Latest Odisha News

BREAKING NEWS

Browsing Category

ଓଡିଶା

Odisha

ପଶ୍ଚିମବଙ୍ଗ ଓ ଛତିଶଗଡ଼ ସହ ଆନ୍ତଃରାଜ୍ୟ ସୀମା ସହଯୋଗ ବୈଠକ: ତିନି ରାଜ୍ୟ ମଧ୍ୟରେ ସମନ୍ୱୟ ରକ୍ଷା ପାଇଁ ଅନୁରୋଧ

ଭୁବନେଶ୍ୱର: ଅବକାରୀ କମିଶନର, ଓଡ଼ିଶା ନରସିଂହ ଭୋଳ ଆଜି ପଶ୍ଚିମବଙ୍ଗ ଓ ଛତିଶଗଡ଼ ସହ ଆନ୍ତଃରାଜ୍ୟ ସୀମା ସହଯୋଗ ବୈଠକ କରିଛନ୍ତି। ଏହି ବୈଠକରେ ପଶ୍ଚିମବଙ୍ଗର ଅବକାରୀ କମିଶନର ଶ୍ରୀ କୌଶିକ ଭଟ୍ଟାଚାର୍ଯ୍ୟ, ଛତିଶଗଡ଼ର ଅବକାରୀ ସଚିବ ତଥା କମିଶନର ଶ୍ରୀମତୀ ଆର ସଙ୍ଗୀତା ଯୋଗ ଦେଇଥିଲେ ।…

ଓଡ଼ିଶା ଦିବସ ସମ୍ପର୍କିତ ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ୱର: ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଓଡ଼ିଶା ଦିବସ ସମ୍ପର୍କିତ ଫଟୋ ଚିତ୍ର ପ୍ରଦର୍ଶନୀ ସ୍ଥାନୀୟ ଜୟଦେବ ଭବନ ପ୍ରଦର୍ଶନୀ କକ୍ଷରେ ଉଦଘାଟିତ ହୋଇଯାଇଛି । ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ…

ଉତ୍କଳ ଦିବସ ଅବସରରେ ରମ୍ଭା ପ୍ୟାଲେସର ନବୀକୃତ ରୂପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରୂପାନ୍ତରିକରଣ ହେଲା ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ରାଜବାଟୀ ରମ୍ଭା ରାଜପ୍ରସାଦ। ଉତ୍କଳ ଦିବସ ଅବସରରେ ରମ୍ଭା ପ୍ୟାଲେସର ନବୀକୃତ ରୂପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଞ୍ଜାମ ଜିଲ୍ଲାର ଏହି ପ୍ରାସାଦରେ ହିଁ ‘ଉତ୍କଳ ସମ୍ମିଳନୀ ’ର ପ୍ରଥମ ଅଧିବେଶନ ଅନୁଷ୍ଠିତ…

ବିଜେପିରେ ମିଶିଲେ ଅନୁଭବ ମହାନ୍ତି, ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପଦ୍ମ ଶିବିରରେ ହେଲେ ସାମିଲ

ଭୁବନେଶ୍ୱର: ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପଦ୍ମ ଧରିଲେ ସାଂସଦ ଅନୁଭବ ମହାନ୍ତି। ୨ଦିନ ତଳେ ବିଜେଡିରୁ ଦେଇଥିଲେ ଇସ୍ତଫା । ଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟାଳୟରେ ସେ ପଦ୍ମ ଶିବିରରେ ସାମିଲ ହୋଇଛନ୍ତି। କିଛି ମାସ ହେଲା ବିଜେଡିର ଦଳୀୟ କାର୍ଯ୍ୟକ୍ରମରୁ ଦୂରେଇ ରହୁଥିଲେ। ପ୍ରଧାନମନ୍ତ୍ରୀ…

ଫଟୋ ପରିଚୟପତ୍ର ଦେଖାଇ ଭୋଟ ଦେଇପାରିବେ ଭୋଟର

ଭୁବନେଶ୍ୱର: ଭାରତରେ ସାଧାରଣ ନିର୍ବାଚନ-୨୦୨୪ ପରିପ୍ରେକ୍ଷୀରେ ଭୋଟର ତାଲିକାରେ ନାମ ପଞ୍ଜିକରଣ ହୋଇଥିଲେ ଭୋଟର ଭୋଟ ଗ୍ରହଣ କେନ୍ଦ୍ରରେ ଭୋଟର ଫଟୋ ପରିଚୟ ପତ୍ର ଦେଖାଇ ଭୋଟ ଦେଇପାରିବେ । ଯଦି ଭୋଟର ଫଟୋ ପରିଚୟ ପତ୍ର ଦେଖାଇବାକୁ ସମର୍ଥ ନହେବେ ତେବେ ଆଧାର କାର୍ଡ, ମହାତ୍ମା ଗାନ୍ଧୀ ଜାତୀୟ…

ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ସକାଳୁଆ ହେଲା ଅଙ୍ଗନବାଡି କେନ୍ଦ୍ର

ଭୁବନେଶ୍ୱର: ଚଳିତ ବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ପରିବର୍ତ୍ତନ କରାଯାଇଛି । ଗ୍ରୀଷ୍ମ ଦାଉରୁ ରକ୍ଷା ପାଇବା ନିମନ୍ତେ ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟସମୟକୁ ସକାଳ ୭ଟା ରୁ ୧୧ ଟା ୩୦ ଯାଏ ଧାର୍ଯ୍ୟ କରାଯାଇଛି । ଏନେଇ ମହିଳା…

ଆଜି ବିଜେପିରେ ସାମିଲ ହୋଇପାରନ୍ତି ସାଂସଦ ଅନୁଭବ !

ଭୁବନେଶ୍ବର: ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ରାଜନୈତକ ଚର୍ଚ୍ଚା ସେତିକି ଜୋରଦାର ଚାଲିଛି। ବର୍ତ୍ତମାନ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ରାଜନୈତିକ ପଦକ୍ଷେପକୁ ନେଇ ଚର୍ଚ୍ଚା ଚାଲିଛି। ବିଜୁ ଜନତା ଦଳରୁ ଇସ୍ତଫା ଦେଇ ସାରିଛନ୍ତି କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି । ଏବେ…

ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରୁ ବିଚାରଧୀନ କଏଦୀ ଫେରାର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରୁ ବିଚାରଧୀନ କଏଦୀ ଫେରାର । ଫେରାର କଏଦୀ ଜଣକ ହେଲେ ଅର୍ଜୁନ ମୁଣ୍ଡା । ସେ କାଲି ବିଳମ୍ବିତ ରାତିରେ ପୋଲିସକୁ ଚକମା ଦେଇ ଫେରାର ହୋଇଯାଇଛନ୍ତି । ଅର୍ଜୁନ ମୁଣ୍ଡା ଗତ ଡିସେମ୍ବର ମାସରେ ଗିରଫ ହୋଇ ଜେଲ୍ ରେ ଥିଲେ । ସୂଚନା ମୁତାବକ,…

ଶ୍ରୀଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ସ୍ୱାଧୀନ ପ୍ରାର୍ଥୀ ଭାବେ ବିଧାୟକ ଲଢିବା ନେଇ ଦାବି

ପୁରୀ: ଶ୍ରୀଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ସ୍ୱାଧୀନ ପ୍ରାର୍ଥୀ ଭାବେ ବିଧାୟକ ଲଢିବା ନେଇ ଦାବି ହୋଇଛି । ଏନେଇ ଆଜି ଶତାଧିକ ପୁରୀଵାସୀ ତାଙ୍କ ବାସଭବନ ଆଗରେ ପ୍ଲାକାର୍ଡ ଧରି ଅନୁରୋଧ କରିଛନ୍ତି । ପୁରୀ ସହରର ବିଭିନ୍ନ ସମସ୍ୟାରେ ପ୍ରିୟଦର୍ଶନ ପଟ୍ଟନାୟକ ସବୁବେଳେ ସ୍ୱର…

ଟିକସ ଫାଙ୍କିବା ଅଭିଯୋଗରେ ବାଣିକ କୋଚିଂ ସେଣ୍ଟରରେ ଆୟକର ବିଭାଗର ଚଢାଉ

ଭୁବନେଶ୍ଵର; ଆଗକୁ ଆସୁଛି ସାଧାରଣ ନିର୍ବାଚନ । ସେଥିପାଇଁ ଆକ୍ସନ ମୋଡରେ ଏବେ ସବୁ ବିଭାଗ । କେନ୍ଦ୍ରିୟ ଏଜେନ୍ସିଠାରୁ ଆରମ୍ଭ କରି ପୋଲିସ ପର୍ଯ୍ୟନ୍ତ । ଏବେ ସବୁଠାରେ ଜୋରଦାର ଚେକିଂ, ଚଢାଉ ଲାଗିରହିଛି । ଏହାରି ଭିତରେ ଭୁବନେଶ୍ଵରର ବହୁ ପ୍ରତିଷ୍ଠିତ କୋଚିଂ ସେଣ୍ଟର ବାଣିକରେ ଆଜି ସକାଳୁ…