେ ଭାରତୀୟ ଜନତା ପାର୍ଟି (ବିଜେପି)ର ସାଂସଦ ତଥା ବାଲେଶ୍ବର ସାଂସଦ ପ୍ରାର୍ଥୀ ପ୍ରତାପ ଷଡ଼ଙ୍ଗୀ (ନନା) ଆଦର୍ଶ…