Latest Odisha News

BREAKING NEWS

Browsing Category

ଓଡିଶା

Odisha

ଚିଲିକା ହ୍ରଦର ସଂରକ୍ଷଣ ଓ ପରିଚାଳନା ପାଇଁ ୨୩.୫୦ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର: ଦୂର ହେବ ଚିଲିକାସ୍ଥିତ ମାଛ ଚାଷରେ ନିର୍ଭରଶୀଳ ଲୋକଙ୍କ ଦୁଃଖ। ସରଳ ହେବ ଜୀବନଜାପନ। ଚିଲିକା ହ୍ରଦର ସଂରକ୍ଷଣ ଏବଂ ପରିଚାଳନା ପାଇଁ କେନ୍ଦ୍ରରୁ ୨୩ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁରୀ ହେବା ସହ ପ୍ରଥମ ପର୍ଯ୍ୟାୟରେ ଆବଶକୀୟ ଅର୍ଥ ପ୍ରଦାନ କରାଯାଇଛି। ଚିଲିକା ଉପକୂଳବର୍ତ୍ତୀ…

ଇନଫୋସିସ୍ ବିପିଏମ୍ ସେବାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ସୃଷ୍ଟି ହେବ ନୂତନ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର: ବିଶ୍ୱର ସର୍ବବୃହତ୍ ସୂଚନା ପ୍ରଯୁକ୍ତିବିଦ୍ୟା ସେବା ପ୍ରଦାନକାରୀ ସଂସ୍ଥା ଇନଫୋସିସ୍‌ର ନୂତନ ବିଜନେସ୍ ପ୍ରୋସେସିଂ ମ୍ୟାନେଜମେଣ୍ଟ ସେଣ୍ଟର (ବିପିଏମ୍) ସେବାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ପଟିଆସ୍ଥିତି ଇନଫୋସିସ ପରିସରରେ ସୂଚନା ଓ…

ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣା : ଉଦବେଗ ପ୍ରକାଶ କଲେ ରାଜ୍ୟ ମହିଳା କମିଶନର

ଭୁବନେଶ୍ଵର: ଦୀପାଲି ବାରରେ ବାର ଡ୍ୟାନ୍ସର ଭାବେ କାମ କରୁଥିବା ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ରାଜ୍ୟ ମହିଳା କମିଶନର । ୧୫ ଦିନ ମଧ୍ୟରେ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ କମିଶନରେଟ ପୁଲିସକୁ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ନିର୍ଦ୍ଦେଶ ଦେଇଛନ୍ତି। ସେପଟେ…

ଏମିତି ଚାଲିଛି ସରକାରୀ ଯୋଜନା: ଜମି ପଟ୍ଟା ମିଳିଲା ହେଲେ ଜମି କେଉଁଠି ଲୋକେ ଜାଣି ନାହାଁନ୍ତି

ନୂଆପଡା: ସରକାର ଗରିବ , ଅସହାୟ ଲୋକମାନଙ୍କ ଉନ୍ନତି ଲାଗି ମାଳ ମାଳ ଯୋଜନା କରିବା ସହ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି  । ହେଲେ କିଛି ପ୍ରଶାସନିକ ଅଧିକାରୀଙ୍କ ଉଦାସୀନତା ଏବଂ ବୈମାତୃକ ମନୋଭାବ ଯୋଗୁଁ ଏହା ଏକ ପ୍ରହସନରେ ପରିଣତ ହୋଇଛି  ।  ପ୍ରକୃତ ହିତାଧିକାରୀ ନିଜ ହକ୍…

ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡିଆ ମାଧ୍ୟମ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ

ଭୁବନେଶ୍ୱର: ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ ।  ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। 5T ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଥିବା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ…

ଆପଣ ଗ୍ରୀନ୍ ଟି ପିଉଛନ୍ତି କି? ତେବେ ଜାଣି ରଖନ୍ତୁ ଏହାର ସ୍ଵାସ୍ଥ୍ୟଗତ ଫାଇଦା

ଭୁବନେଶ୍ଵର: ଦୈନନ୍ଦିନ ସ୍ୱାସ୍ଥ୍ୟଗତ ସମସ୍ୟାକୁ ନେଇ ଆମେ ସମସ୍ତେ ଚିନ୍ତିତ। ସମସ୍ତେ ସ୍ୱାସ୍ଥ୍ୟ ପ୍ରତି ବେଶ ସଚେତନ ରହିଛୁ। ବଢୁଥିବା ମେଦବହୁଳତା ଉପରେ ନିୟନ୍ତ୍ରଣ ପାଇବା ପାଇଁ ଲୋକମାନେ ପ୍ରାୟତଃ ଗ୍ରୀନ୍ ଟି ପିଇବା ଆରମ୍ଭ କରନ୍ତି । ତେବେ ଆସନ୍ତୁ ଜାଣିବା ଗ୍ରୀନ୍ ଟିରୁ ଆମକୁ କ’ଣ ଲାଭ…

ଆଜି ଜଟଣୀ ବିଧାୟକଙ୍କ ଜନ୍ମଦିନ..୮୦ ବର୍ଷରେ ପାଦ ଥାପିଲେ ସୁର ଭାଇ

ଭୁବନେଶ୍ୱର: ୮୦ ବର୍ଷ ବୟସ । ହେଲେ ପାଦ ଥକିନି । ପାଟି ବି ଥକିନି । ଯେଉଁଠି ଖୋଜିବ ସେଠି ହାଜର  । ସେମିତି ରାଜା ହସ..ମଉଜିଆ କଥା.. । ଆମେ କହୁଛୁ ସୁର ଭାଇଙ୍କ କଥା । ଜଟଣୀ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ କଥା । ଆଜି ସୁର ଭାଇ ୮୦ ବର୍ଷରେ ପାଦ ଦେଇଛନ୍ତି । ଆଜି…

ଫାଇଭ-ଟି ପ୍ରହସନ: ପ୍ରାଥମିକ ଶିକ୍ଷାର ବିକଟାଳ ଚିତ୍ର

ନୂଆପଡା: ସ୍ମାର୍ଟ ସ୍କୁଲ ନିର୍ମାଣ କରି ରାଜ୍ୟ ସରକାର ଖର୍ଚ୍ଚ କରୁଛନ୍ତି କୋଟି କୋଟି ଟଙ୍କା । ସର୍ବଶିକ୍ଷା ଅଭିଯାନରେ ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁ ନାରାରେ ସରକାର ବାହାବାହା ନେଉଛି ସତ ହେଲେ ନୂଆପଡା ଜିଲ୍ଲା ସିନାପାଲି ଓ ଖଡ଼ିଆଳ ବ୍ଲକରେ ଭୁଶୁଡିପଡିଛି ଶିକ୍ଷା ବ୍ୟବସ୍ଥା । ଭଙ୍ଗା ଦଦରା…

ସାପ ଧରିବା ପାଇଁ ଗାଇଡଲାଇନ୍ ଜାରି: ପଞ୍ଜିକରଣ କରିବେ ରାଜ୍ୟର ସବୁ ସାପ ଧରାଳି

ଭୁବନେଶ୍ୱର: ସାପ ଧରାଳିଙ୍କ ପାଇଁ ଜାରି ହେଲା ଗାଇଡଲାଇନ। ଜନବସତିରୁ ସାପ ଉଦ୍ଧାର କରିବା ଏବଂ ଅନ୍ୟ ଜାଗାରେ ଛାଡ଼ିବାକୁ ନେଇ ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ଗାଇଡ୍ ଲାଇନ ଜାରି କରିଛି। ରାଜ୍ୟରେ ଦିନକୁ ଦିନ ସାପ କାମୁଡା ଜନିତ ମୃତ୍ୟୁ ବୃଦ୍ଧି ହେବାରେ ଲାଗିଛି। ସାପ କାମୁଡାରେ ଗତ ୭…